ଇସ୍ରୋ ବୈଜ୍ଞାନିକଙ୍କୁ ଧନ୍ୟବାଦ ଦେଲେ ନବୀନ

ଭୁବନେଶ୍ୱର,୨୩ା୮(ଅନିଲ ଦାସ): ଚନ୍ଦ୍ରର ଦକ୍ଷିଣ ମେରୁରେ ଚନ୍ଦ୍ରୟାନ-୩ ବୁଧବାର ସଫଳତାର ସହ ଲ୍ୟାଣ୍ଡିଂ କରିଛି। ଏହି ଅବିସ୍ମରଣୀୟ ସଫଳତା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭାରତୀୟ ମହାକାଶ ଗବେଷଣା କେନ୍ଦ୍ର(ଇସ୍ରୋ)ର ବୈଜ୍ଞାନିକମାନଙ୍କୁ ଧନ୍ୟବାଦ ଦେଇଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, ଏହା ଏକ ଐତିହାସିକ ସଫଳତା। ଭାରତ ପାଇଁ ଏହା ଏକ ଚମତ୍କାର ଉପଲବ୍ଧି। ଏହି ଐତିହାସିକ ପ୍ରକଳ୍ପରେ ସାମିଲ ହୋଇଥିବା ସମସ୍ତ ବୈଜ୍ଞାନିକ ଓ ବିଶେଷଜ୍ଞମାନଙ୍କୁ ମୁଖ୍ୟମନ୍ତ୍ରୀ ଅଭିନନ୍ଦନ ଜଣାଇଛନ୍ତି। ନବୀନ ନିବାସଠାରେ ମୁଖ୍ୟମନ୍ତ୍ରୀ ବୁଧବାର ଅପରାହ୍ନରେ ଚନ୍ଦ୍ରୟାନ ଅବତରଣ ଲାଇଭ୍‌ ଦୃଶ୍ୟକୁ ଟିଭିରେ ଦେଖିଥିଲେ। ଏହି ସମୟରେ ୫-ଟି ସଚିବ ଓ ଅନ୍ୟ ଅଧିକାରୀମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରଥଯାତ୍ରା ପାଇଁ କାଠ ଚିରା ଆରମ୍ଭ

କଟକ,୨୭।୩: ଶୁକ୍ରବାର ପବିତ୍ର ଶ୍ରୀରାମ ନବମୀ। ଗାଁଠୁ ସହର ସବୁଠି ଚଳଚଞ୍ଚଳ। ଏହି ପରିପ୍ରେକ୍ଷୀରେ ମହାପ୍ରଭୁଙ୍କ ରଥ ନିର୍ମାଣ ପାଇଁ ରଥ କାଠ ଚିରଟ ଆରମ୍ଭ ହୋଇଛି।…

ଶିଶୁ ସେନା ନେବେ ଖାମେନେଇଙ୍କ ମୃତ୍ୟୁର ପ୍ରତିଶୋଧ? ଇରାନୀ ସେନାରେ ଭର୍ତ୍ତି ହେଲେଣି ୧୨ ବର୍ଷ ବୟସ୍କ ପିଲା!

ତେହରାନ୍‌,୨୭।୩: ଇରାନର ଇସଲାମିକ ରିଭୋଲ୍ୟୁସନାରୀ ଗାର୍ଡ କର୍ପସ (IRGC) ଏକ ନୂତନ ପଦକ୍ଷେପ ଅଧୀନରେ ସୁରକ୍ଷା ଏବଂ ଯୁଦ୍ଧ ସହାୟତା କାର୍ଯ୍ୟ ପାଇଁ ସର୍ବନିମ୍ନ ବୟସ ସୀମାକୁ…

ପୋତି ହୋଇଯାଉଛି ବିରୂପା ନଦୀଶଯ୍ୟା, ଜଳପଥ ନିର୍ମାଣ ପ୍ରସ୍ତାବ ସନ୍ଦୀହାନ

ଚଣ୍ଡିଖୋଲ,୨୭ା୩(ପ୍ରଦୀପ୍ତ କୁମାର ପୃଷ୍ଟି): ମହାନଦୀର ଶାଖା ନଦୀ ହେଉଛି ବିରୂପା ଓ ଗେଙ୍ଗୁଟି। ଦୀର୍ଘ ବର୍ଷ ହେବ ଏହି ନଦୀଖନନ ନ ହେବା ଦ୍ବାରା ନଦୀ ଶଯ୍ୟା…

ବଦଳିଲେ ବିଧାୟକ ରାମଚନ୍ଦ୍ର କାଡାମଙ୍କ ପ୍ରତିନିଧି, ଏହି ବ୍ୟକ୍ତିଙ୍କୁ ମିଳିଲା ଦାୟିତ୍ୱ, ଚାରିଆଡୁ ଛୁଟୁଛି ଶୁଭେଚ୍ଛା

ପଟ୍ଟାଙ୍ଗି,୨୭।୩(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ନିମନ୍ତେ ବିଧାୟକ ରାମଚନ୍ଦ୍ର କାଡାମଙ୍କ ପ୍ରତିନିଧି ଭାବେ ଗୁପ୍ତ ଶଙ୍କର ପଟ୍ଟନାୟକଙ୍କୁ ବିଧାୟକ କାଡାମ ମନୋନୀତ କରିଛନ୍ତି।…

ସରପଞ୍ଚ, ସମିତି ସଭ୍ୟଙ୍କ ପ୍ରତିନିଧିଙ୍କୁ ଅଟକ ପ୍ରତିବାଦ: ଧାରଣାରେ ବସିଲେ ପୂର୍ବତନ ଏମପି

ଲୋଇସିଂହା,୨୭।୩(ସୁଶାନ୍ତ ବାରିକ): ବଲାଙ୍ଗୀର ଜିଲା ଲୋଇସିଂହା ଥାନା ଅନ୍ତର୍ଗତ ରାମପୁର ଗ୍ରାମରେ ରାମନବମୀ ଉପଲକ୍ଷେ ଅନୁଷ୍ଠିତ ଷୋହଳ ପ୍ରହର ନାମ ଯଜ୍ଞରେ ଶୁକ୍ରବାର ସ୍ବାସ୍ଥ୍ୟ ମନ୍ତ୍ରୀ ଯୋଗଦାନ…

ରାମଲଲାଙ୍କ ‘ସୂର୍ଯ୍ୟ ତିଳକ’ ଦେଖି ଭାବପ୍ରବଣ ହୋଇପଡ଼ିଲେ ମୋଦି: ଭିଡିଓ ଦେଖିଲେ ହୋଇଯିବେ ଅଭିଭୂତ

ନୂଆଦିଲ୍ଲୀ,୨୭।୩: ରାମଙ୍କ ନଗରୀ ଅଯୋଧ୍ୟାରେ ରାମ ନବମୀ ଅତ୍ୟନ୍ତ ଉତ୍ସାହର ସହିତ ପାଳନ କରାଯାଇଛି। ରାମଲଲାଙ୍କ ଜନ୍ମବାର୍ଷିକୀ ପାଳନ ପାଇଁ ବହୁ ସଂଖ୍ୟକ ଭକ୍ତ ଏକାଠି ହୋଇଥିଲେ।…

ବିହାରରୁ ବଡ଼ ଖବର! ଏହି ତାରିଖରେ ବିଧାନ ପରିଷଦରୁ ଇସ୍ତଫା ଦେବେ ନୀତିଶ କୁମାର

ପାଟନା,୨୭।୩: ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର ବିହାର ବିଧାନସଭା ପରିଷଦ (MLC) ର ସଦସ୍ୟତାରୁ ଇସ୍ତଫା ଦେବେ । ସୂତ୍ର ଅନୁଯାୟୀ, ନୀତିଶ କୁମାର ମାର୍ଚ୍ଚ  ୩୦ରେ…

ଏହି ମାସରେ ମଦ ଦୋକାନ ପାଇଁ ହେବ ଲଟେରୀ, ସୂଚନା ଦେଇ ଅବକାରୀ ମନ୍ତ୍ରୀ କହିଲେ…

ଭୁବନେଶ୍ୱର,୨୭।୩: ଜିଲାପାଳଙ୍କ ଉପସ୍ଥିତିରେ ଏପ୍ରିଲରେ ମଦ ଦୋକାନ ପାଇଁ ଲଟେରୀ ହେବ। ଏନେଇ ଶୁକ୍ରବାର ସୂଚନା ଦେଉଛନ୍ତି ଅବକାରୀ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ। ମନ୍ତ୍ରୀ କହିଛନ୍ତି, ଆବଶ୍ୟକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri