ଶତକ ପାର କରିବେ ନବୀନ, ଇଟିଜି ଓ ଟାଇମ୍ସ ନାଓର ଏକଜିଟ ପୋଲ କଲା ବଡ଼ ଆକଳନ

ନୂଆଦିଲ୍ଲୀ,୩।୬: ଓଡ଼ିଶାରେ ସରିଛି ଶେଷ ପର୍ଯ୍ୟାୟ ନିର୍ବାଚନ। ନିର୍ବାଚନ ସରିବାର କେଇ ଘଣ୍ଟା ପରେ ଶନିବାର ଏକଜିଟ ପୋଲ ବା ବୁଥ ବାହୁଡା ମତ ପ୍ରକାଶ ପାଇଛି। ଯେଉଁଥିରେ ଓଡ଼ିଶାକୁ ନେଇ ଆଶ୍ଚର୍ଯ୍ୟଜନକ ରିପୋର୍ଟ ସାମ୍ନାକୁ ଆସିଛି। ଜୁନ ୧ରେ ଲୋକ ସଭାକୁ ନେଇ ବିଭିନ୍ନ ଏଜେନ୍ସି ଓ ନ୍ୟୁଜ ଚ୍ୟାନେଲ ଭିନ୍ନ ଭିନ୍ନ ମତ ଦେଇଥିବାବେଳେ ଲୋକ ସଭାରେ ଭାଜପା ଅଧାରୁ ଅଧିକ ଆସନ ପାଇପାରେ ବୋଲି ଆକଳନ କରିଛନ୍ତି। ସେହିପରି ବିଜେଡି ଆଶାନୁସାରେ ବହୁତ କମ୍‌ ଭୋଟ ମିଳିବ ବୋଲି କୁହାଯାଉଛି।

ଏହି କ୍ରମରେ ଲୋକସଭା ଆସନ ପାଇଁ ବୁଥ ବାହୁଡା ମତ ଆସିବା ପରେ ଏବେ ବିଧାନସଭା ପାଇଁ ବିଭିନ୍ନ ଜାତୀୟ ଗଣମାଧ୍ୟମର ଏକଜିଟ ପୋଲ ଆସିଛି । ତେବେ ଇଟିଜି ରିସର୍ଚ୍ଚ ଓ ଟାଇମ୍ସ ନାଓର ସର୍ଭେରେ ୨୦୨୪ ବିଧାନସଭା ନିର୍ବାଚନରେ ବିଜେଡି ପୁଣିଥରେ ଶହେରୁ ଅଧିକ ଆସନ ହାତେଇବା ନେଇ ଆକଳନ କରିଛି ।

ସର୍ଭେ ଅନୁଯାୟୀ ବିଜେଡି ୧୦୦ରୁ ୧୧୫ ଆସନ ହାତେଇବାକୁ ଥିବା ବେଳେ ଭାଜପାକୁ ୩୦ରୁ ୩୮ ଆସନ ମିଳିବା ସମ୍ଭାବନା ରହିଛି । ସେହିଭଳି ଗତଥର ଅପେକ୍ଷା କଂଗ୍ରେସର ଆସନ କମ ହୋଇପାରେ ବୋଲି ଇଟିଜି ରିସର୍ଚ୍ଚ ଓ ଟାଇମ୍ସ ନାଓର ସର୍ଭେ ସଙ୍କେତ ଦେଇଛି । ଏହି ସର୍ଭେରେ କଂଗ୍ରେସକୁ ମାତ୍ର ୪ରୁ ୭ ଆସନ ମିଳିବା ନେଇ ଅନୁମାନ ହୋଇଛି । ସେହିଭଳି ସ୍ବାଧୀନ ଓ ଅନ୍ୟାନ୍ୟ ଦଳକୁ ୧ରୁ ୨ ଆସନ ମିଳିପାରେ ବୋଲି ସର୍ଭେ କହିଛି ।

ଅନ୍ୟପଟେ ଜନ କି ବାତ ପକ୍ଷରୁ ହୋଇଥିବା ସର୍ଭେରେ ବିଜେଡିକୁ ବହୁମତ ମିଳୁଥିଲେ ମଧ୍ୟ ଗତବର୍ଷ ତୁଳନାରେ ୩୦ରୁ ଅଧିକ ଆସନ ହରାଇପାରେ । ଏହି ସର୍ଭେରେ ବିଜେଡିକୁ ୮୧, ଭାଜପାକୁ ୫୮ ଓ କଂଗ୍ରେସକୁ ୮ଟି ଆସନ ମିଳିବାର ସମ୍ଭାବନା ରହିଛି । ସେହିଭଳି ଇଣ୍ଡିଆ ଟୁଡେ-ଆକ୍ସିସ ବାଇଁ ଇଣ୍ଡିଆ ପକ୍ଷରୁ ହୋଇଥିବା ସର୍ଭେରେ ଉଭୟ ବିଜେଡି ଓ ଭାଜପାକୁ ୬୨ରୁ ୮୦ ଲେଖାଏଁ ଆସନ ମିଳୁଥିବାବେଳେ କଂଗ୍ରେସ ଖାତାରେ ୫ରୁ ୮ ଆସନ ଯାଇପାରେ।


Enter your email to get our daily news in your inbox.

All Right Reserved By Dharitri.Com

ଏକା ପଡ଼ିଲେ ଟ୍ରମ୍ପ: ହର୍ମୁଜ ଉପରେ କବ୍‌ଜା ପାଇଁ ହୁଙ୍କାର, NATOକୁ କହିଲେ- ସାହାର୍ଯ୍ୟ କର ନଚେତ…

ୱାଶିଂଟନ,୨୦।୩: ଇରାନ ସହ ଜାରି ରହିଥିବା ଯୁଦ୍ଧ ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ନିଜର ସହଯୋଗୀ ନାଟୋ (NATO) ଦେଶଗୁଡ଼ିକ ଉପରେ ପ୍ରବଳ ଅସନ୍ତୋଷ ବ୍ୟକ୍ତ…

ଭାରତ ପାଖରେ ମାତ୍ର ୯ ଦିନର ତେଲ ରିଜର୍ଭ ଅଛି, ମୋଦି ଖୋଲାଖୋଲି କୁହନ୍ତୁ ଯୁଦ୍ଧ ଭୁଲ୍‌; ବର୍ଷିଲେ ଓଓ୍ବାଇସି…

ହାଇଦ୍ରାବାଦ,୨୦।୩: ପଶ୍ଚିମ ଏସିଆରେ ଜାରି ରହିଥିବା ଯୁଦ୍ଧ ଏବଂ ଏହାର ପ୍ରଭାବକୁ ନେଇ AIMIM ମୁଖ୍ୟ ଅସଦୁଦ୍ଦିନ ଓୱାଇସି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ତୀବ୍ର ସମାଲୋଚନା କରିଛନ୍ତି।…

ମୋଦି ସରକାରଙ୍କ ‘ମାଷ୍ଟରପ୍ଲାନ୍‌’! ବିନା ଡିଲ୍‌, ବିନା ଟୋଲ୍‌ରେ ହର୍ମୁଜରୁ ବାହାରିଲା ଭାରତୀୟ ଜାହାଜ; ସାରା ବିଶ୍ୱ ଚକିତ

ନୂଆଦିଲ୍ଲୀ,୨୦।୩: ଇରାନ ଏବଂ ଆମେରିକା ମଧ୍ୟରେ ଜାରି ରହିଥିବା ଉତ୍ତେଜନା ମଧ୍ୟରେ ବିଶ୍ୱର ସବୁଠାରୁ ବ୍ୟସ୍ତବହୁଳ ସାମୁଦ୍ରିକ ମାର୍ଗ ‘ହର୍ମୁଜ ପ୍ରଣାଳୀ’ (Strait of Hormuz) ଏବେ…

ରୁଷିଆରେ ଡିଜିଟାଲ୍‌ ଷ୍ଟ୍ରାଇକ୍‌: ଡ୍ରୋନ୍‌ ମାଡ଼ ଭୟରେ ଇଣ୍ଟରନେଟ୍‌ ସେବା ବନ୍ଦ, ପୁଟିନଙ୍କୁ ଘାରିଛି ଅଜଣା ଭୟ?

ନୂଆଦିଲ୍ଲୀ,୨୦।୩: ବର୍ତ୍ତମାନ ସାରା ବିଶ୍ୱ ଏକ ଅସ୍ଥିର ପରିସ୍ଥିତି ଦେଇ ଗତି କରୁଛି। ଗୋଟିଏ ପଟେ ରୁଷିଆ-ୟୁକ୍ରେନ ଯୁଦ୍ଧ ଜାରି ରହିଥିବା ବେଳେ ଅନ୍ୟପଟେ ଇରାନ, ଇସ୍ରାଏଲ…

IPL ପୂର୍ବରୁ ସରକାରଙ୍କ ‘ମାଷ୍ଟରଷ୍ଟ୍ରୋକ୍‌’: ୩୦୦ ଅଧିକ ବେଆଇନ ବେଟିଂ ସାଇଟ୍‌ ଉପରେ ଲାଗିଲା କଟକଣା

ନୂଆଦିଲ୍ଲୀ,୨୦।୩: ଭାରତରେ ବେଆଇନ ଜୁଆ ଏବଂ ସଟ୍ଟାବାଜି (Betting) ଚଳାଉଥିବା ସଂସ୍ଥାଗୁଡ଼ିକ ବିରୋଧରେ କେନ୍ଦ୍ର ସରକାର ଏକ ବଡ଼ ଧରଣର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି। ଆଗକୁ ଆଇପିଏଲ୍‌(IPL…

ଗ୍ରାହକଙ୍କୁ Zomatoର ବଡ଼ ଝଟ୍‌କା! ଏଲ୍‌ପିଜି ସଙ୍କଟ ପରେ ଏବେ ଅନଲାଇନ୍‌ରେ ଖାଇବା ମଗାଇବା ହେଲା ମହଙ୍ଗା, ଦେବାକୁ ହେବ…

ନୂଆଦିଲ୍ଲୀ,୨୦।୩:ସାଧାରଣ ଲୋକଙ୍କ ପକେଟ ଉପରେ ପୁଣି ଏକ ମହଙ୍ଗା ମାଡ଼ ହୋଇଛି। ଯଦି ଆପଣ ଅନଲାଇନ୍‌ରେ ଖାଦ୍ୟ ଅର୍ଡର କରୁଛନ୍ତି, ତେବେ ଏହି ଖବର ଆପଣଙ୍କ ପାଇଁ…

ଛାତ୍ରୀମାନେ ନିଜ ସୁରକ୍ଷା ନିଜେ କରିବା ପାଇଁ ନେଲେ ଏମିତି ପଦକ୍ଷେପ

ଦାରିଙ୍ଗବାଡ଼ି/ବ୍ରାହ୍ମଣୀଗାଁ,୨୦ା୩(ଅରୁଣ ସାହୁ/ମନୋରଞ୍ଜନ ରଣା): କନ୍ଧମାଳ ଜିଲା ବ୍ରାହ୍ମଣୀଗାଁଠାରେ ରହିଥିବା ଋଷିମାଳ ଡିଗ୍ରୀ ମହାବିଦ୍ୟାଳୟରେ ମାର୍ଚ୍ଚ ୫ରୁ ୧୩ ତାରିଖ ପର୍ଯ୍ୟନ୍ତ ଓଡ଼ିଶା ସରକାରଙ୍କ ଉଚ୍ଚଶିକ୍ଷା ବିଭାଗ ଦ୍ୱାରା…

ଧୋନଙ୍କ ସହ ଏମିତି କରିବାକୁ ଖୁବ ଆଗ୍ରହୀ ଅଛନ୍ତି ସଞ୍ଜୁ ସମାସନ, Video ଖୋଲିଲା ବଡ଼ ଗୁମର

ନୂଆଦିଲ୍ଲୀ,୨୦।୩: ୨୦୨୬ ଇଣ୍ଡିଆନ ପ୍ରିମିୟର ଲିଗ ସିଜିନ ପୂର୍ବରୁ, ଚେନ୍ନାଇ ସୁପର କିଙ୍ଗସ ରାଜସ୍ଥାନ ରୟାଲ୍ସ ସହିତ ଏକ ଟ୍ରେଡରେ ସଞ୍ଜୁ ସାମସନଙ୍କୁ କିଣିଥିଲା। ସେବେଠାରୁ, ପ୍ରଶଂସକମାନେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri