Posted inଜାତୀୟ

ଅମୃତସର ପୂର୍ବରୁ ହେଭି ଓ୍ବେଟ୍‌ ଲଢ଼େଇ

ନୂଆଦିଲ୍ଲୀ,୨୬।୧: ପଞ୍ଜାବ ବିଧାନସଭା ନିର୍ବାଚନରେ ଅମୃତସର (ପୂର୍ବ) ଆସନରେ ହେବ ସବୁଠୁ ବଡ଼ ମୁକାବିଲା। ଏହି ଆସନରେ ପରସ୍ପରକୁ ଭେଟିବାକୁ ଯାଉଛନ୍ତି ରାଜ୍ୟର ଦୁଇ ହେଭିଓ୍ବେଟ ନେତା। ଗୋଟିଏ ପଟେ କଂଗ୍ରେସ ମୁଖ୍ୟ ନବଜୋତ ସିଂ ସିଦ୍ଧୁ ଥିବା ବେଳେ ତାଙ୍କ ସାମ୍ନାରେ ଅଛନ୍ତି ଅକାଳି ଦଳ ମୁଖ୍ୟ ବିକ୍ରମ ମାଜିଥିଆ।

ଅମୃତସର ଜିଲାର ମାଜିଥିଆ ନିର୍ବାଚନ ମଣ୍ଡଳୀରୁ ବିଧାୟକ ଥିବା ମାଜିଥିଆ ଏଥର ଉଭୟ ଆସନରେ ଲଢ଼ିବାକୁ ନିଷ୍ପତ୍ତି ନେଇଛନ୍ତି। ଆସନ୍ତା ମାସରେ ହେବାକୁ ଥିବା ନିର୍ବାଚନରେ କେବଳ ଏହି ଆସନରୁ ହାଇ ପ୍ରୋଫ୍ରାଇଲ ଲଢ଼େଇ ଦେଖିବାକୁ ମିଳିବ।


Enter your email to get our daily news in your inbox.

All Right Reserved By Dharitri.Com

ନାଗାଲାଣ୍ଡକୁ ୨୦୦ କୋଟି ଜରିମାନା…

ନୂଆଦିଲ୍ଲୀ,୨୬।୧୧ : ନ୍ୟାଶନାଲ ଗ୍ରୀନ ଟ୍ରିବ୍ୟୁନାଲ (ଏନଜିଟି) ନାଗାଲାଣ୍ଡ ଉପରେ ୨୦୦ କୋଟି ଟଙ୍କା ଜରିମାନା ଲାଗୁ କରିଛି। ପରିବେଶକୁ କ୍ଷତି ପହଞ୍ଚାଉଥିବା କଠିନ ଏବଂ...

ବଜ୍ରପାତରେ ଓଡ଼ିଶାରେ ସର୍ବାଧିକ ମୃତ୍ୟୁ

ନୂଆଦିଲ୍ଲୀ,୧୫।୧(ପି.ଟି.): ବର୍ଷ ୨୦୨୧ରେ ବନ୍ୟା, ସାମୁଦ୍ରିକ ବାତ୍ୟା, ପ୍ରବଳ ବର୍ଷା, ଭୂସ୍ଖଳନ, ବଜ୍ରପାତ ଆଦି ଭୀଷଣ ପାଗ ଯୋଗୁ ୧,୭୫୦ ଲୋକଙ୍କ ଜୀବନ ଯାଇଛି। ମହାରାଷ୍ଟ୍ରରେ...

ଏନ୍‌କାଉଣ୍ଟରରେ ୨ ଆତଙ୍କବାଦୀଙ୍କ ମୁଣ୍ଡ ଗଡ଼ିଲା…

ଶ୍ରୀନଗର, ୧୬।୧୨: ଜମ୍ମୁ-କଶ୍ମୀରର କୁଲଗାମରେ ମିଳିତ ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରରେ ୨ ଜଣ ଆତଙ୍କବାଦୀଙ୍କ ମୁଣ୍ଡ ଗଡ଼ିଛି। ଏନେଇ କଶ୍ମୀର ଜୋନ୍‌ ପୋଲିସ ପକ୍ଷରୁ ଗୁରୁବାର ସୂଚନା...

କରୋନା ଖାଇଯିବ ୮.୮ ଟ୍ରିଲିୟନ ଡଲାର

ନୂଆଦିଲ୍ଲୀ,୧୬ା୫(ପି.ଟି.): କରୋନା ମହାମାରୀ ଯୋଗୁ ବିଶ୍ୱ ଅର୍ଥନୀତିକୁ ୫.୮ରୁ ୮.୮ ଟ୍ରିଲିୟନ ଡଲାର କ୍ଷତି ସହିବାକୁ ପଡ଼ିପାରେ ବୋଲି ଏସୀୟ ଉନ୍ନୟନ ବ୍ୟାଙ୍କ (ଏଡିବି) ପକ୍ଷରୁ...

ରବର ଷ୍ଟାମ୍ପ୍‌ ରାଷ୍ଟ୍ରପତି ହୁଅନ୍ତୁ ନାହିଁ

ବେଙ୍ଗାଲୁରୁ, ୪ା୭: ଭାଜପା ନେତୃତ୍ୱାଧୀନ ଏନ୍‌ଡିଏର ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁ ଯେଭଳି ରବର ଷ୍ଟାମ୍ପ ରାଷ୍ଟ୍ରପତି ନ ହେବେ, ସେଥିଲାଗି ଦୃଢ଼ ପ୍ରତିଶ୍ରୁତି ଦେବା...

ଯୋଗୀଙ୍କ ମିଶନ ଶକ୍ତି ଯୋଜନା: ୨ ଦିନରେ ୧୪ ବଳାତ୍କାର ଅଭିଯୁକ୍ତଙ୍କ ଫାଶୀ, ୨୦ଙ୍କୁ ଆଜୀବନ ଜେଲ୍‌ ଦଣ୍ଡାଦେଶ

ଲକ୍ଷ୍ନୌ, ୨୦।୧୦: ଉତ୍ତରପ୍ରଦେଶରେ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ମିଶନ ଶକ୍ତି ଯୋଜନାର ଲୋକାର୍ପଣ କରିବାର ୨ ଦିନ ମଧ୍ୟରେ ୧୪ ବଳାତ୍କାର ଅଭିଯୁକ୍ତଙ୍କ ଫାଶୀ ଦଣ୍ଡାଦେଶ...

ଗୀତା ପ୍ରେସ ବିବାଦ ଉପରେ ପ୍ରତିକ୍ରିୟା ରଖିଲେ ଅମିତ ଶାହା

ନୂଆଦିଲ୍ଲୀ,୧୯।୬: ଗୋରଖପୁର ସ୍ଥିତ ପ୍ରସିଦ୍ଧ ଗୀତା ପ୍ରେସକୁ ୨୦୨୧ବର୍ଷ ପାଇଁ ଗାନ୍ଧୀ ଶାନ୍ତି ପୁରସ୍କାର ଘୋଷଣା ପରେ ଭାଜପା ଓ କଂଗ୍ରେସ ମଧ୍ୟରେ ବାକ୍‌ଯୁଦ୍ଧ ଆରମ୍ଭ...

ଦେଶରେ ୧୫ଦିନ ମଧ୍ୟରେ ୪ର୍ଥଥର ୪୦ହଜାରୁ କମ୍‌ କରୋନା ଆକ୍ରାନ୍ତ ଚିହ୍ନଟ: ୯୪ଲକ୍ଷ ଟପିଲା ସଂକ୍ରମିତଙ୍କ ସଂଖ୍ୟା

ନୂଆଦିଲ୍ଲୀ,୩୦।୧୧: ଭାରତରେ କରୋନା ପ୍ରକୋପ ଜାରି ରହିଛି। ଗତ କିଛି ଦିନ ହେବ କେତେକ ରାଜ୍ୟରେ ପୁଣିଥରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି।...

Advertisement
Archives

Model This Week