Posted inଜାତୀୟ

ନୌସେନା ଗ୍ଲାଇଡର ଦୁର୍ଘଟଣା: ୨ ଅଧିକାରୀ ମୃତ

କୋଚି, ୪।୧୦: କେରଳର କୋଚିଠାରେ ଏକ ନୌସେନା ଗ୍ଲାଇଡର ଦୁର୍ଘଟଣା ଗ୍ରସ୍ତ ହୋଇଛି। ରବିବାର ସକାଳ ୭ଟାରେ ଗ୍ଲାଇଡ ନିୟନ୍ତ୍ରଣ ହରାଇ ସ୍ଥାନୀୟ ଥୋପୁପାଡ଼ି ପୋଲ ନିକଟରେ ଖସି ପଡ଼ିଛି। ଏଥିରେ ଦୁଇ ଅଧିକାରୀଙ୍କ ମୃତ୍ୟୁ ଘଟିଛି। ଅଧିକାରୀ ଦ୍ୱୟଙ୍କୁ ଲ୍ୟୁଟନାଟ୍‌ ରାଜୀବ ଝା ଏବଂ ସୁନୀଲ କୁମାର ଭାବେ ଚିହ୍ନଟ କରାଯାଇଛି। ସେମାନଙ୍କୁ ଉଦ୍ଧାର କରି ଆଇଏନ୍‌ଏସ୍‌ ସଞ୍ଜିବନୀକୁ ଅଣା ଯାଇଛି। ଗ୍ଲାଇଡରଟି ଆଇଏନ୍‌ଏସ୍‌ ଗରୁଡ଼ର ବୋଲି ଦକ୍ଷିଣ ନାଭାଲ କମାଣ୍ଡ ପକ୍ଷରୁ କୁହାଯାଇଛି। ଏହା ଉଡ଼ାଣ କରୁଥିବାବେଳେ ଯାନ୍ତ୍ରିକ ତ୍ରୁଟି ଯୋଗୁ ଏଭଳି ହୋଇଥିବା ଅନୁମାନ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଜ୍ୟାକ୍‌ଲିନଙ୍କୁ ଇଡିର ଜେରା

ନୂଆଦିଲ୍ଲୀ, ୨୮।୬: ବଲିଉଡ୍‌ ଅଭିନେତ୍ରୀ ଜ୍ୟାକ୍‌ଲିନ ଫର୍ନାଣ୍ଡିଜ୍‌ ସୋମବାର ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ମୁଖ୍ୟାଳୟରେ ହାଜର ହୋଇଛନ୍ତି। କନ୍‌ ମ୍ୟାନ୍‌ ସୁକେଶ ଚନ୍ଦ୍ରଶେଖର ମନି ଲଣ୍ଡରିଂ...

ସୋମବାର ଇଦ୍‌: ଜମ୍ମୁ-କଶ୍ମୀରରେ ଲୋକଙ୍କ ଘର ପାଖରେ ସରକାର ପହଞ୍ଚାଉଛନ୍ତି ପନିପରିବା

ଶ୍ରୀନଗର,୧୧।୮: ସୋମବାର ଇଦ୍‌ ଥିବାରୁ ଜମ୍ମୁ-କଶ୍ମୀରରେ ଲୋକଙ୍କ ସୁବିଧା ପାଇଁ ସରକାର ଲୋକମାନଙ୍କ ଘର ପାଖରେ ପନିପରିବା ପହଞ୍ଚାଉଛନ୍ତି। ଲୋକଙ୍କର ଯେଭଳି କୌଣସି ଅସୁବିଧା ନ...

ବିବାହ ପରେ ଶାଶୁଘର ଯାଉଥିଲେ କନ୍ୟା: ଅପହରଣ କରିନେଲେ ଦୁର୍ବୃତ୍ତ

ଜୟପୁର, ୧୮।୪: ରାଜସ୍ଥାନ ଜୟପୁରର ନାଗଓ୍ବା ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ବିବାହ ପରେ ଶାଶୁଘର ଯାଉଥିବା କନ୍ୟାଙ୍କୁ ଅପହରଣ କରିନେଇଛନ୍ତି କିଛି ଦୁର୍ବୃତ୍ତ।...

ରାଜ୍ୟସଭାରେ ବଦଳିଲା ମାର୍ଶଲଙ୍କ ଡ୍ରେସ୍‌

ନୂଆଦିଲ୍ଲୀ,୧୮।୧୧: ସଂସଦର ଶୀତକାଳିନ ଅଧିବେଶନ ସୋମବାରଠାରୁ ଆରମ୍ଭ ହୋଇଛି। ଏହା ରାଜ୍ୟସଭାର ୨୫୦ତମ ଅଧିବେଶନ। ଏହି ଅବସରରେ ରାଜ୍ୟସଭାରେ କିଛି ପରିବର୍ତ୍ତନ କରାଯାଇଛି। ଏଠାରେ ମାର୍ଶଲ...

୨୬% ପ୍ରାର୍ଥୀଙ୍କ ନାଁରେ ଆପରାଧିକ ମାମଲା

ନୂଆଦିଲ୍ଲୀ,୫ା୩(ପି.ଟି.): ସାତ ପର୍ଯ୍ୟାୟ ବିଶିଷ୍ଟ ଉତ୍ତରପ୍ରଦେଶ ବିଧାନସଭା ନିର୍ବାଚନରେ ମୋଟ ୪,୪୦୬ ପ୍ରାର୍ଥୀ ପ୍ରତିଦ୍ୱନ୍ଦ୍ୱିତା କରୁଛନ୍ତି। ସେମାନଙ୍କ ମଧ୍ୟରୁ ୨୬ ପ୍ରତିଶତଙ୍କ ନାଁରେ ଆପରାଧିକ ମାମଲା...

ଇରଫାନ୍‌ଙ୍କୁ ଦେଖିବା ପାଇଁ ଫ୍ୟାନଙ୍କ ଭିଡ: ବଢ଼ିଲା ସୁରକ୍ଷା

ଉଦୟପୁର, ୧୮।୪: ବଲିଉଡ ଅଭିନେତା ଇରଫାନ ଖାନ୍‌ଙ୍କୁ ଦେଖିବା ପାଇଁ ଫ୍ୟାନଙ୍କ ଭିଡ ଜମିଛି। ଟ୍ୟୁମର ଚିକିତ୍ସା ସାରି ଭାରତ ଫେରିଥିବା ଇରଫାନ ିଜ ଆଗାମୀ...

ମାଲଦା ପ୍ଲାଷ୍ଟିକ କାରଖାନାରେ ଭୟଙ୍କର ବିସ୍ଫୋରଣ: ୫ ମୃତ

ମାଲଦା,୧୯ା୧୧-ପଶ୍ଚିମବଙ୍ଗର ମାଲଦା ଜିଲା ସୁଜାପୁର ଅଞ୍ଚଳରେ ଥିବା ଏକ ପ୍ଲାଷ୍ଟିକ କାରଖାନାରେ ଗୁରୁବାର ଭୟଙ୍କର ବିସ୍ଫୋରଣ ଘଟିଛି। ଏଥିରେ ୫ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ଅନେକ...

ଆସାମର ୪ ବୁଥ୍‌ରେ ସାନି ମତଦାନ ନିର୍ଦ୍ଦେଶ

ଗୁଆହାଟୀ, ୧୧।୪(ଆଇଏଏନ୍‌ଏସ୍‌): ଆସାମର ୩ ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ୪ଟି ବୁଥ୍‌ରେ ସାନି ମତଦାନ ପାଇଁ ନିର୍ବାଚନ କମିଶନ ଶନିବାର ନିର୍ଦ୍ଦେଶ ଦେଇଛନ୍ତି। ଏହି ବୁଥ୍‌ଗୁଡ଼ିକରେ...

Advertisement
Archives

Model This Week