Posted inଜାତୀୟ

ଛତିଗଡ଼ରେ ସୁରକ୍ଷାକର୍ମୀ-ମାଓବାଦୀ ମୁହାଁମୁହିଁ

ବିଜାପୁର,୨୧।୪: ଛତିଶଗଡ଼ ପୋଲିସ ଓ ଗ୍ରେହାଉଣ୍ଡ ଫୋର୍ସଙ୍କ ମିଳିତ ଉଦ୍ୟମରେ ବିଜାପୁରରେ ହୋଇଥିବା ଅପରେଶନରେ ରବିବାର ୨ ମାଓବାଦୀଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ପାମେଦ ଗାଁରେ ଅପରେଶନ ଚାଲିଥିବା ବେଳେ ଏଠାରେ ଥିବା ଏହି ମାଓବାଦୀଙ୍କୁ ଟାର୍ଗେଟ କରାଯାଇଥିବା କହିଛନ୍ତି ଆଣ୍ଟି ନକ୍ସଲ ଅପରେଶନର ଡେପୁଟି ଇନ୍ସପେକ୍ଟର ଜେନରାଲ ପି ସୁନ୍ଦରରାଜ।


Enter your email to get our daily news in your inbox.

All Right Reserved By Dharitri.Com

ଇସ୍ରୋ ଆଣ୍ଟ୍ରିକ୍ସର ୮୭,୪୫୭ ଡଲାର ଜବତ କଲା ଆମେରିକା…

ଓ୍ବାଶିଂଟନ, ୧୮।୮ : ଦେବସ ମଲ୍ଟିମିଡିଆ ଆମେରିକାର ଇସ୍ରୋର ବାଣିଜି୍ୟକ ସହଯୋଗୀ ଆଣ୍ଟ୍ରିକ୍ସରୁ ୮୭,୪୫୭ ଡଲାର (୭୦ ଲକ୍ଷ ଟଙ୍କା) ମୂଲ୍ୟର ନଗଦ ଜବତ କରିଛି।...

ହୋମ ଆଇସୋଲେଶନକୁ ନେଇ ନୂଆ ନିୟମ ଆଣିଲେ ସରକାର

ନୂଆଦିଲ୍ଲୀ,୧୧।୫: ଦେଶରେ କରୋନା ସ୍ଥିତି ଏବେ ଉଦ୍‌ବେଗଜନକ ହୋଇଛି। ଏହି ସଂକ୍ରମଣକୁ ରୋକିବାକୁ ଏବେ କେନ୍ଦ୍ର ସରକାର ବିଭିନ୍ନ ପଦକ୍ଷେପ ନେଉଛନ୍ତି। ଯେଉଁମାନଙ୍କ କ୍ଷେତ୍ରରେ କୌଣସି...

ଗୁଣ୍ଡାମାନେ ଗେରୁଆ ବସ୍ତ୍ର ପିନ୍ଧିଲେ ତାଙ୍କୁ ସଂନ୍ଥ କୁହାଯିବନି: ଭୁପେଶ ବଘେଲ

ରାୟପୁର,୨୮ ।୧୨: ଛତିଶଗଡ଼ର ରାଜଧାନୀ ରାୟପୁରରେ ନିକଟରେ କରାଯାଇଥିବା ଧର୍ମ ସଂସଦରେ ଧର୍ମଗୁରୁ କାଳିଚରଣ ମହାରାଜ ମହାତ୍ମା ଗାନ୍ଧୀଙ୍କୁ ନେଇ ଆପତ୍ତିଜନକ ବୟାନ ଦେଇଥିଲେ ।...

ଜୋରଜବରଦସ୍ତି ପାର୍ଲାମେଣ୍ଟକୁ ଭିତରକୁ ପଶିବାକୁ ଚେଷ୍ଟା କଲେ ସଂଦିଗ୍ଧ ବ୍ୟକ୍ତି

ନୂଆଦିଲ୍ଲୀ,୯।୧୨: ସୋମବାର ଜଣେ ସଂନ୍ଦିଗ୍ଧ ବ୍ୟକ୍ତି ପାର୍ଲାମେଣ୍ଟ ଭିତରକୁ ପଶିବାକୁ ଉଦ୍ୟମ କରିଛନ୍ତି। ପାର୍ଲାମେଣ୍ଟର ଶୀତ ଅଧିବେଶନ ଚାଲିଥିବାବେଳେ ବିନା କାଗଜ ପତ୍ରରେ ସେ ଏହା...

୬ ମାଓବାଦୀ ଗିରଫ

ନୂଆଦିଲ୍ଲୀ, ୨୬ା୨:ଝାଡ଼ଖଣ୍ଡର ସିଂଘଭୂମ୍‌ ଜିଲାରୁ ଜଣେ ଆତ୍ମଘୋଷିତ କମାଣ୍ଡରଙ୍କ ସମେତ ୬ ମାଓବାଦୀଙ୍କୁ ଗିରଫ କରାଯିବା ସହ ସେମାନଙ୍କଠାରୁ ବିସ୍ଫୋରକ ସାମଗ୍ରୀ ଜବତ ହୋଇଛି। କେତେଜଣ...

‘ବାଲ୍‌ ସନ୍ୟାସ’ ଆଇନ ସମ୍ମତ, ହାଇକୋର୍ଟଙ୍କ ରାୟ…

ବେଙ୍ଗାଲୁରୁ,୨୯।୯: ଛୋଟ ବୟସରୁ ‘ବାଲ୍‌ ସନ୍ୟାସ’ ହେବା ପରମ୍ପରା ଆଇନ ସମ୍ମତ। ଜଣେ ନାବାଳକ ସନ୍ୟାସ ଗ୍ରହଣ କରିବାକୁ ବିରୋଧ କରାଯାଇ ପାରିବ ନାହିଁ। ଏସମ୍ପର୍କିତ...

ଅପରେଶନ ଗଙ୍ଗା: ଆଜି ୧୫ ବିମାନରେ ଉଦ୍ଧାର ହେବେ ୩ହଜାର ଭାରତୀୟ

ନୂଆଦିଲ୍ଲୀ,୫ ।୩: ରୁଷିଆ-ୟୁକ୍ରେନ୍ ଯୁଦ୍ଧକୁ ପୂରଣ ହୋଇଛି ୧୦ ଦିନ । ହେଲେ ସ୍ଥିତି ଏବେବି ଅଣାୟତ୍ତ । ୟୁକ୍ରେନ୍ ଉପରେ ରୁଷିଆ ବର୍ଷି ଚାଲିଛି...

ଗୁଜରାଟ ମୁଖ୍ୟମନ୍ତ୍ରୀଙ୍କୁ ଶୁଭେଚ୍ଛା ଜଣାଇଲେ ମୋଦି

ନୂଆଦିଲ୍ଲୀ,୧୨।୧୨: ଗୁଜରାଟର ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଛନ୍ତି ଭୂପେନ୍ଦ୍ର ପଟେଲ। ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ମୋଦି ଟୁଇଟ୍‌...

Advertisement
Archives

Model This Week