ଆଜି ନବୀନଙ୍କ ଅସ୍ତ୍ରୋପଚାର: ସୁସ୍ଥହୋଇ ଫେରିବେ…

ଭୁବନେଶ୍ୱର,୨୨।୬: ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଚିକିତ୍ସା ପାଇଁ ମୁମ୍ବାଇ ଯାଇଛନ୍ତି। ଆଜି ତାଙ୍କ ଅସ୍ତ୍ରୋପଚାର । ମୁମ୍ବାଇର କୋକିଲାବେନ ଧୀରୁବାଇ ଅମ୍ବାନୀ ହସ୍ପିଟାଲରେ ତାଙ୍କର ବ୍ୟକ୍ତିଗତ ଡାକ୍ତର ରମାକାନ୍ତ ପଣ୍ଡାଙ୍କ ତତ୍ତ୍ବାବଧାନରେ ଅସ୍ତ୍ରୋପଚାର କରାଯିବ। ତେଣୁ ନବୀନଙ୍କ ସଫଳ ଅସ୍ତ୍ରୋପଚାର ସହ ଆଶୁ ଆରୋଗ୍ୟ କରିଛନ୍ତି କଟକ ଓ ଭୁବନେଶ୍ବରରେ ଥିବା ତାଙ୍କ ପ୍ରଶଂସକ, ଦଳୀୟ ନେତା ଏବଂ ଶୁଭେଛୁ।
ଭୁବନେଶ୍ବର ରାମ ମନ୍ଦିରରେ ୨୦୧ ସମୂହ ଦୀପଦାନ କରିଛି ବିଜେଡି। ଦଳୀୟ ବିଧାୟକ ଏବଂ ନେତା ଉପସ୍ଥିତ ରହି ଦୀପଦାନ ସହ ଆଶୁ ଆରୋଗ୍ୟ କାମନା କରିଛନ୍ତି। ଆ ପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ନିକଟରେ ପୂଜାର୍ଚ୍ଚନା ହେବ ବୋଲି କହିଛନ୍ତ ବିଜେଡି ନେତା।
ସେହିପରି କଟକ ଗଡ଼ଗଡ଼ିଆ ମନ୍ଦିରରେ ମଧ୍ୟ ବିଜେଡି ପକ୍ଷରୁ ସମୂହ ଦୀପଦାନ କରାଯାଇଛି। ସର୍ଭିକାଲ ଆର୍ଥ୍ରାଇଟିସ ସମସ୍ୟାର ଚିକିତ୍ସା ପାଇଁ ଭୁବନେଶ୍ବରରୁ ମୁମ୍ବାଇ ଯାଇଛନ୍ତି ନବୀନ। ସେ ସୁସ୍ଥ ହୋଇ ଫେରନ୍ତୁ ଓ ପ୍ରଭୁଙ୍କର ଦର୍ଶନ କରନ୍ତୁ ବୋଲି ଆମ ସମସ୍ତଙ୍କ ପ୍ରାର୍ଥନା ବୋଲି କହିଛନ୍ତି ବରିଷ୍ଠ ବିଜେଡି ନେତା ଦେବୀ ପ୍ରସାଦ ମିଶ୍ର ଓ ଅଶୋକ ପଣ୍ଡା।


Enter your email to get our daily news in your inbox.

All Right Reserved By Dharitri.Com

ଭଞ୍ଜନଗର ଉପଖଣ୍ଡରେ ୨୩ରୁ ଖୋଲିବ ମଣ୍ଡି

ଭଞ୍ଜନଗର,୧୧ା୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡରେ ଆସନ୍ତା ୨୩ ତାରିଖରୁ ଧାନମଣ୍ଡି ଖୋଲିବ। ଏଥିପାଇଁ ଉପଖଣ୍ଡ ପ୍ରଶାସନ ପକ୍ଷରୁ ସମସ୍ତ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ...

କିଏ ଜିତିବ ଦ୍ୱିତୀୟ ଟି-୨୦ ମ୍ୟାଚ? ଅଙ୍କରେ କିଏ ପଡ଼ିଲା ଭାରି ଭାରତ ନା ଦକ୍ଷିଣ ଆଫ୍ରିକା

ନୂଆଦିଲ୍ଲୀ,୧୧।୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦ୍ୱିତୀୟ ଟି-୨୦ ମ୍ୟାଚ ଆଜି, ଗୁରୁବାର, ଡିସେମ୍ବର ୧୧, ମୁଲାନପୁରର ନୂତନ ଚଣ୍ଡିଗଡ଼ସ୍ଥିତ ମହାରାଜା ଯାଦବୀନ୍ଦ୍ର ସିଂହ...

ଜବରଦଖଲକାରୀଙ୍କୁ ରାଜସ୍ବ ମନ୍ତ୍ରୀଙ୍କ କଡ଼ା ଚେତାବନୀ: ସମୟ ଅଛି ଜମି ଫେରାଅ ନଚେତ୍‌…

ଭୁବନେଶ୍ୱର,୧୧ା୧୨: ପ୍ରଭାବଶାଳୀ ଜମି ଜବରଦଖଲକାରୀଙ୍କୁ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ କଡ଼ା ଚେତାବନୀ ଦେଇଛନ୍ତି। ମନ୍ତ୍ରୀ କହିଛନ୍ତି, ସମୟ ଅଛି ଜମି ଫେରାଅ, ନ ହେଲେ...

ନାସାକୁ ବଡ଼ ଝଟକା, ମଙ୍ଗଳ ଗ୍ରହରୁ ଗାୟବ ହେଲା MAVEN!

ନୂଆଦିଲ୍ଲୀ,୧୧ା୧୨: ଆମେରିକାର ଅନ୍ତରୀକ୍ଷ ସଂସ୍ଥା ନାସା ମଙ୍ଗଳ ଗ୍ରହରୁ କିଛି ବିଚଳିତକର ଖବର ସାମ୍ନାକୁ ଆସିଛି । ଗତ 11 ବର୍ଷ ଧରି ଲାଲ ଗ୍ରହ...

କର୍ଲାମୁଣ୍ଡାରେ ଖୋଲିଲା ମଣ୍ଡି, ପ୍ରଥମ ଦିନରେ କ୍ରୟ ହେଲା…

କର୍ଲାମୁଣ୍ଡା/ରିଷିଡ଼ା,୧୧ା୧୨(ପ୍ରଦୀପ କୁମାର ସାହୁ/ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଅଞ୍ଚଳରେ ଚଳିତ ବର୍ଷ ଖରିଫ୍‌-୨୫ର ପ୍ରଥମ ଧାନମଣ୍ଡି କର୍ଲାମୁଣ୍ଡା ପାଣିପଞ୍ଚାୟତସ୍ଥିତ ପଡ଼ିଆଠାରେ ଗୁରୁବାର ଉଦ୍‌ଘାଟିତ...

ଯାଞ୍ଚ ବେଳେ ଔଷଧ ଦୋକାନରୁ ବାହାରିଲା ମଦ, ଦେଖିକି ତାଜୁବ ହୋଇଗଲା ପୋଲିସ

ଭଦ୍ରକ, ୧୧।୧୨(ସନାତନ ରାଉତ): ଭଦ୍ରକ ସହର ବାଇପାସସ୍ଥିତ ଏକ ଔଷଧ ଦୋକାନରୁ ପୋଲିସ ବିପୁଳ ପରିମାଣର ମଦ ଜବତ କରିଛି । ସୂଚନା ମୁତାବକ ଉକ୍ତ...

ପୂର୍ବ ସରକାରଙ୍କୁ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଟାର୍ଗେଟ୍‌, କହିଲେ ଯେଉଁ ଅଧିକାରୀଙ୍କ କାର୍ଯ୍ୟକାଳ ସରୁଥିଲା ତାଙ୍କୁ…

ଭୁବନେଶ୍ୱର,୧୧ା୧୨: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗୁରୁବାର ଆୟୋଜିତ ହୋଇଥିବା ନିଯୁକ୍ତି ମେଳାରେ ପୂର୍ବ ସରକାରଙ୍କୁ କଡ଼ା ଟାର୍ଗେଟ୍‌ କରିଛନ୍ତି। ମୁଖ୍ୟମନ୍ତ୍ରୀ ସମାଲୋଚନା କରି କହିଛନ୍ତି,...

ଆଶ୍ଚର୍ଯ୍ୟ ଲାଗିଲେ ବି ସତ! ଏହି ସ୍ଥାନରେ 5 ଦିନ ପୋଷାକ ପିନ୍ଧନ୍ତିନି ମହିଳା

ନୂଆଦିଲ୍ଲୀ,୧୧|୧୨ : ଭାରତ ଅନନ୍ୟ ସଂସ୍କୃତି, ପରମ୍ପରା ଏବଂ ମାନ୍ୟତା ପାଇଁ ସାରା ବିଶ୍ବରେ ପରିଚିତ । ଦେଶର ଏକ ସ୍ଥାନରେ ଏପରି ଏକ ପରମ୍ପରା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri