ମୋହନଙ୍କୁ ଚିଠି ଲେଖିଲେ ନବୀନ, ଏଥିରେ ଲେଖାଅଛି ଏମିତି…

ଭୁବନେଶ୍ୱର,୨ା୧: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ବିରୋଧୀଦଳ ନେତା ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଚିଠି ଲେଖିଛନ୍ତି। ଅଦିନିଆ ବର୍ଷାରେ ଚାଷ କ୍ଷତି ଭରଣା ପାଇଁ ଏହି ଚିଠି ଜରିଆରେ ଦାବି ଜଣାଇଛନ୍ତି ନବୀନ। ନବୀନ ଲେଖିଛନ୍ତି, ନିର୍ଦ୍ଧାରିତ ସମୟ ମଧ୍ୟରେ ସରକାର କ୍ଷତିପୂରଣ ଦିଅନ୍ତୁ। ବାରମ୍ବାର ପ୍ରାକୃତିକ ବିପର୍ଯ୍ୟୟ କାରଣରୁ ସ୍ବତନ୍ତ୍ର ରାଜ୍ୟ ପାହ୍ୟା ମଧ୍ୟ ଦାବି କରିଛନ୍ତି ନବୀନ।

ଅନ୍ୟପକ୍ଷରେ ମୋହନ ମଧ୍ୟ ଆଜି ନବୀନଙ୍କ ନାଁ ନ ନେଇ କଡ଼ା ଟାର୍ଗେଟ୍‌ କରିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, ଆମ ସରକାର କିଛି ଲୋକଙ୍କୁ ବାଧ୍ୟ କରିଦେଲା  ଯେ, ସେମାନେ ନିଜ ବିଳାସପୂର୍ଣ୍ଣ ଟାଓ୍ବାରରୁ ବାହାରି ବିଲ ମୁଣ୍ଡକୁ ଯାଇଛନ୍ତି।

ଯେଉଁମାନେ ପୂର୍ବରୁ ଦାୟିତ୍ଵ ନେଇ କାମ କରୁଥିଲେ, ସେମାନଙ୍କୁ ଲୋକ ଭେଟି ପାରୁ ନ ଥିଲେ ।  ଆଜି ସେମାନେ ଲୋକଙ୍କ ପାଖକୁ ଯାଉଛନ୍ତି। ଆମ ସରକାରର କାର୍ଯ୍ୟ ଶୈଳୀ ଦେଖି ସେମାନଙ୍କ ମନରେ ଭୟ ଜାଗିଛି। ସେମାନେ ବ୍ୟତିବ୍ୟସ୍ତ ହୋଇ ଆଜି ଆଇଭୋରି ଟାଓ୍ବାରରୁ ବାହାରି ଗାଁ ଦାଣ୍ଡ ଧୂଳି ଖାଇବାକୁ ବାଧ୍ୟ ହେଉଛନ୍ତି ବୋଲି  ସ୍ୱାଧୀନତା ସଂଗ୍ରାମୀ ମଞ୍ଚରୁ ନବୀନଙ୍କୁ  ମୁଖ୍ୟମନ୍ତ୍ରୀ ଟାର୍ଗେଟ କରି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସ୍କୁଲ୍‌ ପିଲାଙ୍କ ପାଇଁ ଖୁସିଖବର: ଏଣିକି ଆଉ ଦେବାକୁ ପଡିବନି ବସ୍‌ ଭଡ଼ା

ଭୁବନେଶ୍ୱର,୨୬।୧୨: ରାଜ୍ୟରେ ସ୍କୁଲ ପିଲାଙ୍କ ପାଇଁ ଆରମ୍ଭ ହେବ ମାଗଣା ବସ୍‌ ସେବା। ମୁଖ୍ୟମନ୍ତ୍ରୀ ବସ ସେବା ଯୋଜନାରେ ପିଲାଙ୍କୁ ମାଗଣା ବସ ସେବା ଯୋଗାଇ...

ମାତ୍ର ୫୬ ବଲରେ କମାଲ୍‌ କରିଦେଲେ ରିଙ୍କୁ ସିଂ: ଟି-୨୦ ବିଶ୍ୱକପ୍‌ ପୂର୍ବରୁ…

ନୂଆଦିଲ୍ଲୀ,୨୬।୧୨: ବିଜୟ ହଜାରେ ଟ୍ରଫିରେ ଚଣ୍ଡିଗଡ଼ ବିପକ୍ଷରେ ଉତ୍ତର ପ୍ରଦେଶର ଅଧିନାୟକ ରିଙ୍କୁ ସିଂହ ଏକ ଚମତ୍କାର ଶତକ ହାସଲ କରିଥିଲେ। ଏହା ପୂର୍ବରୁ, ୟୁପି...

କେରଳରେ ଇତିହାସ ରଚିଲା ଭାଜପା: ଘଟିଲା ବଡ଼ ରାଜନୈତିକ ପରିବର୍ତ୍ତନ

ଥିରୁଭାନନ୍ତପୁରମ୍‌,୨୬।୧୨: କେରଳରେ ଭାଜପା ଇତିହାସ ସୃଷ୍ଟି କରିଛି। ଶୁକ୍ରବାର ଭାଜପା ନେତା ଭିଭି ରାଜେଶ ତିରୁଭାନନ୍ତପୁରମର ମେୟର ଭାବରେ ଶପଥ ଗ୍ରହଣ କରି ରାଜ୍ୟ ରାଜନୀତିରେ...

୯ ଦିନ ହେବ ନିଖୋଜ ଥିଲେ ସ୍କୁଲ ପିଅନ: ଆଜି ମିଳିଲା…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା କର୍ଲାପାଟ ଥାନା ନିକଟରେ ଥିବା ଏକ ପୋଖରୀରୁ ଶୁକ୍ରବାର ଜଣେ ପିଅନଙ୍କ ମୃତଦେହ ଉଦ୍ଧାର ହୋଇଛି। ମୃତ ପିଅନ...

ଆମାଜନରୁ ସମ୍ପର୍କ କାଟିଲେ ଥିଲେ ଜେଫ ବେଜୋସଙ୍କ ପୂର୍ବତନ ପତ୍ନୀ, ଶେୟାର ବିକି ଏବେ କରୁଛନ୍ତି ଏମିତି କାମ…

ଓ୍ବାଶିଂଟନ,୨୬।୧୨: ଆମାଜନ ପ୍ରତିଷ୍ଠାତା ଜେଫ ବେଜୋସଙ୍କ ପୂର୍ବତନ ପତ୍ନୀ କୋଟିପତି ମ୍ୟାକେଞ୍ଜି ସ୍କଟ ଚଳିତ ବର୍ଷ ଅର୍ଥାତ ୨୦୨୫ରେ ନିଜ ପାଣ୍ଠିରୁ ୭.୧ ବିଲିୟନ ଡଲାରରୁ...

ବିସ୍ଫୋରକ ବୟାନ ଦେଲେ ବିଜେଡି ନେତା ପ୍ରଭାତ ବିଶ୍ୱାଳ: ପାଣ୍ଡିଆନ ଦମ୍ପତିଙ୍କ ପ୍ରତି ଅବିଚାର ହେଲେ ମୁଁ…

ଭୁବନେଶ୍ୱର,୨୬।୧୨: ବିଜେଡି ପ୍ରତିଷ୍ଠା ଦିବସରେ ଦଳର ନେତା ପ୍ରଭାତ ବିଶ୍ୱାଳଙ୍କ ଖୋଲା ମଞ୍ଚରେ ବଡ଼ ବୟାନ ଦେଇଛନ୍ତି ପ୍ରଭାତ ବିଶ୍ୱାଳ। ସେ ବିଜେଡି ନେତାଙ୍କୁ ଧୋଇଛନ୍ତି...

ମାରଓ୍ବାଡି ମହିଳାଙ୍କ ସେବା କାର୍ଯ୍ୟକୁ ପ୍ରଶଂସା କଲେ ଏମ୍‌ପି

ବଲାଙ୍ଗୀର,୨୬।୧୨(ସୁନିଲ କୁମାର ମହାନ୍ତି):ଅଖିଳ ଭାରତୀୟ ମାରଓ୍ବାଡି ମହିଳା ସମ୍ମେଳନ ଓଡିଶା ପ୍ରଦେଶର ସପ୍ତଦଶ ପ୍ରାନ୍ତୀୟ ସମ୍ମେଳନ ସ୍ଥାନୀୟ ବିଦ୍ୟା ହେଭନ୍ସ ଠାରେ ଶୁକ୍ରବାର ଅନୁଷ୍ଠିତ ହୋଇଛି।...

ଅଜଣା ଗାଡ଼ି ଧକ୍କାରେ ଯୁବକଙ୍କ ମୃତ୍ୟୁ, କ୍ଷତିପୂରଣ ଦାବିରେ ରାସ୍ତା ରୋକ

ବୀରମହାରାଜପୁର,୨୬।୧୨, (ଯୁଗଳ କିଶୋର ମିଶ୍ର): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ହିଲୁଙ୍ଗ ପଞ୍ଚାୟତ ଲୁଚାବନ୍ଦ ପାଖରେ ଗୁରୁବାର ସା ପ୍ରାୟ ୭ଟା୩୦ରେ ଏକ ଅଜଣା ଗାଡ଼ି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri