ଦିଲ୍ଲୀରୁ ଫେରିଲେ ନବୀନ, କରିବେ ବଡ଼ ଘୋଷଣା!

ଭୁବନେଶ୍ୱର,୧୦।୧୦:ଦିଲ୍ଲୀରୁ ଫେରିଲେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ। ନୂଆପଡା ଉପନିର୍ବାଚନ ପୂର୍ବରୁ ଦିଲ୍ଲୀରୁ ପେରିଲେ ନବୀନ। ଶୁକ୍ରବାର ଅପରାହ୍ନ ପ୍ରାୟ ୩ଟାରେ ଏକ ସ୍ବତନ୍ତ୍ର ଚାର୍ଟର୍ଡ ବିମାନରେ ଆସି ଭୁବନେଶର ଅନ୍ତର୍ଜାତୀୟ ବିମାନବନ୍ଦରରେ ଓହ୍ଲାଇଛନ୍ତି। ସେଠାରୁ ସେ ଗଣମାଧ୍ୟମକୁ କୌଣସି ପ୍ରତିକ୍ରିୟା ନ ଦେଇ ସିଧାସଳଖ ନବୀନ ନିବାସକୁ ଯାଇଛନ୍ତି।

A person wearing a light blue shirt sits inside a white car with black accents, waving with an open hand towards the camera through the open driver-side window. The car is parked outdoors near green trees and other vehicles, including a red car in the background. The scene appears casual and public.

ତେବେ ଦିଲ୍ଲୀରେ ଦୀର୍ଘ ୧ ମାସରୁ ଅଧିକ ସମୟ ରହିବା ପରେ ନବୀନ ଓଡିଶା ଫେରିଛନ୍ତି। ଆଗକୁ ନୂଆପଡ଼ା ବିଧାନସଭା ନିର୍ବାଚନ ଥିବାରୁ ନବୀନଙ୍କ ରଣନୀତି ଅତି ଗୁରୁତ୍ଵପୂର୍ଣ୍ଣ ବୋଲି କୁହାଯାଉଛି।

Dharitri – Odisha’s No.1 Trusted Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ବ୍ରିକ୍ସ ଦେଶ ପାଇଁ RBI ର ବଡ଼ ପ୍ରସ୍ତାବ, ଫେଲ୍ ମାରିବେ ଟ୍ରମ୍ପଙ୍କ ଯୋଜନା

ନୂଆଦିଲ୍ଲୀ,୧୯।୧: ଟ୍ରମ୍ପଙ୍କ ଧମକ ପରେ ଧିମେଇ ଯାଇଥିବା ବ୍ରିକ୍ସ ସଂଗଠନର ସ୍ୱତନ୍ତ୍ର ମୁଦ୍ରା ପାଇଁ ବଡ ପ୍ରସ୍ତାବ ଦେଇଛି ଭାରତୀୟ ରିଜର୍ଭ ବ୍ୟାଙ୍କ(RBI)। ବ୍ରିକ୍ସ ସମ୍ମିଳନୀରେ...

ଦାୟିତ୍ୱବାନ ଦେଶ ତାଲିକା: ବିଶ୍ୱର ଶ୍ରେଷ୍ଠ ଦେଶ ମଧ୍ୟରେ ଭାରତ, ଶୀର୍ଷରେ ସିଙ୍ଗାପୁର

ନୂଆଦିଲ୍ଲୀ,୧୯।୧: ବିଶ୍ୱର ଦାୟିତ୍ୱବାନ ରାଷ୍ଟ୍ର ଗୁଡ଼ିକର ତାଲିକାରେ ଭାରତ ଏକ ଗୁରୁତ୍ୱପୂର୍ଣ୍ଣ ସଫଳତା ହାସଲ କରିଛି। ସଦ୍ୟ ପ୍ରକାଶିତ ‘ଦାୟିତ୍ୱବାନ ରାଷ୍ଟ୍ର ତାଲିକା’ (RNI) ୨୦୨୬...

ଭୁବନେଶ୍ୱରରେ ଭୟଙ୍କର ଦୁର୍ଘଟଣା: ଗୋଟିଏ କାର୍ ଉପରେ ଚଢ଼ିଗଲା ଆଉ ଏକ କାର୍

ଭୁବନେଶ୍ୱର,୧୯।୧: ରାଜଧାନୀର ବ୍ୟସ୍ତବହୁଳ ପଲାସୁଣୀ ଛକରେ ସୋମବାର ଏକ ଅଭାବନୀୟ ସଡ଼କ ଦୁର୍ଘଟଣା ଘଟିଛି। କଟକ ପଟୁ ଅତି ଦ୍ରୁତ ଗତିରେ ଆସୁଥିବା ଏକ କାର୍,...

ଓଡ଼ିଶାରେ ବଦଳିବ ୪୫ ବର୍ଷର ପୁରୁଣା ରାଜସ୍ୱ ଆଇନ: ଆସିବା ନୂଆ ‘ଲ୍ୟାଣ୍ଡ ମ୍ୟାନେଜମେଣ୍ଟ ଆକ୍ଟ’

ଭୁବନେଶ୍ୱର,୧୯।୧: ରାଜ୍ୟରେ ଜମିଜମା ପ୍ରଶାସନକୁ ଅଧିକ ସରଳ, ସ୍ୱଚ୍ଛ ଏବଂ ଲୋକାଭିମୁଖୀ କରିବା ପାଇଁ ଓଡ଼ିଶା ସରକାର ଏକ ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି। ଦୀର୍ଘ...

ମେଡିକାଲ ବାଥରୁମ୍‌ରେ ଶିଶୁ କନ୍ୟାଙ୍କୁ ଛାଡି ଚମ୍ପଟ ମାରିଲେ ମା’

ଭଦ୍ରକ, ୧୯।୧(ସନାତନ ରାଉତ): ମେଡିକାଲ ବାଥରୁମ୍‌ରେ ନବଜାତ ଶିଶୁ କନ୍ୟାକୁ ଛାଡ଼ି ମା’ ଫେରାର । ନବଜାତ ଶିଶୁ କନ୍ୟାର ମୃତ୍ୟୁ ହୋଇଥିବା ସୂଚନା ମିଳିଛି।...

୬ ମାସ ପରେ ଖୋଲିଲା ମଝିଘରିଆଣିଙ୍କ ମନ୍ଦିର ହୁଣ୍ଡି: ବାହାରିଲା ଏତେ କୋଟି ଟଙ୍କା ସହ ବିଦେଶୀ…

ରାୟଗଡା, ୧୯।୧(ଆଶିଷ ରଞ୍ଜନ ପଣ୍ଡା): ରାୟଗଡା ଜିଲାର ଅଧିଷ୍ଠାତ୍ରୀ ଦେବୀ ମା’ ମଝିଘରିଆଣୀଙ୍କ ମନ୍ଦିରର ୯ଟି ହୁଣ୍ଡି ସୋମବାର ଖୋଲାଯାଇ ଗଣତି କରାଯାଇଛି। ଉକ୍ତ ୯...

ହେଟାବାଘର କାଟିନେଲେ ଲାଞ୍ଜ, ଗୋଡ, ନଖ

କାଲିମେଳା,୧୯।୧(ଜୀବନ କୃଷ୍ଣ ଦାସ): ମାଲକାନଗିରି ଜିଲା କାଲିମେଳା ରେଞ୍ଜ ଅଧୀନ କାଲିମେଳା-ମୋଟୁ ୩୨୬ ନମ୍ୱର ଜାତୀୟ ରାଜପଥର ଏମ୍‌ଭି ୭୨ ନିକଟ ଶାନ୍ତିନଗର ନିକଟରୁ ସୋମବାର...

ପ୍ରୋଟୋକଲ୍ ଭାଙ୍ଗିଲେ ମୋଦି: ୟୁଏଇ ରାଷ୍ଟ୍ରପତିଙ୍କୁ ବିମାନବନ୍ଦରରେ ଏପରି କଲେ ସ୍ୱାଗତ

ନୂଆଦିଲ୍ଲୀ,୧୯।୧: ଭାରତ ଏବଂ ୟୁନାଇଟେଡ ଆରବ ଏମିରେଟ୍ସ (UAE) ମଧ୍ୟରେ ବଢୁଥିବା ସମ୍ପର୍କର ଏକ ଭିନ୍ନ ଦୃଶ୍ୟ ସୋମବାର ଦେଖିବାକୁ ମିଳିଛି। ୟୁଏଇ ରାଷ୍ଟ୍ରପତି ଶେଖ୍...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri