Posted inଜାତୀୟ

ଆଜିଠାରୁ ଉପବାସରେ ସିଦ୍ଧୁ

ଚଣ୍ଡିଗଡ଼,୮ ।୧୦: ଉତ୍ତର ପ୍ରଦେଶ ଲକ୍ଷ୍ମୀପୁର ଖେରି ହିଂସା ବେଳକୁ ବେଳ ରାଜନୈତିକ ରୂପ ନେବାରେ ଲାଗିଛି । ବୁଧବାର ବିଳମ୍ବିତ ରାତିରେ କଂଗ୍ରେସ ନେତା ରାହୁଲ ଗାନ୍ଧୀ, ପ୍ରିୟଙ୍କା ଗାନ୍ଧୀ ଭଦ୍ରା ଓ ଅନ୍ୟମାନେ ପୀଡିତଙ୍କ ପରିବାରକୁ ଭେଟିଥିଲେ । ଏମାନେ ସରକାରଙ୍କ ପକ୍ଷରୁ ନ୍ୟାୟ ଦାବି କରିଥିଲେ । ତେବେ ପଞ୍ଜାବ କଂଗ୍ରେସର ମୁଖ୍ୟ କୁହାଯାଉଥିବା ନବଜୋତ ସିଂ ସିଦ୍ଧୁ ଗୁରୁବାର ସୂଚନା ଦେଇଛନ୍ତି କି ଯଦି ମନ୍ତ୍ରୀଙ୍କ ପୁଅଙ୍କୁ ଗିରଫ କରା ନ ଯାଏ ଓ ସେ ଯାଞ୍ଚରେ ସହଯୋଗ ନ କରନ୍ତି ତେବେ ସିଦ୍ଧୁ ଶୁକ୍ରବାରଠାରୁ ଆମରଣ ଅନଶନରେ ବସିବେ । ଅନ୍ୟପଟେ କଂଗ୍ରେସ ପରେ ଏବେ ଶିରୋମଣି ଅକାଳି ଦଳର ନେତାମାନେ ଶୁକବ୍ରାର ମୃତକଙ୍କ ପରିବାରକୁ ଭେଟିବେ । ଏହାସହ ଅଭିଯୁକ୍ତଙ୍କୁ ତୁରନ୍ତ ଗିରଫ କରିବାକୁ ଦାବି ମଧ୍ୟ କରିବେ ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରତିବାଦ ବେଳେ ରାସ୍ତା ଅବରୋଧ ମନା: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୯।୪: ଧାରଣା ପ୍ରଦର୍ଶନ ସମୟରେ ରାସ୍ତା ଜାମ୍‌ ଯୋଗୁ ଲୋକଙ୍କୁ ହେଉଥିବା ସମସ୍ୟାକୁ ନେଇ ହୋଇଥିବା ଏକ ଆବେଦନ ଉପରେ ସୁପ୍ରିମକୋର୍ଟ ଶୁକ୍ରବାର ଏବ ବଡ଼...

‘ମୁଁ ବଞ୍ଚିଛି..’ ପ୍ଲା କାର୍ଡ ଧରି ଧାରଣାରେ ବୃଦ୍ଧ; ମୃତ ଦେଖାଇ ବୋହୂ ଘର ବିକି ଚମ୍ପଟ

କାନପୁର,୧୩।୫: ଉତ୍ତରପ୍ରଦେଶର କାନପୁରରେ ଜଣେ ୭୦ ବର୍ଷ ବୃଦ୍ଧ ଛାତିରେ ‘ମୁ ବଞ୍ଚିଛି’ ଲେଖି ଧାରଣାରେ ବସିଛନ୍ତି। ସେ ବଞ୍ଚିଥିଲେ ହେଁ ବୋହୂ ତାଙ୍କୁ ମୃତ...

ମୃତ ଶିଶୁକୁ ପୋତିବାକୁ ଯାଉଥିବା ବେଳେ ଉଦ୍ଧାର ହେଲା ଜୀବନ୍ତ ଶିଶୁ

ବରେଲି,୧୪।୧୦: କଥାରେ ଅଛି ଯାହାକୁ ରଖିବେ ଅନନ୍ତ କି କରିପାରିବ ବଳବନ୍ତ। ଏହି ଲୋକ କଥାର ଜ୍ୱଳନ୍ତ ଉଦାହରଣ ଦେଖିବାକୁ ମିଳିଛି ଉତ୍ତରପ୍ରଦେଶ ବରେଲି ଜିଲାରେ।...

‘ସ୍ତ୍ରୀଙ୍କ ସହ ବଳପୂର୍ବକ ଶାରୀରିକ ସମ୍ପର୍କ ରଖିବା ଅପରାଧ ନୁହେଁ’

ମୁମ୍ବାଇ,୧୩।୮: ବିବାହ ପରେ ସ୍ତ୍ରୀଙ୍କ ସହ ସ୍ବାମୀ ବଳପୂର୍ବକ ଶାରୀରିକ ସମ୍ପର୍କ ରଖିବା ଅପରାଧ ନୁହେଁ ବୋଲି ମୁମ୍ବାଇ ଆଡିସନାଲ ସେସନ ଜଜ୍ଜ ସଜ୍ଞାଶ୍ରୀ ଜେ...

ରାହୁଲ ଗାନ୍ଧୀ ମାନହାନୀ ମାମଲାରେ ଗୁଜରାଟ ସରକାର-ପୁର୍ଣ୍ଣେଶ ମୋଦିଙ୍କୁ ନୋଟିସ ଜାରି କଲେ ସୁପ୍ରିମକୋର୍ଟ, ଅଗଷ୍ଟ ୪ରେ ପରବର୍ତ୍ତି ଶୁଣାଣି

ନୂଆଦିଲ୍ଲୀ,୨୧।୭: କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ସହ ଜଡିତ ଆପରାଧିକ ମାନହାନୀ ମାମଲାର ଶୁଣାଣି ସୁପ୍ରିମକୋର୍ଟରେ ଆରମ୍ଭ ହୋଇଛି। ଏହି ମାମଲାରେ କୋର୍ଟ ପୁର୍ଣ୍ଣେଶ ମୋଦି...

ଏଫଏଟିଏଫର ଗ୍ରେ ଲିଷ୍ଟରୁ ବାହାରିଲା ପାକିସ୍ତାନ

ନୂଆଦିଲ୍ଲୀ,୨୨ ।୧୦: ପାକିସ୍ତାନକୁ ଏଫଏଟିଏଫର ଗ୍ରେ ଲିଷ୍ଟରୁ ବାହାର କରି ଦିଆଯାଇଛି । ଏହାକୁ ନେଇ ଭାରତୀୟ ବୈଦେଶିକ ମନ୍ତ୍ରଣାଳୟ ତା’ର ପ୍ରତିକ୍ରିୟା ରଖିଛି ବୈଦେଶିକ...

ଭାଜପାକୁ ଟାର୍ଗେଟ କଲା ଶିବସେନା: ଚିରାଗଙ୍କୁ ଆଣି ନୀତିଶଙ୍କୁ ହରାଇବା ହିଁ ମୁଖ୍ୟ ରାଜନୀତି !

ମୁମ୍ବାଇ,୧୧।୧୧: ବିହାର ବିଧାନସଭା ନିର୍ବାଚନ ଫଳାଫଳ ପରେ ଶିବସେନା ଭାଜପାକୁ ଟାର୍ଗେଟ କରିଛି। ଶିବସେନା ମୁଖପତ୍ର ସାମନାରେ ପ୍ରକାଶ ପାଇଛି ଯେ, ଭାଜପା ଜାଣିଶୁଣି ଚିରାଗ...

ଖୋଲିଲା କେଦାରନାଥ ମନ୍ଦିର କବାଟ: ପ୍ରଧାନମନ୍ତ୍ରୀଙ୍କ ନାଁରେ ହେଲା ପ୍ରଥମ ପୂଜା

ଡେରାଡୁନ,୨୯।୪: କରୋନା ଭାଇରସ୍‌ ବିରୋଧରେ ଜାରି ରହିଥିବା ଲଢ଼େଇ ମଧ୍ୟରେ ବୁଧବାର ଉତ୍ତରାଖଣ୍ଡରେ ଥିବା ପ୍ରସିଦ୍ଧ ଧାମ କେଦାରନାଥ ମନ୍ଦିରର କବାଟ ଖୋଲାଯାଇଛି। ରୀତିନୀତି ଓ...

Advertisement
Archives

Model This Week