Posted inଜାତୀୟ

ଜମ୍ମୁ-କଶ୍ମୀର ନିର୍ବାଚନ: କଂଗ୍ରେସ-ଏନ୍‌ସି ମଧ୍ୟରେ ବୁଝାମଣା, କିଏ କେତେ ଆସନରେ ଲଢ଼ିବେ ଜାଣନ୍ତୁ…

ଶ୍ରୀନଗର,୨୬ା୮: ଜମ୍ମୁ-କଶ୍ମୀର ବିଧାନସଭା ନିର୍ବାଚନ ପାଇଁ ନ୍ୟାଶନାଲ କନ୍‌ଫରେନ୍ସ (ଏନ୍‌ସି) ଏବଂ କଂଗ୍ରେସ ମଧ୍ୟରେ ଆସନ ବୁଝାମଣା ସୋମବାର ଚୂଡ଼ାନ୍ତ ହୋଇଛି। ୯୦ ଆସନ ବିଶିଷ୍ଟ ବିଧାନସଭା ପାଇଁ ଏନ୍‌ସି ୫୧ ଆସନରେ ଲଢ଼ିବାକୁ ଥିବାବେଳେ ସହଯୋଗୀ ଦଳ କଂଗ୍ରେସ ୩୨ ଆସନରେ ପ୍ରତିଦ୍ୱନ୍ଦ୍ୱିତା କରିବାକୁ ରାଜି ହୋଇଛି। ଏହା ବ୍ୟତୀତ ମେଣ୍ଟ ସହଯୋଗୀ ସିପିଆଇ(ଏମ୍‌) ଏବଂ ଜମ୍ମୁ-କଶ୍ମୀର ନ୍ୟାଶନାଲ ପାନ୍ଥର୍ସ ପାର୍ଟି (ଜେକେଏନ୍‌ପିପି)କୁ ଗୋଟିଏ ଲେଖାଏ ଆସନ ଛଡ଼ାଯାଇଛି।

ଅବଶିଷ୍ଟ ୫ଟି ଆସନରେ ବନ୍ଧୁତ୍ୱପୂର୍ଣ୍ଣ ପ୍ରତିଦ୍ୱନ୍ଦ୍ୱିତା ହେବ ବୋଲି ନିଷ୍ପତ୍ତି ନିଆଯାଇଛି। ଏନ୍‌ସି ଅଧ୍ୟକ୍ଷ ଫାରୁକ୍‌ ଅବଦୁଲ୍ଲାଙ୍କ ବାସଭବନରେ ସୋମବାର ଦିବସବ୍ୟାପୀ ଆଲୋଚନା ପରେ କେଉଁ ଦଳ କେତେ ଆସନରେ ଲଢ଼ିବେ, ତାହା ମିଳିତ ସାମ୍ବାଦିକ ସମ୍ମିଳନୀରେ ଘୋଷଣା କରାଯାଇଥିଲା। ତେବେ ବିଭିନ୍ନ ଦଳ ପ୍ରତିଦ୍ୱନ୍ଦ୍ୱିତା କରିବାକୁ ଥିବା ଆସନ ତାଲିକା ଏ


Enter your email to get our daily news in your inbox.

All Right Reserved By Dharitri.Com

ହରମୁଜରେ ୫ ଯୁଦ୍ଧ ଜାହାଜ ଓହ୍ଲାଇଲା ଭାରତ, ଆଗକୁ କିଛି ବଡ଼…

ନୂଆଦିଲ୍ଲୀ,୨୬।୩: ଆମେରିକା, ଇସ୍ରାଏଲ ଏବଂ ଇରାନ ସହିତ ଜଡିତ ବିବାଦ ମଧ୍ୟରେ, ହରମୁଜ ପ୍ରଣାଳୀ ଆଲୋଚନାର ଏକ କେନ୍ଦ୍ରୀୟ ବିଷୟ ପାଲଟିଛି। ବିଶ୍ୱର ପ୍ରାୟ 20% ରୁ…

୩ଦିନ ବ୍ୟାଙ୍କ ବନ୍ଦ; ଆଉ ମିଳିବନି ପେଟ୍ରୋଲ? ଦେଶରେ ଚହଳ!

ନୂଆଦିଲ୍ଲୀ,୨୬।୩: ଶୁକ୍ରବାର, ଶନିବାର ଓ ରବିବାର ବ୍ୟାଙ୍କ ଛୁଟି। ଶୁକ୍ରବାର ରାମନବମୀ ଛୁଟି, ଶନିବାର ଲାଷ୍ଟ ସଟର ଡେ, ରବିବାର ପଡୁଛି ସାପ୍ତାହିକ ଛୁଟି। ଯୁଦ୍ଧ ମୁକାବିଲା…

ମହାଗୌରୀ ବେଶରେ ମା’ ସମଲେଇ: ଦର୍ଶନ ପାଇଁ ଶ୍ରଦ୍ଧାଳୁଙ୍କ ସମାଗମ

ବରଗଡ଼,୨୬।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ର ଅଧିଷ୍ଠାତ୍ରୀ ଗ୍ରାମ୍ୟଦେବୀ ମା’ ସମଲେଇଙ୍କ ବାସନ୍ତୀକ ନବରାତ୍ର ପୂଜା ଚାଲିଛି। ଅଷ୍ଟମ ଦିବସ ଗୁରୁବାର ଦେବୀ ମହାଗୌରୀ ବେଶରେ ଦର୍ଶନ ଦେଇଛନ୍ତି। ଦେବୀଙ୍କୁ…

ଯାତ୍ରୀବାହୀ ବସକୁ ଧକ୍କା ଦେଲା ଟକ୍‌: ୧୦ ଯାତ୍ରୀ ଜୀବନ୍ତ ଦଗ୍ଧ

ହାଇଦ୍ରାବାଦ,୨୬।୩: ଆନ୍ଧ୍ରପ୍ରଦେଶର ମାର୍କାପୁରମ ଜିଲାରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ ଦଶ ଜଣ ପ୍ରାଣ ହରାଇଛନ୍ତି। ରାୟାବରମ ନିକଟରେ କାଠ ଖଣି ନିକଟରେ ଏକ…

ଇରାନରୁ ଖୋଲାଖୋଲି LPG କିଣିଲା ଭାରତ, ଟ୍ରମ୍ପ ଦେଖି କାବା!

ନୂଆଦିଲ୍ଲୀ,୨୬।୩: ପଶ୍ଚିମ ଏସିଆ (ମଧ୍ୟପ୍ରାଚ୍ୟ)ରେ ବର୍ତ୍ତମାନ ବୃଦ୍ଧି ପାଉଥିବା ଉତ୍ତେଜନା ଏବଂ ଯୁଦ୍ଧର ଭୟ ମଧ୍ୟରେ, ଭାରତ ଏହାର ଘରୋଇ ରନ୍ଧନ ଗ୍ୟାସ ଆବଶ୍ୟକତା ପୂରଣ କରିବା…

ଅହିଂସା ଓ ଅସ୍ପୃଶ୍ୟତା

ଅହିଂସାକୁ ହିନ୍ଦୁଧର୍ମରେ ଶ୍ରେଷ୍ଠ ସଦାଚାର ବା ଗୁଣ ବୋଲି ବିବେଚନା କରାଯାଏ। ଏହା ସଦାଚାରୀ ସନ୍ନ୍ୟାସୀ, ଦୟାଶୀଳ ଋଷି ତଥା ଶ୍ରେଷ୍ଠ ନୈତିକ ଜୀବନର ଭାବମୂର୍ତ୍ତିକୁ ପରିପ୍ରକାଶକରେ।…

ଏତିକି ଟଙ୍କାରେ ନିଲାମ ହେଲା ମରିଚି କୁଣ୍ଡ ପାଣି: ନିଃସନ୍ତାନ ମହିଳା ହେବେ ସନ୍ତାନ ପ୍ରାପ୍ତି

ଭୁବନେଶ୍ୱର,୨୬।୩: ରୁକୁଣା ରଥଯାତ୍ରା ପୂର୍ବରୁ ମୁକ୍ତେଶ୍ୱର ମନ୍ଦିର ପରିସରରେ ଥିବା ମରୀଚି କୁଣ୍ଡ ପାଣି ନିଲାମ ହୋଇଛି। ୭୦୦୧ ଟଙ୍କାରେ ନିଲାମ ହେଲା ମରିଚି କୁଣ୍ଡ ପାଣି।…

ହୋଟେଲ, ରେଷ୍ଟୁରାଣ୍ଟରେ ‘ଏଲ୍‌ପିଜି ଚାର୍ଜ’ ନେବା ବେଆଇନ

ଭୁବନେଶ୍ୱର,୨୬ା୩(ଅନୁରାଧା ମହାରଣା):କେନ୍ଦ୍ରୀୟ ଗ୍ରାହକ ସୁରକ୍ଷା ପ୍ରାଧିକରଣ (ସିସିପିଏ), ହୋଟେଲ ଏବଂ ରେଷ୍ଟୁରାଣ୍ଟଗୁଡିକ ଦ୍ୱାରା ଗ୍ରାହକଙ୍କ ବିଲ୍‌ରେ ଏଲ୍‌ପିଜି ଚାର୍ଜ, ଗ୍ୟାସ୍‌ ସର୍‌ଚାର୍ଜ ଏବଂ ଇନ୍ଧନ ମୂଲ୍ୟ ଭରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri