ବାହାଘର ଭୋଜି ଚାଲିଥିବା ବେଳେ ନୟାଗଡ଼ ଜିଲାପାଳଙ୍କ ଚଢ଼ାଉ: ଆଦାୟ କଲେ ୨୦ ହଜାର ଜରିମାନା

ନୟାଗଡ଼ ଅଫିସ,୨ା୭: ନୟାଗଡ଼ ଜିଲା ଓଡ଼ଗାଁ ବ୍ଲକର ଗୋଡ଼ିପଲ୍ଲୀ ଗାଁରେ ବୁଧବାର ଏକ ବାହାଘର ଭୋଜି ଚାଲିଥିବା ବେଳେ ଜିଲାପାଳ ପୋମା ଟୁଡୁ ଚଢ଼ାଉ କରିଛନ୍ତି। ବିବାହ ଭୋଜିରେ ୫୦ରୁ ଊର୍ଦ୍ଧ୍ୱ ଲୋକ ଉପସ୍ଥିତ ଥିବା ବେଳେ ସାମାଜିକ ଦୂରତ୍ୱ ନ ଥିଲା କିମ୍ବା କେହି ମାସ୍କ ବ୍ୟବହାର କରି ନ ଥିଲେ। ସେହିପରି ଗୋଡ଼ିପଲ୍ଲୀରେ ଏକ ଘର ପ୍ରତିଷ୍ଠା ଏବଂ କୁରାଳରେ ଏକ ନିର୍ବନ୍ଧ ଚାଲିଥିବା ବେଳେ ଜିଲାପାଳ ଚଢ଼ାଉ କରିଥିଲେ। ଅନ୍ୟପକ୍ଷରେ କୋଭିଡ୍‌ ନିୟମ ଉଲ୍ଲଂଘନ ଅଭିଯୋଗରେ ଓଡ଼ଗାଁର ମହାଲକ୍ଷ୍ମୀ ହୋଟେଲରେ ଅନୁରୂପ ଚଢ଼ାଉ କରିଥିଲେ। ଜିଲାପାଳ ଏହି ଚଢ଼ାଉରେ ୨୦ ହଜାର ଜରିମାନା ଆଦାୟ କରିଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଗୋପାଳପୁର ବିଜେଡି ବିଧାୟକ ଅଛି: ପ୍ରଦୀପ

ବ୍ରହ୍ମପୁର ଅଫିସ/ଗୋପାଳପୁର,୨୪ା୬: ଦଳରୁ ବହିଷ୍କୃତ ବିଷୟ ଗଣମାଧ୍ୟମରେ ପ୍ରସାରଣ ହୋଇଛି ଓ ନିଜେ ଶୁଣିଛି। ତେବେ ଏବେ ମଧ୍ୟ ମୁଁ ବିଜେଡିର ବିଧାୟକ ଅଛି। ବିଧାନସଭା...

ବିଏସ୍‌ଏଫ୍‌ ପକ୍ଷରୁ ଅସ୍ତ୍ରଶସ୍ତ୍ର ପ୍ରଦର୍ଶନୀ, ଡଗ୍‌ ଶୋ

ଜୟପୁର ୨୭।୪(ନି. ପ୍ର.): ଦେଶର ସୁରକ୍ଷା ନେଇ ବ୍ୟବହୃତ ହେଉଥିବା ବିଭିନ୍ନ ଅସ୍ତ୍ରଶସ୍ତ୍ର ସମ୍ପର୍କରେ ଜ୍ଞାନ ଆହରଣ ଲାଗି କୋରାପୁଟ ବିଏସ୍‌ଏଫ୍‌ ପକ୍ଷରୁ ମଙ୍ଗଳବାର ଅନୁଷ୍ଠିତ...

ସିଂହଦ୍ୱାର ନିକଟରେ ଚାଲିଛି ବେଆଇନ ନିର୍ମାଣ

ପୁରୀ ଅଫିସ, ୨୦ା୧୨:ଶ୍ରୀମନ୍ଦିର ସିଂହଦ୍ୱାର ନିକଟ ମଙ୍ଗୁମଠ ପାର୍ଶ୍ୱରେ ବେଆଇନ ଭାବେ ନିର୍ମାଣ କାର୍ଯ୍ୟ ଚାଲିଥିବା ଅଭିଯୋଗ ଆଣି ପୁରୀ ଜିଲା କମାକନ୍ତିଆ ଗ୍ରାମର ମାନବାଧିକାର...

ବିଜେଡିରେ ମିଶିଲେ ବିଧାୟକ ସୁର ରାଉତରାୟଙ୍କ ପ୍ରତିନିଧି

ଖୋର୍ଦ୍ଧା ଅଫିସ,୧୦।୩: ଜଟଣୀ ବିଧାୟକ ସୁର ରାଉତରାୟଙ୍କ ପ୍ରତିନିଧି ଲକ୍ଷ୍ମୀଧର ବିଶ୍ବାଳ ବିଧିବଦ୍ଧ ଭାବେ କଂଗ୍ରେସ ଦଳ ଛାଡ଼ି ବିଜୁ ଜନତା ଦଳରେ ଗୁରୁବାର ଯୋଗ...

ଋଷିକୂଲ୍ୟାରେ ବୁଡ଼ି ଛତିଶଗଡ଼ ଯୁବକ ନିଖୋଜ

ଛତ୍ରପୁର,୨୬।୪(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଥାନା ଗଙ୍ଗାପୁର ଗାଁରେ ମଙ୍ଗଳବାର ଏକ ଅଘଟଣ ଘଟିଛି। ଗାଁ ନିକଟ ଋଷିକୁଲ୍ୟା କଂସାରୀ ଗଣ୍ଡରେ ଗାଧୋଇାକୁ ଯାଇ ଛତିଶିଗଡ଼ର...

ପ୍ରଶାସନ ଦେଉଛି ମିଛ ପ୍ରତିଶ୍ରୁତି

ଭଦ୍ରକ ଅଫିସ,୨୪।୪: ୨୦୧୪ରୁ ୨୦୨୨ ପର୍ଯ୍ୟନ୍ତ ଭଦ୍ରକ ଜିଲା ପ୍ରଶାସନ ଭୂମିହୀନ ଓ ଘରଡିହ ନ ଥିବା ପରିବାରକୁ ମିଥ୍ୟା ପ୍ରତିଶ୍ରୁତି ଦେଇ ଆସିଛି। ଚାଷୀ-ମୂଲିଆ ସଂଘର...

କଟକରୁ ୧୬୭ ପଜିଟିଭ ଚିହ୍ନଟ: ବାଉରି ସାହିରୁ ସର୍ବାଧିକ

କଟକ ଅଫିସ,୧୭।୮-କଟକ ସହରରେ ସୋମବାର ୧୬୭ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ପଜିଟିଭଙ୍କ ମଧ୍ୟରେ କ୍ୱାରାଣ୍ଟାଇନରୁ ୧୨୧ ଜଣ ଚିହ୍ନଟ ହୋଇଥିବାବେଳେ କଣ୍ଟେନମେଣ୍ଟ ଜୋନରୁ...

ଖୋର୍ଦ୍ଧା ସହରରେ ପରିମଳ ବିପର୍ଯ୍ୟସ୍ତ: ଆବର୍ଜନାରେ ପୋତିହେଲାଣି ଡ୍ରେନ୍‌

ଖୋର୍ଦ୍ଧା ଅଫିସ,୨୫ା୭: ଖୋର୍ଦ୍ଧା ସହରରେ ପରିମଳ ବ୍ୟବସ୍ଥା ବିପର୍ଯ୍ୟସ୍ତ ହୋଇପଡିଛି। ଫଳରେ ମଶାଙ୍କ ପ୍ରାଦୁର୍ଭାବ ବୃଦ୍ଧି ପାଉଛି। ଦୀର୍ଘଦିନ ଧରି ଅଳିଆ ସଫା ନ ହେବାରୁ...

Advertisement
Archives

Model This Week