Posted inଜାତୀୟ

ଦଶ ମାସ ପରେ ଜେଲରୁ ବାହାରିଲେ ସିଦ୍ଧୁ

ଚଣ୍ଡିଗଡ଼,୧।୪: କଂଗ୍ରେସ ନେତା ନବଜୋତ ସିଂ ସିଦ୍ଧୁ ପଟିଆଲା ଜେଲରୁ ମୁକୁଳି ସାରିଛନ୍ତି। ରୋଡ ରେଜ ମାମଲାରେ ତାଙ୍କୁ ଏକ ବର୍ଷ ସଜା ହୋଇଥିଲା। ହେଲେ ଶନିବାର ୧ ବର୍ଷ ପୂରଣର ୪୮ ଦିନ ପୂର୍ବରୁ ସେ ମୁକୁଳି ଯାଇଛନ୍ତି। ଏହି ସମୟରେ ଜେଲ ବାହାରେ ସିଦ୍ଧୁଙ୍କ ପ୍ରଶଂସକଙ୍କର ଭିଡ ଲାଗିଥିଲା। ଢୋଲ ବଜାଇ ତାଙ୍କର ସ୍ବାଗତ କରାଯାଇଥିଲା।
ଜେଲ ବାହାରକୁ ଆସି ସିଦ୍ଧୁ କହିଥିଲେ ଏବେ ଲୋକତନ୍ତ୍ର ବୋଲି କିଛି ନାହିଁ। ପଞ୍ଜାବରେ ରାଷ୍ଟ୍ରପତି ଶାସନ ଲାଗୁ କରିବାକୁ ସଂଖ୍ୟାଲଘୁଙ୍କୁ ଟାର୍ଗେଟ କରାଯାଉଛି। ପଞ୍ଜାବକୁ ଦୁର୍ବଳ କରିବାକୁ ଚେଷ୍ଟା କଲେ ଦୁର୍ବଳ ହୋଇଯିବ।


Enter your email to get our daily news in your inbox.

All Right Reserved By Dharitri.Com

‘ଜୟ ଶ୍ରୀରାମ’ ଲେଖି ପରୀକ୍ଷାରେ ପାସ୍‌, ମିଳିଛି ୬୦% ମାର୍କ

ଲକ୍ଷ୍ନୌ,୨୭।୪: ପରୀକ୍ଷା ଖାତାରେ କିଛି ଛାତ୍ରୀଛାତ୍ର ଗୀତ କିମ୍ବା ଫିଲ୍ମ ସମ୍ପର୍କରେ ଲେଖିଥିବା ମାମଲା ନିଶ୍ଚୟ ଶୁଣିଥିବେ। ଆଉ ଏହି ପରୀକ୍ଷା ଖାତା ଭାଇରାଲ ହେବା...

ଏଏପି ବିଧାୟକ ଅମାନତୁଲ୍ଲାଙ୍କୁ ବଡ ଆଶ୍ୱସ୍ତି, ମିଳିଲା ଜାମିନ

ନୂଆଦିଲ୍ଲୀ,୨୭।୪: ଶନିବାର (ଏପ୍ରିଲ ୨୭ରେ ଦିଲ୍ଲୀର ରାଉଜ ଆଭେନ୍ୟୁ କୋର୍ଟ ଆମ ଆଦମୀ ପାର୍ଟି (ଏଏପି) ବିଧାୟକ ଅମାନତୁଲ୍ଲା ଖାନଙ୍କୁ ଏକ ବଡ଼ ଆଶ୍ୱସ୍ତି ପ୍ରଦାନ...

ନୈନିତାଲ ଜଙ୍ଗଲରେ ଲାଗିଲା ନିଆଁ, ଜନବସତି ପାଇଁ ବିପଦ

ଡେରାଡୁନ,୨୭।୪: ସାରା ବିଶ୍ୱରେ ଉତ୍ତାପ ଦିନକୁ ଦିନ ବଢିବା ସହିତ ସହିତ ଉତ୍ତରପ୍ରଦେଶର ବିଭିନ୍ନ ସ୍ଥାନରେ ଜଙ୍ଗଲରେ ନିଆଁ ଲାଗିଯିବା ଖବର ସମସ୍ତଙ୍କୁ ଚିନ୍ତାରେ ପକାଇ...

ବର୍ଷିଲେ ଦିଲ୍ଲୀ ହାଇକୋର୍ଟ, କେତେ କ୍ଷମତା ପାଇଲେ ଖୁସି ହେବେ କେଜରିଓ୍ବାଲ?

ନୂଆଦିଲ୍ଲୀ,୨୭।୪: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲ ଏବେ ତିହାର ଜେଲ୍‌ରେ କାରାଦଣ୍ଡ ଭୋଗୁଛନ୍ତି। ଏନେଇ ଆମ ଆଦମୀ ପାର୍ଟି ବାରମ୍ବାର ଜୋର ଦେଉଥିବାବେଳେ ଶନିବାର ଦିଲ୍ଲୀ...

ଦେଶର ୪ ବିମାନ ବନ୍ଦରକୁ ବୋମାରେ ଉଡାଇ ଦେବାକୁ ମିଳିଲା ଧମକ

ନୂଆଦିଲ୍ଲୀ,୨୭।୪: ଦେଶର ଚାରୋଟି ବିମାନବନ୍ଦରକୁ ବୋମାରେ ଉଡାଇ ଦେବାକୁ ଧମକ ଆସିଛି। ଇ-ମେଲ ମାଧ୍ୟମରେ ଦାବି କରାଯାଇଛି ଯେ କୋଲକାତା ବିମାନବନ୍ଦର ସମେତ ଦେଶର ଚାରୋଟି...

ଟିଏମସିକୁ ଆତଙ୍କବାଦୀ ସଙ୍ଗଠନ ଘୋଷଣା କରାଯାଉ: ଶୁଭେନ୍ଦୁ ଅଧିକାରୀ

କୋଲକାତା,୨୭।୪: ସନ୍ଦେଶଖାଲି ପ୍ରସଙ୍ଗରେ ଭାଜପା କ୍ରମାଗତ ଭାବେ ତ୍ରୁଣମୂଳ କଂଗ୍ରେସ(ଟିଏମସି) ଉପରେ ଆକ୍ରମଣ କରୁଛି। ସନ୍ଦେଶଖାଲି ହିଂସା ଏବଂ ମହିଳାଙ୍କ ଉପରେ ହେଉଥିବା ନିର୍ଯ୍ୟାତନା ମାମଲା...

ପୁଣି ଲାଲ ସାଗରରେ ତାଣ୍ଡବ କଲେ ହୁତି ବିଦ୍ରୋହୀ! ଭାରତ ଆସୁଥିବା ତେଲ ଟ୍ୟାଙ୍କର ଉପରକୁ ମିଶାଇଲ ମାଡ

ନୂଆଦିଲ୍ଲୀ,୨୭।୪: ହୁତି ବିଦ୍ରୋହୀମାନେ ପୁଣି ଥରେ ଲୋହିତ ସାଗରରେ ଏକ ତାଣ୍ଡବ ସୃଷ୍ଟି କରିଛନ୍ତି। ୟେମେନର ହୁତି ବିଦ୍ରୋହୀ ସଂଗଠନ ଶନିବାର କହିଛି ଯେ ସେମାନଙ୍କର...

ଶୋଇଥିବା ବେଳେ ଫୁଟିଲା ଗୁଳି, ୨ ଯବାନ ଶହୀଦ

ଇମ୍ଫାଲ,୨୭।୪: ମଣିପୁରରେ ପୁଣି ହିଂସା। କେନ୍ଦ୍ରୀୟ ରିଜର୍ଭ ଫୋର୍ସର ଯବାନମାନେ ଶୋଇଥିବା ବେଳେ ସେମାନଙ୍କ ଉପରକୁ ଆକ୍ରମଣ କରିଛନ୍ତି ଉଗ୍ରବାଦୀ । ଏଥିରେ ଦୁଇ ଯବାନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri