Posted inଜାତୀୟ

ନବଜୋତ ସିଂ ସିଦ୍ଧୁଙ୍କ ସ୍ତ୍ରୀ କ୍ୟାନସରରେ ପୀଡିତ, ଟୁଇଟ୍‌ କରି ହେଲେ ଭାବବିହ୍ବଳ

ନୂଆଦିଲ୍ଲୀ,୨୩।୩: ରାଜନେତା ନବଜୋତ ସିଂ ସିଦ୍ଧୁଙ୍କ ସ୍ତ୍ରୀ ନବଜୋତ କୌର କ୍ୟାନସର ରୋଗରେ ପୀଡିତ ଅଛନ୍ତି। ଏନେଇ ନିଜେ ସିଦ୍ଧୁଙ୍କ ସ୍ତ୍ରୀ ଟୁଇଟ୍‌ କରି ସୂଚନା ଦେଇଛନ୍ତି। ଖବର ଶେୟାର କରି ଲେଖିଛନ୍ତି, ସେ (ନବଜୋତ ସିଂ ସିଦ୍ଧୁ) କୌଣସି ଅପରାଧ ପାଇଁ ଜେଲରେ ଅଛନ୍ତି। ହେଲେ ସେ କେବେ ସେମିତି କରିନାହାନ୍ତି। ସେଥିପାଇଁ ସମସ୍ତେ ତାଙ୍କୁ କ୍ଷମା କରନ୍ତୁ। ତୁମକୁ ସବୁଦିନେ ବାହାରେ ରହି ତୁମଠାରୁ ଅଧିକ ଅପେକ୍ଷା କରିଛି। ତୁମ ଯନ୍ତ୍ରଣା ଆମ ଦୁହିଁଙ୍କ ମଧ୍ୟରେ ବାଣ୍ଟି ହେଇଯାଉ। ସେ ଆହୁରି କହିଛନ୍ତି, ତୁମକୁ ଅପେକ୍ଷା କରିଛି, ତୁମର ବାରମ୍ବାର ନ୍ୟାୟ ପ୍ରତ୍ୟାଖ୍ୟାନ କରାଯାଇଛି। ସତ୍ୟ ବହୁତ ଶକ୍ତିଶାଳୀ। କିନ୍ତୁ ଏହା ତୁମର ପରୀକ୍ଷା ବାରମ୍ବାର ନେଉଛି। ହେଲେ ତୁମକୁ ଆଉ ଅପେକ୍ଷା କରିପାରୁନି। କାରଣ ମୁଁ ଏବେ କ୍ୟାନସରର ଷ୍ଟେଜ ୨ରେ ଅଛି।


Enter your email to get our daily news in your inbox.

All Right Reserved By Dharitri.Com

ପୋଲିସ୍‌ରେ ୩୩ ହଜାର ପଦବୀ ଖାଲି: ବଡ଼ ସୂଚନା ଦେଲେ DGP

ଭୁବନେଶ୍ୱର,୭।୮: ଓଡ଼ିଶା ପୋଲିସରେ ୩୩ ହଜାର ପଦବୀ ଖାଲି ରହିଛି। ଏନେଇ ଡିଜିପି ଓ୍ବାବି ଖୁରାନିଆ ସୂଚନା ଦେଇଛନ୍ତି। ସେ କହିଛନ୍ତି, ଜନସଂଖ୍ୟା ଅନୁସାରେ ପୋଲିସ ବିଭାଗରେ…

କବାଟ ଭାଙ୍ଗି ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର ସହ ନଗଦ ଟଙ୍କା, ସିସିଟିଭିରେ ଲୁଟେରାଙ୍କ ଚେହେରା

ଡେରାବିଶ,୮ା୭(ବେବର୍ତ୍ତା ଅଜୟ ଦାସ): ଡେରାବିଶ ଥାନା ଅନ୍ତର୍ଗତ ଚାଟରାଚକଡ଼ା ପଞ୍ଚାୟତ ଫକୀରାବାଦ ଗ୍ରାମରେ ମଙ୍ଗଳବାର ବିଳମ୍ବିତ ରାତିରେ ଚିତ୍ତରଞ୍ଜନ ଦାଶଙ୍କ ପରିବାର ଘରେ ନ ଥିବାର ସୁଯୋଗ…

ପାହାଡ଼ରୁ ନିଖୋଜ ହୋଇଥିବା ୨ ଯୁବକ ୨୦ ଘଣ୍ଟା ପରେ ଉଦ୍ଧାର

ବରଗଡ଼,୮ା୭(ପ୍ରେମାନନ୍ଦ ଖମାରୀ/ପ୍ରଦୀପ୍ତ ଦାଶ): ବରଗଡ଼ ଜିଲା ପଦ୍ମପୁର ଉପଖଣ୍ଡ ଅନ୍ତର୍ଗତ ଝାଞ୍ଜ ପାହାଡ଼ରୁ ନିଖୋଜ ହୋଇଥିବା ୨ଯୁବକ ପ୍ରାୟ ୨୦ ଘଣ୍ଟାର ସନ୍ଧାନ ପରେ ସୁରକ୍ଷିତ ଉଦ୍ଧାର…

କୋଟିଆ ପଞ୍ଚାୟତରେ ଆନ୍ଧ୍ର ତହସିଲଦାର, SIR ସର୍ଭେକୁ ନେଇ…

ପଟାଙ୍ଗି,୮ା୭(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନରେ ରହିଥିବା କୋଟିଆ ପଞ୍ଚାୟତର ସୀମାନ୍ତ ଗ୍ରାମଗୁଡିକରେ ପଡ଼ୋଶୀ ଆନ୍ଧ୍ର ପ୍ରଶାସନିକ ଅଧିକାରୀ ଓ କର୍ମଚାରୀ ଅନୁପ୍ରବେଶ…

ଭିଜିଲାନ୍ସ ଜାଲରେ ରେଞ୍ଜର, ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ୪ ସ୍ଥାନରେ ଚଢାଉ

କେନ୍ଦ୍ରାପଡା, ୮।୭ (ଜଗନ୍ନାଥ ଧଳ): କଟକସ୍ଥ ଭିଜିଲାନ୍ସ ବିଭାଗ ସ୍ବତନ୍ତ୍ର ଜଜ୍‌ଙ୍କ ନିର୍ଦ୍ଦେଶକ୍ରମେ କେନ୍ଦ୍ରାପଡା ରେଞ୍ଜର ରବିନ୍ଦ୍ର କୁମାର ନାୟକଙ୍କ ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ…

‘ସେ ଏହାର ଯୋଗ୍ୟ ଥିଲେ’: ବାରୁଇପୁର ବଳାତ୍କାର-ହତ୍ୟା ଅଭିଯୁକ୍ତଙ୍କ ମୃତଦେହ ନେବାକୁ ମନା କଲେ ମାଆ

କୋଲକାତା,୮।୭: ବାରୁଇପୁର ବଳାତ୍କାର ଏବଂ ହତ୍ୟା ମାମଲାର ମୁଖ୍ୟ ଅଭିଯୁକ୍ତ ପ୍ରଭାସ ମଣ୍ଡଳଙ୍କ ମାଆ ବୁଧବାର କହିଛନ୍ତି ଯେ ସେ ତାଙ୍କ ପୁଅର ମୃତଦେହ ଦାବି କରିବେ…

ଭିଜିଲାନ୍ସ ପଞ୍ଝାରେ ଖଣି ଉପନିର୍ଦ୍ଦେଶକ: ଏକକାଳୀନ ଚଢ଼ାଉବେଳେ ଘରୁ ମିଳିଲା ଏତେ ଟଙ୍କା

କୋରାପୁଟ/ଜୟପୁର,୮।୭ (ଅମିତାଭ ବେହେରା/ପବନ ପାଣିଗ୍ରାହୀ): ଜୟପୁରସ୍ଥିତ ଖଣି ବିଭାଗର ଉପନିର୍ଦ୍ଦେଶକ ସତ୍ୟଜିତ୍‌ ରାଉତ ୨ ଲକ୍ଷ ଟଙ୍କା ଲାଞ୍ଚ ନେଉଥିବାବେଳେ ଓଡ଼ିଶା ଭିଜିଲାନ୍ସ ଦ୍ୱାରା ଧରାପଡିଛନ୍ତି। ବାଲିଘାଟ…

ଜନ୍ମଦିନରେ ଗାଙ୍ଗୁଲିଙ୍କୁ ମିଳିଲା ବଡ଼ ସରପ୍ରାଇଜ୍‌: ଫିଲ୍ମ ପୋଷ୍ଟର ଜାରି

ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ସୌରଭ ଗାଙ୍ଗୁଲି ଆଜି ୫୪ତମ ଜନ୍ମଦିନ ପାଳନ କରୁଛନ୍ତି। ସେ ସେହି ପ୍ରଭାବଶାଳୀ ଅଧିନାୟକମାନଙ୍କ ମଧ୍ୟରୁ ଜଣେ ଯିଏ ଟିମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri