Posted inଜାତୀୟ

ଏନ୍‌ସିବି ଡିଜି ହେଲେ ବରିଷ୍ଠ ଆଇପିଏସ୍‌ ସତ୍ୟନାରାୟଣ ପ୍ରଧାନ

ନୂଆଦିଲ୍ଲୀ,୧୧।୧୧: ବରିଷ୍ଠ ଆଇପିଏସ୍‌ ସତ୍ୟନାରାୟଣ ପ୍ରଧାନ ଏନସିବି ଡିଜି ଭାବେ ନିଯୁକ୍ତ ହେଇଛନ୍ତି। ପୂର୍ବରୁ ସେ ଏନ୍‌ସିବିର ଅତିରିକ୍ତ ଦାୟିତ୍ୱରେ ଥିଲେ। ଏବେ ସରକାର ସତ୍ୟ ନାରାୟଣଙ୍କୁ ୨୦୨୪ ଯାଏ ନିୟମିତ ନିଯୁକ୍ତି ଦେଇଛନ୍ତି। ସେ ପରବର୍ତ୍ତୀ ଆଦେଶ କିମ୍ବା ଅବସର ପର୍ଯ୍ୟନ୍ତ ଡିଜି ଭାବେ ଦାୟିତ୍ୱ ତୁଲାଇବେ ।

ସତ୍ୟନାରାୟଣ ପ୍ରଧାନ ଝାଡଖଣ୍ଡ କ୍ୟାଡରର ୧୯୮୮ ବ୍ୟାଚ୍‌ ଆଇପିଏସ୍‌ ଅଫିସର । ସେ ଏନଡିଆରଏଫର ମହାନିର୍ଦ୍ଦେଶକ ଥିବା ସତ୍ତ୍ବେ ଏନସିବିର ଅତିରିକ୍ତ ଦାୟିତ୍ୱ ତୁଲାଉଥିଲେ । ବର୍ତ୍ତମାନ ସେ ଏନସିବି ଡିଜି ଭାବେ କାର୍ଯ୍ୟ କରିବେ।


Enter your email to get our daily news in your inbox.

All Right Reserved By Dharitri.Com

୫୦ ବର୍ଷରେ ପଦାର୍ପଣ କଲେ ରାହୁଲ ଗାନ୍ଧୀ, ଜନ୍ମଦିନ ପାଳିବେନି

ନୂଆଦିଲ୍ଲୀ,୧୯।୬ କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ଆଜି ୫୦ ବର୍ଷରେ ପଦାର୍ପଣ କରିଛନ୍ତି। ୧୯୭୦ ଜୁନ୍‌ ୧୯ରେ ଦିଲ୍ଲୀରେ ଜନ୍ମଗ୍ରହଣ କରିଥିଲେ ରାହୁଲ। ଚାଇନା...

ମିଳିଲାନି ସିଗନାଲ୍‌: ଦୋଳିରେ ଚଢ଼ି ଫୋନ୍‌ କଲେ ସ୍ବାସ୍ଥ୍ୟମନ୍ତ୍ରୀ

ଭୋପାଳ,୨୨।୨: ମଧ୍ୟପ୍ରଦେଶରେ କେତେକ ଅଞ୍ଚଳରେ ମୋବାଇଲ୍‌ ସିଗନାଲ୍‌ ମିଳୁ ନ ଥିବାରୁ ଲୋକେ ହଇରାଣ ହେଉଛନ୍ତି। ରାଜ୍ୟ ସ୍ବାସ୍ଥ୍ୟ ରାଷ୍ଟ୍ରମନ୍ତ୍ରୀ ବ୍ରଜେନ୍ଦ୍ର ସିଂ ଅଶୋକ ନଗର...

ସୈନିକ ସ୍କୁଲ୍‌ରେ ପଢ଼ିବେ ବାଳିକା…

ନୂଆଦିଲ୍ଲୀ,୧୫।୮: ଏଣିକି ବାଳିକାମାନେ ସୈନିକ ସ୍କୁଲରେ ପଢ଼ିବେ। ସମ୍ପ୍ରତି ସମସ୍ତ କ୍ଷେତ୍ରରେ ବାଳିକାମାନେ ଭଲ ପ୍ରଦର୍ଶନ କରୁଛନ୍ତି। ବାଳିକାମାନେ ସୈନିକ ସ୍କୁଲ୍‌ରେ ପଢ଼ିବାକୁ ଚାହୁଁଛନ୍ତି। ତେଣୁ...

ଅସୁବିଧା ସମୟରେ ଭଡାଟିଆଙ୍କୁ ସାହା ହେଲେ ଘର ମାଲିକ

ନଏଡା,୩୦।୩: ମହାମାରୀ କରୋନା ଭାଇରସ୍‌ ସହ ମୁକାବିଲା ପାଇଁ ସମସ୍ତେ ପ୍ରାଣପଣେ ଉଦ୍ୟମ ଚଳାଇଛନ୍ତି। ଏହି ଘଡିସନ୍ଧି ମୁହୂର୍ତ୍ତରେ କେତେକ ଲୋକ ନିଜର ମାନବିକତାର ପରିଚୟ...

ଦିଦିଙ୍କ ମନରେ ନାହିଁ ମମତା; ଗରିବଙ୍କୁ ଅଧିକ ଗରିବ କରୁଛନ୍ତି: ମୋଦି

କୋଲକତା, ୨୦।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପଶ୍ଚିମବଙ୍ଗରେ ଏକ ନିର୍ବାଚନୀ ସଭାରେ ତୃଣମୂଳ କଂଗ୍ରେସ ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କୁ ଟାର୍ଗେଟ୍‌ କରିଛନ୍ତି। ଦିଦିଙ୍କ...

ଅଟୋ ଡ୍ରାଇଭରଙ୍କ ଘରେ ରାତ୍ର ଭୋଜନ କଲେ କେଜ୍‌ରିଓ୍ବାଲ

ନୂଆଦିଲ୍ଲୀ,୧୩।୯: ଆସନ୍ତା ଡିସେମ୍ବରରେ ଗୁଜରାଟ ବିଧାନସଭା ନିର୍ବାଚନ ହେବାକୁ ଥିବାବେଳେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ତଥା ଏଏପି ଆବାହକ ବାରମ୍ବାର ସେଠାକୁ ନିର୍ବାଚନ ପ୍ରଚାରରେ ଯାଉଛନ୍ତି। ସୋମବାର...

ବିଗିଡିଲା ମୁଲାୟମଙ୍କ ସ୍ବାସ୍ଥ୍ୟାବସ୍ଥା

ଲକ୍ଷ୍ନୌ,୨।୧୦: ସମାଜବାଦୀ ପାର୍ଟିର ବରିଷ୍ଠ ନେତା ମୁଲାୟମ ସିଂ ଯାଦବଙ୍କ ସ୍ବାସ୍ଥ୍ୟାବସ୍ଥା ବିଗିଡିଯାଇଛି। ତାଙ୍କୁ ଗୁରୁଗ୍ରାମର ମେଦାନ୍ତା ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସେ ଆଇସିୟୁରେ ଥିବା...

ବିଦାୟ ନେବେ ୭୨ ରାଜ୍ୟ ସଭା ଏମ୍‌ପି…

ନୂଆଦିଲ୍ଲୀ, ୩୧।୩ : ରାଜ୍ୟ ସଭାରେ ଗୁରୁବାର ୭୨ ଜଣ ଅବସରପ୍ରାପ୍ତ ଏମ୍‌ପିଙ୍କୁ ବିଦାୟ ଦେବା ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କହିଛନ୍ତି ମୋର କାମନା...

Advertisement
Archives

Model This Week