Posted inଜାତୀୟ

ସମସ୍ତ ବଳିଦାନ ପାଇଁ ପ୍ରସ୍ତୁତ: ସିଦ୍ଧୁ

ଚଣ୍ଡିଗଡ଼,୨୯ ।୯: ପଞ୍ଜାବ କଂଗ୍ରେସର ଅଧ୍ୟକ୍ଷ ପଦରୁ ଇସ୍ତଫା ଦେବା ପରେ ପ୍ରଥମ କରି ସାମ୍ନାକୁ ଆସିଛି ନବଜୋତ ସିଂ ସିଦ୍ଧୁଙ୍କ ବୟାନ । ବୁଧବାର ସେ ଏକ ଭିଡିଓ ଜାରି କରି କହିଛନ୍ତି, ଅଧିକାର ଓ ସତ ପାଇଁ ଜୀବନ ଥିବା ପର୍ଯ୍ୟନ୍ତ ଲଢିବି । ମୋର କାହା ସହ କୌଣସି ବ୍ୟକ୍ତିଗତ ପ୍ରତିଦ୍ୱନ୍ଦିତା ନାହିଁ । ମୋର ରାଜନୈତିକ କ୍ୟାରିୟର ୧୭ ବର୍ଷର । ଯାହ ପରିବର୍ତ୍ତନ ଆଣିବାର ଥିଲା ଯାହା ଲୋକଙ୍କ ଜୀବନକୁ ଆହୁରି ସୁନ୍ଦର କରିବାରଥିଲା ତାହା ହେଉଛି ମୋର ଧର୍ମ । ସେ ଆହୁରି ମଧ୍ୟ କହିଛନ୍ତି ନା ମୁଁ ହାଇକମାଣ୍ଡଙ୍କୁ ଭ୍ରମିତ କରୁଛି ନା କରିବାକୁ ଦେବି । ହେଲେ ପଞ୍ଜାବ ଜନତାଙ୍କ ହିତ ପାଇଁ ମୁଁ ସବୁ ପ୍ରକାର ବଳିଦାନ ଦେଇ ପାରିବି । ଏଥିପାଇଁ ମୋତେ ଚିନ୍ତା କରିବାର ଆବଶ୍ୟକତା ନାହିଁ । ସୂଚନାଯୋଗ୍ୟ, ପୂର୍ବତନ ମୁଖ୍ୟମନ୍ତ୍ରୀ ଅମରିନ୍ଦର ସିଂଙ୍କ ସହ ମନୋମାଳିନ୍ୟ ପରେ ସିଦ୍ଧୁ ମାତ୍ର ୭୨ ଦିନ ହେବ କଗ୍ରେସ ଅଧ୍ୟକ୍ଷ ପଦ ସମ୍ଭାଳିଥିବା ବେଳେ ମଙ୍ଗଳବାର ହଠାତ୍ ଏହି ପଦରୁ ଇସ୍ତଫା ଦେଇଥିଲେ । ଯାହା କେହି ବୁଝି ପାରି ନ ଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ଡେଲିଭରୀ ପାଇଁ ହସ୍ପିଟାଲରେ ଭର୍ତ୍ତି ହୋଇଥିବା ମହିଳାଙ୍କ ବନ୍ଧ୍ୟାକରଣ ଅପରେଶନ୍‌ କରିଦେଲେ ଡାକ୍ତର…

ରାଞ୍ଚି,୨୦।୬: ଡେଲିଭରୀ ପାଇଁ ହସ୍ପିଟାଲରେ ଭର୍ତ୍ତି ହୋଇଥିବା ଜଣେ ମହିଳାଙ୍କର ବନ୍ଧ୍ୟାକରଣ ଅପରେଶନ୍‌ କରି ଡାକ୍ତର ଏବେ ହରଡ଼ଘଣାରେ ପଡ଼ିଛନ୍ତି। ମହିଳା ତାଙ୍କ ପରିବାରର ଅନ୍ୟ...

ଟ୍ରମ୍ପ୍‌ ପ୍ରସଙ୍ଗରୁ ଦୃଷ୍ଟି ହଟାଇବା ପାଇଁ ମୋଦି ସରକାର ତିନି ତଲାକ୍‌ ବିଲ୍‌କୁ କରିଛନ୍ତି ଢ଼ାଲ: ମନୀଷ୍‌ ତିଓ୍ବାରୀ

ନୂଆଦିଲ୍ଲୀ,୨୫।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାର ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ଙ୍କ କଶ୍ମୀର ପ୍ରସଙ୍ଗରେ ଅଠାକାଠିରେ ପଡ଼ିଛନ୍ତି। ତେବେ ଏଥିରୁ ମୁକୁଳିବା ପାଇଁ ସେ ଅନ୍ୟ...

ଚାଷୀଙ୍କ ସହିତ ନୁହେଁ ଚାଇନା-ପାକିସ୍ତାନ ସହ ଯୁଦ୍ଧ କଲେ ମିଳିବ ଲାଭ: ଗୁଲାମ୍‌ ନବୀ

ନୂଆଦିଲ୍ଲୀ, ୩।୨: କୃଷି ଆଇନ ନେଇ କଂଗ୍ରେସ ରାଜ୍ୟ ସଭା ଏମ୍‌ପି ଗୁଲାମ୍‌ ନବୀ ଆଜାଦ୍‌ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାରଙ୍କୁ ଟାର୍ଗେଟ କରିଛନ୍ତି। ଚାଷୀଙ୍କ...

ଜମ୍ମୁ-କଶ୍ମୀର ନିର୍ବାଚନ ପାଇଁ ବାଟ ଫିଟିଲା: ପରସିମନ ବିରୋଧୀ ଆବେଦନ ସୁପ୍ରିମ୍‌କୋର୍ଟରେ ଖାରଜ…

ନୂଆଦିଲ୍ଲୀ,୧୩।୨ : ଜମ୍ମୁ-କଶ୍ମୀରରେ ହୋଇଥିବା ନୂତନ ସୀମା ଅନୁଯାୟୀ ନିର୍ବାଚନ ପାଇଁ ରାସ୍ତା ସଫା ହୋଇଛି। ଜମ୍ମୁ-କଶ୍ମୀରରେ ପରସିମନକୁ ଚ୍ୟାଲେଞ୍ଜ କରୁଥିବା ଆବେଦନକୁ ସୁପ୍ରିମକୋର୍ଟରେ ଖାରଜ...

କରୋନା ମୃତକଙ୍କ ପରିବାରକୁ ଦେଇ ହେବନି ୪ ଲକ୍ଷ ସହାୟତା: ସତ୍ୟପାଠ ଦାଖଲ କଲେ ମୋଦି ସରକାର…

ନୂଆଦିଲ୍ଲୀ,୨୦।୬: କରୋନା ମୃତକଙ୍କ ପରିବାରକୁ ୪ ଲକ୍ଷ ଟଙ୍କାର ଅନୁକମ୍ପା ମୂଳକ ସହାୟତା ଦେଇ ହେବନି। ଏନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାରଙ୍କ ପକ୍ଷରୁ ସୁପ୍ରିମ୍‌କୋର୍ଟରେ...

କଥା ରଖିଲେନି ପ୍ରିୟଙ୍କା

ନୂଆଦିଲ୍ଲୀ,୨୨ ।୧: ଉତ୍ତର ପ୍ରଦେଶ ବିଧାନସଭା ନିର୍ବାଚନକୁ ନେଇ ଏବେ ରାଜ୍ୟ ରାଜନୀତି ହୋଇଛି ବେଶ ସରଗରମ । ଶୁକବ୍ରାର କଂଗ୍ରେସ ମହାସଚିବ ପ୍ରିୟଙ୍କା ଗାନ୍ଧୀ...

ଉଦ୍ଧବଙ୍କୁ ନବନୀତଙ୍କ ଖୋଲା ଚ୍ୟାଲେଞ୍ଜ: ସାହସ ଅଛି ତ ମୋ ସହ ନିର୍ବାଚନ ଲଢି ଦେଖାଅ

ମୁମ୍ବାଇ,୮ ।୫: ହନୁମାନ ଚାଳିଶା ବିବାଦ ପରେ ଚର୍ଚ୍ଚାରେ ଥିବା ଅମରାବତୀର ନିର୍ଦ୍ଦଳୀୟ ଏମ୍‌ପି ନବନୀତ ରାଣା ହସ୍ପିଟାଲରୁ ଡିସଚାର୍ଜ ହେବା ପରେ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ...

ଲାଲ୍‌ ଆତଙ୍କ: ୧୦ ବର୍ଷରେ ମାଓବାଦୀଙ୍କ ଆକ୍ରମଣରେ ୧୧ଶହ ୫୦ ଯବାନ ହେଲେଣି ଶହୀଦ୍‌

ନୂଆଦିଲ୍ଲୀ,୨।୫: ଦେଶର ୧୧ଟି ରାଜ୍ୟର ୯୦ ଜିଲାରେ ଲାଲ୍‌ ଆତଙ୍କ ଜାରି ରହିଛି। ୨୦୦୯ଠାରୁ ଗତ ୧୦ ବର୍ଷ ମଧ୍ୟରେ ମାଓବାଦୀଙ୍କ ଆକ୍ରମଣରେ ୧୧ଶହ ୫୦...

Advertisement
Archives

Model This Week