Posted inଜାତୀୟ

ସମସ୍ତ ବଳିଦାନ ପାଇଁ ପ୍ରସ୍ତୁତ: ସିଦ୍ଧୁ

ଚଣ୍ଡିଗଡ଼,୨୯ ।୯: ପଞ୍ଜାବ କଂଗ୍ରେସର ଅଧ୍ୟକ୍ଷ ପଦରୁ ଇସ୍ତଫା ଦେବା ପରେ ପ୍ରଥମ କରି ସାମ୍ନାକୁ ଆସିଛି ନବଜୋତ ସିଂ ସିଦ୍ଧୁଙ୍କ ବୟାନ । ବୁଧବାର ସେ ଏକ ଭିଡିଓ ଜାରି କରି କହିଛନ୍ତି, ଅଧିକାର ଓ ସତ ପାଇଁ ଜୀବନ ଥିବା ପର୍ଯ୍ୟନ୍ତ ଲଢିବି । ମୋର କାହା ସହ କୌଣସି ବ୍ୟକ୍ତିଗତ ପ୍ରତିଦ୍ୱନ୍ଦିତା ନାହିଁ । ମୋର ରାଜନୈତିକ କ୍ୟାରିୟର ୧୭ ବର୍ଷର । ଯାହ ପରିବର୍ତ୍ତନ ଆଣିବାର ଥିଲା ଯାହା ଲୋକଙ୍କ ଜୀବନକୁ ଆହୁରି ସୁନ୍ଦର କରିବାରଥିଲା ତାହା ହେଉଛି ମୋର ଧର୍ମ । ସେ ଆହୁରି ମଧ୍ୟ କହିଛନ୍ତି ନା ମୁଁ ହାଇକମାଣ୍ଡଙ୍କୁ ଭ୍ରମିତ କରୁଛି ନା କରିବାକୁ ଦେବି । ହେଲେ ପଞ୍ଜାବ ଜନତାଙ୍କ ହିତ ପାଇଁ ମୁଁ ସବୁ ପ୍ରକାର ବଳିଦାନ ଦେଇ ପାରିବି । ଏଥିପାଇଁ ମୋତେ ଚିନ୍ତା କରିବାର ଆବଶ୍ୟକତା ନାହିଁ । ସୂଚନାଯୋଗ୍ୟ, ପୂର୍ବତନ ମୁଖ୍ୟମନ୍ତ୍ରୀ ଅମରିନ୍ଦର ସିଂଙ୍କ ସହ ମନୋମାଳିନ୍ୟ ପରେ ସିଦ୍ଧୁ ମାତ୍ର ୭୨ ଦିନ ହେବ କଗ୍ରେସ ଅଧ୍ୟକ୍ଷ ପଦ ସମ୍ଭାଳିଥିବା ବେଳେ ମଙ୍ଗଳବାର ହଠାତ୍ ଏହି ପଦରୁ ଇସ୍ତଫା ଦେଇଥିଲେ । ଯାହା କେହି ବୁଝି ପାରି ନ ଥିଲେ ।

https://twitter.com/sherryontopp/status/1443082640689545216?ref_src=twsrc%5Etfw%7Ctwcamp%5Etweetembed%7Ctwterm%5E1443082640689545216%7Ctwgr%5E%7Ctwcon%5Es1_&ref_url=https%3A%2F%2Fwww.amarujala.com%2Fchandigarh%2Fnavjot-sidhu-comments-on-his-resignation-from-punjab-congress-chief


Enter your email to get our daily news in your inbox.

All Right Reserved By Dharitri.Com

ରାସ୍ତା କାମରେ ଅନିୟମିତତା ଅଭିଯୋଗ: ସ୍ଥାୟିତ୍ୱ ନେଇ ପ୍ରଶ୍ନବାଚୀ

ଲୋଇସିଂହା,୯।୪(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ଗ୍ରାମ୍ୟ ଉନ୍ନୟନ ବିଭାଗ ପକ୍ଷରୁ ଲୋଇସିଂହା ଓ ଆଗଲପୁର ବ୍ଲକରେ ରାସ୍ତା ଓ କୋଠାବାଡି କାମ ହେଉଛି। ହେଲେ ଅଧିକାଂଶ ସମୟରେ…

କ୍ଷତିପୂରଣ ସହାୟତା ପାଇଁ ଦାବି: ଜିଲାପାଳଙ୍କୁ ଫେରାଦ ହେଲେ ଚାଷୀ

ବରଗଡ଼, ୯ା୪(ପ୍ରେମାନନ୍ଦ ଖମାରୀ):କାଳବୈଶାଖୀ ପ୍ରଭାବରେ ଗତ ସୋମବାର ଅପରାହ୍ନରେ ହୋଇଥିବା ଝଡ଼ବର୍ଷା, କରାମାଡ଼ରେ ବରଗଡ଼ ଜିଲାର ବିଭିନ୍ନ ବ୍ଲକରେ ଚାଷୀଙ୍କ ଫସଲ କ୍ଷତି ହୋଇଛି। ପ୍ରାରମ୍ଭିକ ଭାବେ…

ଦୁର୍ଘଟଣାଗ୍ରସ୍ତ ଗାଡିରୁ ଚାଉଳ ଚୋରି: ଥାନାରେ ପହଞ୍ଚିଲା ମାମଲା

ଲୋଇସିଂହା,୯।୪(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ଥାନା ଲୋଇସିଂହା ବ୍ଲକ ଛକ ଅଞ୍ଚଳରେ ଏକ ଦୁର୍ଘଟଣାଗ୍ରସ୍ତ ବୋଲେରୋ ପିକଅପ ଗାଡିରୁ ଚାଉଳ ଚୋରି ଘଟଣା ସାମ୍ନାକୁ ଆସିଛି। ସୂଚନା…

ଜୀବନ୍ତ ମାଛ ଗିଳି ଦେଲେ ବର୍ଷକର ଶିଶୁ: ତା’ପରେ ଯାହା ଘଟିଲା, ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଭୋପାଳ,୯।୨: ମଧ୍ୟପ୍ରଦେଶର ସର୍ବବୃହତ ସରକାରୀ ହସ୍ପିଟାଲ ମହାରାଜା ଯଶୱନ୍ତରାଓ ହସ୍ପିଟାଲ (MYH)ରେ ଡାକ୍ତରମାନେ ଏକ ଚିକିତ୍ସା ସଫଳତା ହାସଲ କରିଛନ୍ତି। ହସ୍ପିଟାଲର ENT ବିଭାଗର ବିଶେଷଜ୍ଞମାନେ ଜଣେ…

ଭାଣିଜୀଙ୍କୁ ମାରିଦେଲେ ମାଇଁ! ପାଇଖାନାରୁ ମିଳିଲା…

ଜଗନ୍ନାଥପ୍ରସାଦ,୯।୪(ବିଭୁପ୍ରସାଦ ପଟ୍ଟନାୟକ): ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ଥାନା ଅନ୍ତର୍ଗତ ଛାମୁଣ୍ଡା ଗ୍ରାମ ଲକ୍ଷ୍ମଣ ପଲ୍ଲୀ ଗ୍ରାମର ଗଣେଶ ମହାରଣାଙ୍କ ବାରିପଟେ ଥିବା ଅସ୍ଥାୟୀ ପାଇଖାନା ଭିତରୁ ତାଙ୍କ…

ଇରାନ ସହ ଯୁଦ୍ଧବିରତି ଭିତରେ ଟ୍ରମ୍ପଙ୍କ ଟାର୍ଗେଟରେ ଏହି ଦେଶ! ୬୭ ବର୍ଷର ଶତ୍ରୁତାର ନେବେ ପ୍ରତିଶୋଧ

ଓ଼୍ବାଶିଂଟନ,୯।୪: ଇରାନ ସହିତ ଯୁଦ୍ଧବିରତି ପରେ ତୁରନ୍ତ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ତାଙ୍କର ପରବର୍ତ୍ତୀ ମିଶନର ସଙ୍କେତ ଦେଇଛନ୍ତି। ଟ୍ରମ୍ପ ସ୍ପଷ୍ଟ ଭାବରେ କହିଛନ୍ତି ଯେ…

ସ୍ମୃତି-ପଲାଶଙ୍କ ମଧ୍ୟରେ ହୋଇଗଲା ପ୍ୟାଚ୍‌ଅପ୍‌! ଖୁବ୍‌ଶୀଘ୍ର ହେବ ବିବାହ, ଏହି VIDEO ବଢାଉଛି ଚର୍ଚ୍ଚା

ମୁମ୍ବାଇ,୯।୪: ସଂଗୀତକାର ପଳାଶ ମୁଛଲ ଏବଂ ଭାରତୀୟ ମହିଳା କ୍ରିକେଟ ଦଳର ବ୍ୟାଟ୍ସମ୍ୟାନ ସ୍ମୃତି ମନ୍ଧାନାଙ୍କ ମଧ୍ୟ ପ୍ୟାଚ୍‌ଅପ୍‌ ହୋଇଯାଇଛି। ଉଭୟ ଖୁବ୍‌ଶୀଘ୍ର ବିବାହ କରିବେ ବୋଲି…

ଆସନ୍ତୁ, ଆମ ନାରୀ ଶକ୍ତିକୁ ସଶକ୍ତ କରିବା

ଉ କିଛିଦିନ ପରେ, ସମଗ୍ର ଭାରତବର୍ଷ ଉତ୍ସବମୁଖର ହୋଇଉଠିବ ଏବଂ ଦେଶର କୋଣ ଅନୁକୋଣରେ ହର୍ଷୋଲ୍ଲାସର ସହ ପାର୍ୱଣର ପରିବେଶ ଦେଖିବାକୁ ମିଳିବ। ଆସାମର ଲୋକମାନେ ରଙ୍ଗାଲି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri