ହାତକୁ ଦୁଇ ହାତ ହେବେ ସୁନ୍ଦରୀ ନୟନତାରା

ହାଇଦ୍ରାବାଦ: ୨୦୧୫ରୁ ଡେଟିଂ। ଶେଷରେ ପ୍ରେମିକଙ୍କ ସହ ଆଉ ପାଦେ ଆଗକୁ ବଢ଼ିବାକୁ ନିଷ୍ପତ୍ତି ନେଇଛନ୍ତି ଦକ୍ଷିଣ ଭାରତୀୟ ସିନେମାର ଅନ୍ୟତମ ସୁନ୍ଦରୀ ଅଭିନେତ୍ରୀ ନୟନତାରା। ରାତି ପାହିଲେ ତାଙ୍କ ବିବାହ। ଦୀର୍ଘ ଦିନର ସାଥୀ ବିଘ୍ନେଶଙ୍କ ହାତ ଧରିବେ ସେ।

ମହାବାଲିପୁରମ୍‌ର ଶେରାଟନ ପାର୍କରେ ଏହି ଗ୍ରାଣ୍ଡ ବିବାହ ଅନୁଷ୍ଠିତ ହେବ। ନୟନତାରା ଓ ବିଘ୍ନେଶଙ୍କ ୱେଡିଂ କାର୍ଡ ଭିଡିଓ ନିକଟ ବନ୍ଧୁ ବାନ୍ଧବଙ୍କ ପାଖକୁ ପଠାଯାଇଛି। ଏହା ଏକ ଗ୍ରାଫିକାଲ ଭିଡିଓ ହୋଇଥିବା ବେଳେ ସେଥିରେ ନୟନତାରା ଓ ବିଘ୍ନେଶଙ୍କ ଭଳି ଦେଖାଯାଉଥିବା ବର କନିଆଁଙ୍କୁ ଦର୍ଶାଯାଇଛି। ଏହି ଗ୍ରାଫିକ୍ସ ନିମନ୍ତ୍ରଣ କାର୍ଡକୁ ନୟନତାରା ନିଜ ଇନ୍‌ଷ୍ଟାଗ୍ରାମରେ ଶେୟାର କରିଛନ୍ତି। ହେଲେ ଏହି ବିବାହକୁ ଅଧିକ ଲୋକଙ୍କୁ ଆମନ୍ତ୍ରିତ କରାଯାଇନାହିଁ। ଏହି ବିବାହରେ କେବଳ ପରିବାରଲୋକଙ୍କ ସମେତ ନିକଟ ସମ୍ପର୍କୀୟ ଯୋଗ ଦେବେ।

ତେବେ ନୟନତାରା ଏବଂ ବିଘ୍ନେଶ ଗତ ୭ ବର୍ଷ ଧରି ପରସ୍ପରକୁ ଡେଟ କରୁଥିଲେ। ଉଭୟ ୨୦୧୫ରେ ‘ନାନୁମ ରାଉଡି’ ଫିଲ୍ମରେ ଏକାଠି କାମ କରିଥିଲେ। ଏହାପରଠାରୁ ସେମାନେ ପରସ୍ପରକୁ ପସନ୍ଦ କରିବା ସହ ଦୀର୍ଘଦିନ ଧରି ଡେଟ୍‌ କରିଥିଲେ। ୨୦୨୧ରେ ସେମାନଙ୍କର ନିର୍ବନ୍ଧ ହୋଇଥିଲା।

 

View this post on Instagram

 

A post shared by Nayanthara Team (@nayantharateam)


Enter your email to get our daily news in your inbox.

All Right Reserved By Dharitri.Com

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ବରଗଡ଼ରୁ ମଧ୍ୟପ୍ରଦେଶ ହେଉଥିଲା ଗଞ୍ଜେଇ ଚାଲାଣ: ଧରାପଡ଼ିଲେ ୨ ଅଭିଯୁକ୍ତ

ଅତାବିରା,୨ା୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧୀନ ସତୀଯୋର ପାଖରୁ ବୁଧବାର ପୋଲିସ ଗଞ୍ଜେଇ ଜବତ କରି ୨ ଜଣଙ୍କୁ ଅଟକ…

ରାଜ୍ୟରେ ସକାଳୁଆ ହେଲା ସ୍କୁଲ, ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ ଅନୁଯାୟୀ ଏଣିକି…

ଭୁବନେଶ୍ୱର,୨।୪: ରାଜ୍ୟରେ  ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏଣିକି ରାଜ୍ୟର ସମସ୍ତ ସ୍କୁଲରେ…

ବିଚ୍‌ ରାସ୍ତାରେ ବୁଲିଲା ଭୁଜାଲି: ଦୋକାନୀ ଲହୁଲୁହାଣ, ପ୍ରତି ଆକ୍ରମଣରେ ଅଭିଯୁକ୍ତ ଗୁରୁତର

ଅତାବିରା,୨।୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ଗୋଡ଼ଭଗା ଫାଣ୍ଡି ଅଞ୍ଚଳରେ ଦିନ ଦ୍ବିପ୍ରହରରେ ବିଚ୍‌ ରାସ୍ତାରେ ଭୁଜାଲି ମାଡ଼ ଘଟଣା ସାମ୍ନାକୁ ଆସିଛି। ଭୁଜାଲି…

ପୋଷ୍ଟ ଅଫିସକୁ ପଶି ଆସିଲା ବିରାଟକାୟ ଅହିରାଜ: ଆତଙ୍କିତ ହୋଇ ଟେକା ପଥର ମାରିଲେ ଲୋକେ, ପରେ…

ଆନନ୍ଦପୁର, ୨।୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହଦଗଡ଼ ଅଞ୍ଚଳରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁରୁବାର ଦିନ ହଦଗଡ଼ ରେଞ୍ଜ ଅଧୀନରେ…

ଆରମ୍ଭ ହେଲା ପ୍ରସିଦ୍ଧ ବାଲିଗୁଡ଼ା ଦଣ୍ଡଯାତ୍ରା

ବାଲିଗୁଡା,୨।୪:(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲାର ପ୍ରସିଦ୍ଧ ବାଲିଗୁଡ଼ା ଦଣ୍ଡଯାତ୍ରା ଆରମ୍ଭ ହୋଇଯାଇଛି। ଏନେଇ ଗାଁଠୁ ସହର ଉତ୍ସବମୁଖର ହୋଇପଡିଛି। ଶତାଧିକ ମାନସିକଧାରୀ ଦଣ୍ଡୁଆ ମା’ଙ୍କ ଦଣ୍ଡଯାତ୍ରାରେ…

୨୫ ଫୁଟ ଉଚ୍ଚ ପାଣି ଟାଙ୍କିରେ ଚଢ଼ିଗଲେ ଛାତ୍ର, ସୁରକ୍ଷାକୁ ନେଇ ବଢ଼ିଲା ଚିନ୍ତା

ଖଜୁରିପଡ଼ା,୨ା୪(ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପିରିକୁଡ଼ି ସରକାରୀ ଉଚ୍ଚ ବିଦ୍ୟାଳୟରେ ପ୍ରଥମରୁ ଦଶମ ଶ୍ରେଣୀ ପର୍ଯ୍ୟନ୍ତ ଶତାଧିକ ଛାତ୍ରୀଛାତ୍ର ହଷ୍ଟେଲରେ ରହି ପାଠପଢୁଥିବା ବେଳେ ସେମାନଙ୍କ ସୁରକ୍ଷାକୁ…

ଟ୍ରେନ୍ ଯାତ୍ରୀଙ୍କ ପାଇଁ IRCTC ର ‘ଡିଜିଟାଲ୍ ଢାବା’: ଏବେ ଗୋଟିଏ କ୍ଲିକରେ ସିଟ୍‌ରେ ପହଞ୍ଚିବ ଗରମାଗରମ ଖାଦ୍ୟ! ଜାଣନ୍ତୁ କେମିତି…

ନୂଆଦିଲ୍ଲୀ,୨।୪: ଭାରତୀୟ ରେଳରେ ଯାତ୍ରା କରୁଥିବା ଯାତ୍ରୀଙ୍କ ପାଇଁ ଏକ ବଡ଼ ସୁବିଧା ନେଇ ଆସିଛି IRCTC। ଏବେ ମେଲ କିମ୍ବା ଏକ୍ସପ୍ରେସ ଟ୍ରେନରେ ଯାତ୍ରା ସମୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri