Posted inଜାତୀୟ

ମିଳିତ ବିରୋଧୀ ମେଣ୍ଟରେ ସାମିଲ ହେବନି ଏନସି: ଓମାର…

ଶ୍ରୀନଗର,୧୧।୬ : ୨୦୨୪ ଲୋକସଭା ନିର୍ବାଚନ ପୂର୍ବରୁ ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ସମସ୍ତ ବିରୋଧୀ ଦଳକୁ ଭାଜପା ବିରୋଧରେ ଏକଜୁଟ କରିବା କାର୍ଯ୍ୟରେ ନିୟୋଜିତ ଅଛନ୍ତି। ଏହି ପ୍ରୟାସରେ ନୀତୀଶ କ୍ରମାଗତ ଭାବରେ ସମସ୍ତ ପ୍ରମୁଖ ଦଳର ମୁଖ୍ୟ ନେତାଙ୍କୁ ଭେଟିଛନ୍ତି। ଅନ୍ୟପକ୍ଷରେ, ନ୍ୟାଶନାଲ କନଫରେନ୍ସ(ଏନସି) ଉପାଧ୍ୟକ୍ଷ ତଥା ପୂର୍ବତନ ଜମ୍ମୁ-କଶ୍ମୀରର ମୁଖ୍ୟମନ୍ତ୍ରୀ ଓମାର ଅବଦୁଲ୍ଲା ଲୋକସଭା ନିର୍ବାଚନରେ ଭାଜପା ବିରୋଧରେ ହୋଇଥିବା ମିଳିତ ବିରୋଧୀ ମେଣ୍ଟରୁ ତାଙ୍କ ଦଳ ଦୂରେଇ ରହିଥିବା ଦର୍ଶାଇଛନ୍ତି।

ଭାଜପା ବିରୋଧରେ ସର୍ବଦଳୀୟ ଭାରତ ଗଠନ ପାଇଁ ବିରୋଧୀଙ୍କ ଆଶାକୁ ଖଣ୍ଡନ କରି ପୂର୍ବତନ ଓମାର କହିଛନ୍ତି ସେ ଏତେ ବଡ ମିଳିତ ମେଣ୍ଟରେ ତାଙ୍କ ଦଳ ପାଇଁ କୌଣସି ଲାଭ ଦେଖି ପାରୁନାହାଁନ୍ତି। ଜମ୍ମୁ-କଶ୍ମୀର ବାହାରେ ଆମେ କ’ଣ ଯୋଗଦାନ କରିପାରିବୁ? ଆମର ମୋଟ ୫ଟି ଲୋକସଭା ଆସନ ଅଛି । ଏହି ୫ଟି ଆସନରୁ କେଉଁ ଭୂକମ୍ପ ଅବା ଆସିବ? ଏହି ଆସନରେ ଆମକୁ ଭାଜପାର ସାମ୍ନା କରିବାକୁ ପଡିବ। ଜମ୍ମୁ-କଶ୍ମୀର ବାହାରେ କଣ ଘଟୁଛି ତାହା ଏକ ଦ୍ୱିତୀୟ ପ୍ରଶ୍ନ।

ଅନ୍ୟ ବିରୋଧୀ ଦଳ ସହ ମିଳିତ ହେବାର ସମ୍ଭାବନା ଉପରେ ଅବଦୁଲ୍ଲା କହିଛନ୍ତି ଧାରା ୩୭୦ ରଦ୍ଦ ହେବା ସମୟରେ ଏହିପରି ଅଧିକାଂଶ ଦଳ ନୀରବ ରହିଥିଲେ। ଜମ୍ମୁ-କଶ୍ମୀର ବିଧାନସଭା ନିର୍ବାଚନର ଘୋଷଣା ପୂର୍ବରୁ ପ୍ରି-ପୋଲ ମିଳିତ ମେଣ୍ଟ ଉପରେ ଆଲୋଚନା କରିବା ଠିକ ନୁହେଁ।


Enter your email to get our daily news in your inbox.

All Right Reserved By Dharitri.Com

ବାଇକରେ ବନ୍ୟାଞ୍ଚଳ ବୁଲିଲେ ମନ୍ତ୍ରୀ, ହାଟଡିହୀ ଅଞ୍ଚଳକୁ ନେଇ କହିଲେ…

ହାଟଡିହୀ/ଛେନାପଦୀ,୫।୮(ଶୁଭକାନ୍ତ ନାୟକ/ନିରାକାର ପରିଡା): ବୈତରଣୀ ନଦୀର ବନ୍ୟା ପରେ କେନ୍ଦୁଝର ଜିଲା ହାଟଡିହୀ ବ୍ଲକର ଅନେକ ଅଞ୍ଚଳ କ୍ଷତିଗ୍ରସ୍ତ ହୋଇଥିଲା । ତେବେ ରାଜ୍ୟ ପଞ୍ଚାୟତିରାଜ ଓ…

ଦାରିଙ୍ଗବାଡ଼ିରେ ଗାଡ଼ିମୋଟର ଯାଞ୍ଚ କଡ଼ାକଡ଼ି, ଜରିମାନା ବାବଦକୁ ଆଦାୟ ହେଲା…

ଦାରିଙ୍ଗବାଡ଼ି,୫ା୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅଞ୍ଚଳରେ ବୁଧବାର ଗାଡ଼ିମୋଟର ଯାଞ୍ଚ କଡ଼ାକଡ଼ି ହୋଇଛି। ଆଞ୍ଚଳିକ ପରିବହନ ବିଭାଗ ଓ ପୋଲିସର ମିଳିତ ଯାଞ୍ଚରେ ମୋଟ୍‌…

ଏମିତି କହି କାନ୍ଦି ପକାଇଲେ ଶେଖ ହାସିନା, ମରିବି ପଛେ….

ଢାକା,୫।୮: ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହାସିନା ନିର୍ବାସନର ଦ୍ୱିତୀୟ ବର୍ଷପୂର୍ତ୍ତି ଅବସରରେ ଦେଇଥିବା ଉଦ୍‌ବୋଧନରେ ଦେଶର ବର୍ତ୍ତମାନ ସ୍ଥିତିକୁ ନେଇ ଗଭୀର ଉଦ୍‌ବେଗ ପ୍ରକାଶ କରିଛନ୍ତି…

ସ୍କୁଲରୁ ଫେରୁଥିବା ବେଳେ ଶିକ୍ଷକଙ୍କୁ ଧକ୍କା ଦେଲା ଟ୍ରେନ, ବାଇକ ସହ….

କୋରାପୁଟ,୫।୮(ଅମିତାଭ ବେହେରା): କୋରାପୁଟ ଷ୍ଟେସନ ନିକଟ ଶୁକୁ ବ୍ରିଜଠାରେ ବୁଧବାର ଏକ ଦୁଃଖଦ ଘଟଣା ଘଟିଯାଇଛି । ମାଲବାହୀ ଟ୍ରେନ ଧକ୍କାରେ ଜଣେ ଶିକ୍ଷକଙ୍କ ଜୀବନ ଚାଲିଯାଇଛି…

ସରକାରୀ ମଦ ଦୋକାନ ସ୍ଥାନାନ୍ତର କରି ଖୋଲିବା ଉଦ୍ୟମକୁ ମହିଳାଙ୍କ ତୀବ୍ର ବିରୋଧ, ଉତ୍ତେଜନା ଦେଖାଦେବାରୁ…

ପାଟଣା,୫ା୮(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅନ୍ତର୍ଗତ ଧନୁର୍ଜୟପୁର ଜଙ୍ଗଲ ଅଞ୍ଚଳରେ ରେଙ୍ଗାଳବେଡ଼ା ସରକାରୀ ମଦ ଦୋକାନ ସ୍ଥାନାନ୍ତର କରି ଖୋଲିବା ଉଦ୍ୟମକୁ ବୁଧବାର ଶତାଧିକ…

କେନ୍ଦ୍ର ସରକାରଙ୍କୁ ରାହୁଲଙ୍କ କଡ଼ା ସମାଲୋଚନା: ମହିଳା ଆନ୍ଦୋଳନକାରୀଙ୍କ ଘରକୁ ଗୁଣ୍ଡା ପଠାଇ…

ନୂଆଦିଲ୍ଲୀ,୫।୮: ଲୋକ ସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଛାତ୍ର ଆନ୍ଦୋଳନ ସମୟରେ ଦିଲ୍ଲୀ ପୋଲିସର କାର୍ଯ୍ୟାନୁଷ୍ଠାନକୁ ନେଇ ସ୍ବରାଷ୍ଟ୍ର ମନ୍ତ୍ରୀଙ୍କୁ ସିଧାସଳଖ ଦାୟୀ କରିଛନ୍ତି…

୫ ଲକ୍ଷ ଟଙ୍କାର ବ୍ରାଉନସୁଗାର ଜବତ, ୫ ଗିରଫ ସହ ପାଖରୁ ମିଳିଲା ଏହି…

ଭଞ୍ଜନଗର,୫ା୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସକୁ ନିଶା କାରବାର ବିରୋଧୀ ଅଭିଯାନରେ ବୁଧବାର ପୁଣି ଏକ ସଫଳତା ମିଳିଛି। ମଙ୍ଗଳବାର ପୋଲିସ ପାଟ୍ରୋଲିଂ ସମୟରେ ବୁଦୁଲି…

ଓ୍ବାର୍ନିଂ ଜାରି କଲା ପାଣିପାଗ ବିଭାଗ, ୪୮ ଘଣ୍ଟାରେ ଏହି ଜିଲାରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ବର,୫।୮: ମୌସୁମୀ ସକ୍ରିୟ ରହିଥିବା ବେଳେ ସାରା ରାଜ୍ୟରେ ବର୍ଷା ଜାରି ରହିଛି । ସେ ଆସନ୍ତା ୪୮ ଘଣ୍ଟା ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri