ଡିସେମ୍ବରରେ ନଓ୍ବାଜ ଶରିଫ ପାକିସ୍ତାନ ଫେରିବା ସମ୍ଭାବନା…

ଇସଲାମାବାଦ,୧୨।୧୧ : ଡିସେମ୍ବର ସୁଦ୍ଧା ପାକିସ୍ତାନ ମୁସଲିମ ଲିଗ-ନୱାଜ (ପିଏମଏଲ-ଏନ) ମୁଖ୍ୟ ନୱାଜ ଶରିଫ ପାକିସ୍ତାନକୁ ଫେରିବାର ସମ୍ଭାବନା ରହିଛି। ଆତ୍ମ-ନିର୍ବାସନ ଶେଷ ହେବା ପରେ ଆସନ୍ତା ସାଧାରଣ ନିର୍ବାଚନରେ ଦଳର ନେତୃତ୍ୱ ନେବାକୁ ଶରିଫ ଲଣ୍ଡନରୁ ପାକିସ୍ତାନ ଫେରିବେ। ଶନିବାର ଗଣମାଧ୍ୟମ ରିପୋର୍ଟରେ ଏହା ଦାବି କରାଯାଇଛି। ଏହା ମଧ୍ୟ କୁହାଯାଉଛି ଯେ ୭୨ ବର୍ଷୀୟ ପୂର୍ବତନ ପ୍ରଧାନମନ୍ତ୍ରୀଙ୍କୁ ପିଏମଏଲ-ଏନ ନେତୃତ୍ୱାଧୀନ ସରକାର କୂଟନୈତିକ ପାସପୋର୍ଟ ଦେଇଛନ୍ତି।

ପାକିସ୍ତାନ ତେହେରିକ-ଇ-ଇନସାଫ (ପିଟିଆଇ) ମୁଖ୍ୟ ତଥା ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ ଏପ୍ରିଲରେ ପଦରୁ ବହିଷ୍କୃତ ହେବା ପରଠାରୁ ମଧ୍ୟବର୍ତ୍ତୀକାଳୀନ ନିର୍ବାଚନ ଦାବି କରିଆସୁଛନ୍ତି। ଜାତୀୟ ସଭାର ବର୍ତ୍ତମାନର କାର୍ଯ୍ୟକାଳ ଅଗଷ୍ଟ ୨୦୨୩ ପର୍ଯ୍ୟନ୍ତ ରହିଛି।

ଦୁର୍ନୀତି ଅଭିଯୋଗରେ ଶରିଫ କୋଟ ଲଖପାଟ ଜେଲରେ ସାତ ବର୍ଷ ଜେଲ ଦଣ୍ଡ ଭୋଗୁଥିବାବେଳେ ଲାହୋର ହାଇକୋର୍ଟ ତାଙ୍କୁ ଚାରି ସପ୍ତାହ ଜାମିନ ପ୍ରଦାନ କରିଥିଲେ ଏବଂ ତାଙ୍କୁ ଚିକିତ୍ସା ପାଇଁ ଦେଶ ଛାଡିବାକୁ ଅନୁମତି ଦେଇଥିଲେ। ନଭେମ୍ବର ୨୦୧୯ ରେ, ସେ ଚିକିତ୍ସା ପାଇଁ ଲଣ୍ଡନ ଯାଇଥିଲେ ଏବଂ ସେହି ଦିନଠାରୁ ସେଠାରେ ରହିଆସୁଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଡୋନାଲ୍ଡ ଟ୍ରମ୍ପଙ୍କୁ ଶକ୍ତ ଝଟ୍‌କା: ଟାରିଫ୍‌କୁ ବେଆଇନ୍‌ କହିଲେ ଆମେରିକା ସୁପ୍ରିମକୋର୍ଟ, ଏବେ…

ଓ୍ବାଶିଂଟନ,୨୦।୨: ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ଆମେରିକା ସୁପ୍ରିମକୋର୍ଟରୁ ବଡ଼ ଝଟ୍‌କା ଲାଗିଛି। ଶୁକ୍ରବାର କୋର୍ଟ ଟ୍ରମ୍ପଙ୍କ ଦ୍ୱାରା ଲାଗୁ କରାଯାଇଥିବା ବ୍ୟାପକ ‘ଟାରିଫ’ (Tariff) ବା ଆମଦାନୀ…

ସୁଦୃଢ଼ ହେବ ସ୍ବାସ୍ଥ୍ୟସେବା, ରାଜ୍ୟରେ ୫ ନୂଆ ମେଡିକାଲ କଲେଜ ନେଇ ମୁଖ୍ୟମନ୍ତ୍ରୀଙ୍କ ଘୋଷଣା

ଭୁବନେଶ୍ୱର,୨୦।୨: ରାଜ୍ୟରେ ସ୍ବାସ୍ଥ୍ୟସେବାକୁ ଅଧିକ ସୁଦୃଢ଼ କରିବା ପାଇଁ ଅର୍ଥମନ୍ତ୍ରୀ ତଥା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବଡ଼ ଘୋଷଣା କରିଛନ୍ତି। ରାଜ୍ୟରେ ୫ ନୂଆ ମେଡିକାଲ…

‘ମଧୁବାବୁ ପେନସନ୍‌ ଯୋଜନା’କୁ ନେଇ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ବାଦ୍‌ ପଡ଼ିଥିବା ୬ ଲକ୍ଷ ଯୋଗ୍ୟଙ୍କୁ ମିଳିବ ଭତ୍ତା, ଆଉ କାହାକୁ… 

ଭୁବନେଶ୍ୱର,୨୦।୨: ୨୦୨୬-୨୭ ବର୍ଷ ପାଇଁ ଶୁକ୍ରବାର ଉପସ୍ଥାପନ କରାଯାଉଛି ବଜେଟ। ୨୦୨୬-୨୭ ବର୍ଷ ପାଇଁ ଶୁକ୍ରବାର ଉପସ୍ଥାପନ କରାଯାଉଛି ବଜେଟ। ଏଥିରେ ‘ମଧୁବାବୁ ପେନସନ୍‌ ଯୋଜନା’କୁ ନେଇ…

ଧରିତ୍ରୀ ପ୍ରଭାବ: ଖବର ପ୍ରକାଶିତ ପରେ ଗଛରୁ କଣ୍ଟା କାଢୁଛି ବନ ବିଭାଗ

ଦାରିଙ୍ଗବାଡି, ୨୦।୨(ଅରୁଣ ସାହୁ)-କନ୍ଧମାଳ ଜିଲା ଦାରିଙ୍ଗବାଡି ବନାଞ୍ଚଳ ଦେଇ ଯାଇଥିବା ଗୋପାଳପୁର-ରାଇପୁର ୫୯ ନଂ ଜାତୀୟ ରାଜପଥ କଡ଼ ସମେତ ବିଭିନ୍ନ ଗାଁ ଛକ ଓ ରାସ୍ତାକଡ଼ରେ…

ବଜେଟରେ ଉପକୂଳବାସୀଙ୍କୁ ବଡ଼ ଉପହାର ଦେଲେ ମୁଖ୍ୟମନ୍ତ୍ରୀ

ମୁଖ୍ୟମନ୍ତ୍ରୀ,୨୦।୨: ଏଥର ବଜେଟରେ ଉଚ୍ଚଶିକ୍ଷା ଭିତ୍ତିଭୁମିକୁ ସଜାଡିବାକୁ ବଡ଼ ନିଷ୍ପତ୍ତି ନିଆଯାଇଛି। ଅନୁସୂଚିତ ଜାତି ଓ ଜନଜାତି ପିଲାଙ୍କ ପାଇଁ ବଡ଼ ଘୋଷଣା କରାଯାଇଥିବା ବେଳେ ଏଥିରେ…

‘ଟପଲେସ୍‌, ବ୍ରେନଲେସ ଆଣ୍ଡ ସେମଲେସ୍‌’, ଏଆଇ ସମ୍ମିଳନୀରେ କଂଗ୍ରେସର ସାର୍ଟଲେସ ପ୍ରଦର୍ଶନ ଉପରେ ଭାଜପାର ଭର୍ତ୍ସନା

ନୂଆଦିଲ୍ଲୀ,୨୦।୨: ସମ୍ବିତ ପାତ୍ର ଫେବୃଆରୀ ୨୦, ୨୦୨୬ ରେ ଏକ ସାମ୍ବାଦିକ ସମ୍ମିଳନୀରେ ଯୁବ କଂଗ୍ରେସର ସଦସ୍ୟମାନଙ୍କ ବିରୁଦ୍ଧରେ ଗମ୍ଭୀର ଅଭିଯୋଗ ଆଣିଥିଲେ। ସେ କହିଥିଲେ ଯେ…

ବାଂଲାଦେଶର ନୂଆ ପ୍ରଧାନମନ୍ତ୍ରୀ ରହମାନ ଭାରତକୁ ନେଇ କଲେ ବଡ଼ ଘୋଷଣା, ୟୁନୁସଙ୍କୁ ଶକ୍ତ ଝଟ୍‌କା

ଢାକା,୨୦।୨: ବାଂଲାଦେଶର ନୂତନ ପ୍ରଧାନମନ୍ତ୍ରୀ ତାରିକ ରହମାନ ଭାରତ ସହିତ ସମ୍ପର୍କ ଉନ୍ନତ କରିବା ପାଇଁ ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ଶୁକ୍ରବାର ଦିଲ୍ଲୀରେ ଥିବା ବାଂଲାଦେଶ…

ବଡ଼ ଘୋଷଣା: ଚଳିତ ବଜେଟରେ ବାହାର ଅତିଥିଙ୍କୁ ଖୁସି କରିଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୦।୨: ଶୁକ୍ରବାର ଓଡ଼ିଶା ବିଧାନସଭାରେ ଉପସ୍ଥାପିତ ହେଉଛି ବଜେଟ ୨୦୨୬-୨୭ । ଚଳିତ ଥର ଅର୍ଥମନ୍ତ୍ରୀ ତଥା ମୁଖ୍ୟମନ୍ତ୍ରୀ ମୋହନ ମାଝୀ ବଜେଟ ଉପସ୍ଥାପନ କରୁଛନ୍ତି। ଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri