ଆଜି ୩ ଲୋକ ସଭା କ୍ଷେତ୍ରରେ ପ୍ରଚାର କରିବେ ନବୀନ

ଭୁବନେଶ୍ୱର,୪ା୫(ଅନିଲ ଦାସ): ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶନିବାର ପୁଣି ପ୍ରଚାର ମଇଦାନକୁ ଓହ୍ଲାଇବେ। ରାଜ୍ୟରେ ପ୍ରଥମ ପର୍ଯ୍ୟାୟରେ ହେବାକୁ ଥିବା ୪ଟି ଲୋକ ସଭା କ୍ଷେତ୍ର ମଧ୍ୟରୁ ୩ଟି ଲୋକ ସଭା କ୍ଷେତ୍ରରେ ନବୀନ ପ୍ରଚାର କରିବେ। କୋରାପୁଟ ଲୋକ ସଭା କ୍ଷେତ୍ରର କୋରାପୁଟ, ରାୟଗଡ଼ା ସହ ନବରଙ୍ଗପୁର ଓ ବ୍ରହ୍ମପୁର ସଂସଦୀୟ କ୍ଷେତ୍ରର ପାରଳାଖେମୁଣ୍ଡିରେ ଦଳୀୟ ପ୍ରାର୍ଥୀଙ୍କ ପାଇଁ ସେ ଭୋଟ ମାଗିବେ ।
ପୂର୍ବାହ୍ନ ୧୦ଟାରେ କୋରାପୁଟରେ ପହଞ୍ଚି ଜନସଭାକୁ ସେ ଉଦ୍‌ବୋଧନ ଦେବେ। ଏହାପରେ ୧୧ଟା ୪୦ରେ ନବରଙ୍ଗପୁରରେ ପହଞ୍ଚି ପ୍ରଚାର କରିବେ ।
ସେଠାରୁ ରାୟଗଡ଼ାରେ ପହଞ୍ଚି ଦଳୀୟ ପ୍ରାର୍ଥୀଙ୍କ ପାଇଁ ପ୍ରଚାର କରିବେ । ଅପରାହ୍ନରେ ବ୍ରହ୍ମପୁର ସଂସଦୀୟ କ୍ଷେତ୍ରର ପାରଳାଖେମୁଣ୍ଡିରେ ଜନସଭାକୁ ଉଦ୍‌ବୋଧନ ଦେବା କାର୍ଯ୍ୟକ୍ରମ ରହିଛି। ମୁଖ୍ୟମନ୍ତ୍ରୀ ନବୀନଙ୍କ ସହ ବରିଷ୍ଠ ବିଜେଡି ନେତା କାର୍ତ୍ତିକ ପାଣ୍ଡିଆନ ଉପସ୍ଥିତ ରହିବେ ।


Enter your email to get our daily news in your inbox.

All Right Reserved By Dharitri.Com

ଟି-୨୦ ବିଶ୍ୱକପ: ଭାରତ ବିପକ୍ଷ ମ୍ୟାଚ୍ ପାଇଁ ପାକିସ୍ତାନର ‘ୟୁ-ଟର୍ଣ୍ଣ’, ଆଇସିସି ଦେଲା ବଡ଼ ପ୍ରତିଶ୍ରୁତି

ନୂଆଦିଲ୍ଲୀ,୧୦।୨: ଚାଲିଥିବା ଟି-୨୦ ବିଶ୍ୱକପରେ ଭାରତ ବିପକ୍ଷ ମ୍ୟାଚ୍‌କୁ ବର୍ଜନ କରିବାକୁ ଘୋଷଣା କରିଥିବା ପାକିସ୍ତାନ ଶେଷରେ ନିଜ ନିଷ୍ପତ୍ତି ବଦଳାଇଛି। ICC ପାକିସ୍ତାନ କ୍ରିକେଟ ବୋର୍ଡ…

ଝଡାଫୁଙ୍କା ବାହାନାରେ ନାବାଳିକାଙ୍କୁ ବଳାତ୍କାର, ସୋନପୁର ଜେଲକୁ ଗଲେ…

ଡୁଙ୍ଗୁରିପାଲି, ୧୦ା୨(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ରାମପୁର ଥାନା ଅଞ୍ଚଳରେ ଝଡାଫୁଙ୍କା ବାହାନା କରି ଜଣେ ମାନସିକ ବିକାରଗ୍ରସ୍ତ ନାବାଳିକାଙ୍କୁ ବଳାତ୍କାର ଅଭିଯୋଗ ହୋଇଛି। ପୀଡିତା…

ଖୁଣ୍ଟାପୁର ଗ୍ରାମରେ ଡକାୟତି: ଫେରାର ହେବାକୁ ଉଦ୍ୟମ ବେଳେ ଜଣଙ୍କୁ ମାଡ଼ି ବସି ନିର୍ଧୁମ ଛେଚିଲେ ଗ୍ରାମବାସୀ, ପୋଲିସ…

ବୈଶିଙ୍ଗା,୧୦।୨(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅର୍ନ୍ତଗତ ଖୁଣ୍ଟାପୁର ଗ୍ରାମରେ ମଙ୍ଗଳବାର ସା ୭.୩୦ ସମୟରେ ୬ ଜଣ ଦୁର୍ବୃତ୍ତ ଡକାୟତି ଉଦ୍ଦେଶ୍ୟରେ ଚିନ୍ମୟ ମିଶ୍ରଙ୍କ…

ଯାଜପୁରରେ କୃମି ଔଷଧ ଖାଇ ୩୮ ଛାତ୍ରୀଛାତ୍ର ଅସୁସ୍ଥ

କଳିଙ୍ଗନଗର,୧୦।୨(ଶୁଭାଶିଷ ରାଉତ): ଯାଜପୁର ଜିଲା କୋରେଇ ବ୍ଲକ ଅନ୍ତର୍ଗତ ପଥରପଦା ପଞ୍ଚାୟତର ଓଚିନ୍ଦା ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଜାତୀୟ କୃମି ନାଶକ ଦିବସ ଅବସରରେ…

ବରଗଡ଼ରେ ବିଗୁଡୁଛି ଆଇନ ଶୃଙ୍ଖଳା: ତାତିଲା ଓକିଲ ସଂଘ,ଏସ୍‌ପିଙ୍କ ବଦଳି ଦାବିରେ…

ବରଗଡ଼,୧୦।୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାରେ ଆଇନ ଶୃଙ୍ଖଳା ପରିସ୍ଥିତି ଭୁଶୁଡ଼ି ପଡ଼ିଛି। ଦିନ ଦ୍ୱିପ୍ରହରରେ ଲୁଟ୍‌ପାଟ୍‌ ହେଉଛି। ବିଚ୍‌ରାସ୍ତା ଉପରେ ଜନଗହଳି ସ୍ଥାନରେ ହତ୍ୟାକାଣ୍ଡ ଘଟୁଛି। ଏଭଳି…

ଅପରାହ୍ନରେ ସଚେତନତା, ସନ୍ଧ୍ୟାରେ ନିଆଁ; ହୁତୁହୁତୁ ହୋଇ ଜଳୁଛି ସୋରଦେବି ଜଙ୍ଗଲ…

ଭଞ୍ଜନଗର,୧୦।୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ସ୍ଥିତ ଘୁମୁସର ଉତ୍ତର ବନଖଣ୍ଡର ଲାଲସିଂ ନର୍ସରୀ ପରିସରରେ ମଙ୍ଗଳବାର ସକାଳୁ ଅପରାହ୍ନ ୪ଟା ପର୍ଯ୍ୟନ୍ତ ବନଖଣ୍ଡସ୍ତରୀୟ ବନାଗ୍ନୀ ପ୍ରଶମନ ସଚେତନତା…

ଭାରତରେ କଠୋର ହେଲା AI ନିୟମ: ୩ ଘଣ୍ଟା ମଧ୍ୟରେ ହଟାଯିବ ଏସବୁ ପୋଷ୍ଟ

ନୂଆଦିଲ୍ଲୀ,୧୦।୨: AI ଏବଂ ଡିପଫେକ୍’ର ଅପବ୍ୟବହାର ରୋକିବା ପାଇଁ ଭାରତ ସରକାର ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି। ନୂତନ ଆଇଟି ନିୟମ ଅନୁଯାୟୀ, ସୋସିଆଲ ମିଡିଆ ପ୍ଲାଟଫର୍ମଗୁଡ଼ିକୁ…

ବଲିଉଡରେ ହଇଚଇ: ରଣବୀର ସିଂଙ୍କୁୁ ମିଳିଲା ଧମକ, କୋଟି କୋଟି ଟଙ୍କା ଦାବି; ସୁରକ୍ଷା ବଢ଼ାଇଲା… 

ମୁମ୍ବାଇ: ଅଭିନେତା ରଣବୀର ସିଂଙ୍କୁ ଧମକ। ଘର ବାହାରେ ବଢ଼ାଗଲା ସୁରକ୍ଷା। କିଛି ଏଭଳି ଖବରକୁ ନେଇ ବଲିଉଡରେ ହଇଚଇ ସୃଷ୍ଟି ହୋଇଛି। ସୂଚନା ପ୍ରକାରେ ଅଭିନେତାଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri