ପୁଣି ଦିଲ୍ଲୀ ଯିବେ ନବୀନ, ଜଣାପଡିଲା ବଡ଼ ପ୍ଲାନ!
ଭୁବନେଶ୍ୱର,୭ା୯(ସୁନୀତ୍ ମିଶ୍ର): ଉପରାଷ୍ଟ୍ରପତି ନିର୍ବାଚନ ଆସନ୍ତା ୯ରେ ଅନୁଷ୍ଠିତ ହେବାକୁ ଯାଉଛି। ଏହା ପୂର୍ବରୁ ରବିବାର ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ୪ ଦିନିଆ ନୂଆଦିଲ୍ଲୀ ଗସ୍ତରେ ଯାଉଛନ୍ତି। ଉପରାଷ୍ଟ୍ରପତି ନିର୍ବାଚନ ପୂର୍ବରୁ ନବୀନଙ୍କ ଏହି ଗସ୍ତ ନେଇ ଚର୍ଚ୍ଚା ଜୋର୍ ଧରିଛି। ବିଜେଡି ଉପରାଷ୍ଟ୍ରପତି ନିର୍ବାଚନରେ ଏନ୍ଡିଏ ନା ଇଣ୍ଡିଆ ମେଣ୍ଟ ପ୍ରାର୍ଥୀଙ୍କୁ ସମର୍ଥନ ଦେବ ସେ ନେଇ କିଛି ସ୍ପଷ୍ଟ କରିନାହିଁ। ବିଭିନ୍ନ ସମୟରେ ଏନ୍ଡିଏକୁ ସମର୍ଥନ କରିବା ଦଳ ପାଇଁ ମହଙ୍ଗା … Continue reading ପୁଣି ଦିଲ୍ଲୀ ଯିବେ ନବୀନ, ଜଣାପଡିଲା ବଡ଼ ପ୍ଲାନ!
Copy and paste this URL into your WordPress site to embed
Copy and paste this code into your site to embed