Odisha Elections 2024

ଆଇଏସ୍‌ଏର ସଭାପତି ଭାବେ ନବୀନଙ୍କ ଦାୟିତ୍ୱ ଗ୍ରହଣ

ଭୁବନେଶ୍ୱର,୨୪।୩ (ଅଭୟ ଦାଶ): ଦେଶର ପ୍ରମୁଖ ଶିଳ୍ପ ସଙ୍ଗଠନ ତଥା ଇଣ୍ଡିଆନ୍‌ ଷ୍ଟିଲ୍‌ ଆସୋସିଏସନ୍‌ (ଆଇଏସ୍‌ଏ)ର ସଭାପତି ଭାବେ ଜିନ୍ଦଲ ଷ୍ଟିଲ୍‌ ଆଣ୍ଡ ପାୱାର(ଜେଏସ୍‌ପି)ର ଅଧ୍ୟକ୍ଷ ନବୀନ ଜିନ୍ଦଲ ନିକଟରେ ଦାୟିତ୍ୱ ଗ୍ରହଣ କରିଛନ୍ତି। ଉଲ୍ଲେଖଯୋଗ୍ୟ,୨୦୨୪ ମାର୍ଚ୍ଚ ୨୧ରେ ଏଏମ୍‌ଏନ୍‌ଏସ୍‌ ଇଣ୍ଡିଆର ସିଇଓ ତଥା ଆର୍ସେଲରମିତ୍ତଲର କାର୍ଯ୍ୟନିର୍ବାହୀ ଉପାଧ୍ୟକ୍ଷ ଦିଲୀପ ଓମେନ୍‌ଙ୍କଠାରୁ ନବୀନ ଆଇଏସ୍‌ଏର ସଭାପତି ଦାୟିତ୍ୱ ଗ୍ରହଣ କରିଛନ୍ତି। ଏହି ଅବସରରେ ଆଇଏସ୍‌ଏର ପୂର୍ବତନ ସଭାପତିମାନଙ୍କ ମଧ୍ୟରେ ଜେଏସ୍‌ଡବ୍ଲ୍ୟୁ ଷ୍ଟିଲ୍‌ର ସିଏମ୍‌ଡି ସଜ୍ଜନ ଜିନ୍ଦଲ ଏବଂ ଟାଟା ଷ୍ଟିଲ୍‌ର ଏମ୍‌ଡି ତଥା ସିଇଓ ଟି.ଭି.ନରେନ୍ଦ୍ରନ୍‌ ପ୍ରମୁଖ ଉପସ୍ଥିତ ଥିଲେ। ଅପରପକ୍ଷରେ ଜେଏସ୍‌ପି ଅଧ୍ୟକ୍ଷ ନବୀନ ଜିନ୍ଦଲ ସର୍ବସମ୍ମତିକ୍ରମେ ଆଇଏସ୍‌ଏର ସଭାପତି ଭାବେ ଚଳିତ ବର୍ଷ ମାର୍ଚ୍ଚରେ ନିର୍ବାଚିତ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗୁଗୁଲ ପେ’ ୟୁଜର୍ସଙ୍କ ପାଇଁ ଖୁସି ଖବର, ଆକାଉଣ୍ଟରୁ କଟିବନି ଟଙ୍କା ଆଉ କରିପାରିବେ ପେମେଣ୍ଟ

ନୂଆଦିଲ୍ଲୀ,୨୪।୫: ଆପଣ ‘ଗୁଗୁଲ ପେ’ ବ୍ୟବହାର କରନ୍ତି କି? ଯଦିି ଆପଣ ଗୁଗୁଲ ପେ’ ବ୍ୟବହାରକାରୀ, ତେବେ ଆପଣଙ୍କ ପାଇଁ ଖୁସି ଖବର । ଏଣିକି...

ପେଟ୍ରୋଲ-ଡିଜେଲରେ ଲାଗିବ ଜିଏସଟି! ମୋଦି ୩.o ରେ ଏପରି ହେବ ବୋଲି ଦାବି କଲେ ପ୍ରଶାନ୍ତ କିଶୋର

ନୂଆଦିଲ୍ଲୀ,୨୪।୫: ଶେଷ ପର୍ଯ୍ୟାୟରେ ୨୦୨୪ ଲୋକ ସଭା ନିର୍ବାଚନ। ଜନତା ଏବେ ୪ ଜୁନର ଫଳାଫଳକୁ ଅପେକ୍ଷା କରି ରହିଛନ୍ତି। କିନ୍ତୁ ରେଜଲ୍ଟ ଆସିବା ପୂର୍ବରୁ...

୫୦୦୦-୬,୩୦୦ କର୍ମଚାରୀ ଛଟେଇ କରିପାରେ ପେଟିଏମ: ରିପୋର୍ଟ

ମୁମ୍ବାଇ,୨୪ା୫: ଫାଇନାନସିଆଲ ଏକ୍ସପ୍ରେସ୍‌ର ଏକ ରିପୋର୍ଟ ଅନୁଯାୟୀ ପେଟିଏମ ପ୍ୟାରେଣ୍ଟ କମ୍ପାନୀ ଓ୍ବାନ୍‌ ୯୭ କମ୍ୟୁନିକେସନ ଚଳିତ ଆର୍ଥିକ ବର୍ଷରେ କର୍ମଚାରୀଙ୍କ ଖର୍ଚ୍ଚକୁ ଯଥେଷ୍ଟ ହ୍ରାସ...

ପ୍ରଥମଥର ୨୩,୦୦୦ ଅତିକ୍ରମ କଲା ନିଫ୍ଟି, ସର୍ବକାଳୀନ ଉଚ୍ଚରେ ସେନସେକ୍ସ

ମୁମ୍ବାଇ, ୨୪ା୫: ଦେଶରେ ନିର୍ବାଚନ ଜାରି ରହିଥିଲା ବେଳେ ସକାରାତ୍ମକ ଫଳାଫଳ ଆଶାରେ ଶେୟାର ବଜାରରେ ଉତ୍ସାହ ଲାଗି ରହିଛି। ଏହି କ୍ରମରେ ଶୁକ୍ରବାର ସେନସେକ୍ସ...

ବାର୍ଷିକ ଆଧାରରେ ୧.୬ ଗୁଣ ଅଭିବୃଦ୍ଧି

ନୂଆଦିଲ୍ଲୀ,୨୪ା୫: ଦେଶର ପ୍ରମୁଖ ଘରୋଇ ଇ-କମର୍ସ ମାର୍କେଟ ପ୍ଲେସ୍‌ ଫ୍ଲିପ୍‌କାର୍ଟ ନିକଟରେ ଏକ ନୂଆ ମାଇଲଖୁଣ୍ଟ ସହ ଗ୍ରୋସରି ବ୍ୟବସାୟରେ ଉଲ୍ଲେଖନୀୟ ସଫଳତା ପାଇଛି। ଏପରିକି ପ୍ଲାଟ୍‌ଫର୍ମ...

କ୍ଲିନ୍‌ ଆଣ୍ଡ କ୍ଲିୟରର ନୂତନ ଅଭିଯାନ

ନୂଆଦିଲ୍ଲୀ,୨୪ା୫: ଦେଶର ପ୍ରମୁଖ ସ୍କିନ୍‌କେୟାର ବ୍ରାଣ୍ଡ୍‌ ‘କ୍ଲିନ୍‌ ଆଣ୍ଡ କ୍ଲିୟର’ର ନୂତନ ଅଭିଯାନ ‘ପିମ୍ପଲ ହି ତୋ ହୈ’ର ଶୁଭାରମ୍ଭ ସମ୍ପର୍କରେ ଘୋଷଣା କରାଯାଇଛି। ଏପରିକି...

ଫ୍ରିଡମ ଅଏଲର ନ୍ୟୁ କ୍ୟାମ୍ପେନିଂ

ନୂଆଦିଲ୍ଲୀ,୨୪ା୫: ଜେମିନୀ ଏଡିବେଲ୍ସ ଆଣ୍ଡ ଫାଟ୍ସ ଇଣ୍ଡିଆ ଲିମିଟେଡ୍‌(ଜେମିନୀ ଇଣ୍ଡିଆ)ର ଅଗ୍ରଣୀ ବ୍ରାଣ୍ଡ୍‌ ଫ୍ରିଡମ ହେଲ୍‌ଦି କୁକିଂ ଅଏଲର ନୂତନ ଅଭିଯାନ (ନ୍ୟୁ କ୍ୟାମ୍ପେନିଂ) ‘ଆର୍‌...

ଏନ୍‌ଟିପିସିକୁ ଏଟିଡି ବେଷ୍ଟ ଆୱାର୍ଡ

ଭୁବନେଶ୍ୱର,୨୪ା୫: ଦେଶର ପ୍ରମୁଖ ରାଷ୍ଟ୍ରାୟତ୍ତ ସଂସ୍ଥା ତଥା ମହାରତ୍ନ କମ୍ପାନୀ ନ୍ୟାଶନାଲ ଥର୍ମାଲ ପାୱାର କର୍ପୋରେଶନ(ଏନ୍‌ଟିପିସି) ଲିମିଟେଡ୍‌କୁ ନିକଟରେ ଆଉ ଏକ ଅନ୍ତର୍ଜାତୀୟ ସମ୍ମାନ ଓ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri