ଏନ୍‌ବିବିଏଲ୍‌ ପକ୍ଷରୁ ୟୁପିଏମ୍‌ଏସ୍‌ର ଶୁଭାରମ୍ଭ

ମୁମ୍ବାଇ,୬।୧: ବିଲ୍‌ ପେମେଣ୍ଟ ବ୍ୟବସ୍ଥାର ସରଳୀକରଣ କରିବା ଲାଗି ନ୍ୟାଶନାଲ୍‌ ପେମେଣ୍ଟ କର୍ପୋରେଶନ ଅଫ୍‌ ଇଣ୍ଡିଆ (ଏନ୍‌ପିସିଆଇ) ର ସମ୍ପୂର୍ଣ୍ଣ ସହଯୋଗୀ ସଂସ୍ଥା ଏନ୍‌ପିସିଆଇ ଭାରତ ବିଲ୍‌ପେ ଲିମିଟେଡ୍‌ (ଏନ୍‌ବିବିଏଲ୍‌) ପକ୍ଷରୁ ‘ୟୁନିଫାଏଡ୍‌ ପ୍ରେଜେଣ୍ଟମେଣ୍ଟ ମ୍ୟାନେଜ୍‌ମେଣ୍ଟ ସିଷ୍ଟମ୍‌ (ୟୁପିଏମ୍‌ଏସ୍‌) ନାମକ ଏକ ସ୍ବତନ୍ତ୍ର ବ୍ୟବସ୍ଥାର ଶୁଭାରମ୍ଭ କରାଯାଇଛି। ୟୁପିଏମ୍‌ଏସ୍‌ ଜରିଆରେ ଏନ୍‌ବିବିଏଲ୍‌ ପକ୍ଷରୁ ଗ୍ରାହକମାନଙ୍କ ଲାଗି ରିକରିଂ ବିଲ୍‌ ପେମେଣ୍ଟ ପାଇଁ ଯେକୌଣସି ମାଧ୍ୟମରେ ଷ୍ଟାଣ୍ଡିଂ ଇନ୍‌ଷ୍ଟ୍ରକ୍ସନ ଗ୍ରହଣ କରିପାରିବ। ବିଲର୍‌ଙ୍କ ଠାରୁ ସ୍ବୟଂକ୍ରିୟ ଭାବେ ବିଲ୍‌ ସୃଷ୍ଟି ହୋଇ ପଦକ୍ଷେପ ଲାଗି ଗ୍ରାହକଙ୍କ ପାଇଁ ସ୍ବୟଂକ୍ରିୟ ଡେବିଟ୍‌ କି ମ୍ବା ବିଲ୍‌ ପେମେଣ୍ଟ ପରିଚାଳନା ଲାଗି ଉପସ୍ଥାପନ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଋଣ ସୁଧ କମାଇଲା ଏସ୍‌ବିଆଇ

ନୂଆଦିଲ୍ଲୀ,୮।୭ : ଷ୍ଟେଟ ବ୍ୟାଙ୍କ ଅଫ୍‌ ଇଣ୍ଡିଆ(ଏସ୍‌ବିଆଇ) ପକ୍ଷରୁ ମାର୍ଜିନାଲ କଷ୍ଟ ଅଫ୍‌ ଫଣ୍ଡସ ବେସ୍‌ଡ ଲେଣ୍ଡିଂ ରେଟ୍‌ (ଏମ୍‌ସିଏଲ୍‌ଆର୍‌) ବା ଋଣ ଉପରେ ସୁଧହାର...

୧୦ କୋଟି ନିଯୁକ୍ତି ଉପରେ କଳାବାଦଲ

ନୂଆଦିଲ୍ଲୀ,୩୦।୭: କରୋନା ଯୋଗୁ ଭାରତୀୟ ବଜାର କ୍ଷତିଗ୍ରସ୍ତ ହୋଇଛି। ନିଯୁକ୍ତି ଉପରେ ଏହା ପ୍ରତ୍ୟକ୍ଷ ଭାବେ ପ୍ରଭାବ ପକାଇଛି। ସାଧାରଣତଃ ଦେଶର ସଙ୍ଗଠିତ କ୍ଷେତ୍ରରେ ବହୁ...

କୋଭିଡ୍‌ ଯୋଗୁ ସ୍ବାସ୍ଥ୍ୟ ବୀମା ଗ୍ରହଣ ବଢ଼ିଛି

ଭୁବନେଶ୍ୱର, ୪ା୨: କୋଭିଡ୍‌ ମହାମାରୀ ଯୋଗୁ ଲୋକଙ୍କ ମଧ୍ୟରେ ସ୍ବାସ୍ଥ୍ୟବୀମା ଗ୍ରହଣ ବଢ଼ିଛି। କୋଭିଡ୍‌ ପୂର୍ବ ସ୍ଥିତି ତୁଳନାରେ ଏଥିରେ ଦ୍ରୁତ ଅଭିବୃଦ୍ଧି ହୋଇଥିବା ମାକ୍ସ...

ଏସ୍‌ୟୁଭି କାର୍‌ ଦେବ କରୋନା ସଂକ୍ରମଣରୁ ସୁରକ୍ଷା !

ଓ୍ବାଶିଂଟନ,୫।୩: କାର୍‌ କରୋନା ସଂକ୍ରମଣରୁ ସୁରକ୍ଷା ଦେବ। ଏହା ଶୁଣିଲେ ଆଶ୍ଚର୍ଯ୍ୟ ଲାଗିଲେ ବି ସତ। ଭଲ୍‌ଭୋ ଏବଂ ଲୋଟସ୍‌ ବ୍ରାଣ୍ଡ୍‌ର କାର୍‌ ତିଆରି କରୁଥିବା...

ବିମାନ କମ୍ପାନୀ ରାଜସ୍ବ ୮୫.୭% କମିଛି

ନୂଆଦିଲ୍ଲୀ,୧୭।୯: ଆର୍ଥତ୍କ ବର୍ଷ ୨୦୨୦-୨୧ର ପ୍ରଥମ ତ୍ରୈମାସରେ ବିମାନ କମ୍ପାନୀଗୁଡିକର ରାଜସ୍ବ ୮୫.୭% ହ୍ରାସ ଘଟି ୩,୬୫୧ କୋଟି ରହିଛି। କୋଭିଡ୍‌-୧୯ ଯୋଗୁ ବିମାନ ସେବା...

୪୦% ଖସିଲା ଯାନ ବିକ୍ରି

ଭୁବନେଶ୍ୱର,୧୧।୮: କରୋନା ଯୋଗୁ ଅଟୋମୋବାଇଲ ବଜାର ପ୍ରଭାବିତ ସ୍ଥିତିରେ ରହିଛି। ଲଗାତର ଭାବେ ବିକ୍ରି ହ୍ରାସ ହେଉଥିବା ବେଳେ ଜୁଲାଇ ମାସରେ ଯାନ ବିକ୍ରି କମିଥିବା...

କମିଲା ୩୯ ଔଷଧ ଦର

ଭୁବନେଶ୍ୱର,୫।୯: ନ୍ୟାଶନାଲ ଲିଷ୍ଟ ଅଫ୍‌ ଏସେନସିଆଲ ମେଡିସିନ୍‌(ଏନ୍‌ଏଲ୍‌ଇଏମ୍‌) କୁ ସଂଶୋଧନକରି କେନ୍ଦ୍ର ସରକାର ୩୯ଟି ଗୁରୁତ୍ୱର ଔଷଧ ମୂଲ୍ୟ ହ୍ରାସ କରିଛନ୍ତି। ଏହି କ୍ରମରେ କର୍କଟ...

ପିଆଜ କୁଇଣ୍ଟାଲ ୪୫ ଶହ ଛୁଇଁଲା

ନୂଆଦିଲ୍ଲୀ: କରୋନା କାରଣରୁ ଚାଷ ଓ ଅମଳ ମଧ୍ୟରେ ଅସମାନତା ଦେଖା ଦେବା ସହିତ ଦେଶର ପ୍ରମୁଖ ପିଆଜ ଉତ୍ପାଦନ ସ୍ଥାନ ଓ ରାଜ୍ୟରେ ଅଦିନିଆ ବର୍ଷା...

Advertisement
Archives

Model This Week