ପାକ୍ ସେନା ମୁଖ୍ୟଙ୍କ ଉପରେ ଦୋଷ ଲଦିଲେ ପୂର୍ବତନ ପ୍ରଧାନମନ୍ତ୍ରୀ ନୱାଜ

ଇସ୍‌ଲାମାବାଦ,୧୭ ।୧୦: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ନୱାଜ ଶରିଫ ଶନିବାର ପାକ୍ ସେନା ମୁଖ୍ୟ ଜେନରାଲ କମର ଜବେଦ ବାଜୱାଙ୍କ ଉପରେ ଏକ ଦୋଷ ଲଦିଛନ୍ତି । ଶରିଫ କହିଛନ୍ତି ବାଜୱା ମୋ ସରକାରକୁ ଭାଙ୍ଗି ଦେଇଥିଲେ । ସେ ଆହୁରି ମଧ୍ୟ କହିଛନ୍ତି ସେନା ମୁଖ୍ୟ ୨୦୧୮ରେ ଇମ୍ରାନ ଖାଁଙ୍କୁ ଗାଦିରେ ବସାଇବା ସହ ନ୍ୟାୟପାଳିକା ଉପରେ ଚାପ ପ୍ରୟୋଗ କରିଥିଲେ । ଲଣ୍ଡନରେ ଭିଡିଓ ଲିଙ୍କ ଦ୍ୱାରା ବିପକ୍ଷ ଦଳ ଆୟୋଜିତ କରିଥିବା ହଜାର ଲୋକଙ୍କ ଏକ ସଭାରେ ମୋଦି ଏହା କହିଛନ୍ତି । ସୂଚନାଯୋଗ୍ୟ, ପାକିସ୍ତାନର ଇମ୍ରାନ ସରକାରଙ୍କୁ ହଟାଇବା ପାଇଁ ପୂର୍ବ ସହର ଗୁଜରାଂୱାଲାରେ ଦେଶବ୍ୟାପୀ ବିରୋଧ ଅଭିଯାନ ଆରମ୍ଭ କରାଯାଇଛି । ଶରିଫଙ୍କ ଏହି ଅଭିଯୋଗ ପରେ ସେନା ପକ୍ଷରୁ ଏହାର ଜବାବ ଦିଆଯାଇଛି । ପାକ୍ ସେନା କହଛି ରାଜନୀତିରେ ତା’ର କୌଣସି ପ୍ରକାର ହସ୍ତକ୍ଷେପ ନାହିଁ । ଉକ୍ତ ସଭାରେ ଶରିଫଙ୍କ ଝିଅ ମରିୟମ ନୱାଜ ଓ ବେନଜିର ଭୁଟ୍ଟୋଙ୍କ ପୁଅ ବିଲାବଟ ଭୁଟ୍ଟୋ ବି ଉଦ୍‌ବୋଧନ ଦେଇଥିଲେ । ଏମାନେ ମଧ୍ୟ ଇମ୍ରାନ ଖାଁ ସରକାରକୁ ବିରୋଧ କରିଛନ୍ତି । ସୂଚନାଯୋଗ୍ୟ, ଗତବର୍ଷ ନଭେମ୍ବରରେ ଶରିଫ ଅସୁସ୍ଥ ଥିବାରୁ ଚିକିତ୍ସା ପାଇଁ ସେ ଲଣ୍ଡନ ଯାଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ପୂଜା କମିଟିଗୁଡ଼ିକୁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଭେଟି: ପାର୍ବଣ ପାଇଁ ସମ୍ପୂର୍ଣ୍ଣ ଗ୍ରାଉଣ୍ଡ ରେଣ୍ଟ ଛାଡ଼

ଭୁବନେଶ୍ୱର,୭ା୧୦: ଆଗାମୀ ପାର୍ବଣ ଋତୁକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ପୂଜା କମିଟିଗୁଡ଼ିକ ପାଇଁ ଏକ ବଡ଼ ଘୋଷଣା କରିଛନ୍ତି। ଭୁବନେଶ୍ୱର ମହାନଗର ନିଗମ (BMC) ଅଞ୍ଚଳରେ…

ଆସନ୍ତା ୩ ଦିନ ଝଡ଼ବର୍ଷା ସହ ବଜ୍ରପାତ: ସତର୍କ କଲା ପାଣିପାଗ କେନ୍ଦ୍ର

ଭୁବନେଶ୍ୱର, ୭ା୧୦ (ସୌମ୍ୟରଞ୍ଜନ ରାଉତ)- ରାଜ୍ୟରେ କିଛିଦିନ ହେବ ଖରାତାତି ସାଙ୍ଗକୁ ଗୁଳୁଗୁଳି ଜନଜୀବନକୁ ଅସ୍ତବ୍ୟସ୍ତ କରୁଥିବାବେଳେ ଦିନର ତାପମାତ୍ରା ୩୬ ଡିଗ୍ରୀ ପାର୍‌ କରୁଛି। ତେବେ…

ମୁଖ୍ୟମନ୍ତ୍ରୀଙ୍କ ମା’ଙ୍କ ପରଲୋକ, ଭାବପ୍ରବଣ ହୋଇ କହିଲେ ମୋର ସବୁଠୁ ବଡ଼ ଛାଇ….

ରାଞ୍ଚି,୭।୧୦: ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କ ମା’ ରୂପୀ ସୋରେନଙ୍କ ପରଲୋକ ହୋଇଛି । ରାଞ୍ଚିର ଏକ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ସେ ଶେଷ ନିଃଶ୍ୱାସ ତ୍ୟାଗ…

ରାହୁଲ ଗାନ୍ଧୀଙ୍କୁ ହିମନ୍ତ ବିଶ୍ବ ଶର୍ମାଙ୍କ ଅଲ୍ଟିମେଟମ୍, କହିଲେ ବଙ୍କା କରିପାରିବେନି….

ନୂଆଦିଲ୍ଲୀ,୭।୧୦: କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କୁ ନେଇ ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ବ ଶର୍ମା ବଡ଼ ବୟାନ ଦେଇଛନ୍ତି । ବୁଧବାର ଏକ କାର୍ଯ୍ୟକ୍ରମରେ ଉଦ୍‌ବୋଧନ ଦେଇ…

ରାଜ୍ୟରେ ଫେରୁଛି ଛାତ୍ର ସଂସଦ ନିର୍ବାଚନ: ୧୩ ବିଶ୍ୱବିଦ୍ୟାଳୟରେ ଭୋଟ୍‌, ୩ରେ ସିଧାସଳଖ ନେତା ଚୟନ!

ଭୁବନେଶ୍ୱର,୭।୧୦: ରାଜ୍ୟର ବିଶ୍ୱବିଦ୍ୟାଳୟଗୁଡ଼ିକରେ ଛାତ୍ର ସଂସଦ ପ୍ରକ୍ରିୟା ପାଇଁ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ସୂଚନା ଜାରି କରାଯାଇଛି। ନିଷ୍ପତ୍ତି ଅନୁଯାୟୀ, ରାଜ୍ୟର ୧୩ଟି ବିଶ୍ୱବିଦ୍ୟାଳୟରେ ଛାତ୍ର ସଂସଦ…

ଚଳନ୍ତା ଟ୍ରେନରୁ ହଠାତ୍ ଡ଼େଇଁ ପଡ଼ିଲେ ଏକାଧିକ ଯାତ୍ରୀ, କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଲକ୍ଷ୍ନୌ,୭।୧୦: ଉତ୍ତରପ୍ରଦେଶର ବାରାବଙ୍କିରୁ ସାମ୍ନାକୁ ଆସିଛି ଚକିତ କରିଦେବା ଭଳି ଭିଡିଓ । ଚଳନ୍ତା ଟ୍ରେନରୁ ଡେଇଁ ଯାତ୍ରୀମାନେ ଦୌଡ଼ି ପଳାଉଥିବାର ଦୃଶ୍ୟ ଏବେ ସୋସିଆଲ୍ ମିଡିଆରେ…

କଟକରେ ଚାଞ୍ଚଲ୍ୟ: କାଠଯୋଡ଼ି ପଠାରେ ପଡ଼ିଛି ଯୁବତୀଙ୍କ ରକ୍ତରଞ୍ଜିତ ମୃତଦେହ, ବାଦାମବାଡ଼ି ପୋଲିସର…

କଟକ,୭।୧୦: କଟକ କାଠଯୋଡ଼ି ନଦୀପଠାରୁ ଜଣେ ଅଜଣା ଯୁବତୀଙ୍କ ରକ୍ତାକ୍ତ ମୃତଦେହ ଉଦ୍ଧାର କରାଯାଇଛି। ପୁରୀଘାଟ ଥାନା ନିକଟସ୍ଥ କାଠଯୋଡ଼ି ପଠାରେ ମୃତଦେହଟି ପଡ଼ିଥିବା ଦେଖିବାକୁ ମିଳିଛି।…

ଭୟଙ୍କର ଦୁର୍ଘଟଣା; ଟ୍ରକ୍‌-ବାଇକ୍‌ ଧକ୍କାରେ ଆଖିବୁଜିଲେ ଉପେନ୍ଦ୍ର

ପାରଳାଖେମୁଣ୍ଡି, ୭।୧୦ (ଗିରିଧାରୀ ପରିଛା): ଗଜପତି ଜିଲା ଗୋଷାଣି ବ୍ଲକ୍‌ ଅନ୍ତର୍ଗତ ଗୁରାଣ୍ଡା ଥାନା ପାଟିକୋଟା ଗ୍ରାମ ନିକଟରେ ଟ୍ରକ୍‌-ବାଇକ୍‌ ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?