ସ୍ବାଧୀନତା ସଂଗ୍ରାମରେ ନୟାଗଡ଼ର ଅବଦାନ ଅବିସ୍ମରଣୀୟ

ନୟାଗଡ ଅଫିସ,୨୬।୧: ନୟାଗଡ ଜିଲା ସଦର ମହକୁମାସ୍ଥିତ ପିଟିଏସ୍‌ ପଡ଼ିଆଠାରେ ଜିଲାସ୍ତରୀୟ ସାଧାରଣତନ୍ତ୍ର ଦିବସ ପାଳିତ ହୋଇଯାଇଛି। ଅନସୂଚିତ ଜନଜାତି ଓ ଅନୁସୂଚିତ ଜାତି ଉନ୍ନୟନ, ସଂଖ୍ୟାଲଘୁ ସମ୍ପ୍ରଦାୟ ଓ ପଛୁଆବର୍ଗ କଲ୍ୟାଣ ବିଭାଗ ମନ୍ତ୍ରୀ ଜଗନ୍ନାଥ ସାରକା ମୁଖ୍ୟ ଅତିଥିଭାବେ ଯୋଗଦେଇ ପତାକା ଉତ୍ତୋଳନ କରିବା ସହିତ ପରେଡ଼ରେ ଅଭିବାଦନ ଗ୍ରହଣ କରିଥିଲେ। ମନ୍ତ୍ରୀ ନିଜ ଭାଷଣରେ ଦେଶ ଓ ଜାତି ପାଇଁ ଶହୀଦ୍‌ ହୋଇଥିବା ନୟାଗଡ଼ ଜିଲାର ସ୍ବାଧୀନତା ସଂଗ୍ରାମୀଙ୍କୁ ମନେ ପକାଇ ସେମାନେ ଆମର ଚିର ନମସ୍ୟ ବୋଲି କହିଥିଲେ। ସ୍ବାଧୀନତା ସଂଗ୍ରାମରେ ନୟାଗଡ଼ର ଅବଦାନ ଅବିସ୍ମରଣୀୟ ବୋଲି ମନ୍ତ୍ରୀ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଏବେ ବଢ଼ିବନି ରାତି ତାପମାତ୍ରା, ୩ ଜିଲାକୁ କୁହୁଡ଼ି ଓ୍ୱାର୍ନିଂ

ଭୁବନେଶ୍ୱର,୨୧ା୧୨(ବନ୍ଦନା ସେଠୀ): ସାରା ରାଜ୍ୟରେ ଶୀତ ଲହରି ଜନଜୀବନକୁ ପ୍ରଭାବିତ କରୁଛି। ପାରଦ ତଳମୁହଁା ରହିଥିବାବେଳେ କେତେକ ଜିଲାରେ ଘନ କୁହୁଡ଼ି ଦେଖିବାକୁ ମିଳୁଛି। ବିଶେଷକରି...

ସେବାଶ୍ରମର ପ୍ରଥମ ଶ୍ରେଣୀ ଛାତ୍ରଙ୍କ ମୃତ୍ୟୁ, ବାହୁନି ବାହୁନି କାନ୍ଦୁଛି…

ନୂଆପଡ଼ା/କୋମନା,୨୧ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ବ୍ଲକ ସୋସେଙ୍ଗ ସେବାଶ୍ରମରେ ଶନିବାର ଜଣେ ପ୍ରଥମଶ୍ରେଣୀ ଛାତ୍ରଙ୍କ ଅସ୍ବାଭାବିକ ମୃତ୍ୟୁ ଘଟିଛି। ସେ ହେଲେ ଅଡାର...

ଅଡୁଆରେ ବବି, ହେବ ବଡ଼ କାର୍ଯ୍ୟାନୁଷ୍ଠାନ!

କାଏମା,୨୧ା୧୨(ଶିବପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ତହସିଲ ଅନ୍ତର୍ଗତ ମଧୁପୁରଗଡ଼ ପଞ୍ଚାୟତସ୍ଥିତ ପନ୍ତୁରୀଠାରେ ସରକାରୀ ଜମି ଜବରଦଖଲ କରାଯାଇ ପୂର୍ୱତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଫାର୍ମ...

୧୦ ଟଙ୍କାରେ ଧାନ ବିକିଲେ ଚାଷୀ

ବିନିକା, ୨୧ା୧୨(ରାମ ଗୋପାଳ ବାଘ ): ସୁବର୍ଣ୍ଣପୁର ଜିଲାରେ ଗତ ୯ ତାରିଖରୁ ମଣ୍ଡି ଖୋଲିଛି। ହେଲେ ଟୋକନ ମିଳି ନ ଥିବାରୁ ଚାଷୀମାନେ ଧାନ...

କୋସଲୀ ସାଂସ୍କୃତିକ ମହୋତ୍ସବ ଆରମ୍ଭ

ନୂଆପଡ଼ା,୨୦ା୧୨ (ମକାରୁ ବେମାଲ): ନୂଆପଡ଼ା ପୋଲିସ ପଡ଼ିଆ ରଙ୍ଗମଞ୍ଚଠାରେ କୋସଲୀ ସାଂସ୍କୃତିକ ମହୋତ୍ସବ ଉଦ୍‌ଘାଟିତ ହୋଇଯାଇଛି। ଅନୁଷ୍ଠାନର ସଭାପତି ସୁରଜିତସିଂ ମହାରଥାଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଉଦ୍‌ଘାଟନୀ...

ଶୀତରେ ଥରୁଛି କଳାହାଣ୍ଡି

ଭବାନୀପାଟଣା,୨୦ା୧୨(ଉତ୍ତମ କୁମାର ଦାଶ)- ସାରା ରାଜ୍ୟରେ ଶୀତର ପ୍ରକୋପ ଜାରି ରହିଛି। ଆହୁରି ସପ୍ତାହେ ଧରି ଏଭଳି ସ୍ଥିତି ଜାରି ରହିବ ବୋଲି ପାଣିପାଗ ବିଭାଗ...

ଆଶେସ ବିଜୟ ଲକ୍ଷ୍ୟରେ ଅଷ୍ଟ୍ରେଲିଆ

ଆଡିଲେଡ୍‌,୨୦ା୧୨: ଇଂଲଣ୍ଡର ଦ୍ୱିତୀୟ ଇନିଂସରେ ବିପର୍ଯ୍ୟୟ ପରେ ଅଷ୍ଟ୍ରେଲିଆ ଆଶେସ ସିରିଜ ବିଜୟ ପଥରେ ଅଗ୍ରସର ହେଉଛି। ନାଥାନ ଲିଅନ ଇଂଲଣ୍ଡର ୩ଟି ଉଇକେଟର ପତନ...

୩ ଜିଲାକୁ ଘନ କୁହୁଡ଼ି ଓ୍ବାର୍ନିଂ: ୭ଦିନ ଯାଏଁ…ଜି. ଉଦୟଗିରିରେ…

ଭୁବନେଶ୍ୱର, ୨୦ା୧୨(ବନ୍ଦନା ସେଠୀ) – ସାରା ରାଜ୍ୟରେ ଶୀତ ଲହରି ଜନଜୀବନକୁ ପ୍ରଭାବିତ କରୁଛି। ପାରଦ ତଳମୁହଁା ରହିଥିବାବେଳେ କେତେକ ଜିଲାରେ ଘନ କୁହୁଡ଼ି ଦେଖିବାକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri