Posted inଜାତୀୟ

କୋର୍ଟରେ ଆତ୍ମସମର୍ପଣ କଲେ ସିଦ୍ଧୁ

ଚଣ୍ଡିଗଡ଼,୨୦।୫: ପଞ୍ଜାବ କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ତଥା ନେତା ନବଜୋତ ସିଂହ ସିଦ୍ଧୁ ପଟିଆଲା ସେଶନ କୋର୍ଟରେ ଶୁକ୍ରବାର ଆତ୍ମସମର୍ପଣ କରିଛନ୍ତି। ବର୍ତ୍ତମାନ ତାଙ୍କୁ ଏକ ବର୍ଷ ଯାଏଁ ଜେଲ୍‌ରେ ବିତାଇବାକୁ ପଡ଼ିବ। ସୂଚନାଯୋଗ୍ୟ, ସୁପ୍ରିମକୋର୍ଟ ୩୪ବର୍ଷ ପୁରୁଣା ରୋଡ ରେଜ୍‌ ମାମଲାରେ ସିଦ୍ଧୁଙ୍କୁ ଏକ ବର୍ଷର ଦଣ୍ଡାଦେଶ ଶୁଣାଇଥିଲେ। ଅନ୍ୟପକ୍ଷେ ସିଦ୍ଧୁ ଆତ୍ମସମର୍ପଣ ପାଇଁ ସମୟ ମାଗିଥିଲେ ସୁଦ୍ଧା ଶୁକ୍ରବାର ଅପରାହ୍ନରେ କୋର୍ଟରେ ହାଜର ହୋଇ ନିଜକୁ ଆତ୍ମସମର୍ପଣ କରିଛନ୍ତି। ଏନେଇ ସିଦ୍ଧୁଙ୍କ ଗଣମାଧ୍ୟମ ପରାମର୍ଶଦାତା ସୁରିନ୍ଦର ଦଲ୍ଲା ସୂଚନା ଦେଇଛନ୍ତି। ସେ ଏବେ ନ୍ୟାୟିକ ହେପାଜତରେ ଥିବା ବେଳେ ବର୍ତ୍ତମାନ ତାଙ୍କର ଡାକ୍ତରୀ ଯାଞ୍ଚ ଏବଂ ଅନ୍ୟାନ୍ୟ ଆଇନଗତ ପ୍ରକ୍ରିୟା ଚାଲିଛି ବୋଲି ସୁରିନ୍ଦର ଦଲ୍ଲା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାମମନ୍ଦିର ସହିତ ମସଜିଦ ନିର୍ମାଣ ହେବ ଶେଷ, ୨୦୨୩ରେ ଧନୀପୁର ଅଯୋଧ୍ୟା ମସଜିଦ…

ଅଯୋଧ୍ୟା ,୧୪।୧୧ : ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶରେ ଅଯୋଧ୍ୟାରେ ମୁସଲମାନମାନଙ୍କୁ ଦିଆଯାଇଥିବା ଜମିରେ ମସଜିଦ ନିର୍ମାଣ କାର୍ଯ୍ୟ ଡିସେମ୍ବର ୨୦୨୩ ସୁଦ୍ଧା ଶେଷ ହେବ ବୋଲି ଆଶା...

କରୋନା ଟିକାର ପ୍ରଥମ ଡୋଜ୍ ନେଲେ ରତନ ଟାଟା

ନୂଆଦିଲ୍ଲୀ,୧୩ ।୩: କରୋନାକୁ ଦୂରେଇବାକୁ ଏବେ ସାରା ବିଶ୍ୱରେ ଚାଲିଛି ପ୍ରୟାସ । ଆଭ ଆମ ଦେଶରେ କରୋନା ଟିକାକରଣ କାର୍ଯ୍ୟକ୍ରମ ବି ଖୁବ୍ ଜୋରରେ...

ଗଙ୍ଗା ସାଗର ମେଳାରେ କରୋନା ଏଣ୍ଟ୍ରି: ୪ ସାଧୁ ପଜିଟିଭ

କୋଲକାତା,୮ ।୧: ଦେଶରେ କରୋନା ସଂକ୍ରମଣ ବୃଦ୍ଧି ପାଉଥିବା ବେଳେ ପଶ୍ଚିମବଙ୍ଗର ଗଙ୍ଗା ସାଗର ମେଳା ଓ ଉତ୍ତର ପ୍ରଦେଶର ପ୍ରୟାଗରାଜ ମାଘମେଳା ଆଉ ଏକ...

ଆସିଲା ମୋଦିଙ୍କର ଆଉ ଏକ ଯୋଗ ଭିଡିଓ

ନୂଆଦିଲ୍ଲୀ,୧୭।୬: ଅନ୍ତର୍ଜାତୀୟ ଯୋଗ ଦିବସ ପାଖେଇ ଆସୁଥିବା ବେଳେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଆଉ ଏକ ଭିଡିଓ ସାମ୍ନାକୁ ଆସିଛି। ସୋମବାର ପ୍ରଧାନମନ୍ତ୍ରୀଙ୍କ ଟୁଇଟରରେ ଏହି...

ଜୋତା ସଫା କରିବାର ସହଜ ଉପାୟ

ବଜାରରେ ଆଜିକାଲି ସୁନ୍ଦର ଓ ମହଙ୍ଗା ଜୋତା ବିକ୍ରି ହେଉଛି। ଏହାକୁ କିଣିବା ପରେ ଅପରିଷ୍କାର ହେଲେ ସଫା କରିବା ପାଇଁ ବଜାରରୁ ନାନା ପ୍ରକାରର...

ହାର୍ଟଆଟାକ୍‌ରୁ ଦୂରେଇ ରହିବା ପାଇଁ ପିଅନ୍ତୁ ଏହି ପାତ୍ରର ପାଣି…

ତମ୍ବାପାତ୍ରରେ ପାଣି ପିଇଲେ ଅନେକ ଉପକାର ମିଳିଥାଏ। ରାତିରେ ତମ୍ବାପାତ୍ରରେ ପାଣି ରଖି ସକାଳେ ଏଥିରୁ ଗ୍ଲାସେ ପିଇଲେ ବିଭିନ୍ନ ରୋଗରୁ ମୁକ୍ତି ମିଳିଥାଏ ବୋଲି...

ରବିବାର ଅପରାହ୍ନ ୨ଟାରେ ନିଗମ ବୋଧ ଘାଟରେ ଜେଟଲୀଙ୍କର ହେବ ଅନ୍ତିମ ସଂସ୍କାର

ନୂଆଦିଲ୍ଲୀ,୨୪।୮: ପୂର୍ବତନ ଅର୍ଥମନ୍ତ୍ରୀ ଅରୁଣ ଜେଟଲୀ ଶନିବାର ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ରବିବାର ଅପରାହ୍ନ ୨ଟାରେ ଦିଲ୍ଲୀ ସ୍ଥିତ ନିଗମ ବୋଧ ଘାଟରେ ତାଙ୍କର...

ଦେଶରେ ତୃତୀୟ ଲହର ଆସିବା ଆଶଙ୍କା କମ୍‌…

ନୂଆଦିଲ୍ଲୀ,୨୪।୧୧: ଦେଶରେ କରୋନା ମହାମାରୀ ସଂକ୍ରମଣ କମିବାରେ ଲାଗିଛି। ଏନେଇ ଏମ୍ସ ନିର୍ଦ୍ଦେଶକ ରଣଦୀପ୍‌ ଗୁଲେରିଆ କହିଛନ୍ତି ଯେ, ଦେଶରେ କରୋନାର ତୃତୀୟ ଲହର ଆସିବା...

Advertisement
Archives

Model This Week