Odisha Elections 2024

ନବରଙ୍ଗପୁରରେ ନବୀନଙ୍କ ହାଇଭୋଲଟେଜ ପ୍ରଚାର

ନବରଙ୍ଗପୁର,୪।୫: ନବରଙ୍ଗପୁର ମାଝୀଗୁଡ଼ାରେ ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ହାଇଭୋଲଟେଜ ପ୍ରଚାର। ଦକ୍ଷିଣ ଓଡ଼ିଶାରେ ମୁଖ୍ୟମନ୍ତ୍ରୀ ଦଳୀୟ ପ୍ରାର୍ଥୀଙ୍କ ଲାଗି ବ୍ୟାକ୍‌ ଟୁ ବ୍ୟାକ୍‌ କ୍ୟାମ୍ପେନ କରିଛନ୍ତି। ଶନିବାର କୋରାପୁଟ ପରେ ନବରଙ୍ଗପୁରରେ ମାରାଥନ ପ୍ରଚାର କରିଛନ୍ତି ନବୀନ।

ତେବେ ନବରଙ୍ଗପୁରରେ ମଧ୍ୟ କେନ୍ଦ୍ରକୁ ସମାଲୋଚନା କରିଛନ୍ତି ମୁଖ୍ୟମନ୍ତ୍ରୀ। ରାଜ୍ୟ ସରକାରଙ୍କ ବିଜୁ ସାସ୍ଥ୍ୟ କଲ୍ୟାଣ ଯୋଜନା, ମମତା, ଲକ୍ଷ୍ମୀ ବସ ଭଲ ହୋଇଛି କି ବୋଲି ଜନତାଙ୍କୁ ପ୍ରଶ୍ନ ପଚାରିଛନ୍ତି। ମିଶନ ଶକ୍ତି ଯୋଜନା, ପିଲାଙ୍କ ସ୍କଲାରସିପ, ଚାଷୀଙ୍କ କାଳିଆ ଯୋଜନା ଏବଂ ପୁରୀ ଶ୍ରୀମନ୍ଦିର କାମ ଭଲ ହୋଇଛି କି ବୋଲି ନବୀନ ପଚାରିଛନ୍ତି। ଜନତାଙ୍କୁ ସମ୍ବୋଧିତ କରି ଆଶୀର୍ବାଦ ମାଗିବା ସହ ଶଙ୍ଖ ଚିହ୍ନରେ ଏମଏଲଏ ଓ ଏମପି ପ୍ରାର୍ଥୀଙ୍କୁ ଆଶୀର୍ବାଦ କରିବାକୁ ଅପିଲ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।


Enter your email to get our daily news in your inbox.

All Right Reserved By Dharitri.Com

ଦାନା ବାନ୍ଧିଲାଣି ବଡ଼ ଲଘୁଚାପ! ଆସୁଛି…

ଭୁବନେଶ୍ୱର,୧୮।୫: ଡହ ଡହ ଖରାରେ ଦାନା ବାନ୍ଧୁଛି ଲଘୁଚାପ। ଆସନ୍ତା ମେ ୨୦ ତାରିଖ ବେଳକୁ ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଓ ଏହାର ପାର୍ଶବର୍ତ୍ତୀ ଉତ୍ତର ଆଣ୍ଡାମାନ...

ଆୟୁଷ ଡାକ୍ତରରେ ଚାଲିଛି ସ୍ବାସ୍ଥ୍ୟସେବା

ଭଦ୍ରକ,୧୮ା୫(ସନାତନ ରାଉତ): ଭଦ୍ରକ ଜିଲା ବନ୍ତ ବ୍ଲକର ଆଗରପଡ଼ା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଅଧୀନ ଅଡ଼ାଳପଙ୍କ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରରେ ଦୀର୍ଘଦିନ ଧରି ଆୟୁଷ ଡାକ୍ତରରେ ସ୍ବାସ୍ଥ୍ୟସେବା ଚାଲିଛି।...

ଜାମୁସାହିରେ ପାଣି ପାଇଁ ହାହାକାର

ଓଡ଼ଗାଁ,୧୮ା୫(ଆଦର୍ଶ କୁମାର ପଟ୍ଟନାୟକ): କିଛିଦିନ ତଳେ ପାଣି ଯୋଗାଣକୁ ନେଇ ରଙ୍ଗଣିପାଟଣା ପଞ୍ଚାୟତ ଜାମୁସାହି ଗ୍ରାମବାସୀ ବିଦ୍ୟୁତ୍‌ କାର୍ଯ୍ୟାଳୟ ଘେରାଉ କରି ଲାଇନ୍‌ ସଂଯୋଗ ପାଇଁ...

ଦୁର୍ଦ୍ଦଶାରେ ଡେରାବିଶ ଆଦର୍ଶ ବିଦ୍ୟାଳୟ

ଡେରାବିଶ, ୧୮ା୫(ବେବର୍ତ୍ତା ଅଜୟ ଦାସ): କେନ୍ଦ୍ରାପଡା ଜିଲା ଅନ୍ତର୍ଗତ ଡେରାବିଶ ବ୍ଲକ କୁରୁଜଙ୍ଗାଠାରେ ପ୍ରତିଷ୍ଠା ହୋଇଥିବା ଆଦର୍ଶ ବିଦ୍ୟାଳୟର ଦୁର୍ଦ୍ଦଶାର ଅନ୍ତ ଘଟୁନାହିଁ। ୨୦୨୨ ମସିହାରେ...

ନବ ଦାସଙ୍କ ପୁଅଙ୍କ ପିଏଙ୍କ ଘରେ ଆଇଟି ରେଡ୍‌

ଭୁବନେଶ୍ୱର,୧୮।୫: ଦିବଙ୍ଗତ ମନ୍ତ୍ରୀ ନବ ଦାସଙ୍କ ପୁଅ ବିଶାଳ ଦାସଙ୍କ ପିଏଙ୍କ ଘରେ ଶନିବାର ଆୟକର ବିଭାଗ ପକ୍ଷରୁ ଚଢାଉ କରାଯାଇଛି। ପର୍ସନାଲ ଆସିଷ୍ଟାଣ୍ଟ ଆଶିଷ...

ଟଙ୍କା ଭର୍ତ୍ତି ମନିପର୍ସ ଫେରାଇଲେ ମହିଳା

ରଘୁନାଥପୁର,୧୮ା୫(ରାଜେନ୍ଦ୍ର ନାରାୟଣ ସିଂହ):ପାଇଥିବା ମନିପର୍ସ ଫେରାଇ ସଚ୍ଚୋଟ ପଣିଆର ପରିଚୟ ଦେଇଛନ୍ତି ଜଣେ ମହିଳା। ସେ ହେଲେ ରଘୁନାଥପୁର ବ୍ଲକ ବିଦ୍ୟାଧରପୁର ଗ୍ରାମର ଅହମ୍ମଦ ରାଜା...

୮୬୭ ବୁଥ୍‌ରେ ହେବ ୱେବ୍‌କାଷ୍ଟିଂ

କେନ୍ଦ୍ରାପଡ଼ା,୧୮ା୫(ଜଗନ୍ନାଥ ଧଳ): ଜୁନ୍‌ ୧ରେ ସାଧାରଣ ନିର୍ବାଚନର ମତଦାନ ପାଇଁ କେନ୍ଦ୍ରାପଡ଼ା ଜିଲା ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ପ୍ରାୟ ଶେଷ ହୋଇଛି। ମୋଟ୍‌ ୧୪୪୫ ମଧ୍ୟରୁ...

ନବ ଦାସଙ୍କ ପୁଅଙ୍କୁ ୪ ଘଣ୍ଟା ଜେରା କଲା ଆୟକର ବିଭାଗ

ଭୁବନେଶ୍ୱର,୧୮।୫: ଦିବଙ୍ଗତ ମନ୍ତ୍ରୀ ନବ ଦାସଙ୍କ ପୁଅ ତଥା ଝାରସୁଗୁଡ଼ା ବିଧାୟିକା ପ୍ରାର୍ଥୀ ଦୀପାଳି ଦାସଙ୍କ ଭାଇ ବିଶାଳ ଦାସଙ୍କୁ ଆୟକର ବିଭାଗ ୪ ଘଣ୍ଟା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri