ସୁରେନ୍ଦ୍ରନାଥଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଲେ ନବୀନ, ଚାଲିକି ଯାଇ…

ଭୁବନେଶ୍ୱର,୫।୭: କାକଟପୁର ନିର୍ବାଚନମଣ୍ଡଳୀର ପୂର୍ବତନ ବିଧାୟକ ତଥା ପୂର୍ବତନ ମନ୍ତ୍ରୀ  ସୁରେନ୍ଦ୍ରନାଥ ନାୟକଙ୍କ ଶୁକ୍ରବାର ଦେହାନ୍ତ ହୋଇଛି। ୯୩ ବର୍ଷ ବୟସରେ ଭୁବନେଶ୍ୱରସ୍ଥିତ ବାସଭବନରେ ସେ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି। ସେ ଦୀର୍ଘଦିନରୁ ବାର୍ଦ୍ଧକ୍ୟଜନିତ ରୋଗରେ ପୀଡ଼ିତ ଥିଲେ। ତାଙ୍କ ବିୟୋଗରେ ବିଭିନ୍ନ ମହଲରେ ଶୋକ ପ୍ରକାଶ ପାଇଛି।
ଅନ୍ୟପକ୍ଷେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ସୁରେନ୍ଦ୍ରନାଥଙ୍କୁ ଶ୍ରଦ୍ଧାଞ୍ଜଳି ଦେଇଛନ୍ତି। ଗାଡିରୁ ଓହ୍ଲାଇ ନବୀନ ଚାଲିକି ଯାଇ ତାଙ୍କୁ ପୁଷ୍ପଗୁଚ୍ଛ ପ୍ରଦାନ କରିଛନ୍ତି। ଏହି ଅବସରରେ ବିଜେଡିର ଆଗଧାଡ଼ିର ନେତା ପ୍ରଣବ ପ୍ରକାଶ ଦାସ, ଦେବୀ ମିଶ୍ର ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୧୨ ପ୍ରସ୍ତାବକୁ ମିଳିଲା କ୍ୟାବିନେଟ୍‌ ମଞ୍ଜୁରୀ, ମୁଖ୍ୟ ଶାସନ ସଚିବ ସୂଚନା ଦେଇ କହିଲେ ଏହି ବିଭାଗର…

ଭୁବନେଶ୍ୱର,୩୧ା୧: ସରିଲା କ୍ୟାବିନେଟ୍‌ ବୈଠକ। ଏହା ପରେ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ ସୂଚନା ଦେଇଛନ୍ତି। ସେ କହିଛନ୍ତି, ୧୦ଟି ବିଭାଗର ୧୨ ପ୍ରସ୍ତାବକୁ କ୍ୟାବିନେଟ…

ପଶ୍ଚିମବଙ୍ଗର ୨୧ ଚୋରଙ୍କୁ ବାନ୍ଧିଲା ଭଞ୍ଜନଗର ପୋଲିସ, ବିଦେଶୀ ଲିଙ୍କ୍‌ର ହେବ ଖୋଳତାଡ଼, ପାଖରୁ ମିଳିଲା…

ଭଞ୍ଜନଗର,୩୧ା୧(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସ ଏକ ବଡ଼ଧରଣର ଆନ୍ତଃରାଜ୍ୟ ଚୋର ଗ୍ୟାଙ୍ଗର ୨୧ ଜଣକୁ ଗିରଫ କରିବାରେ ସକ୍ଷମ ହୋଇଛି। ଏଥିସହ ସେମାନଙ୍କଠାରୁ ୧୦୬୬ଟି…

ଚାଲାଣ କଟା ପରେ ବୃଦ୍ଧଙ୍କୁ ଧକ୍କା ଦେଲା ଅଜଣାଗାଡ଼ି : ଆଜି ରାସ୍ତାରେ ମୃତଦେହ ରଖି …

ସମ୍ବଲପୁର,୩୧।୧(ପ୍ରମୋଦ ବହିଦାର): ସମ୍ବଲପୁର ଧନୁପାଲି ଥାନା ଅନ୍ତର୍ଗତ ଭତରା ପେଟ୍ରୋଲ ପମ୍ପ ନିକଟରେ ଜାତୀୟ ରାଜପଥ-୫୫ରେ ଶୁକ୍ରବାର ଭୟଙ୍କର ଦୁର୍ଘଟଣା ଘଟିଥିଲା। ଏକ ଅଜଣା ଗାଡ଼ି ଧକ୍କାରେ…

ଭୟଙ୍କର ଦୁର୍ଘଟଣା: ହଳଦିଆପଦର ଓଭରବ୍ରିଜରେ ଟ୍ରକ ଧକ୍କାରେ ୫ମୃତ, ଜଣେ ଗୁରୁତର 

ବ୍ରହ୍ମପୁର,୩୧।୧(ସୁବାସ ଚନ୍ଦ୍ର ପାଢ଼ୀ): ସଡ଼କ ଦୁର୍ଘଟଣା ହ୍ରାସ  ପାଇଁ ଅନେକ ଯୋଜନା କରାଯାଉଛି। ତାହାସତ୍ତ୍ବେ ଦୁର୍ଘଟଣା ଜନିତ ମୃତ୍ୟୁ ଘଟିବାରେ ଲାଗିଛି। ଶନିବାର ମଧ୍ୟାହ୍ନରେ ହଳଦିଆପଦର ଓଭରବ୍ରିଜରେ…

ଗଞ୍ଜାମବାସୀଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଉପହାର: ପଲ୍ଲୀଶ୍ରୀ ମେଳାକୁ ବୃଦ୍ଧି କରି କହିଲେ…

ଛତ୍ରପୁର,୩୧ା୧(ଦିଲ୍ଲୀପ ସାମଲ): ଗଞ୍ଜାମବାସୀଙ୍କ ପାଇଁ ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶତାଧିକ କୋଟିର ପ୍ରକଳ୍ପ ସହିତ ଆଉ ଏକ ବଡ଼ ଉପହାର ଦେଇଛନ୍ତି। ଗୋପାଳପୁର ବେଳାଭୂମି…

President Droupadi Murmu to visit Odisha: କଡ଼ାକଡ଼ି ହେବ ସୁରକ୍ଷା ବ୍ୟବସ୍ଥା, ମୁତୟନ ହେବେ…

ଭୁବନେଶ୍ୱର,୩୧।୧: ଫେବୃଆରୀ ପ୍ରଥମ ସପ୍ତାହରେ ଓଡିଶା ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ରାଷ୍ଟ୍ରପତିଙ୍କ ଗସ୍ତକୁ ନେଇ ପୁରୀ ପୋଲିସ ପକ୍ଷରୁ ଆଗୁଆ ପ୍ରସ୍ତୁତି ଆରମ୍ଭ ହୋଇଛି। ବ୍ଲୁ…

୧୫୩ ବର୍ଷରେ ଯୋରନ୍ଦା ମେଳା: ଜୀବଜଗତର ମଙ୍ଗଳ ପାଇଁ ଆଜି ଘୃତାହୁତି କରିବେ…

ଢେଙ୍କାନାଳ,୩୧ା୧(ରତନ ନାୟାର): ବିଶ୍ୱପ୍ରସିଦ୍ଧ ମହିମା ଧର୍ମପୀଠ ମହିମାଗାଦି ଯୋରନ୍ଦାରେ ପ୍ରସିଦ୍ଧ ମାଘମେଳା ଶନିବାର ଆରମ୍ଭ ହୋଇଛି। ଚଳିତ ବର୍ଷ ମେଳା ୧୫୩ ବର୍ଷରେ ପହଞ୍ଚିଛି। ସେହିପରି ଚଳିତ…

ନବୀନ ନିବାସରୁ ବାହାରି ବଡ଼ ସୂଚନା ଦେଲେ କଳିକେଶ: କହିଦେଲେ ସାଂଘାତିକ କଥା, ରାଜନୀତିରେ ହଇଚଇ

ଭୁବନେଶ୍ୱର,୩୧।୧: ନବୀନ ନିବାସରୁ ବାହାରିଲେ କଳିକେଶ ନାରାୟଣ ସିଂହଦେଓ। ଏହି ସମୟରେ ଗଣମାଧ୍ୟମ ଜରିଆରେ କଳିକେଶ ବଡ଼ ସୂଚନା ଦେଇ କହିଛନ୍ତି, ଓଡ଼ିଶା ଲାଗି କାମ କରିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri