Posted inଜାତୀୟ

ହସ୍ପିଟାଲରେ ସିଦ୍ଧୁ

ଚଣ୍ଡିଗଡ,୨୩।୫: କଂଗ୍ରେସ ନେତା ନବଜୋତ ସିଂହ ସିଦ୍ଧୁ ସୋମବାର ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। ପଟିଆଲା ଜେଲ୍‌ରୁ ତାଙ୍କୁ ରାଜେନ୍ଦ୍ର ହସ୍ପିଟାଲକୁ ନିଆଯାଇଛି। ସେଠାରେ ତାଙ୍କର ମେଡିକାଲ ଚେକଅପ ହେବ ବୋଲି ଖବର ମିଳିଛି।

ସୂଚନାନୁଯାୟୀ, ସିଦ୍ଧୁ ଜେଲରେ ମିଳୁଥିବା ରୁଟି ଏବଂ ଡାଲି ଖାଇବାକୁ ସିଧା ସିଧା ମନା କରିଦେଇଛନ୍ତି। ତାଙ୍କ ଓକିଲଙ୍କ କହିବା ମୁତାବକ, ଗତ ଦୁଇ ଦିନ ହେଲା ସେ କେବଳ ଫଳ ଖାଇ ରହିଛନ୍ତି। ଗହମ ପ୍ରତି ତାଙ୍କର ଆଲର୍ଜି ଅଛି। ଏହି କାରଣରୁ ସିଦ୍ଧୁ ଜେଲ ପ୍ରଶାସନକୁ ସ୍ପେଶାଲ ଡାଏଟ ପ୍ଲାନ କରିବାକୁ ଦାବି କରିଥିଲେ। ଏହାପରେ ତାଙ୍କୁ ହସ୍ପିଟାଲ ଚେକଅପ ପାଇଁ ନିଆଯାଇଛି। ବର୍ତ୍ତମାନ ସେ ଜେଲରେ କେବଳ ସାଲାଡ ଖାଇ ରହୁଛନ୍ତି। ତାଙ୍କର ଡାଏଟ ପ୍ଲାନ ପ୍ରସ୍ତୁତ କରିବା ପାଇଁ ଏକ ମେଡିକାଲ ବୋର୍ଡ ଗଠନ କରାଯାଇଛି ବୋଲି ଓକିଲ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅସୁବିଧା ସମୟରେ ଭଡାଟିଆଙ୍କୁ ସାହା ହେଲେ ଘର ମାଲିକ

ନଏଡା,୩୦।୩: ମହାମାରୀ କରୋନା ଭାଇରସ୍‌ ସହ ମୁକାବିଲା ପାଇଁ ସମସ୍ତେ ପ୍ରାଣପଣେ ଉଦ୍ୟମ ଚଳାଇଛନ୍ତି। ଏହି ଘଡିସନ୍ଧି ମୁହୂର୍ତ୍ତରେ କେତେକ ଲୋକ ନିଜର ମାନବିକତାର ପରିଚୟ...

ରାଜନାଥଙ୍କୁ ଭେଟିଲେ ସେନାଧ୍ୟକ୍ଷ…

ନୂଆଦିଲ୍ଲୀ, ୨।୫ : ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂଙ୍କୁ ନୂତନ ସେନାଧ୍ୟକ୍ଷ ମନୋଜ ପାଣ୍ଡେ ଭେଟିଛନ୍ତି। ଏହି ଅବସରରେ ଦେଶର ଆଗାମୀ ରଣନୀତିକୁ ନେଇ ଦୁଇଜଣଙ୍କ...

ଜୁଲାଇ ୧୫ ସୁଦ୍ଧା ଭାରତରେ କରୋନା ଆକ୍ରାନ୍ତ ସଂଖ୍ୟା ୮ ଲକ୍ଷ ଛୁଇଁବା ଆଶଙ୍କା

ନୂଆଦିଲ୍ଲୀ, ୧୬।୬: ଭାରତରେ କରୋନା ମହାମାରୀ ଥମିବାର ନାଁ ଧରୁନି। ପ୍ରତିଦିନ ନୂଆ ଆକ୍ରାନ୍ତ ଏବଂ ମୃତକଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଜୁଲାଇ ୧୫ ସୁଦ୍ଧା...

କେନ୍ଦ୍ରୀୟ ମନ୍ତ୍ରୀଙ୍କ ପୁଅ ଓ ପୁତୁରା ପୋଲିସ କର୍ମଚାରୀଙ୍କୁ କଲେ ଗୁଳି

ଭୋପାଳ,୧୮।୬: ମଧ୍ୟପ୍ରଦେଶ ନରସିଂହପୁର ଜିଲା ଗୋଟେଗାଓ୍ବଁରେ ଘଟିଛି ଏକ ଅଭାବନୀୟ ଘଟଣା। ଏଠାରେ ଜଣେ ପୋଲିସ କର୍ମଚାରୀଙ୍କୁ କେନ୍ଦ୍ରୀୟ ପର୍ଯ୍ୟଟନ ଏବଂ ସଂସ୍କୃତି ମନ୍ତ୍ରୀ ପ୍ରହଲ୍ଲାଦ...

ଆସନ୍ତା ବର୍ଷ ଆସିବ କରୋନା ଟିକା: ହର୍ଷବର୍ଦ୍ଧନ

ନୂଆଦିଲ୍ଲୀ, ୧୪।୯: ଦେଶରେ କରୋନା ମହାମାରୀ ସଂକ୍ରମଣ ଆତଙ୍କ ସୃଷ୍ଟି କରିଛି। ତେବେ କରୋନା ଟିକା ଆସିବାରେ ବିଳମ୍ବ ହେବ ବୋଲି କେନ୍ଦ୍ରୀୟ ସ୍ବାସ୍ଥ୍ୟ ମନ୍ତ୍ରୀ...

ବୃଦ୍ଧି ପାଇବ ଭାରତର ପ୍ରତିରକ୍ଷା ଶକ୍ତି: ଆମେରିକା ସହିତ କରାଯିବ ୭.୫ ବିଲିୟନ୍‌ ଡଲାରର ସାମରିକ ଚୁକ୍ତି

ନୂଆଦିଲ୍ଲୀ,୧୭।୧୧: ଭାରତ ଆମେରିକା ସହିତ ୭.୫ ବିଲିୟନ୍‌ ଡଲାରର ସାମରିକ ଚୁକ୍ତି ହେବ। ଚୁକ୍ତି ଅନୁସାରେ ଆମେରିକା ଭାରତକୁ ସି ଗାର୍ଡିୟନ୍‌ ଆର୍ମଡ୍‌ ଡ୍ରୋନ୍‌ ଏବଂ...

ଭାରତ-ପାକିସ୍ତାନ କରିବେ ମିଳିତ ସମରାଭ୍ୟାସ…

ନୂଆଦିଲ୍ଲୀ, ୧୩।୮ : ସାଂଘାଇ ସହଯୋଗ ସଂଗଠନ (ଏସସିଓ) ଅନ୍ତର୍ଗତ ଭାରତ ଦ୍ୱାରା ଆୟୋଜିତ ଆତଙ୍କବାଦ ବିରୋଧୀ ସମରାଭ୍ୟାସରେ ମଧ୍ୟ ପାକିସ୍ତାନ ଅଂଶଗ୍ରହଣ କରିବ। ବୈଦେଶିକ...

ଅପରେଶନ ଦୋସ୍ତ: ସହାୟତା ପାଇଁ ‘ଦୋସ୍ତ’ ଭାରତୀୟଙ୍କୁ ଧନ୍ୟବାଦ ଦେଲା ତୁର୍କୀ, ରାଷ୍ଟ୍ରଦୂତ କହିଲେ ହୃଦୟକୁ ଛୁଇଁଲା

ନୂଆଦିଲ୍ଲୀ,୨୨ ।୨: ତୁର୍କୀରେ ଆସିଥିବା ବିନାଶକାରୀ ଭୂକମ୍ପ ସମୟରେ ଏହାକୁ ସହଯୋଗର ହାତ ବଢାଇଥିଲା ଭାରତ । ରିଲିଫ ସାମଗ୍ରୀ ସହ ଉଦ୍ଧାରକାରୀ ଦଳ ତୁର୍କୀରେ...

Advertisement
Archives

Model This Week