Posted inଜାତୀୟ

ସିଦ୍ଧୁଙ୍କ ମେଗା ଶୋ’: ବିଧାୟକଙ୍କ ସହ ସ୍ବର୍ଣ୍ଣ ମନ୍ଦିରରେ ଟେକିଲେ ମଥା

ଚଣ୍ଡିଗଡ,୨୧।୭। ପଞ୍ଜାବ କଂଗ୍ରେସର ସଙ୍କଟ ମଧ୍ୟରେ ଦଳର ନବନିଯୁକ୍ତ ସଭାପତି ନବଜୋତ ସିଂ ସିଦ୍ଧୁ ବୁଧବାର ଅମୃତସରରେ ପ୍ରଥମ ବୈଠକ ଡାକିଥିଲେ। ଏହି ବୈଠକରେ ୬୨ଜଣ ଜଣ ବିଧାୟକ ଅମୃତସରର ସିଦ୍ଧୁଙ୍କ ବାସଭବନରେ ପହଞ୍ଚତ୍ଥିଲେ। ଏହି ସମୟରେ ସିଦ୍ଧୁଙ୍କ ବାସଭବନ ପରିସରରେ କ୍ୟାମ୍ପସ ଏବଂ ଘର ବାହାରେ ସିଦ୍ଧୁ ସମର୍ଥକଙ୍କ ଭିଡ ଜମିଥିଲା। ପାର୍ଟି ହାଇ କମାଣ୍ଡର ନିଷ୍ପତ୍ତିରେ ସେମାନଙ୍କ ସମ୍ମତି ଦର୍ଶାଇବାକୁ ସମର୍ଥକମାନେ କରୋନା ପ୍ରୋଟୋକଲକୁ ମଧ୍ୟ ମାନି ନଥିଲେ।
ଏହା ପରେ ସିଦ୍ଧୁ ମଥା ଟେକିବା ପାଇଁ ସ୍ବର୍ଣ୍ଣ ମନ୍ଦିରରେ ପହଞ୍ଚିଥିଲେ। ଏହି ସମୟରେ ହଜାର ହଜାର ଲୋକ ସିଦ୍ଧୁଙ୍କ ସମର୍ଥନରେ ଏକାଠି ହୋଇଥିଲେ। ଏହି ସମୟରେ ସମର୍ଥକମାନେ ମନ୍ଦିରରେ କୋଭିଡ ନିୟମ ମଧ୍ୟ ପାଳନ କରି ନ ଥିଲେ। ବିନା ମାସ୍କରେ ଶହ ଶହ ସମର୍ଥକଙ୍କୁ ଦେଖିବାକୁ ମିଳିଥିଲା। ଏହା ପରେ ସିଦ୍ଧୁ ଶ୍ରୀ ଦୁର୍ଗୟାଣା ମନ୍ଦିର ଏବଂ ଶ୍ରୀ ବାଲ୍ମିକି ତୀର୍ଥ ପରିଦର୍ଶନ କରିବେ।


Enter your email to get our daily news in your inbox.

All Right Reserved By Dharitri.Com

ଅକ୍ସଫୋର୍ଡ ଟିକା ୯୦% ଫଳପ୍ରଦ

ନୂଆଦିଲ୍ଲୀ, ୨୪।୧୧(ପି.ଟି.): ଅକ୍ସଫୋର୍ଡ ଟିକା ପାଖାପାଖି ୯୦ ପ୍ରତିଶତ ଫଳପ୍ରଦ ହୋଇପାରିବ ଓ ଏହାର କୌଣସି ପାର୍ଶ୍ୱ ପ୍ରତିକ୍ରିୟା ନାହିଁ ବୋଲି ବ୍ରିଟେନ କମ୍ପାନୀ ଅଷ୍ଟ୍ରାଜେନିକା...

କଂଗ୍ରେସ ସହିତ ମିଶିବୁନି: ୨୦୨୪ ନିର୍ବାଚନ ପୂର୍ବରୁ ଅକାଳୀଦଳ-ଜେଡିଏସ ଏନଡିଏରେ ଯୋଗଦେବା ସଙ୍କେତ…

ଅମୃତସର,୬।୬ : ଦୀର୍ଘ ଦିନ ଧରି ପଞ୍ଜାବରେ କ୍ଷମତାରେ ଥିବା ଶିରୋମଣି ଅକାଳୀ ଦଳ (ଏସଏଡି) ଆସନ୍ତା ବର୍ଷ ୨୦୨୪ ଲୋକସଭା ନିର୍ବାଚନ ପୂର୍ବରୁ ଭାଜପା...

ଘର ଭଡା ଦେଇନାହାନ୍ତି ସୋନିଆ ଗାନ୍ଧୀ

ନୂଆଦିଲ୍ଲୀ,୧୦।୨: ସର୍ବପୁରାତନ ଦଳ କଂଗ୍ରେସକୁ ନେଇ ଏକ ବଡ଼ ଖୁଲାସା ହୋଇଛି। ଅନେକ କଂଗ୍ରେସ ନେତା ସରକାରୀ ଭବନ ପାଇଁ ଭଡା ଦେଉନାହାଁନ୍ତି। ଏହି ନେତାଙ୍କ...

ଶିନ୍ଦେଙ୍କ କ୍ୟାବିନେଟର ସମ୍ପ୍ରସାରଣ ନେଇ ଚର୍ଚ୍ଚା: ଆଶାୟୀଙ୍କ ସଂଖ୍ୟା ବଢ଼ିଚାଲିଛି…

ମୁମ୍ବାଇ,୨୪।୫ : ସୁପ୍ରିମକୋର୍ଟଙ୍କ ରାୟ ପରେ ମହାରାଷ୍ଟ୍ରରେ ମୁଖ୍ୟମନ୍ତ୍ରୀ ଏକନାଥ ଶିନ୍ଦେ ଏବଂ ଉପମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନାଭିସ ସରକାରଙ୍କ କ୍ୟାବିନେଟର ସମ୍ପ୍ରସାରଣ ନେଇ ଚର୍ଚ୍ଚା ଜୋର...

କେଉଁଠୁ ଆସୁଛନ୍ତି ଔରଙ୍ଗଜେବଙ୍କ ବଂଶଜ: ଫଡନାଭିସଙ୍କ ପ୍ରଶ୍ନ …

ମୁମ୍ବାଇ୨୫।୬ : ମହାରାଷ୍ଟ୍ରର ବୁଲଡାନା ଜିଲାରେ ଏଆଇଏମଆଇଏମ ମୁଖ୍ୟ ତଥା ହାଇଦ୍ରାବାଦ ଏମପି ଅସଦୁଦ୍ଦିନ ଓୱାଇସିଙ୍କ ଏକ ସାଧାରଣ ସଭା ଶନିବାର ହୋଇଥିଲା। ଏହି ରାଲିରେ...

ଚାଷୀଙ୍କୁ ଘଉଡ଼ାଇବା ପାଇଁ ପୋଲିସର ପାଣି ମାଡ଼

ନୂଆଦିଲ୍ଲୀ, ୩।୧୦: ପଞ୍ଜାବ ଓ ହରିୟାଣାରୁ ଧାନ କିଣିବା ଲାଗି ନିଷ୍ପତ୍ତି ନେବାରେ କେନ୍ଦ୍ର ସରକାର ବିଳମ୍ବ କରୁଥିବାରୁ ଏହାର ପ୍ରତିବାଦରେ ଚାଷୀମାନେ ଶନିବାର ହରିୟାଣା...

ପାକିସ୍ତାନ-ଚାଇନା-ନେପାଳ ସହିତ ସୀମା ବିବାଦ: ମୋଦିଙ୍କ ପାଇଁ ପାଲଟିଛି ଅଗ୍ନି ପରୀକ୍ଷା

ନୂଆଦିଲ୍ଲୀ, ୧୮।୬: ଭାରତ ସହିତ ପାକିସ୍ତାନ,ଚାଇନା ଓ ନେପାଳର ସୀମା ବିବାଦ ଜାରି ରହିଛି। ଏହା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପାଇଁ ଅଗ୍ନି ପରୀକ୍ଷା ପାଲଟିଛି।...

ବଜାରକୁ ୫୦:୫୦ ବିସ୍କୁଟ ଆସିଛି କି’

ହାଇଦ୍ରାବାଦ,୪ା୧୧: ମହାରାଷ୍ଟ୍ରରେ ୫୦:୫୦ ସୂତ୍ରରେ କ୍ଷମତା ଭାଗବଣ୍ଟା ପାଇଁ ଶିବସେନା ଅଡ଼ିବସିଥିବାବେଳେ ଏହାକୁ ନେଇ ଏଆଇଏମ୍‌ଆଇଏମ୍‌ ଅଧ୍ୟକ୍ଷ ତଥା ହାଇଦ୍ରାବାଦ ଏମ୍‌ପି ଅସାଦୁଦ୍ଦିନ୍‌ ଓଓ୍ବାଇସି ତାଚ୍ଛଲ୍ୟ...

Advertisement
Archives

Model This Week