ଦେଶରେ ୫ଟଙ୍କା ଶସ୍ତା ହେଲା ପେଟ୍ରୋଲ, ଜାଣନ୍ତୁ କେଉଁ କମ୍ପାନୀ କଲା ଘୋଷଣା

ନୂଆଦିଲ୍ଲୀ,୧।୭: ଦେଶର କୋଟି କୋଟି ଜନତାଙ୍କ ପାଇଁ ଏକ ବଡ଼ ଖୁସି ଖବର। ଦୀର୍ଘ ଦୁଇ ବର୍ଷ ପରେ ପ୍ରଥମ ଥର ପାଇଁ ଦେଶରେ ଇନ୍ଧନ ମୂଲ୍ୟରେ ଏଭଳି ବଡ଼ ହ୍ରାସ ଦେଖିବାକୁ ମିଳିଛି। ଆନ୍ତର୍ଜାତୀୟ ବଜାରରେ ଅଶୋଧିତ ତୈଳ (Crude Oil) ମୂଲ୍ୟ କମିବା ପରେ ବେସରକାରୀ କ୍ଷେତ୍ରର ପ୍ରମୁଖ ଫ୍ୟୁଏଲ୍ ରିଟେଲର୍ ‘ନାୟରା ଏନର୍ଜି’ (Nayara Energy) ସାଧାରଣ ଜନତାଙ୍କୁ ଏହି ବଡ଼ ଉପହାର ଦେଇଛି।

କମ୍ପାନୀ ପକ୍ଷରୁ ସାରା ଦେଶରେ ପେଟ୍ରୋଲ୍ ଦର ଲିଟର ପିଛା ୫ ଟଙ୍କା ଏବଂ ଡିଜେଲ୍ ଦର ଲିଟର ପିଛା ୩ ଟଙ୍କା ହ୍ରାସ କରାଯାଇଛି। କମ୍ପାନୀର ଏହି ନୂଆ ଦର ଦେଶବ୍ୟାପୀ ଥିବା ନାୟରାର ୭,୦୦୦ରୁ ଅଧିକ ଫ୍ୟୁଏଲ୍ ଷ୍ଟେସନରେ ଲାଗୁ ହୋଇଯାଇଛି।

ପଶ୍ଚିମ ଏସିଆରେ ଚାଲିଥିବା ରାଜନୈତିକ ଉତ୍ତେଜନା ହ୍ରାସ ପାଇବା ଏବଂ ଏକ ଗୁରୁତ୍ୱପୂର୍ଣ୍ଣ ସାମୁଦ୍ରିକ ବ୍ୟାପାର ମାର୍ଗ ପୁଣିଥରେ ଖୋଲିବା ଯୋଗୁଁ ବିଶ୍ୱ ବଜାରରେ ଅଶୋଧିତ ତୈଳର ଯୋଗାଣ ସ୍ୱାଭାବିକ ହୋଇଛି। ଯୋଗାଣରେ ବାଧା ସୃଷ୍ଟି ହେବାର ଚିନ୍ତା ଦୂର ହେବା ପରେ ଗ୍ଲୋବାଲ୍ ମାର୍କେଟ୍‌ରେ କ୍ରୁଡ୍ ଅଏଲ୍ ମୂଲ୍ୟରେ ନରମତା ଆସିଛି, ଯାହାର ସିଧାସଳଖ ଫାଇଦା ନାୟରା ଏନର୍ଜି ନିଜ ଗ୍ରାହକମାନଙ୍କୁ ପ୍ରଦାନ କରିଛି।

ଗୋଟିଏ ପଟେ ବେସରକାରୀ କମ୍ପାନୀ ‘ନାୟରା’ ତେଲ ଦର କମାଇଥିବା ବେଳେ, ଅନ୍ୟପଟେ ସରକାରୀ ତେଲ କମ୍ପାନୀଗୁଡ଼ିକ – ଇଣ୍ଡିଆନ୍ ଅଏଲ୍ (IOC), ଭାରତ ପେଟ୍ରୋଲିୟମ୍ (BPCL) ଏବଂ ହିନ୍ଦୁସ୍ତାନ ପେଟ୍ରୋଲିୟମ୍ (HPCL) ମୂଲ୍ୟରେ କୌଣସି ପରିବର୍ତ୍ତନ କରିନାହାନ୍ତି। ଏହି ସରକାରୀ କମ୍ପାନୀଗୁଡ଼ିକ ଆନ୍ତର୍ଜାତୀୟ ବଜାରର ଉପ-ତଳ ମଧ୍ୟରେ ନିଜର ଖୁଚୁରା ମୂଲ୍ୟକୁ ସ୍ଥିର ରଖିଛନ୍ତି। ସୂଚନାଯୋଗ୍ୟ ଯେ, ଏହି ତିନୋଟି ସରକାରୀ କମ୍ପାନୀ ମିଶି ଦେଶର ୯୦% ରୁ ଅଧିକ ପେଟ୍ରୋଲ ପମ୍ପ ପରିଚାଳନା କରନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଫ୍ଲାଇଦୁବାଇ ବିମାନରେ ଆକ୍ରମଣ: ନିଜେ ଆହାତ ହୋଇ ମଧ୍ୟ ବଞ୍ଚାଇଲେ ୧୮୦ ଯାତ୍ରୀଙ୍କ ଜୀବନ, କିଏ ଏହି ପାଇଲଟ୍?

ନୂଆଦିଲ୍ଲୀ,୩୦ା୯: ଦୁବାଇରୁ ତେଲ ଅଭିଭ ଯାଉଥିବା ଫ୍ଲାଇଦୁବାଇର FZ1073 ବିମାନରେ ବୁଧବାର ଘଟିଥିବା ଘଟଣାକୁ ନେଇ ଭାରତୀୟ ପାଇଲଟ୍ ସ୍ମିତ ମଚ୍ଛରଙ୍କ ନାଁ ଚର୍ଚ୍ଚାରେ ରହିଛି। ରିପୋର୍ଟ…

ଖେଳୁ ଖେଳୁ ହଠାତ୍ ପଡ଼ିଆ ମଝିରେ ନାଚିଲେ ହିଟମ୍ୟାନ, ଭିଡିଓ ଦେଖିଲେ….

ଗୁଆହାଟୀ,୩୦ା୯: ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ‘ହିଟମ୍ୟାନ୍’ ରୋହିତ ଶର୍ମାଙ୍କ ବ୍ୟାଟ୍‌ରୁ ଦେଖିବାକୁ ମିଳିଛି ଧମାକାଦାର ଶତକ । ୪୦୬ ରନ୍‌ର ବିଶାଳ ଲକ୍ଷ୍ୟ ପିଛା କରୁଥିବା…

ଶିକ୍ଷା ବିଭାଗର ସମନ୍ୱୟ ଅଭାବ: ଷାଣ୍ମାସିକ ପରୀକ୍ଷା ବେଳେ ଜିଲାସ୍ତରୀୟ କ୍ରୀଡ଼ା, ପରୀକ୍ଷାରୁ ବଞ୍ଚିତ ହେଲେ ଛାତ୍ରଛାତ୍ରୀ

ଅମରପାଲି, ୩୦ା୯(ପୀତାମ୍ବର ସାହୁ): ସରକାର ଶିକ୍ଷାକୁ ସାର୍ବଜନୀନ ଓ ବାଧ୍ୟତାମୂଳକ କରିଥିବା ବେଳେ ଶିକ୍ଷା ବିଭାଗରେ ସମନ୍ୱୟର ଅଭାବକୁ ନେଇ ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକରେ ଗମ୍ଭୀର…

କାଗଜପତ୍ରରେ ବଦଳିଲା, ନାମଫଳକରେ ନାହିଁ: ବରଗଡ଼ର ଇଂରାଜୀ ବନାନକୁ ନେଇ ଦ୍ୱନ୍ଦ୍ୱରେ ଜିଲାବାସୀ

ବରଗଡ଼, ୩୦ା୯(ପ୍ରେମାନନ୍ଦ ଖମାରୀ): ରାଜ୍ୟର ବିଭିନ୍ନ ଜିଲା, ଉପଖଣ୍ଡ, ତହସିଲ, ବ୍ଲକ ଏବଂ ସହରାଞ୍ଚଳଗୁଡ଼ିକର ଅଶୁଦ୍ଧ ତଥା ଅପଭ୍ରଂଶ ଇଂରାଜୀ ବନାନକୁ ସଂଶୋଧନ କରି ଓଡ଼ିଶାର ଭାଷାଗତ…

ବିଶ୍ୱ ରେକର୍ଡ ଭାଙ୍ଗିଲେ ଗିଲ୍, ଏହି ଖେଳାଳିଙ୍କୁ ପଛରେ ପକାଇ କଲେ…

ଗୁଆହାଟୀ,୩୦ା୯: ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ଭାରତୀୟ ଅଧିନାୟକ ଶୁବମନ ଗିଲ୍ ନିଜ ନାମରେ ଆଉ ଏକ ବଡ଼ ବିଶ୍ୱ ରେକର୍ଡ ଯୋଡ଼ିଛନ୍ତି । ଗୁଆହାଟୀର ବାରସାପାରା…

ମହାସଂଯୋଗ! ଅକ୍ଟୋବର ଆରମ୍ଭରୁ ଚମକିବ ୫ଟି ରାଶିର ଭାଗ୍ୟ! ବୁଧ-ଅରୁଣଙ୍କ କୃପାରୁ ହେବେ ମାଲାମାଲ୍ !

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହମାନଙ୍କର ଗୋଚର ଓ ବିଶେଷ ସଂଯୋଗର ଏକ ବଡ଼ ଗୁରୁତ୍ୱ ରହିଛି । ୩୦ ସେପ୍ଟେମ୍ବର ୨୦୨୬ ସକାଳ ୮ଟା ୫୬ ମିନିଟ୍‌ରେ ବୁଧ…

ବିଜୟଙ୍କ ବଡ଼ ବୟାନ: ରାଜା ହେବାକୁ ନୁହେଁ, ରାଜନୀତିକୁ ଆସିଛି….

ଚେନ୍ନାଇ,୩୦।୯: ତାମିଲନାଡୁର ଧାରାପୁରମରେ ଏକ ନିର୍ବାଚନୀ ସଭାରେ ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟ ନିଜ ଦଳ TVKର ରାଜନୈତିକ ଆଭିମୁଖ୍ୟ ନେଇ ବଡ଼ ବୟାନ ଦେଇଛନ୍ତି। ସେ…

ବଦଳିଗଲା ନିୟମ! ରାସନ୍ ନେବା ପାଇଁ ଆଉ ଦରକାର ନାହିଁ ଫିଙ୍ଗରପ୍ରିଣ୍ଟ, ଅକ୍ଟୋବର ୧ ରୁ କରିବାକୁ ପଡ଼ିବ…

ନୂଆଦିଲ୍ଲୀ,୩୦ା୯: ୧୭ଶ ଆଧାର ଦିବସ (୨୯ ସେପ୍ଟେମ୍ବର ୨୦୨୬) ଅବସରରେ ଦେଶର କୋଟି କୋଟି ରାଶନ୍ କାର୍ଡଧାରୀଙ୍କ ପାଇଁ ଏକ ପ୍ରମୁଖ ସୁବିଧାର ଘୋଷଣା କରାଯାଇଛି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?