ପାଟକୁରାରୁ ମାଡିଆସିଲେ ଅରବିନ୍ଦଙ୍କ ଶହ ଶହ ସମର୍ଥକ: ବଢ଼ିଲା ନବୀନ ନିବାସ ସୁରକ୍ଷା

ଭୁବନେଶ୍ୱର,୨୩।୧: ନବୀନ ନିବାସ ଚାରିପଟେ ବଢ଼ିଲା ସୁରକ୍ଷା ବ୍ୟବସ୍ଥା। ଅରବିନ୍ଦଙ୍କ ସମର୍ଥକ ପାଟକୁରାରୁ ଆସୁଥିବା ସୂଚନା ପରେ ସୁରକ୍ଷା ବଢ଼ିଛି। ଅନ୍ୟପଟେ, ଶଙ୍ଖଭବନ ଆଗରେ ଅରବିନ୍ଦ ମହାପାତ୍ରଙ୍କ ସମର୍ଥକଙ୍କ ମେଳି ଦେଖିବାକୁ ମିଳିଛି। ବିରାଟ ପଟୁଆରରେ ପାଟକୁରାରୁ ଆସିଛନ୍ତି ଅରବିନ୍ଦଙ୍କ ଶହ ଶହ ସମର୍ଥକ। ବିଜେଡିରୁ ଅରବିନ୍ଦଙ୍କ ନିଲମ୍ବନକୁ ବିରୋଧ କରି ସମର୍ଥକ ମେଳି ହୋଇଥିବା ଜଣାପଡିଛି।

ସଳଚନାଯୋଗ୍ୟ, ପାଟକୁରା ବିଧାୟକ ଅରବିନ୍ଦ ମହାପାତ୍ରଙ୍କୁ ବିଜେଡିରୁ ନିଲମ୍ବନ କରାଯାଇଛି। ଦଳ ବିରୋଧୀ କାର୍ଯ୍ୟ କରୁଥିବା ଦର୍ଶାଇ ବିଜେଡି ସଭାପତି ନବୀନ ପଟ୍ଟନାୟକ ଅରବିନ୍ଦଙ୍କୁ ଦଳରୁ ନିଲମ୍ବନ କରିଛନ୍ତି। ଯାହାକୁ ନେଇ ପାଟକୁରାବାସୀ ଅସନ୍ତୁଷ୍ଟ ଅଛନ୍ତି।

 

Dharitri – The Largest & Most Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଫିଫା ବିଶ୍ୱକପ୍‌ରୁ ଓହରିଲା ଇରାନ

ତେହରାନ୍‌ ,୧୧ା୩: ଇରାନ କ୍ରୀଡ଼ା ମନ୍ତ୍ରୀ ଅହମ୍ମଦ ଡୋନିଆମାଲି ବୁଧବାର ଏକ ବଡ଼ ଘୋଷଣା କରିଛନ୍ତି। ଇରାନ ଫୁଟବଲ ଦଳ 2026 ଫିଫା ବିଶ୍ୱକପ ଖେଳିବ ନାହିଁ…

ପାଣ୍ଡ୍ୟା ବ୍ରଦର୍ସଙ୍କ ମଧ୍ୟରେ ଜୋରଦାର ଝଗଡ଼ା? ଭାଉଜଙ୍କ ସହ କଥାବାର୍ତ୍ତା ବନ୍ଦ…ବିଶ୍ୱକପ୍‌ ଜିତିବା ସତ୍ତ୍ୱେ ଚୁପ୍‌ ରହିଲେ…

ମୁମ୍ବାଇ, ୧୧।୩: କ୍ରିକେଟ ଜଗତର ସବୁଠାରୁ ଚର୍ଚ୍ଚିତ ଭ୍ରାତୃ ଯୋଡ଼ି ହାର୍ଦ୍ଦିକ ପାଣ୍ଡ୍ୟା ଏବଂ କୃନାଲ ପାଣ୍ଡ୍ୟାଙ୍କ ମଧ୍ୟରେ ସବୁକିଛି ଠିକ ଚାଲିଛି ତ? ଦୁଇ ଭାଇଙ୍କ…

କେନ୍ଦ୍ରୀୟ ଡେପୁଟେସନରେ ଯିବେ ଟୁଇନ୍ ସିଟି ପୋଲିସ କମିଶନର ଦେବଦତ୍ତ ସିଂହ

ଭୁବନେଶ୍ବର,୧୧।୩: ଭୁବନେଶ୍ୱର-କଟକ ଟୁଇନ୍ ସିଟି ପୋଲିସ କମିଶନର ଏସ୍. ଦେବଦତ୍ତ ସିଂହ କେନ୍ଦ୍ରୀୟ ଡେପୁଟେସନରେ ଯିବା ପାଇଁ ପ୍ରସ୍ତୁତ ହେଉଛନ୍ତି। ଓଡ଼ିଶା କ୍ୟାଡରର ଏହି ବରିଷ୍ଠ ଆଇପିଏସ…

୧୨ ଦିନରେ ଯୁଦ୍ଧ: ଟାର୍ଗେଟ୍‌ରେ ଆର୍ଥିକ ଅନୁଷ୍ଠାନ, ବ୍ୟାଙ୍କ

ତେହରାନ୍‌ ,୧୧ା୩: ଇରାନ୍‌-ଆମେରିକା ଯୁଦ୍ଧ ୧୨ ଦିନରେ ପହଞ୍ଚି ଥିଲାବେଳେ ଉଭୟ ପକ୍ଷଙ୍କ ଆକ୍ରମଣ ଲକ୍ଷ୍ୟ ଦିନକୁ ଦିନ ବଦଳିବାରେ ଲାଗିଛି। ପ୍ରଥମେ ତୈଳ ରିଫାଇନେରିଗୁଡିକୁ ଉଭୟ…

ବସ୍‌ ନେଲା ବାଇକ୍‌ ଆରୋହୀଙ୍କ ଜୀବନ

ଲକ୍ଷ୍ମୀପୁର, ୧୧।୩(ଅନନ୍ତ ପ୍ରସାଦ ନାୟକ): କୋରାପୁଟ ଜିଲା ଲକ୍ଷ୍ମୀପୁର ୩୨୬ ଜାତୀୟ ରାଜପଥ ଜିରୋ ପଏଣ୍ଟ ନିକଟରେ ବୁଧବାର ଏକ ଦୁର୍ଘଟଣାରେ ଜଣେ ଯୁବକଙ୍କ ମୃତ୍ୟୁ ହୋଇଛି।…

ରିପୋର୍ଟରେ ‘ଧର୍ମ ପରିବର୍ତ୍ତନ’ ଉଲ୍ଲେଖ କରିଥିଲେ, ନନ୍ଦପୁରରେ RIଙ୍କୁ ସର୍ବସମ୍ମୁଖରେ ମାଡ଼; ଥାନାରେ…

ନନ୍ଦପୁର,୧୧।୩(ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ସଦର ମହକୁମାରେ ବୁଧବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଜାତିଗତ ପ୍ରମାଣପତ୍ର ଆବେଦନର ତଦନ୍ତ ବେଳେ…

ଦଣ୍ଡକାରଣ୍ୟ ଜୋନାଲ କମିଟିର ୧୦୮ ମାଓବାଦୀଙ୍କ ଆତ୍ମସମର୍ପଣ

ମାଲକାନଗିରି,୧୧।୩(ସୁଚିତ୍ରା ଦାସ): ପୁନର୍ବାସ ନୀତି ଅଧୀନରେ, ଦଣ୍ଡକାରଣ୍ୟ ସ୍ବତନ୍ତ୍ର ଜୋନାଲ କମିଟି (ଡିକେଏସ୍‌ଜେଡ଼ସି)ର ୧୦୮ ଜଣ ମାଓବାଦୀ ହିଂସା ପରିତ୍ୟାଗ କରି ସମାଜର ମୁଖ୍ୟସ୍ରୋତରେ ସାମିଲ ହେବାକୁ…

୬୩୧ କଇଁଛ ଜବତ, ଧରାପଡ଼ିଲେ ୭ ବ୍ୟବସାୟୀ

ଏମ୍‌ଭି- ୭୯, ୧୧।୩ (ଆଶିଷ କୁମାର ବାଇନ): ଆନ୍ଧ୍ରରୁ ମାଲକାନଗିରିକୁ ଏକ ବୋଲେରୋ ପିକ୍‌ଅପ୍‌ ଯୋଗେ କଇଁଛ ଚୋରା ଚାଲାଣ ବେଳେ ମୋଟୁ ବନ ବିଭାଗ ବୁଧବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri