ଧର୍ମେନ୍ଦ୍ରଙ୍କ ଇସ୍ତଫା ପରେ ନବୀନଙ୍କ ପୋଷ୍ଟ ଭାଇରାଲ, ଲୋକଙ୍କ ଇଚ୍ଛାଠାରୁ କେହି ଊର୍ଦ୍ଧ୍ୱରେ ନୁହନ୍ତି, ଏଥିପାଇଁ ମୁଁ…

ଭୁବନେଶ୍ୱର,୨୫ା୭: ନିଟ୍‌ ପେପର ଲିକ୍‌ ବିବାଦକୁ ନେଇ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଇସ୍ତଫା ଦେଇଛନ୍ତି। ଇତିମଧ୍ୟରେ ବିଭିନ୍ନ ରାଜନୈତିକ ବ୍ୟକ୍ତିବିଶେଷ ସେମାନଙ୍କର ପ୍ରତିକ୍ରିୟା ରଖୁଛନ୍ତି। ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀ ଦଳ ନେତା ନବୀନ ମଧ୍ୟ ଏହି ଘଟଣାରେ ସୋସିଆଲ ମିଡିଆରେ ଏକ ପୋଷ୍ଟ କରିଛନ୍ତି।

ଏଥିରେ ସେ କହିଛନ୍ତି, ଏହି ବିଜୟ ପାଇଁ ମୁଁ ଭାରତର ଯୁବପିଢ଼ିଙ୍କୁ, ବିଶେଷକରି Gen-Zଙ୍କୁ ଅଭିନନ୍ଦନ ଜଣାଉଛି। ଜନମତ ପ୍ରତି ଉତ୍ତରଦାୟିତ୍ୱ ଏବଂ ସମ୍ବେଦନଶୀଳତା ଏକ ଦୃଢ଼ ଗଣତନ୍ତ୍ରର ଅବିଚ୍ଛେଦ୍ୟ ମୂଲ୍ୟବୋଧ। ଲୋକଙ୍କ ଇଚ୍ଛାଠାରୁ କେହି ଊର୍ଦ୍ଧ୍ୱରେ ନୁହନ୍ତି। ଆମ ଲୋକଙ୍କ ବିଶେଷକରି ଯୁବପିଢ଼ିଙ୍କ ସ୍ବର ଶୁଣିବାକୁ ଯୋଗ୍ୟ। ଭାରତର ଭବିଷ୍ୟତ ଯୁବପିଢ଼ିଙ୍କର। ମୁଁ ସେମାନଙ୍କୁ ଶୁଭକାମନା ଜଣାଉଛି ବୋଲି ନବୀନ ତାଙ୍କ ଫେସ୍‌ବୁକ୍‌ ପେଜ୍‌ରେ ଲେଖିଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଧାନ ବିଲରେ ପଶିଲା କାର :୩୨୬ ନମ୍ବର ଜାତୀୟ ରାଜପଥରେ…

ମୋହନା,୨୫।୭(ମନ୍ମଥ ମିଶ୍ର): ଦୁଇ ଦିନର ଛୁଟି କାଟି ରାୟଗଡ଼ା ଜିଲାର ପଦ୍ମପୁରରୁ ଏକ କାର୍‌ (ଓଡି–୦୭–ଏଏଫ୍–୭୯୯୬) ଯୋଗେ ବ୍ରହ୍ମପୁର ଫେରୁଥିବା ବେଳେ ଗଜପତି ଜିଲା ଅଡବା ଥାନା…

Dharmendra Pradhan Resign: କ’ଣ AAP ପରି ରାଜନୀତି ମଇଦାନକୁ ଓହ୍ଲାଇବ CJP? ପ୍ରେସ କନଫରେନ୍ସରେ କଲା ବଡ଼ ଘୋଷଣା

ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା କକରୋଚ ଜନତା ପାର୍ଟି (CJP) ଏବଂ ଭାରତର ଯୁବ ଆନ୍ଦୋଳନଗୁଡ଼ିକ ପାଇଁ ଏକ ଐତିହାସିକ ଓ ଅଭୂତପୂର୍ୱ ବିଜୟ। ତଥାପି, CJPର ‘ଆମ…

CJP ମୁଖ୍ୟ ଅଭିଜିତ ଦୀପକେଙ୍କ ଘରୁ ଆସିଲା ଭାବାବେଗ ଭରା ଦୃଶ୍ୟ: ଏମିତି କହି ଭୋ ଭୋ ହୋଇ କାନ୍ଦିଲେ…

ନୂଆଦିଲ୍ଲୀ,୨୫।୭: କେନ୍ଦ୍ର ଶିକ୍ଷାମନ୍ତ୍ରୀ ପଦରୁ ଶନିବାର ଧର୍ମେନ୍ଦ୍ର ପ୍ରଧାନ ଇସ୍ତଫା ଦେଇଛନ୍ତି। ଶେଷରେ Gen-Z ଆଗରେ ନଇଁଲେ କେନ୍ଦ୍ରମନ୍ତ୍ରୀ। ଧର୍ମେନ୍ଦ୍ରଙ୍କ ଇସ୍ତଫା ପରେ ସୋସିଆଲ ମିଡିଆରେ ଏକ…

ଆନ୍ଦୋଳନ ପ୍ରତ୍ୟାହାର କଲା CJP, ଧର୍ମେନ୍ଦ୍ରଙ୍କ ଇସ୍ତାଫା ପରେ ସିଜେପିର ବଡ଼ ଘୋଷଣା

ନୂଆଦିଲ୍ଲୀ,୨୫।୭: ‘କକ୍ରୋଚ ଜନତା ପାର୍ଟି’ (CJP) ଦିଲ୍ଲୀର ଜନ୍ତର ମନ୍ତରରେ ଚାଲିଥିବା ପ୍ରତିବାଦ ଶେଷ ହୋଇଥିବା ଘୋଷଣା କରିଛି। ଦଳର ମୁଖପାତ୍ର ଆଶୁତୋଷ ରାଙ୍କା କହିଛନ୍ତି ଯେ…

ଶିକ୍ଷା ମନ୍ତ୍ରୀରୁ ଇସ୍ତଫା ପରେ କ’ଣ ବନ୍ଦ ହୋଇଯିବ ଧର୍ମେନ୍ଦ୍ର ପ୍ରଧାନଙ୍କ ଦରମା? ଜଣାପଡିଲା…

ନୂଆଦିଲ୍ଲୀ,୨୫।୭: NEET-UG ୨୦୨୬ ପରୀକ୍ଷାକୁ ନେଇ ସାରା ଦେଶରେ ଦେଖାଦେଇଥିବା ବିବାଦ ଏବଂ ଛାତ୍ରମାନଙ୍କ ଆନ୍ଦୋଳନ ମଧ୍ୟରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ନିଜ ପଦରୁ ଇସ୍ତଫା…

କୁଆଁରମୁଣ୍ଡା-ପଦମପୁର ରାସ୍ତା ଶୋଚନୀୟ: କାଦୁଅରେ ଗଡ଼ି ଆନ୍ଦୋଳନକାରୀଙ୍କ ପ୍ରତିବାଦ

କୁଆଁରମୁଣ୍ଡା,୨୫।୭(ମହେନ୍ଦ୍ର କୁମାର ସାହୁ): କୁଆଁରମୁଣ୍ଡା-ପଦମପୁର ରାସ୍ତା ଅବସ୍ଥା ଶୋଚନୀୟ ହୋଇପଡିଛି। ରାସ୍ତାରେ ସୃଷ୍ଟି ହୋଇଥିବା ଖାଲଖମାରେ ବର୍ଷା ପାଣି ଜମି ଯାତାୟାତରେ ବାଧାସୃଷ୍ଟି ହୋଇଛି। ଏପରି କି…

‘ଆସିଗଲା ସରକାର ଗାଦିଚ୍ୟୁତ ହେବାର ସମୟ’, ରାହୁଲଙ୍କ ବୟାନକୁ ନେଇ ରାଜନୀତି ସରଗରମ

ନୂଆଦିଲ୍ଲୀ,୨୫।୭: ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ପରେ ପ୍ରତିବାଦ କରୁଥିବା ଛାତ୍ରମାନଙ୍କୁ ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଅଭିନନ୍ଦନ ଜଣାଇଛନ୍ତି। ସେ ପ୍ରଧାନଙ୍କ ଇସ୍ତଫାକୁ…

ଗଞ୍ଜାମ ପେଲିସର ‘ଅପରେଶନ ଅନ୍ୱେଷଣ–୩’: ନିଖୋଜ ବ୍ୟକ୍ତିମାନଙ୍କୁ ବିଭିନ୍ନ ରାଜ୍ୟରୁ ….

ଛତ୍ରପୁର୨୫।୭(ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ଗଞ୍ଜାମ ପୋଲିସ ଜିଲାରେ ‘ଅପରେଶନ ଅନ୍ୱେଷଣ–୧’ ଓ ‘ଅପରେଶନ ଅନ୍ୱେଷଣ–୨’ର ବିପୁଳ ସଫଳତା ପରେ ଚଳିତ ମାସ ୧୮ ତାରିଖରୁ ୨୨ ତାରିଖ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri