Posted inଜାତୀୟ

୫-ଜି ସେବା ଆରମ୍ଭ ହେବା ନେଇ ଟୁଇଟ୍‌ କରି ଡିଲିଟ୍‌ କଲା ଏନ୍‌ବିଏମ୍‌

ନୂଆଦିଲ୍ଲୀ,୨୪ା୯: ଅକ୍ଟୋବର ୧ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶରେ ୫-ଜି ସେବା ଆରମ୍ଭ କରିବେ। ଯୋଗାଯୋଗ ମନ୍ତ୍ରଣାଳୟ ଅଧୀନରେ ଆସୁଥିବା ଜାତୀୟ ବ୍ରଡବ୍ୟାଣ୍ଡ ମିଶନ (NBM) ଶନିବାର ଏକ ଟୁଇଟ୍‌ ମାଧ୍ୟମରେ ଏହି ସୂଚନା ଦେଇଥିଲା। କିନ୍ତୁ ପରେ ଏନ୍‌ବିଏମ୍‌ ଏହି ଟୁଇଟ୍‌କୁ ଡିଲିଟ୍‌ କରିଦେଇଛି।

ଏହି ଟୁଇଟ୍‌ରେ ଲେଖାଥିଲା, ଇଣ୍ଡିଆ ମୋବାଇଲ କଂଗ୍ରେସ (ଆଇଏମ୍‌ସି) ଆରମ୍ଭ ହେବାକୁ ଯାଉଛି। ଯେଉଁଥିରେ ୫-ଜି ଏବଂ ଆନୁଷଙ୍ଗିକ କ୍ଷେତ୍ର ପ୍ରତି ବିଶେଷ ଧ୍ୟାନ ଦିଆଯିବ। ପ୍ରଗତି ମଇଦାନରେ ଆୟୋଜିତ ହେବାକୁ ଥିବା ଆଇଏମ୍‌ସିର ଷଷ୍ଠ ସଂସ୍କରଣରେ ଟେଲିକମ୍‌ ଜଏଣ୍ଟସ- ରିଲାଏନ୍ସ ଇଣ୍ଡଷ୍ଟ୍ରିଜ ଲିମିଟେଡ ଚେୟାରମ୍ୟାନ ମୁକେଶ ଅମ୍ବାନୀ ଏବଂ ଭାରତ ଏଣ୍ଟରପ୍ରାଇଜେସ ଚେୟାରମ୍ୟାନ ସୁନୀଲ ଭାରତୀ ମିତ୍ତଲ ମଧ୍ୟ ଯୋଗଦେବେ। ଏହା ସହିତ ଟେଲିକମ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ମଧ୍ୟ ଏହି କାର୍ଯ୍ୟକ୍ରମରେ ଉପସ୍ଥିତ ରହିବେ। ଅକ୍ଟୋବର ପହିଲା ଉପରେ ସମସ୍ତଙ୍କ ନଜର ରହିଛି। ତେବେ ଦେଖାଯାଉ କ’ଣ ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଯୁଦ୍ଧ ନୁହେଁ ମହାଯୁଦ୍ଧର ପ୍ରସ୍ତୁତି, ଆମେରିକା କରୁଛି ଏହି ବଡ଼ ଯୋଜନା

ଓ୍ବାଶିଂଟନ,୩୦।୩:ପଶ୍ଚିମ ଏସିଆରେ ସଂଘର୍ଷ ଆରମ୍ଭ ହେବାର ୩୧ଦିନ ବିତିଗଲାଣି, ତଥାପି ଏହାର ଗତିପଥ ଅନିର୍ଦ୍ଦିଷ୍ଟ ରହିଛି । ଏହି ସମୟରେ, ଇରାନ ଉପରେ ଆମେରିକାର ସମ୍ଭାବ୍ୟ ସ୍ଥଳ…

ଏ କେଉଁ ପ୍ରକାର ସଙ୍କେତ? ଶ୍ରୀମନ୍ଦିର ନୀଳଚକ୍ର ଉପରେ ପୁଣି ବସିଲା ଚିଲ

ପୁରୀ,୩୦।୩( ଅଜିତ୍ କୁମାର ମହାନ୍ତି)ଶ୍ରୀମନ୍ଦିର ନୀଳଚକ୍ର ଉପରେ ଲଗାତାର ଚିଲ ବସୁଥିବା ଦେଖିବାକୁ ମିଳୁଛି ।  ସୋମବାର ସକାଳୁ ଚିଲ ବସିଥିବା ଦେଖିବାକୁ ମିଳିଛି । ଏକ…

ଧାନମଣ୍ଡିରେ ବ୍ୟାପକ ଅନିୟମିତତା: ରାସ୍ତାରେ ଧାନ ରଖି ପ୍ରତିବାଦ କଲେ ଚାଷୀ

ପରଜଙ୍ଗ,୩୦ା୩(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକସ୍ଥିତ ସାଆନ୍ଦା କୃଷି ସମବାୟ ସମିତି କାର୍ଯ୍ୟାଳୟ ଅଧିନରେ ହେଉଥିବା ଧାନମଣ୍ଡିରେ ବ୍ୟାପକ ଅନିୟମିତତା ଅଭିଯୋଗ ହୋଇଛି। ଯେଉଁ ଚାଷୀମାନେ…

ଲୋମ ଟାଙ୍କୁରି ଉଠିବ…. ଅବୈଧ ସମ୍ପର୍କ ପାଇଁ ପ୍ରେମିକାକୁ ମାରି ଖଣ୍ଡ ଖଣ୍ଡ କଲା ପ୍ରେମିକ, ଫ୍ରିଜରେ ପୁରାଇ….

ନୂଆଦିଲ୍ଲୀ,୩୦।୩: ବିଶାଖାପାଟଣାରେ ଏକ ଲୋମହର୍ଷଣକାରୀ ଘଟଣା ବର୍ତ୍ତମାନ ସାରା ଦେଶରେ ଚର୍ଚ୍ଚାର ବିଷୟ ପାଲଟିଛି । ଏଠାରେ ଜଣେ ବ୍ୟକ୍ତି ସାମାନ୍ୟ ଯୁକ୍ତିତର୍କ ପରେ ଜଣେ ମହିଳାଙ୍କୁ…

ସୁସ୍ଥ ରହିବେ ବୟସ୍କ ବ୍ୟକ୍ତି

ଦଶ ବର୍ଷ ପୂର୍ବେ ମନୁଷ୍ୟର ହାରାହାରି ଜୀବନକାଳ ପ୍ରାୟ ୬୩ ବର୍ଷ ଥିଲା। ଡାକ୍ତରୀ ବ୍ୟବସ୍ଥାର ସୁବ୍ୟବସ୍ଥା ଏବଂ ଉତ୍ତମ ସ୍ବାସ୍ଥ୍ୟସେବା ଯୋଗୁଁ ଆମର ହାରାହାରି ବୟସ…

‘ଧରିତ୍ରୀ’ ବିରୋଧରେ ଅଭିଯୋଗ ଭିତ୍ତିହୀନ, ମାମଲା ଖାରଜ କଲେ କୋର୍ଟ

ପୁରୀ/ଗୋପ,୩୦ା୩( ଅଜିତ ମହାନ୍ତି/ ଭାରତୀ ଭୂଷଣ ଉପାଧ୍ୟାୟ): ଜାଲ ସାର୍ଟିଫିକେଟ ରାକେଟ ସମ୍ପର୍କିତ ଖବର ପ୍ରକାଶନ ବିରୋଧରେ ଧରିତ୍ରୀ ଏବଂ ଏହାର ଖବରଦାତାଙ୍କ ବିରୋଧରେ ହୋଇଥିବା ଏକ…

ଫୁଲ ତୋଳିବା ହେଲା କାଳ, କୂଅରେ ପଡ଼ି ଚାଲିଗଲା ବୃଦ୍ଧାଙ୍କ ଜୀବନ

ନନ୍ଦପୁର,୩୦।୩(ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ସଦର ମହକୁମା ବାହିରିପଡ଼ା ଜମି ଭିତରେ ଥିବା ଏକ ପରିତ୍ୟକ୍ତ କୂଅରେ ପଡ଼ି ଜଣେ ବୃଦ୍ଧା ମହିଳାଙ୍କ…

ଅପମାନିତ ହେଲା ପାକିସ୍ତାନ: PSLରେ ବଲ ଟ୍ୟାମ୍ପରିଂ? ଫଖର ଜମାନଙ୍କ କାର୍ଯ୍ୟ କ୍ୟାମେରାରେ କଏଦ

ଇସଲାମାବାଦ,୩୦।୩: ପାକିସ୍ତାନ ସୁପର ଲିଗ (PSL 2026) ଆରମ୍ଭ ହେବାର ମାତ୍ର କିଛି ଦିନ ହେଲାଣି, ତଥାପି ଏହା ମଧ୍ୟରେ ଏକ ବଡ଼ ବିବାଦ ଦେଖାଦେଇଛି। ମ୍ୟାଚରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri