ଶକ୍ତି ଦେଖାଇବ ନୌସେନା: ୧୫ ଜାହାଜ, ୪୦ ଏୟାରକ୍ରାଫ୍ଟ ହେବ ସାମିଲ

ପୁରୀ,୧ା୧୨: ଆସନ୍ତା ୪ ତାରିଖରେ ପୁରୀ ବେଳାଭୂମିରେ ଶକ୍ତି ପ୍ରଦର୍ଶନ କରିବ ଭାରତୀୟ ନୌସେନା। ଏନେଇ ପୁରୀ ଜିଲାପାଳ ସିଦ୍ଧାର୍ଥ ଶଙ୍କର ସ୍ବାଇଁ ଏବଂ ନୌସେନା ଅଧିକାରୀ ସୂଚନା ଦେଇଛନ୍ତି। ଜିଲାପାଳ ନୌସେନା ଦିବସରେ ୧୫ଟି ଜାହାଜ, ୪୦ ଏୟାରକ୍ରାଫ୍ଟ ସାମିଲ ହେବେ ବୋଲି କହିଛନ୍ତି। ଏୟାରକ୍ରାଫ୍ଟ କ୍ୟାରିୟର ଅନ୍ୟତ୍ର ମୁତୟନ ଥିବାରୁ ଏଥିରେ ସାମିଲ ହୋଇପାରିବନି। ରବିବାର ସମ୍ପୂର୍ଣ୍ଣ ରିହରସେଲ୍‌ ହେବ, ସମସ୍ତେ ଦେଖିପାରିବେ। ଯେଉଁଠି ଜନଗହଳି ହେବ, ସେଠି ଏଲ୍‌ଇଡି ବ୍ୟବସ୍ଥା କରାଯିବ। ସମୁଦ୍ରରେ ଜାହାଜ ସବୁ ଥିବାରୁ କେହି ପାଣିକୁ ନ ଯିବା ପାଇଁ ପରାମର୍ଶ ଦେଇଛନ୍ତି ଜିଲାପାଳ। ରାଷ୍ଟ୍ରପତି, ରାଜ୍ୟପାଳ, ମୁଖ୍ୟମନ୍ତ୍ରୀ ଅତିଥି ଭାବେ ଯୋଗଦେବା ସହ ଗଜପତି ମହାରାଜାଙ୍କୁ ଆସିବା ପାଇଁ ମଧ୍ୟ ନିମନ୍ତ୍ରଣ କରାଯାଇଛି ବୋଲି ଜିଲାପାଳ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ତେଲର ତଣ୍ଟି ଚିପିପାରେ ହର୍ମୁଜ ସଙ୍କଟ, ବିଶ୍ୱର ଜୀବନ ରେଖା ଉପରେ ଘନଉଛି ବିପଦ

ତେହରାନ,୭।୫: ପଶ୍ଚିମ ଏସିଆର ସବୁଠାରୁ ସମ୍ବେଦନଶୀଳ ସାମୁଦ୍ରିକ କରିଡର ଆଉ କେବଳ ଏକ ବାଣିଜ୍ୟ ପଥ ନୁହେଁ; ଏହା ବିଶ୍ୱ ଶକ୍ତି ସଂଘର୍ଷର ଏକ ବିସ୍ଫୋରକ କେନ୍ଦ୍ରରେ…

‘ମୋ’ ଅବସ୍ଥା ଦେଖିନିଅ, ଭୁଲ୍‌ରେ ବିବାହ କରନି…’ ପୋଷ୍ଟର ଧରି ବସିଛନ୍ତି ସ୍ବାମୀ, ନର୍କ ହୋଇଯାଇଛି… 

ହାଜିପୁର,୭।୫: ସାଧାରଣତଃ ବିବାହକୁ ଜୀବନର ଏକ ନୂଆ ଏବଂ ସୁନ୍ଦର ଆରମ୍ଭ ବୋଲି କୁହାଯାଏ। କିନ୍ତୁ ବିହାରର ବୈଶାଳୀ ଜିଲା ହାଜିପୁରରୁ ଏଭଳି ଏକ ଘଟଣା ସାମ୍ନାକୁ…

ଭାଜପା ଛାଡିଲେ ଚିରାଗ ପାଶଓ୍ବାନ! କହିଲେ ଏକେଲା ଲଢିବେ ନିର୍ବାଚନ

ନୂଆଦିଲ୍ଲୀ,୭।୫: ପଞ୍ଜାବ ରାଜନୀତିରେ ଏକ ସାହସିକ ପଦକ୍ଷେପ ନେଇ ଲୋକ ଜନଶକ୍ତି ପାର୍ଟି (ରାମବିଳାସ) ଆସନ୍ତା ବର୍ଷ ହେବାକୁ ଥିବା ବିଧାନସଭା ନିର୍ବାଚନରେ ସ୍ବାଧୀନ ଭାବରେ ଲଢ଼ିବ…

ଇରାନ ସହ ଯୁଦ୍ଧ ମଧ୍ୟରେ ଖୋଲିଲା ଟ୍ରମ୍ପଙ୍କ ଭାଗ୍ୟ!

ତେହରାନ,୭।୫: ଇରାନ ସହିତ ବଢୁଥିବା ଉତ୍ତେଜନା ଏବଂ ବିଶ୍ୱ ଶକ୍ତି ସଙ୍କଟ ମଧ୍ୟରେ, ଆମେରିକା ପାଇଁ ଏକ ଅତ୍ୟନ୍ତ ସ୍ବାଗତଯୋଗ୍ୟ ଖବର ଆସିଛି। ଆମେରିକୀୟ ମାଟି ତଳେ…

ଟ୍ରେନ୍‌ ଆଗକୁ ଆସି ଜୀବନ ହାରିଦେଲେ ଆଇଟିଆଇ ଛାତ୍ରୀ, ଟ୍ରାକ୍‌ରେ ପଡ଼ିଛି…

ବ୍ରହ୍ମପୁର,୭ା୫(ସୁବାସ ଚନ୍ଦ୍ର ପାଢ଼ୀ): ଗଞ୍ଜାମ ଜିଲା ବ୍ରହ୍ମପୁର ସରକାରୀ ରେଳବାଇ ଥାନା(ଜିଆରପି) ଅନ୍ତର୍ଗତ ଆମ୍ବପୁଆ ରେଳଫାଟକ ନିକଟରେ ଗୁରୁବାର ଜଣେ ଆଇଟିଆଇ ଛାତ୍ରୀ ଟ୍ରେନ୍‌ ଆଗକୁ ଆସି…

ଶୁଭେନ୍ଦୁ ଅଧିକାରୀଙ୍କ ପିଏଙ୍କୁ ଏପରି ହୋଇଥିଲା ହତ୍ୟା, ସାମ୍ନାକୁ ଆସିଲା ସିସିଟିଭି ଫୁଟେଜ

କୋଲକାତା,୭।୫: ଶୁଭେନ୍ଦୁ ଅଧିକାରୀଙ୍କ ପିଏ ଚନ୍ଦ୍ରନାଥ ରଥଙ୍କ ହତ୍ୟା ମାମଲାରେ ନୂତନ ସିସିଟିଭି ଫୁଟେଜ୍ ସାମ୍ନାକୁ ଆସିଛି । ଏହି ଫୁଟେଜ୍ ବୁଧବାର ରାତି ୧୦ଟା୦୮ ସମୟର…

ଫିଲ୍ମ ଜଗତରୁ ବ୍ରେକ୍‌ ନେଲେ ଅକ୍ଷୟ: କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ବଲିଉଡର ସବୁଠାରୁ ବ୍ୟସ୍ତ ଅଭିନେତାଙ୍କ ମଧ୍ୟରୁ ଜଣେ ଅକ୍ଷୟ କୁମାରଙ୍କ ସ୍ବାସ୍ଥ୍ୟବସ୍ଥା ଏବେ ଭଲ ନାହିଁ। ନିର୍ଦ୍ଦେଶକ ଅନୀସ ବାଜମୀଙ୍କ ଆଗାମୀ ଫିଲ୍ମର କେରଳ କାର୍ଯ୍ୟସୂଚୀ ସମାପ୍ତ…

ଏକଦା ଥିଲେ ଶ୍ରୀଦେବୀ-କାଜୋଲଙ୍କ ଡ୍ରେସ୍‌ ଡିଜାଇନର, ଏବେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ଦୌଡ଼ରେ ଆଗରେ; ଜାଣନ୍ତୁ କିଏ ସେ…

କୋଲକାତା,୭।୫: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ୨୦୨୬ ଫଳାଫଳ ସମସ୍ତଙ୍କୁ ଚକିତ କରିଛି। ଦୀର୍ଘ ୧୫ ବର୍ଷର ତୃଣମୂଳ କଂଗ୍ରେସ (TMC) ଶାସନର ଅନ୍ତ ଘଟାଇ ଭାରତୀୟ ଜନତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri