ନଓ୍ବାଜ୍‌ ଶରିଫ୍‌ଙ୍କୁ ମିଳିଲା ଆଶ୍ୱସ୍ତି

ଇସଲାମାବାଦ୍‌,୨୯।୧୧: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ନଓ୍ବାଜ୍‌ ଶରିଫ୍‌ଙ୍କୁ ଆଶ୍ୱସ୍ତି ମିଳିଛି। ପାକିସ୍ତାନ ହାଇକୋର୍ଟ ନଓ୍ବାଜଙ୍କୁ ଦୁର୍ନୀତିର ୨ଟି ମାମଲାରେ ଦୋଷମୁକ୍ତ କରିଛି। ୨୦୧୮ରେ ଦୁର୍ନୀତି ମାମଲାରେ ନଓ୍ବାଜ୍‌ଙ୍କୁ ଦୋଷୀ ସାବ୍ୟସ୍ତ ହୋଇଥିଲେ। ଏହି ମାମଲାରେ ସେ ଇସଲାମାବାଦ୍‌ ହାଇକୋର୍ଟରେ ଚ୍ୟାଲେଞ୍ଜ୍‌ ଦେଇଥିଲେ। ମୁଖ୍ୟ ଜଜ୍‌ ଆମେର ଫାରୁକ ମିୟାଙ୍ଗୁଲ ହାସନଙ୍କଚୁ ନେଇ ଗଠିତ ଖଣ୍ଡପୀଠ ଉଭୟ ପକ୍ଷର ଦଲିଲ ଶୁଣିବା ପରେ ନିଷ୍ପତ୍ତି ଶୁଣାଇଛନ୍ତି।
ଆଭେନଫିଲ୍ଡ ସମ୍ପତ୍ତି ଦୁର୍ନୀତି ମାମଲାରେ ପୂର୍ବତନ ପ୍ରଧାନମନ୍ତ୍ରୀ ନୱାଜ ସରିଫ ଜୁଲାଇ ୨୦୧୮ରେ ଦୋଷୀ ସାବ୍ୟସ୍ତ ହୋଇଥିଲେ। ତାଙ୍କୁ ୧୦ ବର୍ଷ କାରାଦଣ୍ଡରେ ଦଣ୍ଡିତ କରାଯାଇଥିଲା। ଡିସେମ୍ବର ୨୦୧୮ରେ ତାଙ୍କୁ ଅଲ ଅଜିଜିଆ ଷ୍ଟିଲ ମିଲ୍ସ ମାମଲାରେ ସାତ ବର୍ଷ ଜେଲ ଦଣ୍ଡାଦେଶ ହୋଇଥିଲା। ନୱାଜ ଶରିଫ ୨୦୧୯ ରେ ଲଣ୍ଡନ ଯାଇଥିଲେ ଏବଂ ପରେ ସେ ପାକିସ୍ତାନକୁ ଫେରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଅଭିଜିତ ଦୀପକେଙ୍କ ବଡ଼ ବୟାନ: ‘ସୌରଭଙ୍କ ଗୋଟିଏ ଭିଡିଓ ଯୋଗୁଁ…’

ନୂଆଦିଲ୍ଲୀ,୧୪।୮: ‘କକ୍ରୋଚ ଜନତା ପାର୍ଟି’ର ପ୍ରତିଷ୍ଠାତା ଅଭିଜିତ ଦୀପକେ ଶୁକ୍ରବାର (୧୪ ଅଗଷ୍ଟ) କହିଛନ୍ତି ଯେ ସୌରଭ ଦାସ ଯେଉଁ କାମ କରୁଛନ୍ତି ତାହା ଦେଶର ହିତ…

ସ୍ୱାଧୀନତା ଦିବସରେ ୩୫୦ ଟଙ୍କା ତେଲ ଦର! ଦେଶରେ ପଡିଲା ଚହଳ…

ଇସଲାମାବାଦ୍‌,୧୪।୮: ପାକିସ୍ତାନରେ ଆଜି ଅର୍ଥାତ୍ ଅଗଷ୍ଟ ୧୪ ତାରିଖରେ ୭୯ତମ ସ୍ୱାଧୀନତା ଦିବସ ପାଳନ କରାଯାଉଛି। ଖବର ଅନୁଯାୟୀ, ପାକିସ୍ତାନରେ ସ୍ୱାଧୀନତା ଦିବସ ଅବସରରେ ପେଟ୍ରୋଲ-ଡିଜେଲ ଦର…

କାହିଁକି ଅପରେଶନ ସିନ୍ଦୂର କଥା ମନେ ପକାଇ ଦେଲେ ଅଜିତ ଡୋଭାଲ? ଜାଣନ୍ତୁ ଏହା ପଛର କାରଣ

ନୂଆଦିଲ୍ଲୀ,୧୪।୮: ଜାତୀୟ ସୁରକ୍ଷା ପରାମର୍ଶଦାତା ଅଜିତ ଡୋଭାଲ କହିଛନ୍ତି ଯେ ଭାରତର ଉଦାରତା ଏବଂ ସହନଶୀଳତାକୁ ଦୁର୍ବଳତା ଭାବିବା ଏକ ଗୁରୁତର ଭୁଲ ହେବ। ସେ ଦୃଢ଼ୋକ୍ତି…

ଗୁଣପୁରରେ ଅଖଣ୍ଡ ଭାରତ ଦିବସ: ତ୍ରିରଙ୍ଗା ଯାତ୍ରାରେ ବାହାରି ମହାପୁରୁଷଙ୍କ ବଳିଦାନକୁ ନେଇ…

ଗୁଣପୁର,୧୪ା୮(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ପୁରୁଣା ବସ୍‌ଷ୍ଟାଣ୍ଡଠାରେ ଶୁକ୍ରବାର ଅଖଣ୍ଡ ଭାରତ ଦିବସ ପାଳନ ହୋଇଯାଇଛି। ଏହି ଅବସରରେ ଭାଜପା ଜିଲା ସଭାପତି ଗୋପୀ ଆନନ୍ଦ…

ସ୍ୱାଧୀନତା ଦିବସରେ ପାକିସ୍ତାନରେ ବଡ଼ ହଙ୍ଗାମା, ସରିଗଲା ସବୁ ପେଟ୍ରୋଲ…

ଇସଲାମାବାଦ୍‌,୧୪।୮: ପାକିସ୍ତାନୀ ସମ୍ବାଦପତ୍ର ‘ଡନ୍’ (DAWN) ର ରିପୋର୍ଟ ଅନୁଯାୟୀ, ପାକିସ୍ତାନ ସରକାର ପେଟ୍ରୋଲ ଏବଂ ହାଇ-ସ୍ପିଡ୍ ଡିଜେଲ (HSD) ର ଦର ବୃଦ୍ଧି କରିଛନ୍ତି। ଏହି…

Video: କିଏ କହିଲା ‘କମେଡିଆନ’ କିଏ କହିଲା ‘ମହିଳା ବିରୋଧୀ’ ରାହୁଲ ଗାନ୍ଧୀଙ୍କୁ ଟାର୍ଗେଟ କଲେ ଭାଜପା ନେତା

ନୂଆଦିଲ୍ଲୀ,୧୪।୮: କଂଗ୍ରେସ ନେତା ଏବଂ ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କ ଏକ ବୟାନ ପୁଣି ଥରେ ବିବାଦ ସୃଷ୍ଟି କରିଛି। ଗୁରୁବାର ନୂଆଦିଲ୍ଲୀରେ…

ଶୁକ୍ର ପୁଷ୍କରାଂଶ ଯୋଗରେ ମିଥୁନରୁ ତୁଳା ସମେତ ଏହି ୪ ରାଶିଙ୍କ ଲାଭ; ଇନକମ୍‌ ହେଇଯିବ ଡବଲ୍‌, ସୁଧୁରିବ ଭାଙ୍ଗିଯାଇଥିବା ସମ୍ପର୍କ…

ଜନ୍ମକୁଣ୍ଡଳୀରେ ଯେକୌଣସି ଗ୍ରହର ‘ପୁଷ୍କରାଂଶ’ ସ୍ଥିତିକୁ ଅତ୍ୟନ୍ତ ଶୁଭ ବୋଲି ମନେକରାଯାଏ, କାରଣ ଏହାର ପ୍ରଭାବ ସଦାସର୍ବଦା ସକାରାତ୍ମକ ଏବଂ ଫଳଦାୟୀ ହୋଇଥାଏ। ବିଶେଷକରି ଶୁକ୍ରଙ୍କର ପୁଷ୍କରାଂଶ…

ଭାରତ ଗସ୍ତରେ ଆସିବେ ଇରାନୀ ରାଷ୍ଟ୍ରପତି; ପ୍ରଧାନମନ୍ତ୍ରୀ ମୋଦିଙ୍କ ସହ ସାକ୍ଷାତ ଉପରେ ସମସ୍ତଙ୍କ ନଜର? ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ/ତେହରାନ,୧୪।୮: ଇରାନ ରାଷ୍ଟ୍ରପତି ମାସୁଦ ପେଜେସ୍କିଆନ ଆସନ୍ତା ମାସରେ ଭାରତ ଗସ୍ତରେ ଆସୁଛନ୍ତି। ସେ ସେପ୍ଟେମ୍ବର 12-13 ରେ ଦିଲ୍ଲୀରେ ଅନୁଷ୍ଠିତ ହେବାକୁ ଥିବା BRICS ସମ୍ମିଳନୀରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri