ଶନି-ମଙ୍ଗଳଙ୍କ ନବପଞ୍ଚମ ରାଜଯୋଗ: ୩ ରାଶିଙ୍କ ଭାଗ୍ୟରେ ଲାଗିବ ଚାରିଚାନ୍ଦ, ହୁ ହୁ ହୋଇ ବଢିବ ଧନ!

ଭୁବନେଶ୍ୱର: ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ୨୦୨୬ ଅକ୍ଟୋବର ୧୬, ଶୁକ୍ରବାର ଦିନ ମଙ୍ଗଳ ଓ ଶନି ଗ୍ରହଙ୍କ ମଧ୍ୟରେ ନବପଞ୍ଚମ ରାଜଯୋଗ ସୃଷ୍ଟି ହେବ। ଅପରାହ୍ଣ ୧ଟା ୫୮ ମିନିଟରେ ଉଭୟ ଗ୍ରହ ପରସ୍ପରଠାରୁ ୧୨୦ ଡିଗ୍ରୀ କୋଣରେ ଅବସ୍ଥାନ କରିବେ। ଏହି ଯୋଗର ପ୍ରଭାବରେ କର୍କଟ, କନ୍ୟା ଓ କୁମ୍ଭ ରାଶିର ବ୍ୟକ୍ତିମାନେ ଲାଭବାନ ହୋଇପାରନ୍ତି। ବିଶେଷକରି ଆର୍ଥିକ ଉନ୍ନତିର ସମ୍ଭାବନା ରହିଥିବା ଜ୍ୟୋତିଷୀୟ ଆକଳନ କରାଯାଉଛି।

ଜ୍ୟୋତିଷୀୟ ଗଣନା ଅନୁସାରେ, ଏହି ଯୋଗ ସୃଷ୍ଟି ହେବା ସମୟରେ ମଙ୍ଗଳ ଗ୍ରହ କର୍କଟ ରାଶିରେ ଗୁରୁଙ୍କ ସହ ଅବସ୍ଥାନ କରିବେ। ସେହିପରି ଶନି ଗ୍ରହ ମୀନ ରାଶିରେ ରହିବେ। ଏହି ଗ୍ରହ ସ୍ଥିତି ତିନୋଟି ରାଶିର ଲୋକଙ୍କ ଜୀବନରେ ସକାରାତ୍ମକ ପ୍ରଭାବ ପକାଇପାରେ ବୋଲି କୁହାଯାଉଛି।

କର୍କଟ ରାଶିର ଲୋକଙ୍କ ପାଇଁ କ୍ୟାରିୟର କ୍ଷେତ୍ରରେ ସଫଳତାର ଯୋଗ ରହିଛି। ଆର୍ଥିକ ଦୃଷ୍ଟିରୁ ସମୟ ଅନୁକୂଳ ରହିପାରେ। କର୍ମକ୍ଷେତ୍ରରେ ହାତକୁ ନେଇଥିବା କାମ ସଫଳ ହେବା ସହ ପ୍ରଶଂସା ମିଳିପାରେ। ବରିଷ୍ଠ ଅଧିକାରୀଙ୍କ ସହଯୋଗ ମିଳିବାର ସମ୍ଭାବନା ରହିଛି। ଏଥିସହ ଦୀର୍ଘଦିନ ଧରି ଅଟକି ରହିଥିବା ଟଙ୍କା ଫେରିପାଇପାରନ୍ତି।

କନ୍ୟା ରାଶିର ବ୍ୟକ୍ତିମାନଙ୍କ ପାଇଁ ଆୟର ନୂଆ ରାସ୍ତା ଖୋଲିପାରେ। ରୋଜଗାର ବୃଦ୍ଧି ହେବା ଫଳରେ ଆର୍ଥିକ ସ୍ଥିତି ମଜଭୁତ ହୋଇପାରେ। ପରିଶ୍ରମର ଉଚିତ ଫଳ ମିଳିବାର ଆଶା ରହିଛି। ବ୍ୟବସାୟୀମାନେ ଭଲ ଲାଭ ପାଇପାରନ୍ତି।

କୁମ୍ଭ ରାଶିର ଲୋକଙ୍କ ପାଇଁ ମଙ୍ଗଳ ଓ ଶନିଙ୍କ ନବପଞ୍ଚମ ଯୋଗ ଶୁଭ ହୋଇପାରେ। ବ୍ୟବସାୟରେ ଲାଭ ମିଳିବାର ସମ୍ଭାବନା ରହିଛି। ଚାକିରି କରୁଥିବା ବ୍ୟକ୍ତିଙ୍କ ସହ ବ୍ୟବସାୟୀମାନେ ମଧ୍ୟ ଉପକୃତ ହୋଇପାରନ୍ତି।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଆଇପିଏଲ୍‌ ୨୦୨୭ରେ ଖେଳିବେ କି ଧୋନି? ବଡ଼ ଖୁଲାସା କଲେ….

ନୂଆଦିଲ୍ଲୀ,୧୩।୧୦: ଆଇପିଏଲ୍‌ର ସଫଳତମ ଫ୍ରାଞ୍ଚାଇଜି ମଧ୍ୟରୁ ଅନ୍ୟତମ ଚେନ୍ନାଇ ସୁପର କିଙ୍ଗ୍ସ (CSK)ର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂହ ଧୋନିଙ୍କ ଭବିଷ୍ୟତକୁ ନେଇ ପୁଣି ଚର୍ଚ୍ଚା ଜୋର…

ଛାତ୍ର ସଂସଦ ନିର୍ବାଚନକୁ ନେଇ ବିଜେଡିର କାର୍ଯ୍ୟାନୁଷ୍ଠାନ: ୩ ଜଣ ନିଲମ୍ବିତ

ଭୁବନେଶ୍ୱର,୧୩।୧୦: ଛାତ୍ର ସଂସଦ ନିର୍ବାଚନକୁ କେନ୍ଦ୍ର କରି ଦଳବିରୋଧୀ କାର୍ଯ୍ୟ ଅଭିଯୋଗରେ ବିଜୁ ଜନତା ଦଳ (ବିଜେଡି) ପକ୍ଷରୁ ୩ ଜଣଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନିଆଯାଇଛି। ଦଳ…

ନାମ ଫଳକରେ ନ ଥିଲା ନାଁ, ମୁହାଁମୁହିଁ ହେଲେ ମେୟର-ବିଡିଏ ଭିସି

ଭୁବନେଶ୍ବର,୧୩।୧୦: ନାମ ଫଳକରେ ନାଁ ନ ଥିବା ନେଇ ମେୟର ସୁଲୋଚନା ଦାସ ଏବଂ ବିଡିଏ ଭିସି ଚଞ୍ଚଳ ରାଣା ମୁହାଁମୁହିଁ ହୋଇଛନ୍ତି। ଘାଟିକିଆ ବଜରଙ୍ଗୀ ଖେଳ…

ବେଆଇନ ଇଟାଭାଟି ଉଚ୍ଛେଦ ଆରମ୍ଭ: ଶ୍ରମିକଙ୍କ ଥଇଥାନକୁ ନେଇ ଉଠିଲା ପ୍ରଶ୍ନ

ନୀଳଗିରି, ୧୩।୧୦(ପ୍ରଶାନ୍ତ କୁମାର ବିଶ୍ୱାଳ): ବାଲେଶ୍ୱର ଜିଲା ନୀଳଗିରି ଉପଖଣ୍ଡ ଅନ୍ତର୍ଗତ କୁଳଡ଼ିହା ଅଭୟାରଣ୍ୟର ଇକୋ ସେନ୍ସିଟିଭ ଜୋନ୍‌ରେ ଥିବା ୧୩ଟି ବେଆଇନ ଇଟାଭାଟି ଉଚ୍ଛେଦ ପ୍ରକ୍ରିୟା…

ନଣଦେଇଙ୍କୁ ଭଲ ପାଉଥିଲେ ସ୍ତ୍ରୀ, ସ୍ବାମୀ ଜାଣିଲା ପରେ ଯାହା ଘଟିଲା, ଜାଣିଲେ ଗୋଡ଼ ତଳୁ ଖସିଯିବ ମାଟି

ଗାଜିଆବାଦ,୧୩।୧୦: ଉତ୍ତରପ୍ରଦେଶର ଗାଜିଆବାଦ ଜିଲାରେ ସ୍ବାମୀଙ୍କୁ ହତ୍ୟା କରିବା ପାଇଁ ଷଡ଼ଯନ୍ତ୍ର ରଚିଥିବା ଅଭିଯୋଗରେ ପୋଲିସ ମୃତକଙ୍କ ସ୍ତ୍ରୀ ଓ ତାଙ୍କ ପ୍ରେମିକଙ୍କୁ ଗିରଫ କରିଛି। ଖୋଡ଼ା…

ବ୍ରହ୍ମପୁର MKCGରେ ବିରଳ ଶିଶୁ ଜନ୍ମ ! ଦୁଇଟି ମୁଣ୍ଡ, ଗୋଟିଏ ଶରୀର

ବ୍ରହ୍ମପୁର,୧୩।୧୦(ସୁବାସ ଚନ୍ଦ୍ର ପାଢ଼ୀ ): ଏମକେସିଜି ମେଡିକାଲ କଲେଜ ଶିଶୁ ବିଭାଗରେ ଜଣେ ମହିଳା ଏକ ବିରଳ ଶିଶୁଙ୍କୁ ଜନ୍ମ ଦେଇଛନ୍ତି । ଛୁଆଙ୍କ ଦୁଇଟି ମୁଣ୍ଡ…

ମଦନପୁର ୟୁ.କେ. କଲେଜ ସମ୍ମୁଖରେ ବିଜୁ ଛାତ୍ର ଜନତାର ଧାରଣା: ସଭାପତି ଶୁଭଙ୍କର ଦାସଙ୍କ ସୁରକ୍ଷା ଦାବି

ରାଜନଗର, ୧୩।୧୦ (ଭାସ୍କର ରାଉତରାୟ): ମଦନପୁର: ୟୁ.କେ. କଲେଜର ସଭାପତି ଶୁଭଙ୍କର ଦାସଙ୍କ ସୁରକ୍ଷା ଦାବି କରି ବିଜୁ ଛାତ୍ର ଜନତା ଦଳ ପକ୍ଷରୁ ମଙ୍ଗଳବାର ପୂର୍ବାହ୍ନ…

ICC ପ୍ଲେୟର ଅଫ ଦ ମନ୍ଥ ଆୱାର୍ଡ ଘୋଷଣା: ପୁରୁଷ-ମହିଳା ବର୍ଗରେ ବାଜି ମାରିଲେ ୨ ଭାରତୀୟ ଖେଳାଳି, ଜାଣନ୍ତୁ ସେମାନେ କିଏ…

ନୂଆଦିଲ୍ଲୀ, ୧୩।୧୦: ସେପ୍ଟେମ୍ବର ମାସରେ ଭାରତୀୟ କ୍ରିକେଟର୍ସଙ୍କ ଜଲୱା ଦେଖିବାକୁ ମିଳିଛି। ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ପକ୍ଷରୁ ‘ପ୍ଲେୟର ଅଫ ଦ ମନ୍ଥ’ ପୁରସ୍କାର ଘୋଷଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?