ନବୀନଙ୍କ ପଛରେ ଚାଲିଥିଲା ଭୟଙ୍କର ଷଡ଼ଯନ୍ତ୍ର: ବଡ଼ ଗୁମର ଖୋଲିଲେ ଏହି ନେତା

ଭୁବନେଶ୍ୱର,୧୭।୧: ବିଜେଡି ନିକଟରେ ଦଳରୁ କିଛି ଟାଣୁଆ ନେତାଙ୍କୁ ନିଲମ୍ବନ କରିବା ପରେ ମୁଁହ ଖୋଲିଲେ ଲେନିନ ମହାନ୍ତି। ସେ କହିଛନ୍ତି, ମିଡ ଡେ’ ଅପରେଶନ ବି ଫେଲ। ମିଡ ନାଇଟ ଅପରେଶନ ଫେଲ ହୋଇଥିଲା। ମିଡ ଡେ’ ଅପରେଶନ ବି ଫେଲ୍‌ ମାରିଲାା।  ଅନ୍ୟପକ୍ଷେ ମିଡ ଇଭିନିଙ୍ଗ ଅପରେଶନ ବି ଫେଲ ହେବ କହିଲେ ଲେନିନ। ଦଳକୁ ଦୁର୍ବଳ କରିବାକୁ ଷଡ଼ଯନ୍ତ୍ର କରାଯାଇଥିଲା। ଏଥିରେ ବିଜୟ ମହାପାତ୍ର,  ଅରବିନ୍ଦ ମହାପାତ୍ର, ସନାତନ ମହାକୁଡଙ୍କ ମୁଖ୍ୟ ଭୁମିକା ରହିଛି। ଗତ କିଛି ମାସ ହେବ ଏମାନେ ଷଡ଼ଯନ୍ତ୍ରରେ ସାମିଲ ଥିଲେ। କିଛି ଲାଗିଛନ୍ତି ଦଳକୁ ଦୁର୍ବଳ କରିବାକୁ, ବିଜୟ ମହାପାତ୍ର ବ୍ୟାକଅପ ଦେଉଥିଲେ। ଗୋଟେ ପ୍ରଶ୍ନ ଉଠୁଛି ଯେ, ଅନ୍ୟମାନଙ୍କ ଉପରେ କାହିଁକି କାର୍ଯ୍ୟାନୁଷ୍ଠାନ ହେଉନି।
ଦେବାଶିଷ ସାମନ୍ତରାୟଙ୍କ ଭଳି କିଛି ନେତା କହିନାହାନ୍ତି ଦଳ ଭାଙ୍ଗୁ ବୋଲି  ଲେଲିନ୍‌  କହିଛନ୍ତି। ମାତ୍ର ଏମାନେ ଦଳକୁ କ୍ଷତି କରିବାକୁ ଚେଷ୍ଟା କରୁଥିଲେ, ସେଥିପାଇଁ କାର୍ଯ୍ୟାନୁଷ୍ଠାନ ନିଆଯାଇଛି।
Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଜୀବନର ରଙ୍ଗ ଛଡେଇନେଲା ଦନ୍ତା ହାତୀ:  ଯୁବକଙ୍କ ମୃତ୍ୟୁ

ମୋରଡା/ରାସଗୋବିନ୍ଦପୁର,୪/୩ (ସ୍ମାରକ ମାଜୀ/ସତ୍ୟବାଦୀ ପରିଡା):ରଙ୍ଗର ପର୍ବ ହୋଲିରେ ମଉଳି ଗଲା ଯୁବକଙ୍କ ଜୀବନର ରଙ୍ଗ। ହାତୀ ଆକ୍ରମଣରେ ଯୁବକଙ୍କ ମୃତ୍ୟୁ ଘଟିଛି। ଏଭଳି ଦୁଖଃଦ ଘଟଣା ଘଟିଛି…

ଟ୍ରକକୁ ପିଟିଲା ଟ୍ରକ: ଦୁଇ ଡ୍ରାଇଭର ଗୁରୁତର

 ବାଲେଶ୍ୱର,୪।୩( ବାଞ୍ଛାନିଧି ଦେ): ବାଲେଶ୍ୱର ୧୬ ନଂ. ଜାତୀୟ ରାଜପଥ ପାର୍ଶ୍ୱରେ ଛିଡା ହୋଇଥିବା ସିମେଣ୍ଟ ବୋଝେଇ ଟ୍ରକକୁ ପଛପଟୁ ଧକ୍କା ଦେଲା ଡଷ୍ଟ ବୋଝେଇ ଟ୍ରକ୍‌।…

ଯୁଦ୍ଧ ଯୋଗୁ ହେବନାହିଁ ଭାରତ-ଇଂଲଣ୍ଡ ସେମିଫାଇନାଲ ମ୍ୟାଚ! ଆସିଲା ବଡ଼ ଅପଡେଟ୍‌, କ୍ରିକେଟ୍‌ ପ୍ରେମୀଙ୍କୁ ଝଟକା

ନୂଆଦିଲ୍ଲୀ,୪।୩: ICC ଟି-୨୦ ବିଶ୍ୱକପ ୨୦୨୬ରେ ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ସେମିଫାଇନାଲକୁ ନେଇ ପ୍ରଶଂସକମାନେ ଉତ୍ସାହିତ ଅଛନ୍ତି। ତଥାପି, ମ୍ୟାଚ ପୂର୍ବରୁ, ସୋସିଆଲ ମିଡିଆରେ ଏକ…

ଆଜି ରଙ୍ଗର ପର୍ବ ହୋଲି: ସବୁଆଡେ କଡ଼ା ସୁରକ୍ଷା ବ୍ୟବସ୍ଥା

ଭୁବନେଶ୍ୱର,୪।୩: ଆଜି ରଙ୍ଗର ଉତ୍ସବ ହୋଲି। ସାରା ଦେଶରେ ଉତ୍ସବର ମାହୋଲ। ଜଣେ ଜଣକୁ ରଙ୍ଗ ବୋଳି ଶୁଭ ମନାସୁଛନ୍ତି। ଅବିର ଓ ରଙ୍ଗର ତାଳେ ତାଳେ…

୪ର୍ଥ ଆସନ ପ୍ରଶ୍ନବାଚୀରେ…

ଭୁବନେଶର,୩।୩( ସୁନିତ ମିଶ୍ର): ଓଡ଼ିଶାରେ ୪ ରାଜ୍ୟ ସଭା ଆସନ ପାଇଁ ଆସନ୍ତା ମାର୍ଚ୍ଚ ୧୬ରେ ନିର୍ବାଚନ ହେବାକୁ ଯାଉଛି। କହିବାକୁ ଗଲେ ୩ଟି ଆସନରେ ଭୋଟ…

ସୁରେଶ ପୂଜାରୀ ଅସୁସ୍ଥ: ଛାତିରେ ଯନ୍ତ୍ରଣା ପରେ ଆଇସିୟୁରେ ଭର୍ତ୍ତି…

ଭୁବନେଶ୍ୱର,୩।୩: ରାଜ୍ୟ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ ଅସୁସ୍ଥ । ଛାତିରେ ପ୍ରବଳ ଯନ୍ତ୍ରଣା ଅନୁଭବ କରିବାରୁ ତାଙ୍କୁ ତୁରନ୍ତ ଭୁବନେଶ୍ୱର ଏମ୍ସ…

ଦିଲୀପ ରାୟଙ୍କୁ ସମର୍ଥନ କରିବ କି ସିପିଆଇଏମ୍‌, ପ୍ରେସମିଟ୍‌ କରି କହିଲେ…

ଭୁବନେଶ୍ୱର,୩।୩: ରାଜ୍ୟ ସଭା ନିର୍ବାଚନ ପାଇଁ ଓଡ଼ିଶା ରାଜନୀତି ସରଗରମ ରହିଛି। ଓଡ଼ିଶା ୪ ରାଜ୍ୟ ସଭା ଆସନରେ ଆସନ୍ତା ମାର୍ଚ୍ଚ ୧୬ରେ ନିର୍ୱାଚନ ହେବାକୁ ଯାଉଛି।…

ଯୌତୁକ ପାଇଁ ୫ ମାସର ଗର୍ଭବତୀଙ୍କୁ ହତ୍ୟା ଅଭିଯୋଗ: ବାପା ସକାଳେ ହୋଇଥିଲେ କଥା, ଅପରାହ୍ନରେ ପହଞ୍ଚିଲା ମୃତ୍ୟୁ ଖବର…

ଧର୍ମଶାଳା,୩।୩(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଥାନା ଅନ୍ତର୍ଗତ ଗଲଗଲିଶଙ୍ଖ ଗାଁରେ ବଧୁହତ୍ୟା ଅଭିଯୋଗ। ସେ ୫ମାସର ଗର୍ଭବତୀ ଥିଲେ। ତେବେ ତାଙ୍କୁ ଶାଶୁଘର ଲୋକେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri