ନିର୍ଦ୍ୱନ୍ଦ୍ୱରେ ଜିତିଲେ ନିବେଦିତା

ସାକ୍ଷୀଗୋପାଳ,୨୩ା୩(ଡି.ଏନ୍‌.ଏ.): ପୁରୀ ଜିଲା ସତ୍ୟବାଦୀ ପଞ୍ଚାୟତ ସମିତି ଉପାଧ୍ୟକ୍ଷା ଭାବରେ ନିବେଦିତା ପାତ୍ର ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହୋଇଛନ୍ତି। ବୁଧବାର ଅନୁଷ୍ଠିତ ନିର୍ବାଚନରେ ନିବେଦିତା ଏକମାତ୍ର ପ୍ରାର୍ଥୀ ହୋଇଥିବାରୁ ନିର୍ବାଚନ ଅଧିକାରୀ ତଥା ତହସିଲଦାର ଜୟନ୍ତ କୁମାର ଜୟସିଂ ତାଙ୍କୁ ଉପାଧ୍ୟକ୍ଷା ଭାବେ ଘୋଷଣା କରିଥିଲେ। ନିବେଦିତା ବଳପୁର ପଞ୍ଚାୟତରରୁ ସମିତିସଭ୍ୟା ଭାବେ ନିର୍ବାଚିତ ହୋଇଥିଲେ। ଉପାଧ୍ୟକ୍ଷାଙ୍କ ବିଜୟ ଶୋଭାଯାତ୍ରାରେ ପଞ୍ଚାୟତ ସମିତି ଅଧ୍ୟକ୍ଷ ସୁନୀଲ କୁମାର ପଣ୍ଡା, ଆତ୍ମା ଅଧ୍ୟକ୍ଷ ରାମଚନ୍ଦ୍ର ମହାନ୍ତି, ବ୍ଲକ ବିଜେଡି ମହିଳା ସଭାପତି ଯମୁନା ବେହେରାଙ୍କ ସହିତ ସମିତି ସଭ୍ୟା, ସଭ୍ୟ, ସରପଞ୍ଚ ଓ ଦଳର ଯୁବକର୍ମୀମାନେ ସାମିଲ ହୋଇ ସାକ୍ଷୀଗୋପାଳ ମନ୍ଦିରରେ ଠାକୁରଙ୍କ ଦର୍ଶନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିପଦପୂର୍ଣ୍ଣ ଅବସ୍ଥାରେ ଟ୍ରାନ୍ସଫର୍ମର: ଅଭିଯୋଗ ପରେ ବି ଶୁଣୁନାହାନ୍ତି ବିଭାଗୀୟ ଅଧିକାରୀ

ଗଞ୍ଜାମ,୪।୪(ଅନାଥ ତରାଇ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ସୂର୍ଯ୍ୟନାରାୟଣପୁର ଓଡ଼ିଆର୍ପି କଲୋନୀରେ ବିପଦପୂର୍ଣ୍ଣ ଅବସ୍ଥାରେ ରହିଛି ଟ୍ରାନ୍ସଫର୍ମର। ଇଲେକ୍ଟ୍ରି ଟ୍ରାନ୍ସଫର୍ମର ସ୍ଥାନୀୟ ବାସିନ୍ଦା ସୁଦର୍ଶନ ପ୍ରଧାନଙ୍କ…

ସାଙ୍ଗମାନଙ୍କ ସହ ମିଶି ଗାଧୋଇବାକୁ ଯାଇଥିଲେ ନାବାଳକ, ଖସିଗଲା ଗୋଡ, ଖୋଜାଖୋଜି ପରେ ମିଳିଲା…

ଆନନ୍ଦପୁର/ହାଟଡିହି,୪l୪ (ସୁଶାନ୍ତ କୁମାର ସାହୁ/ଶୁଭକାନ୍ତ ନାଏକ ): ବୈତରଣୀ ନଦୀରେ ବୁଡ଼ିଯାଇ କେନ୍ଦୁଝର ଜିଲା ରାମଚନ୍ଦପୁରୁ ଥାନା ଅନ୍ତର୍ଗତ ଅଞ୍ଜିରା ଗ୍ରାମର ଜଣେ ଅଷ୍ଟମ ଶ୍ରେଣୀ ଛାତ୍ରଙ୍କ…

ରେଳ ଷ୍ଟେଶନରୁ ୪୦ ଲକ୍ଷ ଜବତ: ଯୁବକଙ୍କୁ ଅଟକ ରଖିଲା ପୋଲିସ

କେସିଙ୍ଗା,୪।୪(ତୁମେଶ୍ୱର ସାହୁ): ସମ୍ବଲପୁର ରେଲୱେ ଡିଭିଜନ ଅନ୍ତର୍ଗତ କେସିଙ୍ଗା ରେଲୱେ ଷ୍ଟେଶନରେ ଜଣେ ଯୁବକଙ୍କଠାରୁ ଟିଟିଲାଗଡ ରେଲୱେ ପୋଲିସ ୪୦ ଲକ୍ଷ ଟଙ୍କା ଜବତ ଜଣେ ଆସାମୀକୁ…

ଜାଲ୍‌ ଶିକ୍ଷକ ନିଯୁକ୍ତି କରି ଟଙ୍କା ଆତ୍ମସାତ୍‌ ଅଭିଯୋଗ: ନ୍ୟାୟ ପାଇଁ ଥାନାର ଦ୍ୱାରସ୍ଥ ଶିକ୍ଷକ

ନୂଆପଡ଼ା,୪ା୪ (ମକାରୁ ବେମାଲ):ନୂଆପଡ଼ା ଜିଲା ସିନାପାଲି କଲେଜରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଜାଲ୍‌ ଶିକ୍ଷକ ନିଯୁକ୍ତି କରି ଦରମା ଟଙ୍କା ଆତ୍ମସାତ୍‌ କରିଥିବା ସିନାପାଲି…

ରାତି ହେଲେ ଅବକାରୀ ଥାନା ବନ୍ଦ: ଡିସ୍‌ପ୍ଲେ ବୋର୍ଡ ଜଳୁଛି, କାର୍ଯ୍ୟାଳୟରେ ତାଲା ଝୁଲୁଛି

ଲୋଇସିଂହା,୪।୪(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ଅବକାରୀ ଥାନାରେ ରାତି ସମୟରେ କେହି ଷ୍ଟାଫ ରହୁ ନ ଥିବା ଅଭିଯୋଗ ହେଉଛି ା ବୁଧବାର ସନ୍ଧ୍ୟାରେ କାର୍ଯ୍ୟାଳୟର ଡିସପ୍ଲେ…

ଜବରଦଖଲରେ ସରକାରୀ ଜମି: ୯ ଏପ୍ରିଲରେ ଡିମାର୍କେଶନ ନିର୍ଦ୍ଧାରିତ

ବଞ୍ଚୋ,୪।୪(ପ୍ରଦୋଷ କୁମାର ବିଶ୍ୱାଳ ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ଚୋରଗାଡ଼ିଆ ଗ୍ରାମରେ ସରକାରୀ ଜମି ଜବରଦଖଲ ନେଇ ସମସ୍ୟା ଗୁରୁତର ରୂପ ନେଇଥିଲା । ଏହି…

ସୌନ୍ଦର୍ଯ୍ୟ ହରାଇଲାଣି ଚିଲଡ୍ରେନ ପାର୍କ: ପ୍ରଶାସନ ଦୃଷ୍ଟି ଦେବାକୁ ଦାବି

ପଦ୍ମପୁର,୪ା୪(ପ୍ରଦୀପ୍ତ ଦାଶ ):ସହରକୁ ସରସ ସୁନ୍ଦର କରିବା ପାଇଁ ରାଜ୍ୟ ସରକାର କୋଟି କୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି। ମାତ୍ର ଉପଯୁକ୍ତ ରକ୍ଷଣାବେକ୍ଷଣ ଅଭାବରୁ ଏ ସବୁ…

ବାରଣ୍ଡାରେ ଶୋଇଥିଲେ ମା’, ବିଷ ଦେଇଦେଲେ ପୁଅ: ଆଉ ତା’ପରେ…

ଭୋଗରାଇ,୪ା୪(ପ୍ରଦୀପ ଦାସ):ଘରେ ପୁଅଟିଏ ଜନ୍ମ ହେଲେ କୁଳ ରକ୍ଷା ହେବ। ପରିଣତ ବୟସରେ ମା’ବାପାଙ୍କ ସାହାରା ହେବା ସହ ମୃତ୍ୟୁ ପରେ ମୁଖାଗ୍ନି ଦେବ, ଏଭଳି ଅନେକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri