Posted inରାଜ୍ୟ

ବଳଙ୍ଗା ପୀଡ଼ିତାଙ୍କ ମୃତ୍ୟୁ ପରେ ନବୀନଙ୍କ ଟୁଇଟ୍‌, କହିଲେ… 

ଭୁବନେଶ୍ୱର,୨।୮: ଆଖି ବୁଜିଲେ ବଳଙ୍ଗା ପୀଡ଼ିତା। ଦୀର୍ଘଦିନର ଲଢ଼େଇ ପରେ ଶେଷରେ ନୀରବି ଯାଇଛନ୍ତି ସେ। ତେବେ ଏନେଇ ଶନିବାର ସ୍ପଷ୍ଟ ହେବା ପରେ ରାଜ୍ୟ ରାଜନୀତିରେ ହଟଚମଟ ଦେଖାଦେଇଛି। ଗୋଟିଏ ପଟେ ପୀଡ଼ିତାଙ୍କ ବାପା ସାମ୍ନାକୁ ଆସି ରାଜ୍ୟ ସରକାରଙ୍କ ପକ୍ଷ ନେଇଥିବା ବେଳେ ବିରୋଧୀ ବିଜେଡି ଏବଂ କଂଗ୍ରେସ କ୍ଷତିପୂରଣ ସହ ଦୋଷୀଙ୍କୁ ଧରିବା ଲାଗି ଦାବି ରଖିଛନ୍ତି। ଏହି କ୍ରମରେ ଟୁଇଟ୍‌ କରିଛନ୍ତି ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ।
ପୁରୀ ଜିଲା ବଳଙ୍ଗା ଅଞ୍ଚଳରେ ନିଆଁରେ ପୋଡ଼ି ଯାଇଥିବା  ନାବାଳିକାଙ୍କ ଏମ୍ସରେ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ହେବା ଜାଣି ଗଭୀର ଭାବେ ଦୁଃଖିତ ଏବଂ ମର୍ମାହତ। ନାବାଳିକାଙ୍କ ପ୍ରତି ମୋର ସମବେଦନା ଏବଂ ଦୁଃଖର ଏଭଳି ସମୟରେ ପରିବାର ସଦସ୍ୟଙ୍କ ସହିତ ପ୍ରାର୍ଥନା। ଭଗବାନ ପରିବାରଲୋକଙ୍କୁ ଏହି ଅପୂରଣୀୟ କ୍ଷତି ସହିବା ଲାଗି ଶକ୍ତି ଦିଅନ୍ତୁ ବୋଲି ନବୀନ ଟୁଇଟ କରି କହିଛନ୍ତି।

ସେହିଭଳି ବିଜେଡି ପକ୍ଷରୁ ପ୍ରେସମିଟ୍‌ କରି ସରକାର ପୀଡ଼ିତାଙ୍କ ପରିବାରକୁ ୨କୋଟି ଦିଅନ୍ତୁ ବୋଲି ଦାବି କରାଯାଇଛି। ଏପରିକି ଯେଉଁମାନେ ସମ୍ପୃକ୍ତ ୭ ଦିନ ମଧ୍ୟରେ ସେମାନଙ୍କୁ ଧରନ୍ତୁବୋଲି ବିଜେଡି ନେତା ସଞ୍ଜୟ ଦାସବର୍ମା କହିଛନ୍ତି।

Enter your email to get our daily news in your inbox.

All Right Reserved By Dharitri.Com

ବାଂଲାଦେଶକୁ ନେଇ ଭାରତ ସରକାରଙ୍କ ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ,୨୧।୧: ବାଂଲାଦେଶର ବର୍ତ୍ତମାନର ସୁରକ୍ଷା ପରିସ୍ଥିତିକୁ ଦୃଷ୍ଟିରେ ରଖି, ଭାରତ ମଙ୍ଗଳବାର (ଜାନୁଆରୀ ୨୦, ୨୦୨୬) ସେଠାରେ ନିଯୁକ୍ତ ଭାରତୀୟ ଅଧିକାରୀଙ୍କ ପରିବାରକୁ ଫେରାଇ ନେବାକୁ...

ମୋଦି କ୍ୟାବିନେଟର ଦୁଇଟି ବଡ଼ ନିଷ୍ପତ୍ତି, ଅଟଳ ପେନସନ ପାଣ୍ଠିକୁ ମଞ୍ଜୁରୀ, ଦ୍ୱିତୀୟ ପ୍ରମୁଖ ନିଷ୍ପତ୍ତି ବିଷୟରେ ଜାଣନ୍ତୁ

ନୂଆଦିଲ୍ଲୀ,୨୧।୧: ମୋଦି କ୍ୟାବିନେଟ ବୁଧବାର (୨୧ ଜାନୁଆରୀ) ଦିନ ଭାରତୀୟ କ୍ଷୁଦ୍ର ଶିଳ୍ପ ବିକାଶ ବ୍ୟାଙ୍କକୁ ଇକ୍ୱିଟି ସହାୟତା ମଞ୍ଜୁର କରିଛନ୍ତି। ଏହା ଅଟଳ ପେନସନ...

ମନ୍ତ୍ରୀଙ୍କ ବଡ଼ ଘୋଷଣା: ହଟିବ ଡିଜେଲ ଚାଳିତ ଆମ୍‌ ବସ

ଭୁବନେଶ୍ୱର,୨୧।୧: ଗୃହ ନିର୍ମାଣ ଏବଂ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ମହାପାତ୍ର ବୁଧବାର ଏକ ବଡ଼ ଘୋଷଣା କରିଛନ୍ତି। ଡିଜେଲ ଚାଳିତ ‘ଆମ୍‌ ବସ୍‌’...

ହ୍ବାଟ୍ସ ଆପ୍‌ରେ ନ୍ୟୁଡ୍‌ ଭିଡିଓ କଲ୍‌ କରି କରୁଥିଲେ ବ୍ଲାକମେଲ୍‌: ଜଣାପଡ଼ିବା ପରେ ଘଟିଲା…

କଟକ,୨୧ା୧(କାର୍ତ୍ତିକ ସାହୁ):ଜଣେ ୭୨ ବର୍ଷୀୟ ବରିଷ୍ଠ ନାଗରିକଙ୍କୁ ପ୍ରଥମେ ହ୍ବାଟ୍ସ ଆପ୍‌ରେ ନ୍ୟୁଡ୍‌ ଭିଡିଓ କଲେ। ପରେ ଉକ୍ତ ଭିଡିଓ କଲିଂର ରେକର୍ଡିଂ କରି ତାହା...

ଆଗେଇବ ରେଳ ଓଭରବ୍ରିଜ୍‌ ନିର୍ମାଣ କାର୍ଯ୍ୟ

ଭୁବନେଶ୍ୱର,୨୧ା୧: ରାଜ୍ୟର ରାସ୍ତା ସଂଯୋଗକୁ ମଜଭୁତ କରିବାରେ ରେଲଓ୍ବେ ଓଭରବ୍ରିଜ୍‌ (ଆର୍‌ଓବି) ଗୁରୁତ୍ୱପୂର୍ଣ୍ଣ ଭୂମିକା ନିଭାଇଥାଏ। ରେଲଓ୍ବେ ଲେଭଲକ୍ରସିଂକୁ ଆର୍‌ଓବିରେ ପରିବର୍ତ୍ତନ କରିବା ଦ୍ୱାରା ଯାନ...

ଭାରତୀୟ ବାୟୁସେନାର ଟ୍ରେନି ବିମାନ ଦୁର୍ଘଟଣାଗ୍ରସ୍ତ

ପ୍ରୟାଗରାଜ,୨୧।୧: ଜାନୁଆରୀ ୨୧, ୨୦୨୬ ରେ, ପ୍ରୟାଗରାଜରେ ଏକ ସେନା ତାଲିମ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ବିମାନଟି ହଠାତ ଖସି ପଡ଼ି ସହର ମଧ୍ୟଭାଗରେ ଥିବା...

ପଞ୍ଚାୟତିରାଜ ମନ୍ତ୍ରୀଙ୍କ ବଡ଼ ସୂଚନା: ୨୦୨୭ ସୁଦ୍ଧା ୧୫୦ ଜନସଂଖ୍ୟା ଥିବା ଗାଁକୁ ହେବ…

ଭୁବନେଶ୍ୱର,୨୧ା୧: ୨୦୨୭ ସୁଦ୍ଧା ରାଜ୍ୟର ୧୫୦ ଜନସଂଖ୍ୟା ଥିବା ଗାଁକୁ ରାସ୍ତା ହେବ। ଏନେଇ ପଞ୍ଚାୟତିରାଜ ମନ୍ତ୍ରୀ ରବି ନାରାୟଣ ନାଏକ ସୂଚନା ଦେଇଛନ୍ତି। ଆସନ୍ତା...

ଯାଉଥିବା ବେଳେ କୂଅରେ ପଡିଲେ ୩ ହାତୀ

ଦେବଗଡ଼,୨୦ା୧(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ରିଆମାଳ ବନାଞ୍ଚଳ ରେଙ୍ଗାଳବେଡ଼ା ଫରେଷ୍ଟ ସେକ୍ସନ ଟିଙ୍କବୀର ବିଟ୍‌ହାଉସ୍‌ ଅନ୍ତର୍ଗତ ବରନାଳି ଗ୍ରାମର ଏକ କୂଅରୁ ମଙ୍ଗଳବାର ୩ଟି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri