Posted inଜାତୀୟ

ଅମୃତସର ପୂର୍ବରୁ ହେଭି ଓ୍ବେଟ୍‌ ଲଢ଼େଇ

ନୂଆଦିଲ୍ଲୀ,୨୬।୧: ପଞ୍ଜାବ ବିଧାନସଭା ନିର୍ବାଚନରେ ଅମୃତସର (ପୂର୍ବ) ଆସନରେ ହେବ ସବୁଠୁ ବଡ଼ ମୁକାବିଲା। ଏହି ଆସନରେ ପରସ୍ପରକୁ ଭେଟିବାକୁ ଯାଉଛନ୍ତି ରାଜ୍ୟର ଦୁଇ ହେଭିଓ୍ବେଟ ନେତା। ଗୋଟିଏ ପଟେ କଂଗ୍ରେସ ମୁଖ୍ୟ ନବଜୋତ ସିଂ ସିଦ୍ଧୁ ଥିବା ବେଳେ ତାଙ୍କ ସାମ୍ନାରେ ଅଛନ୍ତି ଅକାଳି ଦଳ ମୁଖ୍ୟ ବିକ୍ରମ ମାଜିଥିଆ।

ଅମୃତସର ଜିଲାର ମାଜିଥିଆ ନିର୍ବାଚନ ମଣ୍ଡଳୀରୁ ବିଧାୟକ ଥିବା ମାଜିଥିଆ ଏଥର ଉଭୟ ଆସନରେ ଲଢ଼ିବାକୁ ନିଷ୍ପତ୍ତି ନେଇଛନ୍ତି। ଆସନ୍ତା ମାସରେ ହେବାକୁ ଥିବା ନିର୍ବାଚନରେ କେବଳ ଏହି ଆସନରୁ ହାଇ ପ୍ରୋଫ୍ରାଇଲ ଲଢ଼େଇ ଦେଖିବାକୁ ମିଳିବ।


Enter your email to get our daily news in your inbox.

All Right Reserved By Dharitri.Com

କିଏ କହୁଛି ଲୋକ ସଭା ସୁନ୍ଦର ନୁହେଁ, ୬ ମହିଳା ଏମ୍‌ପିଙ୍କ ସହିତ ଫଟୋ ଶେୟାର କଲେ ଥରୁର୍‌…

ନୂଆଦିଲ୍ଲୀ,୨୯।୧୧: ସୋମବାର ସଂସଦର ଶୀତକାଳୀନ ଅଧିବେଶନ ଆରମ୍ଭ ହୋଇଥିବାବେଳେ ପ୍ରଥମ ଦିନରେ କୃଷି ନିୟମକୁ ଫେରାଇ ଆଣିବା ପାଇଁ ସମସ୍ତ ନଜର ଥିଲା। ଏପରିସ୍ଥଳେ ସୋସିଆଲ...

ମୋତେ ହତ୍ୟା କରାଯିବାକୁ ଚାଲିଥିଲା ଚେଷ୍ଟା: ତେଜସ୍ବୀ

ପାଟନା,୨୩।୩: ବିହାରରେ ବଢୁଥିବା ଅପରାଧ ଏବଂ ବେରୋଜଗାରକୁ ନେଇ ମଙ୍ଗଳବାର ପାଟନାରେ ରାଷ୍ଟ୍ରୀୟ ଜନତା ଦଳ(ଆର୍‌ଜେଡି) ପକ୍ଷରୁ ଏକ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ଜେପି ଗୋଲାମ୍ବରରୁ...

ମୋଦି ଦେଉଛନ୍ତି ୧୫ ଲକ୍ଷ: ଏମିତି ମେସେଜ୍‌ ଦେଖି ପୋଷ୍ଟ ଅଫିସ ସାମ୍ନାରେ ଲାଗିଲା ଲମ୍ବା ଲାଇନ୍‌

ନୂଆଦିଲ୍ଲୀ,୧।୮: ସୋସିଆଲ ମିଡିଆରେ ଭାଇରାଲ ହେଲା ଏକ ମେସେଜ୍‌। ଯେଉଁଥିରେ ଉଲ୍ଲେଖ ଥିଲା ମୋଦି ୧୫ ଲକ୍ଷ ଟଙ୍କା ପଠାଉଛନ୍ତି। ଆଉ ଏହାକୁ ଦେଖିବା ପରେ...

ଥମୁନି କରୋନା ଆକ୍ରାନ୍ତଙ୍କ ସଂଖ୍ୟା,ଦିନକରେ ୭୦ ହଜାରରୁ ଅଧିକ ଚିହ୍ନଟ, ୯୬୪ ମୃତ୍ୟୁ

ନୂଆଦିଲ୍ଲୀ,୨।୧୦: ଦେଶରେ ଲଗାତାର କରୋନା ସଂକ୍ରମଣ ବଢିଚାଲିଛି। ଶୁକ୍ରବାର ପୁଣିଥରେ ଦେଶରେ ସଂକ୍ରମଣ ମାମଲା ପ୍ରାୟ ୭୦ ହଜାରରୁ ଅଧିକ ରହିଛି। ଗତ ୨୪ ଘଣ୍ଟା...

ଚିନ୍ମୟାନନ୍ଦଙ୍କଠାରୁ ମୁହଁ ଫେରାଇଲା ଭାଜପା

ଲକ୍ଷ୍ମୌ,୨୫।୯: ଆଇନ ଛାତ୍ରୀ ଯୌନ ନିର୍ଯାତନା ମାମଲାରେ ଜେଲ୍‌ ଯାଇଥିବା ଚିନ୍ମୟାନନ୍ଦ ଆଉ ଭାଜପାର ସଦସ୍ୟ ନାହାନ୍ତି। ବୁଧବାର ଏନେଇ ଉତ୍ତରପ୍ରଦେଶ ଭାଜପାର ମୁଖପାତ୍ର ସ୍ପଷ୍ଟ...

ସନ୍ଧ୍ୟାରେ ମନ୍ତ୍ରୀ ପରିଷଦ ବୈଠକ ଡାକିବେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ, ୨୯।୧୨: ଦେଶରେ କରୋନା ଭାଇରସର ନୂଆ ଭାରିଆଣ୍ଟ ଓମିକ୍ରନ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ଯାହା ଏବେ ଚିନ୍ତା ବଢାଇଛି। ତେବେ ଏହାକୁ...

ଆତ୍ମନିର୍ଭର ଭାରତ, କମୁଛି ରୁଷିଆ ଉପରେ ସାମରିକ ଅସ୍ତ୍ରଶସ୍ତ୍ର ନିର୍ଭରଶୀଳତା…

ନୂଆଦିଲ୍ଲୀ, ୧୫।୩ : ଭାରତ ବର୍ତ୍ତମାନ ଅସ୍ତ୍ରଶସ୍ତ୍ର ପାଇଁ ରୁଷିଆ ଉପରେ ସମାରିକ ସରଞ୍ଜାମ ଏବଂ ଅସ୍ତ୍ରଶସ୍ତ୍ର ପାଇଁ କମ ନିର୍ଭରଶୀଳ ହେଉଛି। ଗ୍ଲୋବାଲ ଥିଙ୍କ...

କେଜରିଓ୍ବାଲଙ୍କ ଘର ସମ୍ମୁଖରେ ଭାଜପା କର୍ମକର୍ତ୍ତାଙ୍କ ବିକ୍ଷୋଭ ପ୍ରଦର୍ଶନ

ନୂଆଦିଲ୍ଲୀ,୨୬।୯: ନ୍ୟାସନାଲ ରେଜିଷ୍ଟର ଅଫ୍‌ ସିଟିଜେନ୍ସ(ଏନ୍‌ଆରସି)କୁ ନେଇ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲ ଦେଇଥିବା ବୟାନକୁ ନେଇ ଭାଜପା ପକ୍ଷରୁ ତାଙ୍କୁ ବିରୋଧ କରାଯାଇଛି। ଏନେଇ...

Advertisement
Archives

Model This Week