ଏକାଠି ନିର୍ବାଚନ ଲଢ଼ିବେ ନଓ୍ବାଜଙ୍କ ଦଳ-ଜେୟୁଆଇଏଫ୍‌

ଇସଲାମାବାଦ,୧୩ା୧୨: ଆସନ୍ତାବର୍ଷ ଫେବୃୟାରୀରେ ପାକିସ୍ତାନରେ ପ୍ରସ୍ତାବିତ ସାଧାରଣ ନିର୍ବାଚନ ପୂର୍ବରୁ ରାଜନୈତିକ ଦଳମାନେ ଏହାର ସମ୍ଭାବନାକୁ ମଜବୁତ କରିବାରେ ବ୍ୟସ୍ତ ଅଛନ୍ତି। ପଞ୍ଜାବ ପ୍ରଦେଶର ଆସନ ଉପରେ ପୂର୍ବତନ ପ୍ରଧାନମନ୍ତ୍ରୀ ନଓ୍ବାଜ ଶରିଫଙ୍କ ନେତୃତ୍ୱାଧୀନ ପାକିସ୍ତାନ ମୁସଲିମ ଲିଗ-ନଓ୍ବାଜ (ପିଏମ୍‌ଏଲ୍‌-ଏନ୍‌) ଏବଂ ଜମିୟତ ଉଲେମା-ଇ-ଇସ୍‌ଲାମ (ଜେୟୁଆଇ-ଏଫ୍‌) ଏକ ଚୁକ୍ତି କରିଛନ୍ତି।

ରିପୋର୍ଟ ଅନୁଯାୟୀ, ଉଭୟ ପକ୍ଷର ପରାମର୍ଶଦାତା କମିଟି ବୈଠକ କରି ଏହି ନିଷ୍ପତ୍ତି ନେଇଛନ୍ତି। ପ୍ରାର୍ଥୀ ଚୟନ ପାଇଁ ଦୁଇ ଦଳ ମଧ୍ୟରେ ପରବର୍ତ୍ତୀ ବୈଠକ ଖୁବ୍‌ଶୀଘ୍ର ଅନୁଷ୍ଠିତ ହେବ ବୋଲି ଜେୟୁଆଇ-ଏଫ୍‌ ନେତା କହିଛନ୍ତି। ଏହାପୂର୍ବରୁ ପୂର୍ବତନ ପ୍ରଧାନମନ୍ତ୍ରୀ ଏବଂ ଜେୟୁଆଇ-ଏଫ୍‌ ମୁଖ୍ୟ ମୌଲାନା ଫଜଲୁର ରେହମାନଙ୍କ ମଧ୍ୟରେ ଆଲୋଚନା ପରେ ଉଭୟ ଦଳର ନେତାମାନେ ସିଟ୍‌-ଟୁ-ସିଟ୍‌ ଆଡଜଷ୍ଟମେଣ୍ଟ ଫର୍ମୂଲା ଉପରେ ସହମତ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଡେଡଲାଇନ୍‌ ପୂର୍ବରୁ ଇରାନର ଖାର୍ଗ ଦ୍ବୀପ ଉପରେ ଆକ୍ରମଣ କଲା ଆମେରିକା: ଆକାଶଛୁଆଁ ହେବ କି ପେଟ୍ରୋଲ ଡିଜେଲ…

ତେହରାନ,୭।୪: ଡେଡଲାଇନ୍‌ ପୂର୍ବରୁ ଇରାନର ଖାର୍ଗ ଦ୍ବୀପ ଉପରେ ଆମେରିକା ଆକ୍ରମଣ କରିଛି। ଏହାରି ମଧ୍ୟରେ କାସନରେ ଏକ ବଡ଼ ରେଲୱେ ବ୍ରିଜକୁ ଉଡ଼ାଇ ଦେଇଛି ଇସ୍ରାଏଲ।…

ହର୍ମୁଜରେ ଘନେଇଲା ପୁଣି ବଡ଼ ବିପଦ, ଭାରତୀୟ ଜାହାଜକୁ…

ନୂଆଦିଳ୍ଲୀ,୭।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନାର ପ୍ରଭାବ ଏବେ ସାମୁଦ୍ରିକ ବାଣିଜ୍ୟରେ ମଧ୍ୟ ଦୃଶ୍ୟମାନ ହେଉଛି। ଅନେକ ଅଞ୍ଚଳରେ, ଜାହାଜ ପାଇଁ ବୀମା ପାଇବା ମହଙ୍ଗା ହୋଇଯାଇଛି। ସମ୍ୱନ୍ଧିତ…

ସୀମାରେ ସାପ-କୁମ୍ଭୀର ଛାଡିବ ଭାରତ! ଶୁଣିକି ଛାନିଆ ହେଲା ପାକ୍‌-ବାଂଲାଦେଶ

ନୂଆଦିଲ୍ଲୀ,୭।୪: ଭାରତ-ବାଂଲାଦେଶ ସୀମାରେ ଅବୈଧ ଅନୁପ୍ରବେଶକୁ ରୋକିବା ପାଇଁ ବିଏସଏଫ ଏକ ଅଭିନବ ପଦ୍ଧତି ପ୍ରସ୍ତୁତ କରିଛି। ସୋମବାର ଅଧିକାରୀମାନେ ପ୍ରକାଶ କରିଛନ୍ତି ଯେ ସୀମା ସୁରକ୍ଷା…

କେଉଁ ବୋତଲରେ ପାଣି ପିଇବା ଉଚିତ୍‌: ଜାଣନ୍ତୁ କ’ଣ ରହିଛି…

ଜଳ ହିଁ ଜୀବନ । ପାଣି ପିଇବା ପାଇଁ କିଏ ପ୍ଲାଷ୍ଟିକ୍‌ ବଟଲ ବ୍ୟବହାର କରନ୍ତି ତ ଆଉ କିଏ ତମ୍ବା ନ ହେଲେ ଷ୍ଟିଲ୍‌। ଘରୁ…

୮ ଏପ୍ରିଲରୁ ଏୟାର ଇଣ୍ଡିଆର ଯାତ୍ରା ହେବ ମହଙ୍ଗା! ଜାଣନ୍ତୁ କେତେ ବଢ଼ିବ

ନୂଆଦିଲ୍ଲୀ,୭।୪: ଟାଟା ଗ୍ରୁପ୍ ନେତୃତ୍ୱରେ ପରିଚାଳିତ ବିମାନ କମ୍ପାନୀ ଏୟାର ଇଣ୍ଡିଆ ଯାତ୍ରୀମାନଙ୍କୁ ଏକ ଝଟକା ଦେଇଛି । ବଢି଼ପାରେ ଭଡ଼ା । କମ୍ପାନୀ ୮ ଏପ୍ରିଲରୁ…

ନବୀନ ପଟ୍ଟନାୟକଙ୍କୁ ନେଇ ଏମିତି କହିଦେଲେ ମନମୋହନ: ଆମ ଦ୍ୱାର ସବୁବେଳେ ଖୋଲା…

ଭୁବନେଶ୍ୱର,୭।୪: ବିରୋଧୀ ଦଳ ନେତା ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ପଞ୍ଚାୟତରାଜ ନିର୍ବାଚନ ପୂର୍ବରୁ ବିଭିନ୍ନ ଜିଲା ଗସ୍ତ କରିବେ ବୋଲି ଜଣାପଡ଼ିଛି। ନବୀନଙ୍କ ଜିଲା…

ହୃଦୟ ବିଦାରକ… ପ୍ରେମିକ ସହିତ ଧରାପଡ଼ିଲେ ସ୍ତ୍ରୀ, ପୋଲିସ ଉପସ୍ଥିତିରେ ଗଳା କାଟି ହତ୍ୟା କଲେ ସ୍ବାମୀ

ହାଇଦ୍ରାବାଦ,୭।୪: ତେଲେଙ୍ଗାନାର ସାଙ୍ଗାରେଡ୍ଡି ଜିଲାର ଜାହିରାବାଦରୁ ଏକ ହୃଦୟ ବିଦାରକ ଖବର ସାମ୍ନାକୁ ଆସିଛି । ଜଣେ ସ୍ୱାମୀ ପୋଲିସ ଉପସ୍ଥିତିରେ ଚଳନ୍ତା ଗାଡ଼ି ଭିତରେ ତାଙ୍କ…

୩୬ ଲକ୍ଷ ଟଙ୍କା ଦରମା ପ୍ୟାକେଜ୍‌ ଛାଡ଼ି ହୋଇଥିଲେ ବାବା: ଏବେ ବିବାହ କରି ଚର୍ଚ୍ଚାରେ ଅଭୟ ସିଂ, ଆଗକୁ କରିବେ…

ଧର୍ମଶାଳା,୭।୪: ଆଇଆଇଟି ବାବା ଓରଫ ଅଭୟ ସିଂ, ୨୦୨୫ର ପ୍ରୟାଗରାଜ ମହାକୁମ୍ଭ ସମୟରେ ତାଙ୍କର ଅନନ୍ୟ ଆଧ୍ୟାତ୍ମିକ ଯାତ୍ରା ପାଇଁ ରାତାରାତି ପ୍ରସିଦ୍ଧି ହାସଲ କରିଥିଲେ। ଏବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri