Posted inଜାତୀୟ

ନୌସେନା ଦିବସର ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୪ ।୧୨: ଦେଶ ଶୁକ୍ରବାର ପାଳନ କରୁଛି ନୌସେନା ଦିବସ । ଦେଶର ବୀର ଯବାନଙ୍କୁ ମନେ ପକାଇ ଏହି ଦିବସ ପାଳନ କରାଯାଉଛି । ଏହି ଅବସରରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ, ଉପରାଷ୍ଟ୍ରପତି ଭେଙ୍କିୟା ନାଇଡୁ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା, ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ପ୍ରମୁଖ ନୌସେନା ଯବାନଙ୍କୁ ଶୁଭେଚ୍ଛା ଜଣାଇବା ସହ ସେମାନଙ୍କ ସାହାସ ଓ ଧୈର୍ଯ୍ୟକୁ ସଲମା କରିଛନ୍ତି । ଉପରାଷ୍ଟ୍ରପତି କହିଛନ୍ତି ନୌସେନାଙ୍କ ଧୈର୍ଯ୍ୟ ସେମାନଙ୍କ ପରିଜନଙ୍କ ତ୍ୟାଗକୁ ସଲାମ । ଏମାନେ ହେଉଛନ୍ତି ଜଳର ଦେବତା । ଆପଣମାନଙ୍କୁ ନେଇ ଦେଶ ଗର୍ବ କରେ । ପ୍ରଧାନମନ୍ତ୍ରୀ ମୋଦି ମଧ୍ୟ ଏହି ଅବସରରେ ସମସ୍ତ ନୌସେନା ଓ ସେମାନଙ୍କ ପରିବାରବର୍ଗଙ୍କ୍‌ୁ ଶୁଭେଚ୍ଛା ଜଣାଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଯୁଦ୍ଧବିରତି ଭିତରେ ଭାରତର ବଡ଼ ବିଜୟ! ୭ବର୍ଷ ପରେ ଚାଇନାକୁ ଦେଲା ଝଟ୍‌କା

ନୂଆଦିଲ୍ଲୀ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଦୁଇ ସପ୍ତାହ ପାଇଁ ଯୁଦ୍ଧବିରତି ଘୋଷଣା ପରେ, ବୁଧବାର (୮ ଏପ୍ରିଲ, ୨୦୨୬) ଦିନ ଅଶୋଧିତ ତୈଳ ଭବିଷ୍ୟତରେ ତୀବ୍ର…

ବିବାଦୀୟ ମନ୍ତବ୍ୟ ଦେବା ପରେ କ୍ଷମା ମାଗିଲେ ଖାର୍ଗେ, ଭାବନାକୁ ଆଘାତ ଦେବା…

ନୂଆଦିଲ୍ଲୀ,୮।୪: କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେ ଗୁଜରାଟର ଲୋକଙ୍କ ସମ୍ପର୍କରେ ଦେଇଥିବା ବୟାନ ପାଇଁ କ୍ଷମା ପ୍ରାର୍ଥନା କରିଛନ୍ତି । ସେ କହିଛନ୍ତି ଯେ ସେ ସବୁବେଳେ ଗୁଜରାଟର…

ଆମେରିକା-ଇରାନ ଯୁଦ୍ଧବିରତିରେ ଭାରତର ପ୍ରଥମ ପ୍ରତିକ୍ରିୟା: ଆମେ ଏହାକୁ ସ୍ୱାଗତ କରୁଛୁ, ଆମେ ଆରମ୍ଭରୁ…

ନୂଆଦିଲ୍ଲୀ,୮।୪:ଆମେରିକା-ଇରାନ ବିବାଦରେ ଘୋଷଣା ହୋଇଥିବା ଯୁଦ୍ଧବିରତି ଉପରେ ଭାରତ ସରକାର ପ୍ରଥମ ପ୍ରତିକ୍ରିୟା ପ୍ରକାଶ କରିଛନ୍ତି। ବୁଧବାରବୈଦେଶିକ ବ୍ୟାପାର ମନ୍ତ୍ରଣାଳୟ ଏହି ଯୁଦ୍ଧବିରତିକୁ ସ୍ୱାଗତ କରି ଏକ…

ଆମେରିକା-ଇରାନ ଯୁଦ୍ଧବିରତି ପରେ କେନ୍ଦ୍ର ସରକାରଙ୍କ ବଡ଼ ଘୋଷଣା: ଏମାନେ ପ୍ରଥମେ ପାଇବେ…

ନୂଆଦିଲ୍ଲୀ,୮।୪: ଆମେରିକା-ଇରାନ ଯୁଦ୍ଧବିରତି ପରେ ତୁରନ୍ତ କେନ୍ଦ୍ର ସରକାର LPG ସମ୍ପର୍କରେ ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ଦେଶବ୍ୟାପୀ LPG ଅଭାବକୁ ଦୃଷ୍ଟିରେ ରଖି, ସରକାର ଗ୍ୟାସ…

ଆମେରିକା-ଇରାନ ଯୁଦ୍ଧବିରତି ଭିତରେ ଭାରତର ବଲ୍ଲେବଲ୍ଲେ, ମିଳିଲା ବଡ଼ ଅଫର୍‌

ନୂଆଦିଲ୍ଲୀ,୮।୪: ଗତ କିଛି ସପ୍ତାହ ଧରି, ଆମେରିକା ଏବଂ ଇରାନ ମଧ୍ୟରେ ବୃଦ୍ଧି ପାଉଥିବା ଉତ୍ତେଜନା ସମଗ୍ର ବିଶ୍ୱକୁ ଏବଂ ଭାରତୀୟ ବଜାରକୁ ନିଶ୍ୱାସ ନେବାରେ ବାଧ୍ୟ…

ପାକିସ୍ତାନର ପ୍ରଶଂସାରେ ଶତମୁଖ ମେହବୁବା ମୁଫତି: କହୁ କହୁ କହିଦେଲେ…

ଶ୍ରୀନଗର,୮।୪: ଜମ୍ମୁ କଶ୍ମୀରର ପୂର୍ବତନ ମୁଖ୍ୟମନ୍ତ୍ରୀ ଏବଂ ପିଡିପି ମୁଖ୍ୟ ମେହବୁବା ମୁଫତି ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ଉପରେ ଖୁସି ପ୍ରକାଶ କରିଛନ୍ତି। ସେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri