ଇଦ୍‌ ପରେ ପାକିସ୍ତାନ ଫେରିବେ ନଓ୍ବାଜ ଶରିଫ୍‌

ଇସଲାମାବାଦ,୧୧ା୪: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ନଓ୍ବାଜ ଶରିଫ୍‌ ଇଦ୍‌ ପରେ ଆସନ୍ତା ମାସରେ ପାକିସ୍ତାନକୁ ଫେରିପାରନ୍ତି। ଏହି ସୂଚନା ପିଏମ୍‌ଏଲ୍‌-ଏନ୍‌ର ଜଣେ ବରିଷ୍ଠ ନେତା ପ୍ରଦାନ କରିଛନ୍ତି। ଆଜିକାଲି ପାକିସ୍ତାନରେ ଇମ୍ରାନ ଖାନଙ୍କୁ ନେଇ ଅନେକ ରାଜନୈତିକ ଆନ୍ଦୋଳନ ଚାଲିଛି। ଏହି ସମୟରେ ମିଆଁ ଜାଭେଦ ଲତିଫ କହିଛନ୍ତି, ପିଏମଏଲ-ଏନ୍‌ ସୁପ୍ରିମୋ ତଥା ୩ଥର ପ୍ରଧାନମନ୍ତ୍ରୀ ହୋଇଥିବା ଶରିଫ୍‌ଙ୍କ ଆଶା କରାଯାଉଥିବା ପ୍ରତ୍ୟାବର୍ତ୍ତନ ପ୍ରସଙ୍ଗରେ ମିଳିତ ଦଳ ସହ ଆଲୋଚନା ହେବ। ମେ’ ମାସର ପ୍ରଥମ ସପ୍ତାହରେ ଇଦ୍‌ ପାଳନ କରାଯିବ। ଏହି ଦିନ ଶରିଫ୍‌ ପାକିସ୍ତାନ ଫେରିବେ।

ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନଙ୍କ ସରକାର ୭୨ ବର୍ଷୀୟ ପିଏମ୍‌ଏଲ୍‌-ଏନ୍‌ର ସୁପ୍ରିମୋ ନଓ୍ବାଜ ଶରିଫ୍‌ଙ୍କ ବିରୋଧରେ ଅନେକ ଦୁର୍ନୀତି ମାମଲା ରୁଜୁ କରିଛନ୍ତି। ପାନାମା ପେପର୍ସ ମାମଲାରେ ଶରିଫ୍‌ଙ୍କୁ ଜୁଲାଇ ୨୦୧୭ରେ ବହିଷ୍କାର କରାଯାଇଥିଲା। ଲାହୋର ହାଇକୋର୍ଟ ତାଙ୍କୁ ବିଦେଶରେ ଚିକିତ୍ସା ପାଇଁ ଅନୁମତି ଦେବା ପରେ ସେ ଚାରି ସପ୍ତାହ ବିଦେଶ ଯାଇଥିଲେ। ଅଲ୍‌ ଅଜିଜିଆ ମିଲ୍ସ ଦୁର୍ନୀତି ମାମଲାରେ ମଧ୍ୟ ଶରିଫ୍‌ଙ୍କୁ ଜାମିନ ପ୍ରଦାନ କରାଯାଇଥିଲା। ଏହି ମାମଲାରେ ସେ ଲାହୋରର କୋଟ ଲଖପାଟ ଜେଲରେ ୭ ବର୍ଷ କାରାଦଣ୍ଡ ଭୋଗୁଥିଲେ। ଦେଶର ରାଜନୈତିକ ଅସ୍ଥିରତା ବିଷୟରେ ଲତିଫ କହିଛନ୍ତି, ମିଳିତ ସରକାର ୬ ମାସରୁ ଅଧିକ ସମୟ ଧରି ରହିବେ ନାହିଁ ଏବଂ ଏହାର ଏକମାତ୍ର ସମାଧାନ ହେଉଛି ନୂତନ ନିର୍ବାଚନ।


Enter your email to get our daily news in your inbox.

All Right Reserved By Dharitri.Com

ଧୂଷୁରୀ ବଜାରର ଦୁର୍ଦ୍ଦଶା ଥମୁନି, ଯାତାୟାତ ପାଇଁ ସଙ୍କୁଚିତ ହୋଇପଡୁଛି ରାସ୍ତା

ତିହିଡ଼ି,୧୪ା୬(କାଳନ୍ଦୀ ବେହେରା): ଭଦ୍ରକ ଜିଲା ଧୂଷୁରୀ କେବଳ ଏକ ସ୍ଥାନର ନାମ ନୁହେଁ, ଏହା ଏକ ଗର୍ବ ଓ ଗୌରବର ମାଟି। ସ୍ବାଧୀନତା ସଂଗ୍ରାମୀଙ୍କ ତ୍ୟାଗ, ବହୁ…

ୟୁପି-ପଞ୍ଜାବ ସମେତ ୫ ରାଜ୍ୟରେ ନଭେମ୍ୱର-ଡିସେମ୍ୱରରେ ହୋଇପାରେ ବିଧାନସଭା ନିର୍ବାଚନ! ଜାଣନ୍ତୁ କ’ଣ ରହିଛି କେନ୍ଦ୍ର ସରକାରଙ୍କ ପ୍ଲାନ

ନୂଆଦିଲ୍‌ଲୀ,୧୪।୬: ଉତ୍ତର ପ୍ରଦେଶ, ଉତ୍ତରାଖଣ୍ଡ, ପଞ୍ଜାବ, ମଣିପୁର ଏବଂ ଗୋଆରେ ବର୍ଷ ୨୦୨୭ରେ ହେବାକୁ ଥିବା ବିଧାନସଭା ନିର୍ୱାଚନ ଚଳିତ ବର୍ଷ ୨୦୨୬ରେ ହିଁ କରାଯାଇପାରେ। କେନ୍ଦ୍ର…

ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କୁ ଏମିତି କହିଲେ ରାହୁଲ ଗାନ୍ଧୀ, ଉଠିଲାଣି ରାଜନୈତିକ ଝଡ଼

ନୂଆଦିଲ୍ଲୀ,୧୪।୬: ବିରୋଧୀ ଇଣ୍ଡିଆ ମେଣ୍ଟ ଭିତରେ ଆଭ୍ୟନ୍ତରୀଣ ଫାଟ ଏବେ ଖୋଲାଖୋଲି ଭାବରେ ସାମ୍ନାକୁ ଆସୁଛି। କଂଗ୍ରେସ ଏବଂ ବାମ ଦଳ ମଧ୍ୟରେ ଉତ୍ତେଜନା ବୃଦ୍ଧି ପାଇଛି।…

ପହିଲି ରଜରେ ସ୍ତ୍ରୀ ହେଉଥିଲେ ସଜବାଜ; କଟୁରୀରେ ହାଣିଲେ ସ୍ୱାମୀ, କାରଣ ଜାଣିଲେ ତାଜୁବ ହୋଇଯିବେ…

ଭୁବନେଶ୍ୱର୧୪।୬: ରାଜଧାନୀ ଭୁବନେଶ୍ୱରରେ ଏକ ଅଭାବନୀୟ ତଥା ସଂଘାତିକ ଘଟଣା ସାମ୍ନାକୁ ଆସିଛି। ପହିଲି ରଜର ଆନନ୍ଦ ଉଲ୍ଲାସ ମଧ୍ୟରେ ମଞ୍ଚେଶ୍ୱର ଅଞ୍ଚଳରେ ଘଟିଯାଇଛି ଏକ ରକ୍ତାକ୍ତ…

ଜେଲ ଗଲେ ସରପଞ୍ଚ ଚାମେଲି ଓଝା

କେନ୍ଦ୍ରାପଡ଼ା/ମହାକାଳପଡା, ୧୪ା୬ (ଜଗନ୍ନାଥ ଧଳ/ପ୍ରତାପ ଚନ୍ଦ୍ର ସ୍ୱାଇଁ): ଗତ ୧୦ ତାରିଖଠାରୁ ଗଣମାଧ୍ୟମ ଚର୍ଚ୍ଚାରେ ଥିବା କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ଥାନା ତିଖିରୀ ପଞ୍ଚାୟତ ସରପଞ୍ଚ ଚାମେଲି…

ଡିଜି ପାହ୍ୟା: ବରିଷ୍ଠତା ଦେଖିପାରନ୍ତି

ଭୁବନେଶ୍ୱର,୧୪।୬(ସୁନିତ୍‌ ମିଶ୍ର): କେନ୍ଦ୍ର ସରକାରଙ୍କ ଅଧୀନରେ ଆସୁଥିବା ବିଭିନ୍ନ ଡିଜି ପାହ୍ୟାର ପଦବୀରେ ନିଯୁକ୍ତି ପାଇବା ପାଇଁ ଦେଶର ୩୩ ଜଣ ଆଇପିଏସ୍‌ ଅଫିସରଙ୍କ ତାଲିକା ୧୨…

ବିକ୍ରି ନ ହୋଇ ମଣ୍ଡିରେ ପଡ଼ିଛି ଧାନ, ଏପଟେ ବରଗଡ଼ରୁ ଆନ୍ଧ୍ରକୁ ହେଉଛି ଚାଲାଣ

ବରଗଡ଼,୧୩ା୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ରବି ଧାନ ସଂଗ୍ରହ ପ୍ରକ୍ରିୟାକୁ ମାସେ ବିତି ଯାଇଛି। ତେବେ ଜିଲାରେ ଏବେ ମଧ୍ୟ ଧାନ ଉଠାଣ ପ୍ରକ୍ରିୟା ଶୀଥିଳ ଗତିରେ…

ଆଫଗାନିସ୍ତାନକୁ ହରାଇଲା ଭାରତ, ୧୩ ବଲ୍‌ରେ…

ଧର୍ମଶାଳା,୧୩ା୬: ଧର୍ମଶାଳାରେ ଭାରତ ଏବଂ ଆଫଗାନିସ୍ତାନ ମଧ୍ୟରେ ଖେଳାଯାଇଥିବା ଅନ୍ତର୍ଜାତୀୟ ଦିନିକିଆ କ୍ରିକେଟ୍‌ ସିରିଜରେ ଭାରତ ବିଜୟ ଲାଭ କରିଛି। ବର୍ଷା ପ୍ରଭାବିତ ପ୍ରଥମ ଦିନିକିଆରେ ଟିମ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri