ନବୋଦୟ ବିଦ୍ୟାଳୟ ଜଣ୍ଡିସ: ବଡ଼ କଥା କହିଲେ ସ୍ବାସ୍ଥ୍ୟ ମନ୍ତ୍ରୀ, କାହିଁକି ବ୍ୟାପିଲା…

ଭୁବନେଶ୍ୱର,୧୦।୧: ଖୋର୍ଦ୍ଧା ନବୋଦୟ ବିଦ୍ୟାଳୟ ଜଣ୍ଡିସ ସ୍ଥିତି ବର୍ତ୍ତମାନ ନିୟନ୍ତ୍ରଣରେ ରହିଛି। ଏ ନେଇ ସ୍ବାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗ
ସୂଚନା ଦେଇଛନ୍ତି। ସ୍କୁଲ ରୋଷେଇ ଘର ପାଇପ ଫାଟି ପାଣି ଦୂଷିତ ହୋଇଥିଲା। ସେହି ପାଣିରୁ ଜଣ୍ଡିସ ବ୍ୟାପିଥିଲା, ପାଣି ରିପୋର୍ଟ ଆସିବା ପରେ ଜଣାପଡ଼ିଛି। ସ୍ବଚ୍ଛ ପାନୀୟ ଜଳ ଯୋଗାଇବାକୁ ସମସ୍ତଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ସ୍ଥିତି ନିୟନ୍ତ୍ରଣରେ ଅଛି, ସବୁ ମ୍ୟୁନିସପାଲିଟିକୁ ସଜାଗ ରହିବାକୁ କୁହାଯାଇଛି ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଭାରତୀୟ କ୍ରୁ ମେମ୍ବରଙ୍କୁ ନେଇ ଯାଉଥିବା ଜାହାଜ ‘ଲିଆକି ଫ୍ରିଡମ’ ଉପରେ ଆମେରିକାର ଆକ୍ରମଣ? MEA କଲା ସ୍ପଷ୍ଟ

ନୂଆଦିଲ୍ଲୀ,୧୩।୬: ଓମାନ ଉପକୂଳରେ ‘ଲିଆକି ଫ୍ରିଡମ’ନାମକ ଜାହାଜ ଭାରତୀୟ କ୍ରୁ ସହିତ ଯୋଗାଯୋଗ ବିଚ୍ଛିନ୍ନ ହୋଇଥିବା ଖବର ପ୍ରକାଶ ପାଇବା ପରେ, ଜାହାଜ ଉପରେ ଆକ୍ରମଣର ଗୁଜବ…

ଅଭିଷେକ ବାନାର୍ଜୀଙ୍କ ଘରେ ବେଙ୍ଗଲ ପୋଲିସର ଚଢାଉ, ଚିନ୍ତାରେ ମମତା!

କୋଲକାତା,୧୩।୬: ଶନିବାର ସକାଳେ ସାଲବୋନି ପୋଲିସ ଷ୍ଟେଶନର କର୍ମଚାରୀ ଏବଂ କୋଲକାତା ପୋଲିସର ଏକ ବଡ଼ ଦଳ ତୃଣମୂଳ କଂଗ୍ରେସ ରାଷ୍ଟ୍ରୀୟ ସାଧାରଣ ସମ୍ପାଦକ ଅଭିଷେକ ବାନାର୍ଜୀଙ୍କ…

ପାକିସ୍ତାନକୁ ରାଜନାଥଙ୍କ ଖୋଲ ଚେତାବନୀ

ନୂଆଦିଲ୍ଲୀ,୧୩।୬: ପାକିସ୍ତାନକୁ କଡ଼ା ବାର୍ତ୍ତା ଦେଇ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ କହିଛନ୍ତି ଯେ ସିନ୍ଧୁ ନଦୀର ଜଳ ଆତଙ୍କବାଦର ପୃଷ୍ଠପୋଷକଙ୍କ ପାଖରେ ପହଞ୍ଚିବାକୁ ଦିଆଯିବ ନାହିଁ।…

ମିଥ୍ୟା ସମ୍ପତ୍ତି ତଥ୍ୟ ଦେଲେ ବାବୁଙ୍କୁ ମିଳିବ ଦଣ୍ଡ: ବେତନ ବଦଳରେ ଲାଗୁ ହେବ…

ଭୁବନେଶ୍ୱର,୧୩।୬(ରବିନାରାୟଣ ଜେନା):ରାଜ୍ୟ ସରକାରଙ୍କ ବିଭିନ୍ନ ବିଭାଗରେ କାର୍ଯ୍ୟରତ କର୍ମଚାରୀ ନିଜ ସମ୍ପତ୍ତି ବିବରଣୀ ଦେବାରେ ବିଳମ୍ବ କରୁଥିବାରୁ ଏହାକୁ ନେଇ ଶୁକ୍ରବାର ରାଜ୍ୟ କ୍ୟାବିନେଟ୍‌ ଏକ ଗୁରୁତ୍ୱପୂର୍ଣ୍ଣ…

ପୋଲିସ DG ପଦବୀ ପାଇଁ ୩୩ ବରିଷ୍ଠ IPS ମନୋନୀତ: ଓଡ଼ିଶା କ୍ୟାଡରର୍‌ ୨ ଜଣଙ୍କୁ ମିଳିଲା…

ଭୁବନେଶ୍ୱର,୧୩।୬: ପୋଲିସ DG ପଦବୀ ପାଇଁ ଦେଶରୁ ମୋଟ ୩୩ ଜଣ ବରିଷ୍ଠ IPS ମନୋନୀତ ହୋଇଛନ୍ତି। କ୍ୟାବିନେଟ୍‌ ନିଯୁକ୍ତି କମିଟି ପକ୍ଷରୁ ଏହାକୁ ମଞ୍ଜୁରୀ ମିଳିଛି।…

ପୋଲିସ କର୍ମଚାରୀ ମାଡ଼ ମାରିବା ଘଟଣା: ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ସରପଞ୍ଚ ଚାମେଲୀ, ବିଧାୟକଙ୍କୁ ନେଇ କହିଲେ…

କେନ୍ଦ୍ରାପଡ଼ା, ୧୩ା୬ (ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ଜିଲା ମହାକାଳପଡା ବ୍ଲକ ତିଖିରି ପଞ୍ଚାୟତର ମହିଳା ସରପଞ୍ଚ ଚାମେଲୀ ଓଝା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଏକ ଚିଠି…

ଆମେରିକାକୁ ଧୋଇଲେ ଜୟଶଙ୍କର: କଡ଼ା ଟାର୍ଗେଟ୍‌ କରି କହିଲେ…

ନୂଆଦିଲ୍ଲୀ,୧୩।୬:ଓମାନ ଉପକୂଳ ନିକଟରେ ଏକ ବାଣିଜି୍ୟକ ଜାହାଜ ଉପରେ ଆମେରିକା ନୌସେନାର କାର୍ଯ୍ୟାନୁଷ୍ଠାନରେ ୩ ଜଣ ଭାରତୀୟ ନାବିକଙ୍କ ମୃତ୍ୟୁ ପରେ ଭାରତ ଆମେରିକା ନିକଟରେ କଡ଼ା…

ବୈତରଣୀ-କୋଚିଳା ସଙ୍ଗମସ୍ଥଳରେ ନାହଁ ଘେରିବନ୍ଧ: ପ୍ରତିବର୍ଷ ବନ୍ୟା ଦୁର୍ଦ୍ଦଶା ଭୋଗୁଛନ୍ତି ୩ ପଞ୍ଚାୟତର ୧୦ ହଜାରରୁ ଅଧିକ ଲୋକ

ତିହିଡ଼ି,୧୩।୬ (କାଳନ୍ଦୀ ବେହେରା): ଭଦ୍ରକ ଜିଲା ଧାମନଗର ବ୍ଲକ ଅନ୍ତର୍ଗତ ବୈତରଣୀ ଓ କୋଚିଳା ନଦୀର ସଙ୍ଗମସ୍ଥଳ ଗାନ୍ଧୀଘାଟ ଶାସନ ପ୍ରତିବର୍ଷ ବନ୍ୟା ବିଭୀଷିକାର ଶିକାର ହେଉଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri