Posted inଜାତୀୟ

ପୁଣି ରାଗିକି ନିଆଁବାଣ ହେଲେ ସିଦ୍ଧୁ

ଚଣ୍ଡିଗଡ,୩।୧୦: କଂଗ୍ରେସ ନେତା ନବଜୋତ ସିଂ ସିଦ୍ଧୁ ରବିବାର ପଞ୍ଜାବ ଡିଜିପି ଏବଂ ଏଜିଙ୍କୁ ହଟାଇବାକୁ ଦାବି କରିଛନ୍ତି। ସିଦ୍ଧୁ କହିଛନ୍ତି ଯେ, ଯଦି ଏମାନଙ୍କୁ ବଦଳା ନ ଯିବ ତେବେ ଆମ ପାଖରେ କୌଣସି ଚେହେରା ରହିବ ନାହିଁ।
ସୂଚନାଯୋଗ୍ୟ, ଡିଜିପି ଏବଂ ଏଜିଙ୍କ ନିଯୁକ୍ତିକୁ ବିରୋଧ କରି ନବଜୋତ ସିଂ ସିଦ୍ଧୁ ରାଜ୍ୟ ସଭାପତି ପଦରୁ ଇସ୍ତଫା ଦେଇଛନ୍ତି। ଏହାପରେ ମଧ୍ୟ ସିଦ୍ଧୁ ଚରଣଜିତ ସିଂ ଚନ୍ନି ସରକାର ଉପରେ କ୍ରମାଗତ ଭାବରେ ଚାପ ପକାଉଛନ୍ତି। ଇସ୍ତଫା ପରେ ଚଣ୍ଡିଗଡ଼ର ପଞ୍ଜାବ ଭବନରେ ଚନ୍ନି ଏବଂ ନବଜୋତ ସିଂ ସିଦ୍ଧୁଙ୍କ ମଧ୍ୟରେ ଏକ ବୈଠକ ମଧ୍ୟ ଅନୁଷ୍ଠିତ ହୋଇଥିଲା। ଏହି ବୈଠକରେ ସିଦ୍ଧୁ ଡିଜିପି ଏବଂ ଏଜି ପରିବର୍ତ୍ତନ କରିବାକୁ ଦାବି ଉଠାଇଥିଲେ। ଏହା ପରେ ଏକ ତିନି ଜଣିଆ କମିଟି ଗଠନ କରାଯାଇଥିଲା। ପ୍ରମୁଖ ନିଷ୍ପତ୍ତି ନେବା ପୂର୍ବରୁ ଏହି କମିଟି ପରାମର୍ଶ କରିବ। ଏହି କମିଟିରେ ମୁଖ୍ୟମନ୍ତ୍ରୀ ଚରଣଜିତ ସିଂ ଚନ୍ନି, ନବଜୋତ ସିଂ ସିଦ୍ଧୁ ଏବଂ ହରିଶ ଚୌଧୁରୀ ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Sunil Gavaskar Love Story: ଅଟୋଗ୍ରାଫ ନେବାକୁ ଆସିଥିବା ପ୍ରଶଂସକଙ୍କ ପ୍ରେମରେ ପଡ଼ିଯାଇଥିଲେ ସୁନୀଲ ଗାଭାସ୍କର, ଜାଣନ୍ତୁ ‘ଲିଟିଲ ମାଷ୍ଟର’ଙ୍କ ଲଭ ଷ୍ଟୋରୀ

ନୂଆଦିଲ୍ଲୀ,୧୦।୭: ପୂର୍ବତନ ଭାରତୀୟ କ୍ରିକେଟର ସୁନୀଲ ଗାଭାସ୍କର ଆଜି ତାଙ୍କର 77ତମ ଜନ୍ମଦିନ ପାଳନ କରୁଛନ୍ତି। ଏହି ଅବସରରେ, ଆସନ୍ତୁ ତାଙ୍କ ପ୍ରେମ କାହାଣୀକୁ ଶେୟାର କରିବା,…

ଭାଜପା ରାଜ୍ୟ ସଭାପତିଙ୍କ କେସିଙ୍ଗା ଗସ୍ତ, କର୍ମୀଙ୍କ ଏକାଠି କରି…

କେସିଙ୍ଗା,୧୦ା୭(ତୁମେଶ୍ୱର ସାହୁ): ଭାଜପାର ରାଜ୍ୟ ସଭାପତି ମନମୋହନ ସାମଲ ଶୁକ୍ରବାର କେସିଙ୍ଗା ଗସ୍ତ କରି କର୍ମୀମାନଙ୍କୁ ନେଇ ଏକ ସାଙ୍ଗଠାନିକ କାର୍ଯ୍ୟକ୍ରମକୁ ସୁଦୃଢ କରିବା ପାଇଁ ଜଣେ…

IND vs ENG 5th T20I Playing-11: ବୈଭବ ସୂର୍ଯ୍ୟବଂଶୀ ଆଉଟ, ସଞ୍ଜୁ ସାମସନ ଇନ୍‌… ଇଜ୍ଜତ ବଞ୍ଚାଇବାକୁ ଗମ୍ଭୀର ଖେଳିବେ ଶେଷ ଗଣିତ

ନୂଆଦିଲ୍ଲୀ,୧୦।୭: ଗୁରୁବାର ରାତିରେ ବ୍ରିଷ୍ଟଲରେ ଭାରତୀୟ କ୍ରିକେଟ ଦଳର ନୈରାଶ୍ୟଜନକ ପ୍ରଦର୍ଶନ ପୁଣି ଥରେ ଦେଖାଯାଇଥିଲା, ଯାହା ଫଳରେ ମ୍ୟାଚ ଏବଂ ସିରିଜ ଉଭୟ ହାରିଯାଇଥିଲା ଟିମ୍‌।…

ପୁଣି ଜେଲ୍‌ ଯିବେ ରାଜପାଲ ଯାଦବ, କୋର୍ଟ କହିଲେ ତାଙ୍କୁ ଅନେକ ସୁଯୋଗ ଦେବା ପରେ ବି…

ମୁମ୍ବାଇ,୧୦ା୭: ବଲିଉଡ୍‌ ଅଭିନେତା ରାଜପାଲ ଯାଦବ ତାଙ୍କ ଚେକ୍‌ ବାଉନ୍ସ ମାମଲା ପାଇଁ ଚର୍ଚ୍ଚାରେ ରହିଛନ୍ତି। ଶୁକ୍ରବାର ଦିଲ୍ଲୀ ହାଇକୋର୍ଟ ଏହି ମାମଲାର ଶୁଣାଣି କରି ୭ଟି…

ରୋଷେଇ ଘରୁ ବାହାରିଲା ୮ ଫୁଟ୍‌ ଅହିରାଜ, ଉଦ୍ଧାର ବେଳେ ପାଟିରୁ ବାହାରିଲା ଢମଣା ସାପ, ଦେଖିବାକୁ ଲୋକଙ୍କ ଭିଡ଼

ଦିଗପହଣ୍ଡି,୧୦।୭(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ରାଧାଦେଇପୁର ପଞ୍ଚାୟତ ଜୟନଗର ଗ୍ରାମର ସିମାଞ୍ଚଳ ସ୍ବାଇଁଙ୍କ ଘରୁ ଏକ ୮ ଫୁଟ୍‌ ଲମ୍ବର କିଙ୍ଗକୋବ୍ରା…

ସୁଭଦ୍ରା ଯୋଜନାକୁ ନେଇ ଉପମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: କହିଲେ ଜୁଲାଇ ୨୫ ତାରିଖ ସୁଦ୍ଧା…

ଭୁବନେଶ୍ୱର,୧୦ା୭: ସୁଭଦ୍ରା ଯୋଜନାକୁ ନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଶୁକ୍ରବାର ଏକ ବଡ଼ ଘୋଷଣା କରିଛନ୍ତି। ନୂଆ ଆବେଦନକାରୀଙ୍କ ସମୀକ୍ଷା ପରେ ପ୍ରଭାତୀ କହିଛନ୍ତି, ସୁଭଦ୍ରା ପାଇଁ…

ମୋ ବିଶ୍ୱାସ ଭାଙ୍ଗିଦେଇଥିଲା ପୋଲିସ: ଜାଣନ୍ତୁ କାହିଁକି ଏମିତି କହିଲେ ବିଜୟ

ନୂଆଦିଲ୍ଲୀ,୧୦।୭: ୨୦୨୫ରେ କରୁରରେ ଘଟିଥିବା ଦୁଃଖଦ ଦଳାଚକଟା ଉପରେ ଗଭୀର ଦୁଃଖ ପ୍ରକାଶ କରି ତାମିଲନାଡୁ ମୁଖ୍ୟମନ୍ତ୍ରୀ ବିଜୟ କହିଛନ୍ତି। ଏହି ଘଟଣା ସମଗ୍ର ରାଜ୍ୟକୁ ଗଭୀର…

ଗାଁ ପୋଖରୀରେ ଗାଧୋଉଥିବାବେଳେ ଗଭୀର ପାଣିରେ ବୁଡ଼ିଗଲେ ପିଣ୍ଟୁ, ହସ୍ପିଟାଲରେ ଡାକ୍ତର କଲେ ମୃତ ଘୋଷଣା

ଦିଗପହଣ୍ଡି,୧୦।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ପଞ୍ଚାୟତ ଚୈତନ୍ୟପୁର ଗ୍ରାମ ପୋଖରୀରୁ ଜଣେ ଶ୍ରମିକଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତକ ଜଣକ ହେଲେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri