Posted inଜାତୀୟ

ପୁଣି ଟାର୍ଗେଟ କଲେ ନବାବ: ବଲିଉଡକୁ ବଦନାମ କରିବାକୁ ଷଡଯନ୍ତ୍ର

ମୁମ୍ବାଇ,୨୯।୧୦: ମୁମ୍ବାଇ କ୍ରୁଜ ଡ୍ରଗ୍ସ ମାମଲା ଏକ ଷଡଯନ୍ତ୍ର। ବଲିଉଡ୍‌କୁ ମହାରାଷ୍ଟ୍ର ବାହାରକୁ ଉଠାଇ ନେବାକୁ ଭାଜପା ଏହି ଷଡଯନ୍ତ୍ର ରଚିଛି। ବଲିଉଡକୁ ବଦନାମ କରିବାକୁ ଏହି ଷଡଯନ୍ତ୍ର କରାଯାଇଛି ବୋଲି ଏନ୍‌ସିବି ନେତା ତଥା ମହାରାଷ୍ଟ୍ର ସରକାରର ମନ୍ତ୍ରୀ ନବାବ ମଲିକ କହିଛନ୍ତି। କ୍ରୁଜ ଡ୍ରଗ୍ସ ମାମଲାରେ ନାର୍କୋଟିକ୍ସ କଣ୍ଟ୍ରୋଲ ବ୍ୟୁରୋ (ଏନ୍‌ସିବି)ର ମୁମ୍ବାଇ ଆଞ୍ଚଳିକ ନିର୍ଦ୍ଦେଶକ ସମୀର ୱାଙ୍ଖଡେଙ୍କୁ ସମାଲୋଚନା କରି ଆସୁଥିବା ମଲିକ ଏବେ ସିଧାସଳଖ ଭାଜପାକୁ ଟାର୍ଗେଟ କରିଛନ୍ତି।
କିଛି ମାସ ତଳେ ଫିଲ୍ମ ଜଗତ ସହିତ ସଂପୃକ୍ତ କେତେକ ବ୍ୟକ୍ତି ବିଶେଷ ନୋଏଡାରେ ଏକ ଫିଲ୍ମ ସିଟି ନିର୍ମାଣ ପାଇଁ ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କୁ ଭେଟିଥିବା କଥା ସେ କହିଛନ୍ତି। ଏହା ସହିତ ଏନ୍‌ସିବି ଆଞ୍ଚଳିକ ନିର୍ଦ୍ଦେଶକ ସମୀର ୱାଙ୍ଖଡେଙ୍କୁ ସେ ପୁଣି ଆକ୍ରମଣ କରିଛନ୍ତି। ସମୀର ଭୟଭୀତ ହୋଇଯାଇଛନ୍ତି ବୋଲି ସେ କହିଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ମଙ୍ଗଳଙ୍କ ନକ୍ଷତ୍ର ପରିବର୍ତ୍ତନରେ ବଡ଼ ଚମତ୍କାର! ଏହି ୩ ରାଶିଙ୍କୁ ମିଳିବ ଧନ ଓ କ୍ୟାରିୟରରେ ଜବରଦସ୍ତ ଲାଭ

ମଙ୍ଗଳ ଗ୍ରହ ୨୪ ଜୁଲାଇରେ ମୃଗଶିରା ନକ୍ଷତ୍ରରେ ପ୍ରବେଶ କରିଥିଲେ। ବର୍ତ୍ତମାନ ଆଜି ୧୨ ଅଗଷ୍ଟ ବୁଧବାର ରାତ୍ରୀ ୧୦ଟା ୪୨ ମିନିଟରେ ମଙ୍ଗଳ ଗ୍ରହ ଆର୍ଦ୍ରା…

ନାବାଳିକାକୁ ଅପହରଣ କରି ଯାଜପୁରରେ ବଳାତ୍କାର, ପରେ…

ଭୁବନେଶ୍ୱର, ୧୨।୮: ଭୁବନେଶ୍ୱରର ଇନଫୋସିଟି ଥାନା ଅଞ୍ଚଳରୁ ଜଣେ ନାବାଳିକାକୁ ଅପହରଣ କରି ଯାଜପୁର ନେଇଯିବା ଏବଂ ସେଠାରେ ତାଙ୍କ ବଳାତ୍କାର ରାଯାଇଥିବା ନେଇ ଅଭିଯୋଗ ହୋଇଛି।…

ବଙ୍ଗୋପସାଗରରେ ପୁଣି ସୃଷ୍ଟି ହେଲା ଲଘୁଚାପ: ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର,୧୨।୮: ଉତ୍ତର-ପଶ୍ଚିମ ବଙ୍ଗୋପସାଗର ପୁଣି ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ଲଘୁଚାପ ସୃଷ୍ଟି ହୋଇଥିବା ଜଣାପଡ଼ିଛି। ଆସନ୍ତା ୪୮ ଘଣ୍ଟା ମଧ୍ୟରେ…

ଆଜିଠାରୁ ମହଙ୍ଗା ହେଲା ପେଟ୍ରୋଲ-ଡିଜେଲ! ଇନ୍ଧନ ଦରରେ ବଡ଼ ପରିବର୍ତ୍ତନ

ନୂଆଦିଲ୍ଲୀ, ୧୨।୮: ଅନ୍ତର୍ଜାତୀୟ ବଜାରରେ କଞ୍ଚା ତେଲ (କ୍ରୁଡ ଅଏଲ) ର ଦର କ୍ରମାଗତ ଭାବେ ବୃଦ୍ଧି ପାଉଛି ଏବଂ ବ୍ରେଣ୍ଟ କ୍ରୁଡ ୯୦ ଡଲାର ପ୍ରତି…

ହଜିଯାଉଛି ଭୋଟବ୍ୟାଙ୍କ

ଦିଲ୍ଲୀର ଯନ୍ତରମନ୍ତରରେ ହୋଇଥିବା ଛାତ୍ର ପ୍ରତିବାଦଜନିତ ଅସ୍ବାଭାବିକତା ବିଷୟ ଦେଶବାସୀଙ୍କ ମନରେ ତାଜା ଥିବା ବେଳେ ଅନୁରୂପ ଘଟଣା ଝାଡ଼ଖଣ୍ଡରେ ଦେଖାଯାଇଛି। ଯନ୍ତରମନ୍ତର ଆନ୍ଦୋଳନକାରୀମାନେ ‘ଚଲୋ ସଂସଦ’…

କ୍ୟାନ୍‌ସର ଚିହ୍ନଟ ହେଲେ ସରକାରଙ୍କୁ ଜଣାଇବା ବାଧ୍ୟତାମୂଳକ

ନୂଆଦିଲ୍ଲୀ,୧୨ା୮: କ୍ୟାନ୍‌ସରର ସଅଳ ଚିହ୍ନଟ ଓ ତୁରନ୍ତ ଚିକିତ୍ସା ପାଇଁ ଏହାକୁ ଏକ ‘ଅଧିସୂଚିତ ରୋଗ’ ଭାବେ ଘୋଷଣା କରିବା ନିମନ୍ତେ ସୁପ୍ରିମକୋର୍ଟ ମଙ୍ଗଳବାର ଅବଶିଷ୍ଟ ୧୯ଟି…

ଯେଉଁ ଟିମକୁ ଦିନେ କରିଥିଲେ ମନା, ଏବେ ସେଇ ଟିମକୁ ଫେରିବାକୁ ଚାହୁଁଛନ୍ତି ପାଣ୍ଡ୍ୟା! ରଖିଲେ ଏମିତି ସର୍ତ୍ତ, ଟିମ କହିଲା-ଆସ ନାହିଁ…

ମୁମ୍ବାଇ,୧୨,୮: ଇଣ୍ଡିଆନ ପ୍ରିମିୟର୍‌ ଲିଗ (ଆଇପିଏଲ) ୨୦୨୭ ପାଇଁ ଟ୍ରେଡ ଲିଷ୍ଟ ଆସିବା ପୂର୍ବରୁ ହାର୍ଦ୍ଦିକ ପାଣ୍ଡ୍ୟାଙ୍କୁ ନେଇ ଚର୍ଚ୍ଚା ଜୋର୍‌ ଧରିଛି। ହାର୍ଦ୍ଦିକ ବର୍ତ୍ତମାନ ପାଞ୍ଚ…

ଗଞ୍ଜେଇ ଖାଇଥିଲେ ପାଇଲଟ: ଏୟାର ଇଣ୍ଡିଆ ବିମାନ ୩୦୦ ଫୁଟ୍‌ ଖସିବା ଘଟଣାରେ ଚାଞ୍ଚଲ୍ୟକର ଖୁଲାସା

ନୂଆଦିଲ୍ଲୀ,୧୨ା୮:ଏୟାର ଟର୍ବୁଲାନ୍ସ ଯୋଗୁ ଗତ ୪ ତାରିଖରେ ଫୁକେଟ୍‌ରୁ ଦିଲ୍ଲୀ ଯାଉଥିବା ଏୟାର ଇଣ୍ଡିଆ ବିମାନ ହଠାତ୍‌ ୩୦୦ ଫୁଟ୍‌ ତଳକୁ ଖସିବାରୁ ୧୭ ଜଣ ଯାତ୍ରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri