ବାହାଘର ଭୋଜି ଚାଲିଥିବା ବେଳେ ନୟାଗଡ଼ ଜିଲାପାଳଙ୍କ ଚଢ଼ାଉ: ଆଦାୟ କଲେ ୨୦ ହଜାର ଜରିମାନା

ନୟାଗଡ଼ ଅଫିସ,୨ା୭: ନୟାଗଡ଼ ଜିଲା ଓଡ଼ଗାଁ ବ୍ଲକର ଗୋଡ଼ିପଲ୍ଲୀ ଗାଁରେ ବୁଧବାର ଏକ ବାହାଘର ଭୋଜି ଚାଲିଥିବା ବେଳେ ଜିଲାପାଳ ପୋମା ଟୁଡୁ ଚଢ଼ାଉ କରିଛନ୍ତି। ବିବାହ ଭୋଜିରେ ୫୦ରୁ ଊର୍ଦ୍ଧ୍ୱ ଲୋକ ଉପସ୍ଥିତ ଥିବା ବେଳେ ସାମାଜିକ ଦୂରତ୍ୱ ନ ଥିଲା କିମ୍ବା କେହି ମାସ୍କ ବ୍ୟବହାର କରି ନ ଥିଲେ। ସେହିପରି ଗୋଡ଼ିପଲ୍ଲୀରେ ଏକ ଘର ପ୍ରତିଷ୍ଠା ଏବଂ କୁରାଳରେ ଏକ ନିର୍ବନ୍ଧ ଚାଲିଥିବା ବେଳେ ଜିଲାପାଳ ଚଢ଼ାଉ କରିଥିଲେ। ଅନ୍ୟପକ୍ଷରେ କୋଭିଡ୍‌ ନିୟମ ଉଲ୍ଲଂଘନ ଅଭିଯୋଗରେ ଓଡ଼ଗାଁର ମହାଲକ୍ଷ୍ମୀ ହୋଟେଲରେ ଅନୁରୂପ ଚଢ଼ାଉ କରିଥିଲେ। ଜିଲାପାଳ ଏହି ଚଢ଼ାଉରେ ୨୦ ହଜାର ଜରିମାନା ଆଦାୟ କରିଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

୭ ଶିକାରୀ ଗିରଫ: ହରିଣ ମାଂସ, ଚମଡ଼ା ଜବତ

ଅନୁଗୋଳ ଅଫିସ,୨୯।୭: ଅନୁଗୋଳ ସାତକୋଶିଆ ବାଘ୍ର ଅଭୟାରଣ୍ୟରେ ଥିବା ପୁରୁଣାକୋର୍ଟ ରିଜର୍ଭ କମ୍ପାର୍ଟମେଣ୍ଟ-୬ରୁ ସୋମବାର ୭ଜଣ ଜନ୍ତୁ ଶିକାରୀ ଗିରଫ ହୋଇଛନ୍ତି। ସେମାନଙ୍କ ନିକଟରୁ ୮.୫କିଗ୍ରା...

ପଞ୍ଚରିଡା ବନାଞ୍ଚଳ: ପଥପାର୍ଶ୍ୱ ବନୀକରଣ ଦିଗହରା, ୨ ହଜାର ଗଛରୁ ବଞ୍ଚିଛି ମାତ୍ର ୨୦୦

ନୟାଗଡ଼ ଅଫିସ,୨୧ା୧୨: ନୟାଗଡ଼ ବନଖଣ୍ଡ ପଞ୍ଚରିଡ଼ା ବନାଞ୍ଚଳରେ ପଥପାର୍ଶ୍ୱ ବନୀକରଣ ଦିଗହରା ହୋଇପଡିଛି। ପ୍ରାୟ ୪ବର୍ଷ ତଳେ ଲଗାଯାଇଥିବା ଚାରା ବର୍ତ୍ତମାନ ସେଠାରେ ଦେଖିବାକୁ ମିଳୁନାହିଁ।...

ବଜ୍ରପାତରେ ଜଳିଗଲା ଠିକାଦାର କ୍ୟାମ୍ପ: ଜଣେ ଶ୍ରମିକ ମୃତ, ୫ ଆହତ

ବରଗଡ ଅଫିସ, ୧୦।୯- ବରଗଡ ଜିଲା ମେଲଛାମୁଣ୍ଡା ଥାନା ଅନ୍ତର୍ଗତ ବଇଦେଶପାଲି ଗ୍ରାମରେ ବୁଧବାର ଏକ ଅଭାବନୀୟ ଘଟଣା ଘଟିଛି। ବଜ୍ରପାତ ଯୋଗୁ ଗ୍ରାମ ନିକଟର...

ପୁଞ୍ଜିଲାଲଙ୍କ ଅଡୁଆ ବଢ଼ିଲା

କଟକ ଅଫିସ,୧୮ା୧: ବଲାଙ୍ଗୀର ଜିଲା ପାଟଣାଗଡ ବୋମା ବିସ୍ଫୋରଣ ମାମଲାର ମୁଖ୍ୟ ଅଭିଯୁକ୍ତ ପୁଞ୍ଜିଲାଲ ମେହେରଙ୍କ ପାଇଁ ଅଡୁଆ ବଢିଛି। ପୁଞ୍ଜିଲାଲଙ୍କ ଜାମିନ ପାଇଁ ତାଙ୍କ...

ଧାନ ବିକ୍ରି ଟଙ୍କା ନ ମିଳିଲେ ଆନ୍ଦୋଳନ

ବନ୍ତ, ୪।୭ (ଡି.ଏନ.ଏ.) – ଭଦ୍ରକ ଜିଲା ବନ୍ତ ବ୍ଲକ ଅଧୀନ ପଧାନପଡ଼ା ସେବା ସମବାୟ ସମିତିରେ ଚାଷୀମାନେ ୩ ମାସ ପୂର୍ବରୁ ଧାନ ବିକି...

ଜିଲାସ୍ତରୀୟ ଧାନ ସଂଗ୍ରହ କମିଟି ବୈଠକ: ୮୦ ହଜାର ମେଟ୍ରିକ୍‌ ଟନ୍‌ ଧାନ ସଂଗ୍ରହ ଲକ୍ଷ୍ୟ

ଜଗତ୍‌ସିଂହପୁର ଅଫିସ,୧୬ା୧୧: ଡିସେମ୍ବର ୨୭ରୁ ଧାନ ସଂଗ୍ରହ ପାଇଁ ସରକାର ନିଷ୍ପତ୍ତି ନେଇଛନ୍ତି। ତେଣୁ ଏଥର ଜଗତ୍‌ସିଂହପୁର ଜିଲାରୁ ୮୦,୧୪୯.୨୫ ମେଟ୍ରିକ୍‌ ଟନ୍‌ (ଏମ୍‌ଟି) ଧାନ...

ଡକାୟତି ଯୋଜନା ପଣ୍ଡ, ୪ ଗିରଫ

ଅନୁଗୋଳ ଅଫିସ, ୨୬।୯ – ଅନୁଗୋଳ ହାଟପଡ଼ା ଛକରେ ମଙ୍ଗଳବାର ବିଳମ୍ବିତ ରାତିରେ ଏକ ଡକାୟତି ଉଦ୍ୟମକୁ ଅନୁଗୋଳ ପୋଲିସ ପଣ୍ଡ କରିଦେଇଛି। ପାଟ୍ରୋଲିଂ କରୁଥିବା...

ଶିକ୍ଷକ ଡେପୁଟେଶନକୁ ନେଇ ଅସନ୍ତୋଷ: ବିଦ୍ୟାଳୟ ଫାଟକରେ ତାଲା ପକାଇ ଧାରଣା

ଭଣ୍ଡାରିପୋଖରୀ,୧୪।୧୨(ଡି.ଏନ୍‌.ଏ): ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବ୍ଲକ ଜଗନ୍ନାଥପ୍ରସଦ ନୋଡାଲ ଉଚ୍ଚ ବିଦ୍ୟାଳୟର ଶିକ୍ଷକ ପ୍ରତାପ କୁମାର ମହାଳିକଙ୍କୁ ଡେପୁଟେଶନ୍‌ରେ ବିଇଓ କୋରକରା ପଣସା ବିଦ୍ୟାଳୟକୁ ପଠାଇଛନ୍ତି।...

Coronavirus Update

Archives

Model This Week

Why Dharitri