ସ୍ବାଧୀନତା ସଂଗ୍ରାମରେ ନୟାଗଡ଼ର ଅବଦାନ ଅବିସ୍ମରଣୀୟ

ନୟାଗଡ ଅଫିସ,୨୬।୧: ନୟାଗଡ ଜିଲା ସଦର ମହକୁମାସ୍ଥିତ ପିଟିଏସ୍‌ ପଡ଼ିଆଠାରେ ଜିଲାସ୍ତରୀୟ ସାଧାରଣତନ୍ତ୍ର ଦିବସ ପାଳିତ ହୋଇଯାଇଛି। ଅନସୂଚିତ ଜନଜାତି ଓ ଅନୁସୂଚିତ ଜାତି ଉନ୍ନୟନ, ସଂଖ୍ୟାଲଘୁ ସମ୍ପ୍ରଦାୟ ଓ ପଛୁଆବର୍ଗ କଲ୍ୟାଣ ବିଭାଗ ମନ୍ତ୍ରୀ ଜଗନ୍ନାଥ ସାରକା ମୁଖ୍ୟ ଅତିଥିଭାବେ ଯୋଗଦେଇ ପତାକା ଉତ୍ତୋଳନ କରିବା ସହିତ ପରେଡ଼ରେ ଅଭିବାଦନ ଗ୍ରହଣ କରିଥିଲେ। ମନ୍ତ୍ରୀ ନିଜ ଭାଷଣରେ ଦେଶ ଓ ଜାତି ପାଇଁ ଶହୀଦ୍‌ ହୋଇଥିବା ନୟାଗଡ଼ ଜିଲାର ସ୍ବାଧୀନତା ସଂଗ୍ରାମୀଙ୍କୁ ମନେ ପକାଇ ସେମାନେ ଆମର ଚିର ନମସ୍ୟ ବୋଲି କହିଥିଲେ। ସ୍ବାଧୀନତା ସଂଗ୍ରାମରେ ନୟାଗଡ଼ର ଅବଦାନ ଅବିସ୍ମରଣୀୟ ବୋଲି ମନ୍ତ୍ରୀ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭୋଜିଭାତର ଆୟୋଜନ, ମାନୁନାହାନ୍ତି କଟକଣା

ଉମରକୋଟ, ୩ା୨(ସ୍ବ.ପ୍ର.) ବିଜେଡି ପରେ ଭାଜପା। ଶାସକ ବିଜେଡି ଦଳକୁ ଜାବାବ ଦେବା ପାଇଁ ସମାନ ରଣନୀତି ଆପଣାଇଛି ଭାଜପା। ବିଜେଡି ଭଳି ଭାଜପା ମଧ୍ୟ...

ଉଚ୍ଛେଦ ପ୍ରକ୍ରିୟା ବିଳମ୍ବକୁ ନେଇ ଉତ୍ତେଜନା

ବଇଣ୍ଡା,୪।୬(ଡି.ଏନ.ଏ.)- କିଶୋରନଗର ବ୍ଲକ ନୁନୁକାପଶି ପଞ୍ଚାୟତ କଦଳୀମୁଣ୍ଡା ଗ୍ରାମ ଦେଇ ଯାଇଥିବା ୫୫ନଂ. ଜାତୀୟ ରଜପଥ ପାର୍ଶ୍ୱରୁ ମଙ୍ଗଳବାର ଉଚ୍ଛେଦ ବିଳମ୍ବକୁ ନେଇ ଉତ୍ତେଜନା ଦେଖାଦେଇଥିଲା।...

ଟିକା ନେବାର ୩ଘଣ୍ଟା ପରେ ଚାଲିଗଲା ଜୀବନ

ନୟାଗଡ଼ ଅଫିସ,୨୩।୧: କରୋନା ଟିକା ନେବାର ୩ଘଣ୍ଟା ପରେ ଜଣେ ବୃଦ୍ଧାଙ୍କ ମୃତ୍ୟୁ ଘଟିଛି । ମୃତକ ହେଲେ ନୟାଗଡ଼ ଜିଲା ଓଡ଼ଗାଁ ବ୍ଳକ ଗୋତିସାହି...

ବଲାଙ୍ଗୀରରେ ବିଶ୍ୱ ପରିବେଶ ଦିବସ ପାଳନ; ଗଛ ଲଗାଇ ଜୀବନ ବଞ୍ଚାଇବାକୁ ଜିଲାପାଳ ଦେଲେ ଆହ୍ବାନ

ବଲାଙ୍ଗୀର ଅଫିସ,୫।୬: କରଙ୍ଗାକଟା ବଞ୍ଚାଓ ଅଭିଯାନ ପକ୍ଷରୁ ବୁଧବାର ସ୍ଥାନୀୟ ଗାନ୍ଧୀ ଭବନରେ ବିଶ୍ୱ ପରିବେଶ ଦିବସ ପାଳିତ ହୋଇଯାଇଛି। ଏଥିରେ ଜିଲାପାଳ ଅରିନ୍ଦମ ଡାକୁଆ...

ହୀରାକୁଦ ଡ୍ୟାମ୍‌ର ୮ ଗେଟ୍‌ରେ ବନ୍ୟାଜଳ ନିଷ୍କାସନ

ସମ୍ବଲପୁର,୩୧।୭(ବ୍ୟୁରୋ): ଶୁକ୍ରବାର ସନ୍ଧ୍ୟା ୬ଟା ସୁଦ୍ଧା ମିଳିଥିବା ରିପୋର୍ଟ ଅନୁସାରେ ହୀରାକୁଦ ଡ୍ୟାମ୍‌ର ୮ ଗେଟ୍‌ ଦେଇ ବନ୍ୟାଜଳ ନିଷ୍କାସନ ହେଉଛି। ଜଳଭଣ୍ଡାରର ଜଳସ୍ତର ୬୦୫.୧୦...

ବିଦ୍ୟୁତ୍‌ ତାରରେ ବସା ବାନ୍ଧୁଛି ବାଇଚଢ଼େଇ: ଦେଖିବାକୁ ମିଳୁନାହିଁ ଖଜୁରି , ତାଳଗଛ

ନୟାଗଡ଼ ଅଫିସ,୧୪।୮-ପୂର୍ବେ ରାସ୍ତାରେ ଯାଉଥିବା ବେଳେ ଗଛଡାଳରେ ବାଇଚଢ଼େଇ ବସା ଓ ତା’ର କିଚିରିମିଚିର ଶବ୍ଦ ଶୁଣିବା ପାଇଁ ବାଟୋଇଟିଏ କିଛି ସମୟ ପାଇଁ ଅଟକି...

ରମାପୁର ଘାଇ ଘଟଣାର ଭିଜିଲାନ୍ସ ତଦନ୍ତ ଆରମ୍ଭ

ଧର୍ମଶାଳା,୨୩।୧(ଡି.ଏନ.ଏ.): ଯାଜପୁର ଜିଲା ଧର୍ମଶାଳା ବ୍ଲକ ଅଧୀନ କେଲୁଅ ନଦୀର ରମାପୁରଠାରେ ହୋଇଥିବା ଘାଇ ଘଟଣାର ଭିଜିଲାନ୍ସ ତଦନ୍ତ ଆରମ୍ଭ ହୋଇଛି। ଶୁକ୍ରବାର କଟକ ଭିଜିଲାନ୍ସ...

୫୦ବର୍ଷ ବିତିବା ସତ୍ତ୍ୱେ ଘୁଞ୍ଚିନି ବିସ୍ଥାପିତଙ୍କ ଦୁର୍ଦ୍ଦଶା

ହାଟଡିହୀ,୨୮।୧୨(ଡି.ଏନ.ଏ.)- ସାଳନ୍ଦୀ ନଦୀରେ ହଦଗଡ ଡ୍ୟାମ ନିର୍ମାଣ ବେଳେ ବିସ୍ଥାପିତ ହୋଇଥିବା ଲୋକଙ୍କ ଦୁଃଖ ଏଯାଏ ଦୂର ହୋଇନି। ଏହାମଧ୍ୟରେ ୫୦ରୁ ଅଧିକ ବର୍ଷ ବିତିଗଲାଣି।...

Advertisement
Archives

Model This Week