‘ଯବାନ’ର ସକ୍ସେସ୍‌ ଇଭେଣ୍ଟରେ ସାମିଲ ହେଲେନି ନୟନତାରା

ମୁମ୍ବାଇ: ଅଭିନେତା ଶାହାରୁଖ ଖାନଙ୍କ ଫିଲ୍ମ ‘ଯବାନ’ ବକ୍ସ ଅଫିସରେ ରେକର୍ଡ ଭାଙ୍ଗୁଛି। ଆଟଲେଙ୍କ ନିର୍ଦ୍ଦେଶିତ ଏହି ଚଳଚ୍ଚିତ୍ର ଘରୋଇ ବକ୍ସ ଅଫିସରେ ୪୦୦ କୋଟି ଟଙ୍କା ଅତିକ୍ରମ କରିଛି। ନିକଟରେ ଏହି ଚଳଚ୍ଚିତ୍ରର ସଫଳତାକୁ ପାଳନ କରିବା ପାଇଁ ମୁମ୍ବାଇରେ ଏକ ବିଶାଳ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା। ଏଥିରେ ଶାହାରୁଖ ଖାନ, ଦୀପିକା ପାଦୁକୋନ ଏବଂ ଆଟଲେ ନଜର ଆସିଥିଲେ। କିନ୍ତୁ ନୟନତାରା ଅନୁପସ୍ଥିତ ଥିଲେ।

ନୟନତାରା ପ୍ରକୃତରେ ତାଙ୍କ ମା’ଙ୍କ ଜନ୍ମଦିନ ପାଳନ କରିବା ପାଇଁ ଚେନ୍ନାଇରେ ଥିଲେ। ଅବଶ୍ୟ, ତାଙ୍କର ପୂର୍ବ ରେକର୍ଡ ହୋଇଥିବା ଭର୍ଚୁଆଲ ଭଏସ ନୋଟ ନିଶ୍ଚିତ ଭାବରେ ଇଭେଣ୍ଟରେ ଶୁଣାଯାଇଥିଲା। ଏଥିରେ ନୟନତାରା କହିଛନ୍ତି, ଅବଶ୍ୟ ମୁଁ ବ୍ୟକ୍ତିଗତ ଭାବେ ସେଠାରେ ନାହିଁ, କିନ୍ତୁ ଗଣମାଧ୍ୟମର ମୋର ବନ୍ଧୁ ଏବଂ ପ୍ରଶଂସକଙ୍କ ନିକଟରେ ମୁଁ ବହୁତ କୃତଜ୍ଞ।

 


Enter your email to get our daily news in your inbox.

All Right Reserved By Dharitri.Com

ପ୍ରତିଶ୍ରୁତି ପୂରଣ କରିଲାନି ପ୍ରଶାସନ, ଶତାଧିକ ମହିଳା, ପୁରୁଷ ଏକାଠି ହୋଇ…

ମୋହନା,୧୧।୫( ମନ୍ମଥ ମିଶ୍ର ) : ପ୍ରତିଶ୍ର୍ରୁତି ପୂରଣ କରିଲାନି ପ୍ରଶାସନ। ପ୍ରକଳ୍ପ କାମ ବନ୍ଦ କଲେ ବିସ୍ଥାପିତ ଅଞ୍ଚଳବାସୀ । ଦୀର୍ଘ ବର୍ଷଧରି ଚାଲୁ ରହିଥିବା…

ବ୍ଲକ ପ୍ରଶାସନର ନାକ ତଳେ ନିୟମକୁ ‘ଫୁ’: ଅଧପନ୍ତରିଆ ସଭାଗୃହ, ପଚାରିଲେ ଅଧିକାରୀ କହୁଛନ୍ତି ଏମିତି…

ଥୁଆମୂଳ ରାମପୁର, ୧୧ା୫ (ଦୁର୍ଗା କୀର୍ତ୍ତି) : ସରକାରୀ ନିୟମକୁ ଜଳାଞ୍ଜଳି ଦେଇ ଖୋଦ ବ୍ଲକ ପ୍ରଶାସନର ଆଖି ସାମ୍ନାରେ ଚାଲିଛି ମନମୁଖୀ କାର୍ଯ୍ୟ। କଳାହାଣ୍ଡି ଜିଲା…

ବାଘ ଭୟରେ ଘରୁ ବାହାରିବାକୁ ଡରୁଛନ୍ତି ଲୋକେ: ଧରିବାକୁ ଡ୍ରୋନ ଚଳାଇଛି ବନବିଭାଗ, ହେଲେ…

ଦିଗପହଣ୍ଡି,୧୧।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଫରେଷ୍ଟ ରେଞ୍ଜ ଅଧୀନ ରତନେଇ ରେଖାଙ୍କିତ ସଂରକ୍ଷିତ ଜଙ୍ଗଲ ଜକର ଫରେଷ୍ଟ ବିଟର ଜକର ଗ୍ରାମ ନିକଟ ମା…

ମୋକିମ- ମଧୁଙ୍କ ଉପରେ ବର୍ଷିଲେ ବିଧାୟକ ସାଗର, କହୁ କହୁ କହିଦେଲେ ଏତେ ବଡ଼ କଥା

ଭବାନୀପାଟଣା,୧୧।୫(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ଶ୍ରୀକୃଷ୍ଣ ନଗରଠାରେ ସୋମବାର ଓଡ଼ିଶା ଜନତା କଂଗ୍ରେସ (ଓଜେସି) ପକ୍ଷରୁ ଏକ ଜନ ସମାବେଶ ଅନୁଷ୍ଠିତ ହୋଇଥିଲା। ଏଥିରେ…

୨୪ ଘଣ୍ଟା ମଧ୍ୟରେ ଦ୍ୱିତୀୟ ଥର ଅପିଲ କଲେ ପ୍ରଧାନମନ୍ତ୍ରୀ, ଦେଶରେ ହଇଚଇ, କାହିିଁକି ବାରମ୍ବାର କହୁଛନ୍ତି ଏମିତି…

ନୂଆଦିଲ୍ଲୀ,୧୧।୫: ମଧ୍ୟପ୍ରାଚ୍ୟରେ ଇରାନ ଏବଂ ଆମେରିକା ମଧ୍ୟରେ ବଢ଼ୁଥିବା ଉତ୍ତେଜନାର ପ୍ରଭାବ ଏବେ ବିଶ୍ୱ ଅର୍ଥନୀତି ଉପରେ ସ୍ପଷ୍ଟ ଭାବରେ ଦେଖାଯାଉଛି, ଏବଂ ଏହା ଭାରତ ଉପରେ…

ନାବାଳିକା ବଧୂଙ୍କୁ ମାରିଦେଲେ ଶାଶୁଘର ଲୋକେ! ସ୍ବାମୀ-ଶ୍ୱଶୁର ଅଟକ

ନନ୍ଦପୁର, ୧୧/୫(ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ଖିର୍ଜୀ ପଞ୍ଚାୟତର ନନ୍ଦୀଗାଁ ଗ୍ରାମରେ ଜଣେ ୧୭ ବର୍ଷୀୟା ନାବାଳିକା ବଧୂର ମୃତ୍ୟୁକୁ ନେଇ ଉତ୍ତେଜନା…

ଭିଟାମାଟିକୁ ଫେରୁଥିଲେ ଦାଦନ ଶ୍ରମିକ: ବାଟରେ ହେଲା ମୃତ୍ୟୁ, ତଦନ୍ତ ଆରମ୍ଭ

ବଲାଙ୍ଗିର,୧୧।୫( ସୁନିଲ କୁମାର ମହାନ୍ତି): ଖପ୍ରାଖୋଲ ବ୍ଲକରୁ ଏକ ପରିବାର ନିଜ ସ୍ତ୍ରୀ ଛୁଆ ପିଲା ସହ ରାଜ୍ୟ ବାହାରକୁ ଦାଦନ ଖଟିବାକୁ ଯାଇଥିଲେ। ରାଜ୍ୟ ବାହାରେ…

ବାଲି ଚୋରା ଚାଲାଣବେଳେ ମାଡ଼ିବସିଲେ ତହସିଲଦାର: ଆଉ ତା’ପରେ…

ଦିଗପହଣ୍ଡି,୧୧।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ବାହୁଦା ନଦୀରୁ ବେଆଇନ ଭାବେ ବାଲି ଚୋରା ଚାଲାଣ ଅଭିଯୋଗ ହୋଇଆସୁଛି। ସୋମବାର ପୂର୍ବାହ୍ନରେ ଦିଗପହଣ୍ଡି ତହସିଲଦାର ତଥା ଏକଜିକ୍ୟୁଟିଭ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri